Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ଓଡ଼ିଶାର ବିଭିନ୍ନ ଜିଲ୍ଲାକୁ ୩ଦିନ ପାଇଁ ହିଟ୍ ୱେଭ୍ ଆଲର୍ଟ ଜାରି
ଭୁବନେଶ୍ବର: ପଶ୍ଚିମ ଓଡ଼ିଶାରେ ତାତିର ପ୍ରକୋପ ଜାରି ରହିଛି। କ୍ରମାଗତ ଭାବେ ସେଠାରେ ତାପମାତ୍ରା ବୃଦ୍ଧି ହେଉଛି। ସୂର୍ଯ୍ୟଙ୍କ ପ୍ରଖର କିରଣ ଯୋଗୁଁ ପଶ୍ଚିମ ଓଡ଼ିଶାରେ ସ୍ଥିତି ଅସମ୍ଭାଳ ହୋଇପଡ଼ିଛି। ଆହୁରି ଦୁଇ ଦିନ ପର୍ଯ୍ୟନ୍ତ ପଶ୍ଚିମ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ଗ୍ରୀଷ୍ମ ଲହରି!-->…
ଓଡ଼ିଆ ଚଳଚ୍ଚିତ୍ର ଭୋକ ଅନ୍ତର୍ଜାତୀୟ ସ୍ତରରେ ପୁରସ୍କୃତ
ଭୁବନେଶ୍ବର: କରୋନା ମହାମାରୀ ସମୟରେ ପ୍ରବାସୀ ଦାଦନମାନଙ୍କ ଦୁର୍ଦ୍ଦଶାକୁ ନେଇ ନିର୍ମିତ ଓଡ଼ିଆ ଚଳଚ୍ଚିତ୍ର 'ଭୋକ'ଅନ୍ତର୍ଜାତୀୟ ସ୍ତରରେ ପୁରସ୍କୃତ ହୋଇଛି । ନିକଟରେ ଲଣ୍ଡନଠାରେ ଅନୁଷ୍ଠିତ ୨୩ତମ ଇନ୍ଦ୍ରଧନୁ ରେନ୍-ବୋ ଚଳଚ୍ଚିତ୍ର ମହୋତ୍ସବରେ ଏହି ଫିଲ୍ମ ପୁରସ୍କାର ଲାଭ କରିଛି । ଗତ ମେ!-->…
ସ୍ତ୍ରୀର ଅଶ୍ଳୀଳ ଫଟୋ ଭାଇରାଲ କରି ସ୍ୱାମୀ ଗିରଫ
ଭୁବନେଶ୍ୱର: ଅଗ୍ନିଙ୍କୁ ସାକ୍ଷୀରଖି ହାତ ଧରିଥିଲେ। ଶେଷ ନିଃଶ୍ୱାସ ଥିବା ପର୍ଯ୍ୟନ୍ତ ପତ୍ନୀଙ୍କୁ ସୁରକ୍ଷା ଦେବେ ବୋଲି ପ୍ରତିଜ୍ଞା ନେଇଥିଲେ। ହେଲେ ନିଶା ଖାଇବାକୁ ଟଙ୍କା ନଦେବାରୁ ସୋଶାଲ ମିଡିଆରେ ପତ୍ନୀଙ୍କ ଅଶ୍ଳୀଳ ଫଟୋ ଭାଇରାଲ୍ କରି ଦେଲେ। ଏଭଳି ହୀନ କାର୍ଯ୍ୟ କରିଥିବା ବ୍ୟକ୍ତିକୁ!-->…
ସାଲେପୁରରେ ଆରମ୍ଭ ହେବ ମୋ ବସ୍ ସେବା
ସାଲେପୁର: ଦାବି ହେବ ପୂରଣ । ଗମନାଗମନ ହେବ ଆହୁରି ସହଜ । ସାଲେପୁରରେ ଆରମ୍ଭ ହେବ ମୋ ବସ୍ ସେବା । ସରକାରଙ୍କ ପକ୍ଷରୁ କଟକ ଜିଲ୍ଲା ସାଲେପୁର ସହରକୁ ଯୋଗାଇଦେବାକୁ ଯାଉଛନ୍ତି ମୋ ବସ୍ ସେବା।
ଖବର ଅନୁଯାୟୀ, କଟକ ଚାନ୍ଦବାଲି ରାସ୍ତାର ସାଲେପୁର ସହର ହେଉଛି ଏକ ପ୍ରମ୍ମୁଖ ସହର ।!-->!-->!-->…
ଜୁନ ୯ରେ ଚିଲିକାରେ ହାଉସ୍ ବୋଟ୍ ଉଦ୍ଘାଟନ କରିବେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବା ଲାଗି ଚିଲିକାରେ ଆସନ୍ତା ଜୁନ ୯ ତାରିଖରୁ ହାଉସ୍ ବୋଟ୍ ଚାଲିବ । ଏହା ରାଜ୍ୟରେ ପ୍ରଥମ । ଏହାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦ୍ଘାଟନ କରିବେ । ଏ ନେଇ ଏହାର ପରିଚାଳନା ଦାୟିତ୍ୱ ନେଇଥିବା ଘରୋଇ ସଂସ୍ଥା ବିକାଶ ଇକୋ ରିସୋର୍ଟସ ପକ୍ଷରୁ!-->…
କର୍କଟ ନିରାକରଣ ଅଭିଯାନରେ ସାମିଲ ହେବେ ମହିଳା ଏସ୍ଏଚ୍ଜି
ଭୁବନେଶ୍ୱର : ବିଭିନ୍ନ କ୍ଷେତ୍ରରେ ଦକ୍ଷତା ପ୍ରତିପାଦନ କରିଥିବା ମହିଳା ସ୍ୱୟଂ ସହାୟଗ ଗୋଷ୍ଠୀ (ଏସ୍ଏଚ୍ଜି) ସଦସ୍ୟମାନେ ଏଣିକି କର୍କଟ ଚିକିତ୍ସା କ୍ଷେତ୍ରରେ ନିୟୋଜିତ ହେବେ। କର୍କଟ ରୋଗ ଚିହ୍ନଟ ଠାରୁ ଆରମ୍ଭ କରି ଡାକ୍ତରଖାନାରେ ଚିକିତ୍ସା ପର୍ଯ୍ୟନ୍ତ ସବୁଠି ରୋଗୀ ଏବଂ!-->…
ପିସିସି ସଭାପତି ଶରତ ପଟ୍ଟନାୟକଙ୍କୁ ଦିଲ୍ଲୀ ଡକରା
ଭୁବନେଶ୍ୱର: ପିସିସି ସଭାପତି ଶରତ ପଟ୍ଟନାୟକଙ୍କୁ ଦିଲ୍ଲୀ ଡକରା । ଦିଲ୍ଲୀରେ ଶୀର୍ଷ ନେତୃତ୍ବ ଏବଂ ପ୍ରଭାରୀଙ୍କ ସହ ଶରତ ଆଲୋଚନା କରିବେ ବୋଲି ସୂଚନା ରହିଛି। ଆସନ୍ତା 10ରେ ଶରତଙ୍କୁ ରାଜ୍ୟ କଂଗ୍ରେସ ଏକ ସମ୍ବର୍ଦ୍ଧନା ସମାବେଶ କରାଯିବ। ଏହା ପୂର୍ବରୁ ରାଜ୍ୟ କଂଗ୍ରେସର ବିଭିନ୍ନ ନେତାଙ୍କୁ!-->…
ଅବଦୁଲ କଲାମ ଦ୍ବୀପରୁ ଅଗ୍ନି ୪ ମିଜାଇଲ୍ର ରାତ୍ରୀକାଳୀନ ଉତ୍କ୍ଷେପଣ
ବାଲେଶ୍ବର: ଅବଦୁଲ କଲାମ ଦ୍ବୀପରୁ ପରୀକ୍ଷା ହେଲା ମଧ୍ଯମ ଦୂରଗାମୀ ବାଲେଷ୍ଟିକ ମିସାଇଲ ଅଗ୍ନୀ-୪। ଅଗ୍ନି ୪ ମିଜାଇଲ୍ର ରାତ୍ରୀକାଳୀନ ଉତ୍କ୍ଷେପଣ ସଫଳତାର ସହ ହୋଇଥିବା ସୂଚନା ଦେଇଛି DRDO। ଅବଦୁଲ କଲାମ ଦ୍ୱୀପରୁ ୭ଟା ୪୫ରେ ରାତ୍ରୀକାଳୀନ ଉତ୍କ୍ଷେପଣ କରାଯାଇଥିଲା। ୪ ହଜାର କିଲୋମିଟର!-->…
ବାରବାଟୀ T-20: ଭାରତ-ଦକ୍ଷିଣ ଆଫିକା ମ୍ୟାଚର ଟିକେଟ କିଣିଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ଆସନ୍ତା ୧୨ ତାରିଖରେ ଅନୁଷ୍ଠିତ ହେବାକୁ ଯାଉଛି ଭାରତ-ଦକ୍ଷିଣ ଆଫିକା ମଧ୍ୟରେ ଟି-୨୦ ମ୍ୟାଚ । ଏଥିପାଇଁ କଟକର ବାରବାଟୀ ଷ୍ଟାଡିୟମର ସମସ୍ତ ପ୍ରସ୍ତୁତି କାର୍ଯ୍ୟ ସମାପ୍ତ ହୋଇଛି । ମ୍ୟାଚ ପୂର୍ବରୁ ସମସ୍ତ ସୁରକ୍ଷା ବ୍ୟବସ୍ଥା ନେଇ ମକଡ୍ରିଲ କରାଯିବା ସହ ପୋଲିସ, ଅଗ୍ନିଶମ!-->…
ଅଟୋ ସହିତ ଟ୍ୟାଙ୍କର ମୁହାଁମୁହିଁ ଧକ୍କା, ୩ ମୃତ, ୫ ଆହତ
କୁଚିଣ୍ଡା: କୁଚିଣ୍ଡା ଥାନା ୪୯ ନମ୍ବର ଜାତୀୟ ରାଜପଥର ତବଲାକଟା ନିକଟରେ ଅଟୋ ସହିତ ଟ୍ୟାଙ୍କର ମୁହାଁମୁହିଁ ଧକ୍କା ହେଵା ଫଳରେ ୩ଜଣ ମୃତ ୫ଜଣ ଆହତ ହୋଇଛନ୍ତି l ଘଟଣାସ୍ଥଳରେ ଉତ୍ତେଜନା ଦେଖାଯାଇଛି । ଜାତୀୟ ରାଜପଥ ଅବରୋଧ କରିଛନ୍ତି ଅଂଚଳବାସୀ l ଅନ୍ୟପଟେ ଆହତମାନଙ୍କୁ କୁଚିଣ୍ଡା!-->…