Browsing Category

ଓଡିଶା

ED ରେ ହାଜର ହେଲେ ପୂର୍ବତନ ବିଧାୟକ ପ୍ରଭାତ ତ୍ରିପାଠୀ

ଭୁବନେଶ୍ବର: ଅର୍ଥତତ୍ତ୍ବ ଚିଟଫଣ୍ଡ ଠକେଇ ମାମଲାରେ ଇଡିରେ ହାଜର ହେଲେ ପ୍ରଭାତ ତ୍ରିପାଠୀ । ବାଙ୍କିର ପୂର୍ବତନ ବିଧାୟକ ପ୍ରଭାତ ତ୍ରିପାଠୀ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟରେ ହାଜର ହୋଇଛନ୍ତି । ଅର୍ଥତତ୍ତ୍ବ ଚିଟଫଣ୍ଡ ସଂସ୍ଥାରୁ ଆସିଥିବା ବେଆଇନ ଆର୍ଥିକ କାରବାର ନେଇ ଇଡି ଜେରା କରୁଛି । ଜେରା…

ସୁପ୍ରିମକୋର୍ଟରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ମାମଲା ଖାରଜ, ପିଟିସନରଙ୍କୁ ୧ ଲକ୍ଷ ଟଙ୍କା ଜରିମାନା

ନୂଆଦିଲ୍ଲୀ: ସୁପ୍ରିମକୋର୍ଟରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ମାମଲା। ଉଭୟ ଆବେଦନକାରୀଙ୍କ ମାମଲା ଖାରଜ କଲେ ସୁପ୍ରିମକୋର୍ଟ। ଲକ୍ଷ ଲକ୍ଷ ଶ୍ରଦ୍ଧାଳୁଙ୍କ ସୁବିଧା ପାଇଁ କାମ ଚାଲିଥିବାରୁ ମାମଲା ରଦ୍ଦ କରାଯାଇଛି। ଏହା ସହ ଉଭୟ ପିଟିସନରଙ୍କୁ ୧ ଲକ୍ଷ ଟଙ୍କା ଜରିମାନା କରାଯାଇଛି।…

ଦିନିକିଆ କନ୍ଧମାଳ ଗସ୍ତରେ ପୋଲିସ ମହାନିର୍ଦ୍ଦେଶକ : ମାଓବାଦୀଙ୍କ ଉପରେ କଡ଼ା ନଜର ରଖିବା ଲାଗି ପରାମର୍ଶ…

ଫୁଲବାଣୀ: ଗୁରୁବାର ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ ସୁନୀଲ ବଂଶଲ ହେଲିକପ୍ଟର ଯୋଗେ ଦିନିକିଆ କନ୍ଧମାଳ ଗସ୍ତରେ ଅଛନ୍ତି । ଜିଲ୍ଲାର ମାଓ ଇଲାକା ଭାବେ ପରିଚିତ ତୁମୁଡିବନ୍ଧ ବ୍ଲକର ବେଲଘର ଥାନା ଅନ୍ତର୍ଗତ ଲଙ୍କାଗଡ ଠାରେ ନିର୍ମାଣଧୀନ ସିଆରପିଏଫ କ୍ୟାମ୍ପରେ ଓହ୍ଲାଇ କାର୍ଯ୍ୟ ବୁଲି…

ଆଜି ୪୦ ଡିଗ୍ରୀ ଉପରେ ୧୫ ସହର, ସୋନପୁର ସବୁଠାରୁ ଉତ୍ତପ୍ତ

ଭୁବନେଶ୍ୱର: ସିଝୁଛି ପଶ୍ଚିମ ଓଡ଼ିଶା। ୧୫ ସହରରେ ୪୦ ଡିଗ୍ରୀ ଉପରେ ତାପମାତ୍ରା ରେକର୍ଡ କରାଯାଇଛି। ୪୪.୮ ଡ଼ିଗ୍ରୀ ସହ ସୋନପୁର ରାଜ୍ୟର ଉତ୍ତପ୍ତ ସହର ପାଲଟିଛି। ବଲାଙ୍ଗୀରରେ ୪୪.୫ ଡ଼ିଗ୍ରୀ, ଟିଟିଲାଗଡ଼ରେ ୪୪.୪ ଡ଼ିଗ୍ରୀ, ବରଗଡ଼ରେ ୪୩.୬ ଡ଼ିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି। ସେହିପରି…

ବନ୍ଦ ଘରୁ ଝୁଲନ୍ତା ମୃତଦେହ ଠାବ

ଭୁବନେଶ୍ବର: ଭୁବନେଶ୍ବର ଲକ୍ଷ୍ମୀସାଗର ଚିନ୍ତାମଣିଶ୍ୱର ଅଞ୍ଚଳରେ ଥିବା ଏକ ଘରୁ ମୃତଦେହ ମିଳିଛି। ଲକ୍ଷ୍ମୀସାଗର ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ତଦନ୍ତ ଚଳାଇଛି । ଖବର ଅନୁଯାୟୀ, ମୃତ ଯୁବକଙ୍କ ଘର ନରସିଂହପୁର ବ୍ଳକ ଶ୍ରଦ୍ଧାପୁର ପଂଚାୟତ୍ତତ ସୁକାଟୋ ଗାଁରେ । ତେବେ ସେ…

ଶାରଳା ମନ୍ଦିର ଉନ୍ନତିକରଣ ପାଇଁ ମାଷ୍ଟରପ୍ଲାନକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ

ଭୁବନେଶ୍ୱର: ଶାରଳା ମନ୍ଦିର ଉନ୍ନତିକରଣ ପାଇଁ ମାଷ୍ଟରପ୍ଲାନକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ । ଶାରଳା ମନ୍ଦିର ସୌନ୍ଦର୍ଯ୍ୟକରଣ ପାଇଁ ପ୍ରଥମ ପର୍ଯ୍ୟାୟରେ ୪୨ କୋଟିର ବଜେଟ ବ୍ୟବସ୍ଥା । ବର୍ଷକରେ ସରିବ କାମ । ଯାହାକୁ ନେଇ ସେବାୟତଙ୍କ ମଧ୍ୟରେ ଉତ୍ସାହ ଓ ଆନନ୍ଦ ଦେଖିବାକୁ ମିଳିଛି । ନିକଟରେ…

ଜେଲ ଗଲେ ହିନ୍ଦୋଳ ଏସଡିପିଓ

ଢେଙ୍କାନାଳ: ବିଚାର ବିଭାଗୀୟ ହାଜତକୁ ଗଲେ ହିନ୍ଦୋଳ ଏସଡିପିଓ ମଳୟ ନାୟକ । ଜଣେ ପଥର କ୍ୱାରୀ ଲିଜ୍‌ଧାରୀଙ୍କ ଠାରୁ ୩୦ ହଜାର ଟଙ୍କା ଲାଞ୍ଚ ନେଇ ଗିରଫ ହୋଇଥିବା ଢେଙ୍କାନାଳ ଜିଲ୍ଲା ହିନ୍ଦୋଳ ଏସ୍‌ଡିପିଓ ମଳୟ କିଶୋର ନାୟକଙ୍କୁ ଜେଲ୍ ପଠାଇ ଦିଆଯାଇଛି। ଢେଙ୍କାନାଳ ସ୍ୱତନ୍ତ୍ର ଭିଜିଲାନ୍ସ…

ରାଜ୍ୟରେ ବଜ୍ରପାତ ସହ ବର୍ଷା ହେବାର ସମ୍ଭାବନା, ୬ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ

ଭୁବନେଶ୍ୱର: ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ବଜ୍ରପାତ ସହ ବର୍ଷା ହେବାର ସମ୍ଭାବନା ରହିଛି। ୩ ତାରିଖ ଶୁକ୍ରବାର ମଧ୍ୟାହ୍ନ ସୁଦ୍ଧା ରାଜ୍ୟର କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର ଓ କେନ୍ଦ୍ରାପଡ଼ା ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ କାଳବୈଶାଖୀ ଜନିତ ଘୂର୍ଣ୍ଣିଝଡ଼ ହେବ।…

ବିଧାୟକଙ୍କ ଆପାର୍ଟମେଣ୍ଟ ନିର୍ମାଣ ମାମଲା: ଗଛକଟା ବନ୍ଦ କଲେ ହାଇକୋର୍ଟ

କଟକ: ରାଜଧାନୀରେ ବିଧାୟକଙ୍କ ପାଇଁ ଗଛକାଟି ଅତ୍ୟାଧୁନିକ ଆପାର୍ଟମେଣ୍ଟ ନିର୍ମାଣ ପ୍ରସଙ୍ଗ । ପୁରା ଘଟଣାର ସମ୍ପୂର୍ଣ୍ଣ ଜବାବ ମାଗିଛନ୍ତି ହାଇକୋର୍ଟ । ସମାଜସେବୀ ଜୟନ୍ତ ଦାସଙ୍କ ପକ୍ଷରୁ ରୁଜୁ ହୋଇଥିବା ମାମଲାର ଶୁଣାଣି କରି ସତ୍ୟପାଠ ମାଧ୍ୟମରେ ତଥ୍ୟ ରଖିବାକୁ ସାଧାରଣ ପ୍ରଶାସନ ବିଭାଗକୁ…

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ମାମଲା: ରାୟ ସଂରକ୍ଷିତ ରଖିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ: ପୁରୀ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପକୁ ନେଇ ଆଜି ସୁପ୍ରିମକୋର୍ଟରେ ଶୁଣାଣି ହୋଇଛି । ଓଡ଼ିଶା ସରକାର ଚଳାଇଥିବା ବେଆଇନ ଉତ୍‌ଖନନ ଏବଂ ନିର୍ମାଣ କାର୍ଯ୍ୟକୁ ବିରୋଧ କରି ଆଗତ ପିଟିସନ୍‌ଗୁଡ଼ିକର ଶୁଣାଣି କରି ଆଜି ସୁପ୍ରିମ୍‌ କୋର୍ଟ ନିଜର ରାୟ ସଂରକ୍ଷିତ ରଖିଛନ୍ତି।…