Browsing Category

ଓଡିଶା

ବ୍ରଜରାଜନଗର ଉପନିର୍ବାଚନ: ବିଜେପିର ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକାରେ ୫ କେନ୍ଦ୍ର ମନ୍ତ୍ରୀ

ଭୁବନେଶ୍ୱର : ବ୍ରଜରାଜନଗର ଉପନିର୍ବାଚନ ପାଇଁ ଅଣ୍ଟା ଭିଡିଛନ୍ତି ରାଜ୍ୟର ତିନି ପ୍ରମୁଖ ରାଜନୈତିକ ଦଳ ଶାସକ ବିଜୁ ଜନତା ଦଳ, ବିରୋଧୀ ଭାରତୀୟ ଜନତା ପାର୍ଟି ଏବଂ କଂଗ୍ରେସ । ନାମାଙ୍କନ ପତ୍ର ଦାଖଲଠୁ ନେଇ ପ୍ରତ୍ୟାହାର ପ୍ରକ୍ରିୟା ଶେଷ ହୋଇ ସାରିଛି । ଏବେ ପ୍ରଚାରରେ କମ୍ପିବ ବ୍ରଜରାଜନଗର…

ଗଣମାଧ୍ୟମ ପ୍ରତିନିଧିଙ୍କୁ ମରଣାନ୍ତକ ଆକ୍ରମଣ କଲେ ଦୁର୍ବୃତ୍ତ

ପୁରୀ: ଖବର ସଂଗ୍ରହ ବେଳେ ଗଣମାଧ୍ୟମ ପ୍ରତିନିଧିଙ୍କୁ ମରଣାନ୍ତକ ଆକ୍ରମଣ । ପୁରୀ ସମୁଦ୍ର କୂଳ ଥାନା ଅନ୍ତର୍ଗତ ହୋଟେଲ ଭିକ୍ଟୋରିଆ ନିକଟରେ ଘଟିଛି ଏଭଳି ଅଭାବନୀୟ ଘଟଣା । ଆକ୍ରମଣର‌ ଶିକାର ହୋଇଥିବା ସାମ୍ବାଦିକ ଜଣକ ହେଉଛନ୍ତି ପ୍ରମେୟ ଖବରକାଗଜର କ୍ରାଇମ୍ ରିପୋର୍ଟର ବିକ୍ରମ ଆଚାର୍ଯ୍ୟ । …

ବଦଳିଲେ ମାହାଙ୍ଗା ଥାନା ଅଧିକାରୀ ନିହାର ମହାନ୍ତି

କଟକ: ମାହାଙ୍ଗା ଥାନା ଅଧିକାରୀ ନିହାର ରଞ୍ଜନ ମହାନ୍ତିଙ୍କୁ କଟକ ପୋଲିସ ମୁଖ୍ୟାଳୟକୁ ବଦଳି କରାଯାଇଛି। ମାହାଙ୍ଗା ଥାନା ଅଧିକାରୀ ଦାୟିତ୍ୱ ଭଦ୍ରେଶ୍ୱର ଫାଣ୍ଡି ଅଧିକାରୀ ତପନ ନାୟକଙ୍କୁ ଦିଆଯାଇଛି। ଉଲ୍ଲେଖନୀୟଯେ, ତାଙ୍କ ପତ୍ନୀ ନିନା ବେଉରା ଭିଜିଲାନ୍ସ ହାତରେ ଧରାପଡ଼ିବା ପରେ ଗିରଫ…

ସହିଦ ନଗର ଥାନା ଘେରିଲେ ସଫେଇ କର୍ମଚାରୀ, ମହିଳା ବାସିନ୍ଦା ମାଡ଼ ମାରିଥିବା ଅଭିଯୋଗ

ଭୁବନେଶ୍ୱର: ସହିଦ ନଗର ଥାନା ଘେରିଲେ ବିଏମ୍‌ସି ସଫେଇ କର୍ମଚାରୀ । ମହିଳା ସଫେଇ କର୍ମଚାରୀଙ୍କ ଜଣେ ବାସିନ୍ଦା ପିଟିଥିବା ଅଭିଯୋଗରେ ଥାନା ଘେରାଉ ହୋଇଛି । ଖବର ଅନୁଯାୟୀ, ସୋମବାର ସକାଳ ସମୟରେ ଜଣେ ମହିଳା ସଫେଇ କର୍ମଚାରୀ ୩୧ ନମ୍ବର ୱାର୍ଡରେ ନିଜର କାର୍ଯ୍ୟ କରୁଥିଲେ । ଠିକ୍‌ ଏହି…

ଆଖି ବୁଜିଲା ପୋଷା ଦନ୍ତା ହାତୀ ନନ୍ଦ

ବାରଙ୍ଗ: ଚନ୍ଦକା ଅଭୟାରଣ୍ୟ ଗୋଡ଼ିବାରିଠାରେ ପୋଷା ଦନ୍ତା ହାତୀ 'ନନ୍ଦ'ର ମୃତ୍ୟୁ ଘଟିଛି। ନନ୍ଦକୁ ବଞ୍ଚାଇବାକୁ ଚିକିତ୍ସକଙ୍କ ସମସ୍ତ ଉଦ୍ୟମ ବିଫଳ ହୋଇଛି।ଗତ କିଛିଦିନ ପୂର୍ବରୁ ନନ୍ଦକୁ ଟ୍ରାଙ୍କୁଲାଇଜ କରାଯାଇଥିଲା। ଟ୍ରାଙ୍କୁଲାଇଜ ପରେ ନନ୍ଦର ସ୍ବାସ୍ଥ୍ୟ ବିଗିଡିଯାଇଥିଲା। ମୃତ୍ୟୁର ଏହା…

ଆରମ୍ଭ ହେଲା କାରରୁ କଳାକାଚ କ୍ଳିନ୍ ଅଭିଯାନ, ଲାଗିଲେ ଗଣିବେ ୫୦୦ ଟଙ୍କା ତଣ୍ଡ

ଭୁବନେଶ୍ବର: ଟୁଇନ୍ ସିଟିରେ ଆରମ୍ଭ ହେଲା କାରରୁ କଳାକାଚ କ୍ଳିନ୍ ଅଭିଯାନ। ଏଣିକି ରାସ୍ତାରେ ଗଡିବନି କଳାକାଚ ଲାଗିଥିବା କାର। ଅପରାଧୀମାନେ କଳାକାଚ ଲାଗିଥିବା କାର୍‌ ଯୋଗେ ସହଜରେ ଅପରାଧ ଘଟାଇ ଖସିଯାଉଥିଲେ। ସିସିଟିଭି କ୍ୟାମେରା ବି କାର୍‌ ଭିତର ଦୃଶ୍ୟ ଧରିବା ସମ୍ଭବ ହେଉନଥିଲା। ଏହାକୁ…

ଟୋଲଗେଟ୍‌ ଫାଟକ ଭାଙ୍ଗି ଗୋରୁ ବୋଝେଇ ପିକ୍‌ଅପ୍ ଭ୍ୟାନ ଚମ୍ପଟ୍

ପାଟଣା : ଟୋଲେଗେଟ୍ ଫାଟକ ଭାଙ୍ଗି ଚମ୍ପଟ୍ ମାରିଲା ଗୋରୁ ବୋଝେଇ ପିକ୍‌ଅପ୍ ଭ୍ୟାନ । ସିସିଟିଭିରେ କଏଦ ହେଲା ଭିଡିଓ। କେନ୍ଦୁଝର ଜିଲ୍ଲା ତୁରୁମଙ୍ଗା ଥାନା ୪୯ ନମ୍ବର ଜାତୀୟ ରାଜପଥ ଖୀରେଇଟାଙ୍ଗିରୀ ନିକଟରେ ଥିବା ଟୋଲଗେଟ୍‌ରେ ଘଟିଛି ଘଟଣା । ଖବର ଅନୁଯାୟୀ, ଶନିବାର ଏକ ପିକଅପ୍…

ଭିଜିଲାନ୍ସ ଅଧିକାରୀ ଧରାପଡ଼ିବା ଘଟଣା: ମୁକେଶ ଓ ଇନ୍ସପେକ୍ଟର ମାନସୀ ଗିରଫ

ସମ୍ବଲପୁର,୧୫/୦୫: ଭିଜିଲାନ୍ସ ଜାଲରେ ଭିଜିଲାନ୍ସ ଇନ୍ସପେକ୍ଟର ମାନସୀ ଜେନା ଧରାପଡ଼ିବା ଘଟଣା ରାଜ୍ୟବ୍ୟାପୀ ଚହଳ ପକାଇଛି । ଏହି ଘଟଣାରେ ଭିଜିଲାନ୍ସ ସେଲ୍‌ ଏକ ମାମଲା ରୁଜୁ କରି ଇନ୍ସପେକ୍ଟର ଜେନା ଓ ସହଯୋଗୀ ଜମି ମାଫିଆ ମୁକେଶ ସାହୁକୁ ଗିରଫ କରି କୋର୍ଟ ଚାଲାଣ କରିଛି । ସେପଟେ, ମୁକେଶ…

ଆସନ୍ତା ମେ’ ୧୬ ଓ ୩୦ ତାରିଖ ଦିନ ସ୍କୁଲ ଛୁଟି

ଭୁବନେଶ୍ୱର: ଆସନ୍ତା ମେ' ୧୬ ଓ ୩୦ ତାରିଖ ଦିନ ରାଜ୍ୟର ସମସ୍ତ ସ୍କୁଲ ଛୁଟି ରହିବ । ଏ ନେଇ ଶନିବାର ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ଘୋଷଣା କରିଛନ୍ତି । ୧୬ରେ ବୁଦ୍ଧ ପୂର୍ଣ୍ଣିମା ଏବଂ ୩୦ରେ ସାବିତ୍ରୀ ଅମାବାସ୍ୟାକୁ ଦୃଷ୍ଟିରେ ରଖି ସ୍କୁଲ ଛୁଟି କରାଯାଇଛି ବୋଲି…

ମହିଳାଙ୍କ ମୃତଦେହକୁ ରାସ୍ତାକଡରେ ଫିଙ୍ଗି ଦେଇ ଚାଲିଗଲା ଆମ୍ବୁଲାନ୍ସ ଚାଳକ

ଯାଜପୁର: ଦାବି ମୂତାବକ ଟଙ୍କା ନଦେଇ ପାରିବାରୁ ମହିଳାଙ୍କ ମୃତଦେହକୁ ରାସ୍ତାକଡରେ ଫିଙ୍ଗି ଦେଇ ଚାଲିଗଲା ଆମ୍ବୁଲାନ୍ସ ଚାଳକ । ରାତି ସାରା ରାସ୍ତାକଡରେ ପଡିରହିଲା ମୃତଦେହ । ଏଭଳି ଅଭାବନୀୟ ଘଟଣା ଘଟିଛି ଯାଜପୁର ଜିଲ୍ଲା ଛତିଆ ଅଞ୍ଚଳରେ । ମୃତ ମହିଳା ହେଲେ ଢେଙ୍କାନାଳ ଅଞ୍ଚଳର…