Browsing Category

ଓଡିଶା

ନିଶା ମାଫିଆଙ୍କ ଠାରୁ ମୋଟା ଅଙ୍କର ଟଙ୍କା ନେଉଛି ପୁରୀ ପୋଲିସ, ସାଙ୍ଘାତିକ ଅଭିଯୋଗ ଆଣିଲେ ଅବକାରୀ ଇନସ୍ପେକ୍ଟର…

ପୁରୀ: ପୋଲିସ ବିରୋଧରେ ଅବକାରୀ ବିଭାଗର ଅଭିଯୋଗ। ପୁରୀ ଜିଲ୍ଲା ପୋଲିସ ବିରୋଧରେ ଅଭିଯୋଗ ଆଣିଛି ଅବକାରୀ ବିଭାଗ। ଅବକାରୀ କମିସନରଙ୍କୁ ଏଭଳି ଚିଠି ଲେଖି ଖୁଲମଖୁଲା ଅଭିଯୋଗ ଆଣିଛନ୍ତି ପୁରୀ ଅବକାରୀ ଇନସ୍ପେକ୍ଟର ସଞ୍ଜୟ କୁମାର ପଣ୍ଡା। ଜିଲ୍ଲାର ଥାନାଅଧିକାରୀ ମାନେ ନିଶା ମାଫିଆଙ୍କ ଠାରୁ…

ନଦୀକୁ ଡେଇଁ ଯୁବତୀଙ୍କ ଆତ୍ମହତ୍ୟା ଉଦ୍ୟମ, ପଠାରେ ପଡି ବଞ୍ଚିଗଲା ଜୀବନ

ଭଦ୍ରକ: ନଦୀକୁ ଡେଇଁ ଆତ୍ମହତ୍ୟା ଉଦ୍ୟମ କରୁଥିଲେ ଯୁବତୀ । କିନ୍ତୁ ପଠାରେ ପଡିଗଲେ, ବଞ୍ଚିଗଲା ଜୀବନ । ଗୁରୁତର ଅବସ୍ଥାରେ ଯୁବତୀଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି। ସୂଚନାଯୋଗ୍ୟ ଯେ, ଭଦ୍ରକ ସହର ବାଇପାସ୍ ନିକଟ ରାଜଘାଟ ବ୍ରିଜରୁ ଡେଇଁ ଯୁବତୀ ଆତ୍ମହତ୍ୟା ଉଦ୍ୟମ କରିଥିଲେ । ତେବେ…

ରାଜ୍ୟର ୧୪ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା, ଜାରି ହେଲା ୟେଲୋଓ୍ଵାର୍ଣ୍ଣିଂ

ଭୁବନେଶ୍ୱର: ସଂପ୍ରତି ପଶ୍ଚିମ ଓଡ଼ିଶାରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି ରହିଥିବା ବେଳେ ଉପକୂଳ ଓଡ଼ିଶାରେ ଅସହ୍ୟ ଗୁଳୁଗୁଳି ସାଧାରଣ ଜନଜୀବନକୁ ଅସ୍ତବ୍ୟସ୍ତ କରି ପକାଇଛି। ପାଣିପାଗର ଏପ୍ରକାର ସ୍ଥିତି ଆହୁରି ୩ ଦିନ ପର୍ଯ୍ୟନ୍ତ, ଅର୍ଥାତ୍‌ ଜୁନ୍‌ ୯ ତାରିଖ ପର୍ଯ୍ୟନ୍ତ ଜାରି ରହିବ। ଏ…

ଆଠଗଡ ଅଞ୍ଚଳରୁ ଏକାଧିକ ହାତୀ କଙ୍କାଳ ମିଳିବା ଘଟଣା : ତଦନ୍ତ ପାଇଁ କ୍ରାଇମବ୍ରାଞ୍ଚକୁ ଚିଠି

ଭୁବନେଶ୍ବର : ଆଠଗଡ ଅଞ୍ଚଳରୁ ଏକାଧିକ ହାତୀ କଙ୍କାଳ ମିଳିବା ଘଟଣାର ତଦନ୍ତ ପାଇଁ ଚିଠି । କ୍ରାଇମବ୍ରାଞ୍ଚ ଏସଟିଏଫ ଘଟଣାର ତଦନ୍ତ ପାଇଁ ଆନିମଲ ଓ୍ବେଲଫେୟାର ଟ୍ରଷ୍ଟର ପୁରବୀ ପାତ୍ର କ୍ରାଇମବ୍ରାଞ୍ଚ ଏଡିଜିଙ୍କୁ ଚିଠି ଲେଖିଛନ୍ତି । ବାରମ୍ବାର ହାତୀ କଙ୍କାଳ ମିଳିଥିଲେ ସୁଦ୍ଧା ବନ ବିଭାଗ…

୧୨ ତାରିଖ ପରେ ଓଡ଼ିଶା ଛୁଇଁବ ମୌସୁମୀ

ଭୁବନେଶ୍ୱର: ଜୁନ୍‌ ୧୨ ପରେ ଓଡିଶା ଛୁଇଁବ ମୌସୁମୀ । ରାଜ୍ୟରେ ବର୍ଷାର ବିଶେଷ ପ୍ରଭାବ ନଥିବା ବେଳେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି । ବାୟୁମଣ୍ଡଳରେ ଆଦ୍ରତା ଯୋଗୁଁ ଗୁଳୁଗୁଳି ପରିଲକ୍ଷିତ ହେଉଛି ।ତେଣୁ ମୌସୁମୀ ପାଇଁ ଅନୁକୂଳ ବାତାବରଣ ସୃଷ୍ଟି ହୋଇପାରୁନାହିଁ । ଆସନ୍ତା ୧୨ ତାରିଖ ପରେ…

ଚଣ୍ଡି ମନ୍ଦିର ପ୍ରକଳ୍ପ କାର୍ଯ୍ୟ ପାଇଁ ଜମି ହରାଇଥିବା ଲୋକଙ୍କୁ ମିଳିବ ସମାନ ମୂଲ୍ୟ

କଟକ: କଟକ ଚଣ୍ଡି ମନ୍ଦିର ସମନ୍ଵିତ ପ୍ରକଳ୍ପ ଯୋଜନା କାମ ତ୍ଵରାନ୍ଵିତ କରିବା ପାଇଁ ଗଠନ ହେଲା ପ୍ରକଳ୍ପ କାର୍ଯ୍ୟକାରୀ କମିଟି। ଏହି ପ୍ରକଳ୍ପ ଯୋଗୁଁ ପ୍ରଭାବିତ ହେଉଥିବା ବ୍ୟକ୍ତି ଏବଂ ଅନୁଷ୍ଠାନକୁ ଅନୁକମ୍ପା ରାଶି ପ୍ରଦାନ କରାଯିବ। ପ୍ରକଳ୍ପ ଯୋଗୁଁ ଯଦି କୌଣସି ବ୍ୟକ୍ତି ରୋଜଗାର ହରାଏ…

ରଥଖଳା: ଚକଡେରା ନୀତି ସମ୍ପନ୍ନ

ପୁରୀ: ପାଖେଇ ଆସୁଛି ବିଶ୍ବପ୍ରସିଦ୍ଧ ରଥଯାତ୍ରା । ରଥରେ ଚଢ଼ି ପତିତ ଉଦ୍ଧାରରେ ବାହାରିବେ ପତିତପାବନ । ଏଥିପାଇଁ ପୁରୀ ରଥଖଳାରେ ଜୋରସୋରରେ ଆଗେଇ ଚାଲିଛି ୩ ରଥର କାମ । ପରମ୍ପରା ଅନୁଯାୟୀ ଆଜି ଶୀତଳଷଷ୍ଠୀରେ ଅନୁଷ୍ଠିତ ହୋଇଛି ଚକଡେରା ନୀତି । ସମସ୍ତ ଚକ ସହ ଅଖ ସଂଯୋଗ କରାଯାଇଛି । ଭୋଇ…

ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲେ ନୂଆ ମନ୍ତ୍ରୀ, ମନ୍ତ୍ରୀମାନଙ୍କୁ 6T ମନ୍ତ୍ର ଦେଲେ ନବୀନ

ଭୁବନେଶ୍ବର: ଶପଥ ଗ୍ରହଣ ପରେ ଆଜି ସନ୍ଧ୍ଯାରେ ନବୀନ ନିବାସରେ ନବଗଠିତ ମନ୍ତ୍ରିମଣ୍ଡଳର ସମସ୍ତ ସଦସ୍ୟ ପହଞ୍ଚିଥିଲେ । ମୁଖ୍ୟମନ୍ତ୍ରୀଙ୍କୁ ଭେଟି କୃତଜ୍ଞତା ଜଣାଇଥିଲେ ନୂଆ ମନ୍ତ୍ରୀ। ଦୀର୍ଘ ସମୟ ଧରି ସମସ୍ତ ନୂଆ ମନ୍ତ୍ରୀଙ୍କ ସହ ଆଲୋଚନା କରିଥିଲେ ମୁଖ୍ୟମନ୍ତ୍ରୀ । ମନ୍ତ୍ରିମଣ୍ଡଳର ସମସ୍ତ…

କଟକର ୪ ନୂଆ ରୁଟରେ ଗଡ଼ିବ ୩୦ଟି ମୋ ବସ୍

ଭୁବନେଶ୍ୱର: କ୍ୟାପିଟାଲ୍ ରିଜିୟନ୍ ଅର୍ବାନ ଟ୍ରାନ୍ସପୋର୍ଟ (କ୍ରୁଟ୍) ଦୀର୍ଘ ୪ବର୍ଷ ଧରି କଟକ, ଭୁବନେଶ୍ଵର, ଖୋର୍ଦ୍ଧା, ପୁରୀ ଭଳି ପ୍ରମୁଖ ସହରାଞ୍ଚଳରେ ମୋ ବସ୍ ସେବା ଯୋଗାଇ ଆସୁଛି। ଯାହାଦ୍ବାରା ଜନସାଧାରଣଙ୍କ ଦୈନଦିନ ଯାତ୍ରାରେ ବେସ ସହାୟକ ହେଉଛି। ଯାତ୍ରୀଙ୍କ କ୍ରମାଗତ ଅନୁରୋଧ ପରେ…

ରାଜ୍ୟସ୍ତରୀୟ ବିଶ୍ୱ ପରିବେଶ ଦିବସ-୨୦୨୨ ପାଳିତ

ଭୁବନେଶ୍ୱର: ଆଜି ସମଗ୍ର ବିଶ୍ୱରେ ସମସ୍ତ ନେତୃମଣ୍ଡଳୀ, ବିଶେଷଜ୍ଞ ଏବଂ ପ୍ରତ୍ୟେକଙ୍କ ମତରେ ଆଜି ସମୟ ଆସିଛି ପୃଥିବୀର ସୁରକ୍ଷା ପାଇଁ ଏବଂ ସେଥିପାଇଁ ଆମ ସମସ୍ତଙ୍କୁ କାର୍ଯ୍ୟ କରିବାକୁ ପଡ଼ିବ । ପ୍ରକୃତିର ସୁରକ୍ଷା ପାଇଁ କମୁ୍ୟନିଟି ସ୍ତରରେ ଉଦ୍ୟମ ପ୍ରଶଂସନୀୟ। ଏ ଦିଗରେ ଉଭୟ…