Browsing Category

ଓଡିଶା

ପୁରୀରେ ବିମାନବନ୍ଦର ପାଇଁ ବାଟ ଖୋଲିଲା

ପୁରୀ: ପୁରୀରେ ପ୍ରସ୍ତାବିତ 'ଶ୍ରୀ ଜଗନ୍ନାଥ ଅନ୍ତର୍ଜାତୀୟ ବିମାନବନ୍ଦର' ପ୍ରକଳ୍ପ କାର୍ଯ୍ୟାନ୍ୱୟନ ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ମାଇଲଖୁଣ୍ଟ ସ୍ଥାପିତ ହୋଇଛି। ଏହି ମେଗା ପ୍ରକଳ୍ପ ପାଇଁ ଆବଶ୍ୟକ ହେଉଥିବା ଜଙ୍ଗଲ ଜମି ବ୍ୟବହାର ନିମନ୍ତେ କେନ୍ଦ୍ର ସରକାର ଶେଷରେ ସବୁଜ ସଙ୍କେତ ଦେଇଛନ୍ତି।…

ଚୌଦ୍ବାର ଜେଲର ସ୍ବତନ୍ତ୍ର ସେଲ୍‌ରେ ରାଜା

କଟକ/ଚୌଦ୍ବାର: ଚୌଦ୍ବାର ଜେଲ୍‌ରୁ ଚମ୍ପଟ ମାରିଥିବା ଅନ୍ୟତମ ଅଭିଯୁକ୍ତ ରାଜା ସାହାଣୀ (୩୯)କୁ କମିସନରେଟ ପୁଲିସ ଗୁରୁବାର ଉତ୍ତରାଖଣ୍ଡର ଋଷିକେଶରୁ ଗିରଫ କରିଥିଲା। ଆଜି ତାକୁ ଭୁବନେଶ୍ବର ଅଣାଯିବା ପରେ ସ୍ବାସ୍ଥ୍ୟ ପରୀକ୍ଷା କରାଯାଇ ଅପରାହ୍ଣରେ କଟକ ଜେଏମଏଫସି କୋର୍ଟରେ ହାଜର…

ଘରୋଇ ସ୍କୁଲ୍ ମନମାନୀ କଲେ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ଵର : ସବୁ ଘରୋଇ ସ୍କୁଲ୍ ସରକାରୀ ନିୟମ ମାନିବା ଜରୁରୀ। ଭିନ୍ନ ଭିନ୍ନ ପବ୍ଲିକେସନ୍ ପୁସ୍ତକ ପଢ଼ାଯାଉଥିବା ନେଇ ମତ ରଖିଛନ୍ତି ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ। ଘରୋଇ ସ୍କୁଲ୍ ମନମାନୀ କଲେ କାର୍ଯ୍ୟାନୁଷ୍ଠାନ ହେବ। ନେଇ ଚେତାବନୀ ଦେଇଛନ୍ତି। ଘରୋଇ ସ୍କୁଲର…

ବାଲିଯାତ୍ରା ୟୁନେସ୍କୋ ଐତିହ୍ୟ ମାନ୍ୟତା ପ୍ରସ୍ତାବକ ସମ୍ମାନୀତ

କଟକ : ଐତିହାସିକ କଟକ ବାଲିଯାତ୍ରାକୁ ଜାତିସଂଘ ୟୁନେସ୍କୋ ଦ୍ୱାରା ଐତିହ୍ୟ ତାଲିକାରେ ସ୍ଥାନିତ କରିବାକୁ ଦାବି କରିଥିବା ମନୋଜ କୁମାର ସାହୁଙ୍କୁ ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ମାନୀତ କରାଯାଇଛି । ଆଠଗଡର ଶ୍ରୀକୃଷ୍ଣ ଗୁରୁକୁଳର କୂଳସଚିବ ତଥା ‘ବିଶ୍ବ ଓଡିଶା’ର ପ୍ରତିଷ୍ଠାତା ମନୋଜ କୁମାର…

ସୁବର୍ଣ୍ଣପୁରରେ ହାଇଟେକ୍ ସର୍ଭେ, ବନ୍ଦୋବସ୍ତ ୨୦୨୬ ସୁଦ୍ଧା ସରିବ: ମନ୍ତ୍ରୀ

ଭୁବନେଶ୍ୱର: ଲୋକସେବା ଭବନଠାରେ ସୁବର୍ଣ୍ଣପୁର ଜିଲ୍ଲାର ହାଇଟେକ୍ ସର୍ଭେ ସମ୍ପର୍କରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛିl ଦୀର୍ଘ ଦିନର ଅପେକ୍ଷାର ଅନ୍ତ ସହ ସୁବର୍ଣ୍ଣପୁର ଜିଲ୍ଲାର…

କେନ୍ଦ୍ର ସରକାରଙ୍କ ଓଡ଼ିଶା ବିରୋଧୀ ନୀତିକୁ ବରଦାସ୍ତ କରାଯିବ ନାହିଁ- ମିଳିତ ବିରୋଧୀ ଦଳ

ଭୁବନେଶ୍ୱର: ପାଲାସା-ଇଚ୍ଛାପୁରମ୍ ରେଳ ବିଭାଗକୁ ପୂର୍ବତଟ ରେଳପଥ ଜୋନ୍‌ରୁ ଦକ୍ଷିଣ ଉପକୂଳ ରେଳପଥକୁ ସ୍ଥାନାନ୍ତରଣ ପ୍ରତିବାଦରେ ରାଜ୍ୟର ୧୦ଟି ବିରୋଧୀ ଦଳର ମିଳିତ ବୈଠକ ଆଜି ଅନୁଷ୍ଠିତ ହୋଇଯାଇଛି। ବୈଠକରେ କେନ୍ଦ୍ର ସରକାରଙ୍କ ଏହି ନିଷ୍ପତ୍ତିକୁ ଓଡ଼ିଶାର ସ୍ୱାର୍ଥବିରୋଧୀ, ଅନ୍ୟାୟ ଓ…

ଡିଜିଟାଲ୍‌ ଦସ୍ତଖତକୁ ଜାଲ୍‌ କରି ଅଢ଼େଇ କୋଟି ଚଳୁ, ଭିଜିଲାନ୍‌ସ ତଦନ୍ତ ଲାଗି ସୁପାରିସ୍‌

ବ୍ରହ୍ମପୁର/ବେଗୁନିଆପଡ଼ା: ଡିଜିଟାଲ୍‌ ଦସ୍ତଖତକୁ ଜାଲ୍‌ କରି ଅଢ଼େଇ କୋଟି ଖାଇଗଲେ। କର୍ମଚାରୀଙ୍କ ଆକାଉଣ୍ଟକୁ ଅଧିକ ଟଙ୍କା ପଠାଇ ପରେ ତାହାକୁ ଉଠାଣ ହୋଇଛି। ଡାକ୍ତରଖାନାରେ ଏରିୟର୍‌ ଟଙ୍କା ହଡ଼ପ ନେଇ ଏଭଳି କେଳେଙ୍କାରୀ ସାମ୍ନାକୁ ଆସିଛି। ଘଟଣା ଜଣାପଡ଼ିବା ପରେ ଆଜି ୭ ଜଣ କର୍ମଚାରୀଙ୍କୁ…

ବିଜେପିରେ ଯୋଗଦେଲେ ଯୁବ ନେତା, ସ୍ୱାଗତ ଜଣାଇଲେ ରାଜ୍ୟ ସଭାପତି

ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱ ଓ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବିକାଶମୂଳକ କାର୍ଯ୍ୟରେ ଅନୁପ୍ରାଣିତ ହୋଇ ଭଦ୍ରକଜିଲ୍ଲା ଚାନ୍ଦବାଲି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଧାମରା ଡୋଶିଙ୍ଗା ଅଂଚଳର ଯୁବନେତା ରାଜୀବ ଲୋଚନ ଦାସ ଓ କଇଁଥଖୋଲା ପଂଚାୟତର ବିଜେଡି…

ପୂର୍ବତଟ ରେଳପଥରୁ ଅଲଗା ହେଲା ପଲ୍ଲାସା-ଇଚ୍ଛାପୁରମ ଡିଭିଜନ: ଡବଲ ଇଞ୍ଜିନ ସରକାରକୁ ଟାର୍ଗେଟ କଲା ବିଜେଡି

ଭୁବନେଶ୍ବର: ପୂର୍ବତଟ ରେଳପଥରୁ ଅଲଗା ହେଲା ପଲ୍ଲାସା-ଇଚ୍ଛାପୁରମ ଡିଭିଜନ । ରେଳୱେ ବୋର୍ଡର ନିଷ୍ପତ୍ତି ପରେ ରାଜ୍ୟରେ ତୀବ୍ର ପ୍ରତିକ୍ରିୟା । ରେଳୱେକୁ ନେଇ ତେଜିଲା ରାଜନୀତି । ପ୍ରେସମିଟରେ ଡବଲ ଇଞ୍ଜିନ ସରକାରକୁ ଟାର୍ଗେଟ କରିଛି ବିଜେଡି । ରାଜ୍ୟରେ ଏବେ ଡବଲ ଇଞ୍ଜିନ ସରକାର ।…

ଚୋର ସହ ଠେଲାପେଲା ବେଳେ ଛାତରୁ ପଡି ଯୁବକ ମୃତ

ଭୁବନେଶ୍ବର: ଭୁବନେଶ୍ବରରେ ଦେଖାଦେଇଛି ଚାଞ୍ଚଲ୍ୟ । ଛାତରୁ ଖସିପଡି ଯୁବକଙ୍କର ହୋଇଛି ମୃତ୍ୟୁ । ନିର୍ମାଣଧୀନ କୋଠାର ଛାତରୁ ପଡି ଯୁବକଙ୍କ ମୃତ୍ୟୁ ଅଭିଯୋଗ ହୋଇଛି । ସହିଦନଗର ଥାନା ଅଞ୍ଚଳରେ ଘଟିଛି ଏ ଘଟଣା । ସ୍ଥାନୀୟ ପୋଷ୍ଟ ଅଫିସ ନିକଟରୁ ମିଳିଛି ଯୁବକଙ୍କ ମୃତଦେହ । ସୂଚନା…