Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ରାସ୍ତାରେ ପଡ଼ିଛି ଯୁବକଙ୍କ ମୃତଦେହ, ପରକୀୟା ପ୍ରୀତିରୁ ହତ୍ୟା!
ଜଗତସିଂହପୁର: ଜଗତସିଂହପୁର ଜିଲ୍ଲାର ବାଲିକୁଦା ଥାନା ଅଧୀନରେ ଥିବା ବାହାରଣା ପଞ୍ଚାୟତରେ ଜନତା କୋଠି ଠାରୁ କପିଳା ତୋଟା ରାସ୍ତାମଝିରେ ପଡି ରହିଛି ବିଜୟ କୁମାର ସ୍ଵାଇଁ (୪୦) ଓରଫ ଗୋରାର ମୃତଦେହ।ସୂଚନା ମୁତାବକ, ବିଜୟ ଦିନ ମଜୁରିଆ ବାହାରଣା ପଞ୍ଚାୟତର ତଳକୁସୁମା ଗ୍ରାମର ବାଲିପାଟଣା!-->…
ଗହଣା ଡକାୟତି, ଗୋଲ୍ଡ ବିସ୍କୁଟ ଓ ବିଦେଶ ଲିଙ୍କ୍: କ୍ରାଇମ ସିଣ୍ଡିକେଟକୁ ଖୋଜୁଛି ୪ ରାଜ୍ୟର ପୁଲିସ
କଟକ: ଚୌଦ୍ୱାର ଜେଲରୁ ଫେରାର ଅପରାଧୀ ରାଜା ସାହାଣୀ ଗିରଫ ପରେ ଭାରତରୁ ବିଦେଶ ଗୋଲ୍ଡ ବିସ୍କୁଟ ଚାଲାଣର ସୁରାକ୍ ପାଇଛି ପୁଲିସ। ଖାସ୍ ସେଥିପାଇଁ ବ୍ୟାଙ୍କ ଡକାୟତିରୁ ଗହଣା ସୋ ରୁମ୍ ଡକାୟତି ପାଇଁ ଫୋକସ୍ କରୁଥିଲା। ଭାରତରୁ ବିଦେଶକୁ ଗୋଲ୍ଡ ବିସ୍କୁଟ କାରବାର ଲିଙ୍କ୍ କାଢ଼ିବା ପୁଲିସ ପାଇଁ!-->…
ଓଡ଼ିଆ ଅସ୍ମିତା ପାଇଁ ଦୌଡ଼: ଏକାମ୍ର କ୍ଷେତ୍ରରେ ‘ଐତିହ୍ୟ ମାରାଥନ’ ଅନୁଷ୍ଠିତ
ଭୁବନେଶ୍ବର: ଓଡ଼ିଶା ସରକାରଙ୍କ କ୍ରୀଡ଼ା ଓ ଯୁବସେବା ବିଭାଗ ପକ୍ଷରୁ 'ଓଡ଼ିଆ ପକ୍ଷ' ଅବସରରେ ପଞ୍ଚମ ଦିବସରେ ଆଜି ରାଜଧାନୀର ଐତିହାସିକ ଏକାମ୍ର କ୍ଷେତ୍ରରେ 'ଐତିହ୍ୟ ଗଣଦୌଡ଼' କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଆଜି ସକାଳ ୫:୩୦ ମିନିଟରେ ସ୍ଥାପତ୍ୟର ଅନନ୍ୟ ନିଦର୍ଶନ ମୁକ୍ତେଶ୍ୱର!-->…
ମାସିକ ସାରସ୍ବତ ସମାରୋହ
ବ୍ରହ୍ମପୁର : ତ୍ରିଧାରା ସାହିତ୍ୟ ସଂସଦ ବ୍ରହ୍ମପୁର ଗଞ୍ଜାମ ପକ୍ଷରୁ ଆୟୋଜିତ ମାସିକ ସାହିତ୍ୟ ଆସର କାର୍ଯ୍ୟକ୍ରମ ସ୍ଥାନୀୟ ଐତିହାସିକ ଗୌରବମୟ ଉତ୍କଳ ଆଶ୍ରମର ପାଠାଗାର ପ୍ରକୋଷ୍ଠରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ବିଶିଷ୍ଟ ଗବେଷକ ଭେଙ୍କଟ ବିହାରୀ ପ୍ରହରାଜ ଓ ବରିଷ୍ଠ କବି ପ୍ରଫୁଲ୍ଲ କୁମାର!-->…
ଗଞ୍ଜାମ ଜିଲ୍ଲା ଉପଭୋକ୍ତା ଅଦାଲତଙ୍କ ବଡ଼ ରାୟ: ବିଦ୍ୟୁତ୍ ସଂଯୋଗରେ ବିଳମ୍ବ ପାଇଁ TPSODL କୁ ଜରିମାନା…
ବ୍ରହ୍ମପୁର :ବିଦ୍ୟୁତ୍ ସେବା ଯୋଗାଇବାରେ ଅବହେଳା କରିବା ଟାଟା ପାୱାର (TPSODL) କୁ ମହଙ୍ଗା ପଡ଼ିଛି। ନୂତନ ସଂଯୋଗ ଦେବାରେ ବିଳମ୍ବ ଯୋଗୁଁ ଜଣେ ମହିଳା ଖାଉଟିଙ୍କୁ ହୋଇଥିବା ମାନସିକ ଓ ଶାରୀରିକ ସମସ୍ୟାକୁ ଗୁରୁତ୍ୱର ସହ ଗ୍ରହଣ କରି ଖାଉଟି କମିଶନ ଏକ ଐତିହାସିକ ରାୟ ଶୁଣାଇଛନ୍ତି। ପ୍ରକାଶ!-->…
ସ୍ନାତକମାନେ ଚାକିରି ଖୋଜିବା ଅପେକ୍ଷା ନିଯୁକ୍ତି ସୃଷ୍ଟିକାରୀ ହୁଅନ୍ତୁ: ରାଜ୍ୟପାଳ
ଭୁବନେଶ୍ୱର: ସ୍ନାତକମାନେ ଚାକିରି ଖୋଜିବା ଅପେକ୍ଷା ନିଯୁକ୍ତି ସୃଷ୍ଟିକାରୀ ହେବାକୁ ରାଜ୍ୟପାଳ ଡ. ହରିବାବୁ କମ୍ଭମପାଟି ଆହ୍ଵାନ ଜଣାଇଛନ୍ତି। ଇଣ୍ଡିଆନ୍ ଇନଷ୍ଟିଚ୍ୟୁଟ୍ ଅଫ ମ୍ୟାନେଜମେଣ୍ଟ (ଆଇଆଇଏମ) ସମ୍ବଲପୁରର ଦଶମ ବାର୍ଷିକ ସମାବର୍ତ୍ତନ ଉତ୍ସବରେ ସେ ଆଜି ଯୋଗଦେଇ ଭାରତରେ ଉଦ୍ୟମିତା!-->…
ଓଡ଼ିଆ ନାମଫଳକ ପ୍ରଦର୍ଶନ ପାଇଁ ସଚେତନତା ପଦଯାତ୍ରା ଅନୁଷ୍ଠିତ
ଭୁବନେଶ୍ୱର: ୧ ଏପ୍ରିଲ ‘ଓଡ଼ିଶା ଦିବସ’ ରୁ ୧୪ ଏପ୍ରିଲ ‘ଓଡ଼ିଆ ନବବର୍ଷ’ ପର୍ଯ୍ୟନ୍ତ ସାରା ରାଜ୍ୟରେ ‘ଓଡ଼ିଆ ପକ୍ଷ-୨୦୨୬’ ପାଳନ କରାଯାଉଛି। ଏହି ଅବସରରେ ଶ୍ରମ ଓ କର୍ମଚାରୀ ରାଜ୍ୟ ବୀମା ବିଭାଗ ପକ୍ଷରୁ ସମସ୍ତ ଦୋକାନ ଓ ବାଣିଜ୍ୟିକ ପ୍ରତିଷ୍ଠାନଗୁଡ଼ିକରେ ଓଡ଼ିଆ ଭାଷାରେ ସ୍ପଷ୍ଟ ଭାବେ!-->…
ପିଲାଙ୍କୁ ଖଡ଼ି ଛୁଆଁଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର : ଚଳିତ ମାସ ୧ ତାରିଖ ଠାରୁ ରାଜ୍ୟରେ ଓଡ଼ିଆ ପକ୍ଷ ଜାରି ଥିଲା ବେଳେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଛୋଟଛୋଟ ପିଲାମାନଙ୍କୁ ଖଡ଼ି ଛୁଆଁଇଛନ୍ତି। ରାଜ୍ୟ ସ୍ତରୀୟ ପ୍ରବେଶ ଉତ୍ସବ ଓ ଖଡିଛୁଆଁ କାର୍ଯ୍ୟକ୍ରମ-୨୦୨୬ ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ରାଜ୍ୟର ପ୍ରତି ଗାଁରେ,!-->…
୫୨ ଗ୍ରାମ ବ୍ରାଉନସୁଗାର ସହ ୬ଟି ଗାଡ଼ି-ନଗଦ ଟଙ୍କା ଜବତ, ୨ ଗିରଫ
ଜଙ୍କିଆ: ଖୋର୍ଦ୍ଧାଜିଲ୍ଲା ଜାନକିଆ ଥାନା ଅନ୍ତର୍ଗତ ହାଜ ପଞ୍ଚାୟତ ଅଫିସ ନିକଟସ୍ଥ ଶାଗୁଆନ ଜଙ୍ଗଲରେ ପୁଲିସ ଏକ ବଡ଼ଧରଣର ନିଶା କାରବାରକୁ ପଣ୍ଡ କରିଦେଇଛି। ଏହି ଚଢ଼ାଉରେ ପୁଲିସ ପ୍ରାୟ ୫୨ ଗ୍ରାମ ଓଜନର ବ୍ରାଉନସୁଗାର ଜବତ କରିବା ସହ ଦୁଇଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି।ଆଜି ପୂର୍ବାହ୍ନ!-->…
ମାଗଣା ଏଲପିଜି ସିଲିଣ୍ଡର ଦେବ ବିଜେପି
ଗୌହାଟୀ : ଇରାନରେ ଯୁଦ୍ଧ ଯୋଗୁଁ ସୃଷ୍ଟି ହୋଇଥିବା ଏଲପିଜି ସଙ୍କଟ ମଧ୍ୟରେ ଆଶ୍ଚର୍ଯ୍ୟ କରିଛି ବିଜେପିର ବଡ଼ ପ୍ରତିଶୃତି। ନିର୍ବାଚନୀ ଘୋଷଣାରେ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ଶର୍ମା କହିଛନ୍ତି ଯେ ବିଜେପି ନେତୃତ୍ୱାଧୀନ ଏନଡିଏ ଆସାମରେ କ୍ଷମତାକୁ ଫେରିଲେ ପରିବାରକୁ ବର୍ଷକୁ ଦୁଇଟି!-->…