Browsing Category

ଓଡିଶା

ଛତ୍ରପୁର ପରିବହନ ବିଭାଗର ଚାରି ଗେଲ୍ହା ପୁଅ :ବଟି ଆଦାୟ ର ଶୀର୍ଷ ରେ ବିଶ୍ୱ, ଏବଂ ହରିଚନ୍ଦନ…!

ଏମ. ଭି. ଆଇ ଙ୍କ କାର୍ଯ୍ୟକାରୀତା ଉପରକୁ ଉଠିଲାଣି ଆଙ୍ଗୁଠି..! ମନ୍ତ୍ରୀଙ୍କ ଜିଲ୍ଲାରେ ଦଲାଲ ବାବୁ ମାନଙ୍କ ଆତଙ୍କ ରାଜ…..!ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲାର ସଦର ମହକୁମା ଛତ୍ରପୁର ସ୍ଥିତ ପରିବହନ କାଯ୍ୟାଳୟ ଏବେ ବଟି ଆଦାୟ କୁ ନେଇ ଚର୍ଚ୍ଚିତ। ରାଜପଥ କଡରେ ଚାରିଚକିଆ ଯାନ ରଖି ବିଶ୍ୱ,…

ବାଲି ମାଫିଆଙ୍କ କବଜାରେ ଇନ୍ଦ୍ରାବତୀ: ପ୍ରଶାସନ ନିଦାବିଷ୍ଣୁ, କୋଟି କୋଟି ଟଙ୍କାର ରାଜସ୍ୱ ହାନି

କୋରାପୁଟ, ୦୫/୦୪/୨୬ (ରିପୋର୍ଟ - ବସନ୍ତ ପେଗଡ଼): କୋରାପୁଟ ଜିଲ୍ଲା କୋଟପାଡ଼ ତହସିଲ ଅନ୍ତର୍ଗତ ଇନ୍ଦ୍ରାବତୀ ନଦୀ କୂଳର ବିଭିନ୍ନ ଅଞ୍ଚଳରୁ ବେଆଇନ ଭାବେ ବାଲି ଉତ୍ତୋଳନ କରିବାରେ ବ୍ୟସ୍ତ ରହୁଛନ୍ତି ବାଲି ମାଫିଆ। କୋଟପାଡ଼ରେ କନିଷ୍ଠ ଲଘୁ ଖଣିଜ ଅଧିକାରୀ ପଦସ୍ଥ ଥିଲେ ସୁଦ୍ଧା ବେଆଇନ…

ବର୍ତ୍ତମାନ ସ୍ଥିତିରେ ମେଟ୍ରୋ କରିକି ନିଜର ନିର୍ବାଚନ ଚାଲ ଖେଳିବାର କିଛି ଆବଶ୍ୟକ ନାହିଁ

ଭୁବନେଶ୍ୱର ୦୫।୦୪ : ବର୍ତ୍ତମାନ ସ୍ଥିତିରେ ମେଟ୍ରୋ କରିକି ନିଜର ନିର୍ବାଚନ ଚାଲ ଖେଳିବାର କିଛି ଆବଶ୍ୟକ ନାହିଁ । ମେଟ୍ରୋ କରିକି ପ୍ରତିବର୍ଷ ଦୁଇ ହଜାର କୋଟି ଖର୍ଚ୍ଚା କରିବା ପାଇଁ ବର୍ତ୍ତମାନ ସମୟରେ କୌଣସି ଆବଶ୍ୟକତା ହିଁ ନାହିଁ । ସରକାର ଗମ୍ଭୀର ଅଛନ୍ତି । ଆଗାମୀ ଦିନରେ ମେଟ୍ରୋ…

ସରକାରଙ୍କୁ ଘେରିଲେ ବିରୋଧୀ, ପଞ୍ଚାୟତ ନିର୍ବାଚନକୁ ନେଇ ସରକାରଙ୍କ ଅଧିକ ଚାଉଳ ନୀତି, ମନ୍ତ୍ରୀ କହିଲେ ଲୋକଙ୍କ ହିତ…

ଭୁବନେଶ୍ୱର ୦୫।୦୪ : କ୍ଷୁଧାମୁକ୍ତ ଓଡ଼ିଶା ସ୍ବପ୍ନ ସାକାର କରିବାକୁ ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା । ଏବେ ମାସକୁ ମୁଣ୍ଡ ପିଛା ୫କେଜି ବଦଳରେ ମିଳିବ ୧୦ କେଜି ଚାଉଳ। ଏଥର ମୋଦି ସରକାର ଦେବେ ୫କେଜି ଓ ମୋହନ ସରକାର ଦେବେ ୫କେଜି ଚାଉଳ। ମାସକୁ ମୁଣ୍ଡପିଛା ଅତିରିକ୍ତ ୫ କେଜି…

 ନାମଲେଖା ପାଇଁ ସଂରକ୍ଷଣ ବ୍ୟବସ୍ଥା, ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଲେ କେନ୍ଦ୍ରମନ୍ତ୍ରୀ…

ଭୁବନେଶ୍ୱର,୦୫/୦୪: ଓଡ଼ିଶାର ମେଡ଼ିକାଲ, ଇଞ୍ଜିନିୟରିଂ, କୃଷି ଓ ପ୍ରଯୁକ୍ତି ବିଦ୍ୟାଭିତ୍ତିକ ଶିକ୍ଷା ପାଠ୍ୟକ୍ରମରେ ନାମଲେଖା ପାଇଁ ସଂରକ୍ଷଣ ବ୍ୟବସ୍ଥାକୁ କ୍ୟାବିନେଟରେ ମଞ୍ଜୁର କରିଥିବାରୁ ପ୍ରଧାନମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର…

SEBC ଛାତ୍ର-ଛାତ୍ରୀଙ୍କ ପାଇଁ ସଂରକ୍ଷଣ, ଜୋର ଧରିଲା ରାଜନୀତି

ଭୁବନେଶ୍ଵର: ରାଜ୍ୟ କ୍ୟାବିନେଟରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ନିଷ୍ପତି | ଦୀର୍ଘ ଦିନର ଦାବିକୁ ପୂରଣ କରିଛନ୍ତି ମୋହନ ସରକାର | ଏଣିକି ସାମାଜିକ ଓ ଶିକ୍ଷାଗତ ଭାବେ ପଛୁଆବର୍ଗ ଛାତ୍ରଛାତ୍ରୀମାନେ ୧୧.୨୫ ପ୍ରତିଶତ ସଂରକ୍ଷଣ ପାଇବେ | ମେଡ଼ିକାଲ, ଇଞ୍ଜିନିଅରିଂ, ଅନ୍ୟାନ୍ୟ ଉଚ୍ଚଶିକ୍ଷା ଓ…

୧୦ ଯାଏ ବଢ଼ିଲା ପ୍ରବେଶିକା ପରୀକ୍ଷା ପଞ୍ଜୀକରଣ

କଟକ: ଭାରତୀୟ ସେନାର ଅଗ୍ନିପଥ ଯୋଜନା ଏବଂ ରେଗୁଲାର କ୍ୟାଡରର ନିଯୁକ୍ତି ପାଇଁ ହେବାକୁ ଥିବା ଅନ୍‌ଲାଇନ ଏକକ ପ୍ରବେଶିକା ପରୀକ୍ଷା (ସିଇଇ)ର ପଞ୍ଜୀକରଣ ଅବଧି ବୃଦ୍ଧି ପାଇଛି। ଆଶାୟୀମାନେ ଆସନ୍ତା ଏପ୍ରିଲ ୧୦ ତାରିଖ ପର୍ଯ୍ୟନ୍ତ ଏହି ପରୀକ୍ଷା ନିମନ୍ତେ ପଞ୍ଜୀକରଣ କରିପାରିବେ। କଟକ,…

ବିପୁଳ ବେଆଇନ୍ ବାଣ ଜବତ, ଦୁଇ ଅଟକ

ନବରଙ୍ଗପୁର: ଲକ୍ଷାଧିକ ଟଙ୍କାର ଗଚ୍ଛିତ ବେଆଇନ୍ ବାଣ ଜବତ, ୨ ବ୍ୟବସାୟୀ ଅଟକ। ଏଭଳି ଘଟଣା ଦେଖିବାକୁ ମିଳିଛି ନବରଙ୍ଗପୁର ଜିଲ୍ଲା ଉମରକୋଟ ପୌରାଞ୍ଚଳରେ। ଡିଏନକେ ଓ ଯୁଭି ୩ ଡଙ୍ଗରୀଗୁଡ଼ାର ଦୁଇ ବ୍ୟବସାୟୀ ଙ୍କ ଘରେ ପୁଲିସ୍‌ ଚଢାଉ କରିଥିଲା । ବିଜନ ମଲ୍ଲିକ ଓ ପ୍ରତାପ ଚନ୍ଦ୍ର ସାହାଙ୍କ…

ବନ୍ଧୁକ ମୁନରେ ଲୁଟିଲେ ୧୦ ଲକ୍ଷର ସୁନା !

ଜଳେଶ୍ବର: ବନ୍ଧୁକ ମୁନରେ ଲୁଟିନେଲେ ଗହଣା ଭର୍ତ୍ତି ବ୍ୟାଗ୍ । ଏଭଳି ଘଟଣା ଘଟିଛି ବାଲେଶ୍ବର ଜିଲ୍ଲା ବସ୍ତା ଥାନା ଅନ୍ତର୍ଗତ ଅମର୍ଦ୍ଦା ବଜାରରେ । ଲକ୍ଷ୍ମୀ ଜୁଏଲାରୀ ମାଲିକ ଗଗନ ପ୍ରଧାନଙ୍କୁ ବନ୍ଧୁକ ଦେଖାଇ ଦୁର୍ବୁତ୍ତମାନେ ଗହଣା ଭର୍ତ୍ତି ବ୍ୟାଗ ଲୁଟି ନେଇଛନ୍ତି । ସେ ଦୋକାନ ବନ୍ଦ କରି…

ଆଉ ଖୋଲାରେ ମିଳିବନି ଗ୍ୟାସ୍‌ !

ଭୁବନେଶ୍ଵର: ଆଉ ବଜାରରେ ବିକ୍ରି ହେବନି ରନ୍ଧନ ଗ୍ୟାସ୍। ଏହା ବେଆଇନ୍ । ମଧ୍ୟପ୍ରାଚ୍ୟ ଯୁଦ୍ଧ ମଧ୍ୟରେ ଏଲପିଜି ସଙ୍କଟ ଦେଖା ଦେଇଥିବା ବେଳେ ରାଜ୍ୟରେ ଗ୍ୟାସ୍ କଳାବଜାରୀ ରୋକିବା ପାଇଁ ଦୃଢ ପଦକ୍ଷେପ ନେଇଛନ୍ତି ସରକାର। ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଆଜି ଏହି ବଡ଼ ସୂଚନା ଦେଇଛନ୍ତି…