Browsing Category

ଓଡିଶା

ମେଡିକାଲ କଲେଜ ସିଟ୍ ଦେବା ନାଁରେ ୩୦ ଲକ୍ଷ ଟଙ୍କା ଠକେଇ : ୨ ଆନ୍ତଃରାଜ୍ୟ ଠକ ଗିରଫ

ଭୁବନେଶ୍ୱର: ମେଡିକାଲ କଲେଜରେ ନାମ ଲେଖାଇବାର ପ୍ରତିଶ୍ରୁତି ଦେଇ ୩୦ ଲକ୍ଷ ଟଙ୍କା ଠକି ଥିବା ୨ ଆନ୍ତଃରାଜ୍ୟ ଠକଙ୍କୁ ଗିରଫ କରିଛି କମିଶନରେଟ ପୋଲିସ । ଗିରଫ ଦୁଇ ଜଣ ହେଲେ ବିହାରର ଅଭିମନ୍ୟୁ କୁମାର ସିଂହ ଓ କୋଲକାତାର ସୁବୋଧ ଚୌଧୁରୀ। ସୂଚନା ଅନୁଯାୟୀ, ଏକ ଘରୋଇ ମେଡିକାଲ୍ କଲେଜରେ…

ଟ୍ରେନ୍ ଧକ୍କାରେ ୩ ହାତୀ ମୃତ୍ୟୁ ଘଟଣାରେ ଡ଼ିଆରଏମ୍ ଓ ଚମ୍ପୁଆ ରେଞ୍ଜରଙ୍କୁ କାରଣ ଦର୍ଶାଅ ନୋଟିସ୍‌

କେନ୍ଦ୍ରାପଡ଼ା: କେନ୍ଦ୍ରାପଡ଼ା ଯୋଡ଼ାରେ ଟ୍ରେନ୍ ଧକ୍କାରେ ୩ ହାତୀ ମୃତ୍ୟୁ ଘଟଣାରେ ଚକ୍ରଧରପୁର ଡ଼ିଭିଜନର ଡ଼ିଆରଏମ୍ ଓ ଚମ୍ପୁଆ ରେଞ୍ଜରଙ୍କୁ କାରଣ ଦର୍ଶାଅ ନୋଟିସ୍ ଜାରୀ କରାଯାଇଛି । ଏହି ନୋଟିସ୍ ବନ ବିଭାଗ ପକ୍ଷରୁ ପଠାଯାଇଛି । ଏନେଇ ସୁଚନା ଦେଇଛନ୍ତି କେନ୍ଦୁଝର ଡ଼ିଏଫଓ । ସୁଚନା…

ରଥଯାତ୍ରା ପାଇଁ ପୁରୀରେ ପହଁଚିଲା ରଥ ଦଉଡ଼ି

ପୁରୀ: ଆସନ୍ତା ଜୁଲାଇ ୧ ତାରିଖରେ ମହାପ୍ରଭୁଙ୍କ ରଥଯାତ୍ରା । ଏଥିପାଇଁ ରଥଖଳାରେ ରଥ ନିର୍ମାଣ କାମ ଜାରି ରହିଥିବା ବେଳେ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଅନ୍ୟାନ୍ୟ ପ୍ରସ୍ତୁତି ଚାଲିଛି । ଇତିମଧ୍ୟରେ ଶନିବାର ପୁରୀରେ ପହଞ୍ଚିଛି ରଥ ଦଉଡ଼ି । ବୀରପ୍ରତାପପୁରସ୍ଥିତ ରାଜ୍ୟ ସମବାୟ କତା ନିଗମରୁ…

ଆଜିଠୁ ମାଟ୍ରିକ ଖାତା ମୂଲ୍ୟାୟନ ଆରମ୍ଭ

ଭୁବନେଶ୍ବର: ଚଳିତ ବର୍ଷର ମାଟ୍ରିକ ପରୀକ୍ଷା ଖାତାଦେଖା ଆଜିଠାରୁ ଆରମ୍ଭ ହୋଇଛି। ରାଜ୍ୟର ୫୮ଟି କେନ୍ଦ୍ରରେ ଖାତାଦେଖା ଚାଲିଥିବା ବେଳେ ଖାତା ମୂଲ୍ୟାୟନ ପାଇଁ ୪୮୧ ଜଣ ମୁଖ୍ୟ ପରୀକ୍ଷକ ନିୟୋଜିତ ହୋଇଛନ୍ତି। ସେହିପରି ୯୦୦ ଜଣ ଉପ ପରୀକ୍ଷକ, ୮୯୧୯ ଜଣ ସହକାରୀ ପରୀକ୍ଷକ ଏବଂ ୯୩୦ ଜଣ…

ବିଶ୍ୱବିଦ୍ୟାଳୟରେ ବନ୍ଦ ହେବ ସେଲଫ୍ ଫାଇନାନ୍ସିଂ କୋର୍ସ 

ରାଜ୍ୟର ବିଭିନ୍ନ ବିଶ୍ୱବିଦ୍ୟାଳୟରେ ବନ୍ଦ ହେବାକୁ ଯାଉଛି ସେଲଫ୍ ଫାଇନାନ୍ସିଂ କୋର୍ସ । ଯାହାକୁ ନେଇ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଅସନ୍ତୋଷ ବଢ଼ିବାରେ ଲାଗିଛି । ଏହାଦ୍ୱାରା ଘରୋଇ କଲେଜ୍ ଫାଇଦାରେ ରହିବେ, ଗରିବ ମେଧାବୀ ଛାତ୍ରଛାତ୍ରୀ ପାଠ ପଢ଼ିବାରୁ ବଞ୍ଚିତ ହେବେ । କେବଳ ଏତିକି ନୁହେଁ…

ମାର୍କେଟ ବିଲ୍ଡିଂର ୩୧ ଦୋକାନ ସିଲ୍

ଭୁବନେଶ୍ୱର : ମାର୍କେଟ ବିଲ୍ଡିଂର ୩୧ ଦୋକାନ ସିଲ୍। ସାଢେ଼ ତିନି କୋଟି ଟଙ୍କା ଘର ଭଡ଼ା ବକେୟା ଟଙ୍କା ପୈଠ କରିନଥିବାରୁ ସିଲ୍ କଲା ରାଜଧାନୀ ପୂଜା ସମିତି। ଦୀର୍ଘ ବର୍ଷ ହେଲା ଦେଉ ନଥିଲେ । ତେଣୁ ବାଧ୍ୟ ହୋଇ ସିଲ୍ କରିଛି ରାଜଧାନୀ ପୂଜା ସମିତି । ସମିତିର ସଭାପତି ଅବନୀ କାନ୍ତ…

ଯଶିପୁର ଟୋଲ ଗେଟ୍‌ ନିକଟରେ ଦୁର୍ବୃତ୍ତଙ୍କ ଗୁଳି ମାଡ ଘଟଣାରେ ୧୨ ଗିରଫ

ଯଶିପୁର: ଯଶିପୁର ଟୋଲ ଗେଟ୍‌ ନିକଟରେ ଦୁର୍ବୃତ୍ତଙ୍କ ଗୁଳି ମାଡ ଘଟଣାରେ ୧୨ ଗିରଫ। ଯଶୀପୁର ପୋଲିସ ୧୨ଜଣଙ୍କୁ ଗିରଫ କରିବା ସହ ୫ଟି ଗାଡ଼ି ସହ ବନ୍ଧୁକ ଓ ଅନେକ ମାରଣାସ୍ତ୍ର ଜବତ କରାଯାଇଛି। ଟୋଲ ଗେଟ ନିକଟରେ ଲାଗିଥିଲା CCTV ଫୁଟେଜ ଆଧାରରେ ତଦନ୍ତ କରି ସମସ୍ତଙ୍କୁ ଗିରଫ କରାଯାଇଛି।…

‘ମଙ୍କିପକ୍ସ’କୁ ନେଇ ପ୍ରତିକ୍ରିୟା ରଖିଲେ ସ୍ୱାସ୍ଥ୍ୟ ନିର୍ଦେଶକ ବିଜୟ ମହାପାତ୍ର

ଭୁବନେଶ୍ବର: ମଙ୍କିପକ୍ସ ନେଇ ସ୍ୱାସ୍ଥ୍ୟ ନିର୍ଦେଶକ ବିଜୟ ମହାପାତ୍ର ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, କେନ୍ଦ୍ର ସରକାର ସବୁ ରାଜ୍ୟକୁ ଆଡଭାଇଜାରି ଜାରି କରିଛନ୍ତି। ଏଥିରେ ସତର୍କ ରହିବାକୁ କହିଛନ୍ତି। ଭାରତରେ ମଙ୍କିପକ୍ସ ଏଯାଏଁ ଚିହ୍ନଟ ହୋଇନାହିଁ । ଏହା ଏବେ ଆମେରିକାରେ…

ରାଜ୍ୟ ପୋଲିସ ମୁଖ୍ୟ କାର୍ଯ୍ୟାଳୟ ଠାରେ ସନ୍ତ୍ରାସବାଦ ନିରୋଧ ଶପଥ ପାଠ

କଟକ: ସନ୍ତ୍ରାସବାଦ ନିରୋଧ ଦିବସ ଉପଲକ୍ଷେ ରାଜ୍ୟ ପୋଲିସ ମୁଖ୍ୟାଳୟଠାରେ ବରିଷ୍ଠ ପୋଲିସ ଅଧିକାରୀ ଓ କର୍ମଚାରୀଙ୍କ ଦ୍ୱାରା ସନ୍ତ୍ରାସବାଦ ନିରୋଧ ଶପଥ ପାଠ କରାଯାଇଅଛି। ଏହି ଉପଲକ୍ଷେ ଆଜି ପୂର୍ବାହ୍ନରେ ରାଜ୍ୟ ମୁଖ୍ୟ କାର୍ଯ୍ୟାଳୟ ପରିସରରେ ଅଧିକାରୀ/କର୍ମଚାରୀମାନେ ଦେଶର ଅହିଂସା ଓ…

ବଲାଙ୍ଗୀରରେ ମର୍ମନ୍ତୁଦ ସିରିଜ ଦୁର୍ଘଟଣା; ଜଣେ ମୃତ୍ୟୁ, ୨ ଗୁରୁତର

ବଲାଙ୍ଗୀର: ବଲାଙ୍ଗୀର ଆର୍ଟିଓ ଅଫିସ ଛକରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ୨୬ ନମ୍ବର ଜାତୀୟ ରାଜପଥ ଆର୍ଟିଓ ଆଫିସ ଛକରେ ସିରିଜ ଦୁର୍ଘଟଣା। ଗୋଟିଏ ଟ୍ରକ ଓ ୪୦୭ ଧକ୍କା ହୋଇ ବାଇକ୍‌ ପିଟିଲା ଟ୍ରକ୍। ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଥିବା ବେଳେ ଦୁଇ ଜଣ ଗୁରୁତର ହୋଇଛନ୍ତି। ମୃତ ଯୁବକ…