Browsing Category

ଓଡିଶା

ରାଜ୍ୟରେ ଆଉ ୧୮ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୧୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ସଙ୍ଗରୋଧରୁ ୫ଜଣ ରହିଥିବା ବେଳେ ସ୍ଥାନୀୟ ସଂକ୍ରମିତ ୧୩ଜଣ ରହିଛନ୍ତି । ସବୁଠାରୁ ବଡ଼ କଥା ହେଉଛି ଆଜିର ଆକ୍ରାନ୍ତଙ୍କ ମଧ୍ୟରେ ୧୩ ଜଣ ଜନ୍ମରୁ ୧୮ ବର୍ଷର ମଧ୍ୟରେ ରହିଥିବା ସୂଚନା…

ଭିଜିଲାନ୍ସ ଜାଲରେ ରାୟଗଡ଼ା ଅବକାରୀ ଅଧୀକ୍ଷକ

ରାୟଗଡ଼ା: ଭିଜିଲାନ୍ସ ଜାଲରେ ରାୟଗଡ଼ା ଅବକାରୀ ଅଧିକ୍ଷକ । ନଗଦ ୬ ଲକ୍ଷ ଟଙ୍କା ସହ ଧରାପଡ଼ିଲେ ଅବକାରୀ ଅଧିକ୍ଷକ ନିନା ବେଉରା । ରାୟଗଡ଼ାରୁ ଭୁବନେଶ୍ୱର ଯିବା ସମୟରେ ଧରିଲା ଭିଜିଲାନ୍ସ । ଟଙ୍କା ବିଷୟରେ ସନ୍ତୋଷଜନକ ଉତ୍ତର ଦେଇନପାରିବାରୁ ନିନାଙ୍କୁ ଗିରଫ କରିଛି ଭିଜଲାନ୍ସ । ଏହାପରେ…

ପୁରୀ ଗସ୍ତରେ 5ଟି ସଚିବ, ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟର କଲେ ଅନୁଧ୍ୟାନ

ପୁରୀ, : ପୁରୀ ଗସ୍ତରେ 5ଟି ସଚିବ ଭି.କେ ପାଣ୍ଡିଆନ୍। 5ଟି ସଚିବ ପୁରୀରେ ପହଞ୍ଚି ମହାପ୍ରଭୁଙ୍କ ଦର୍ଶନ କରିବା ସହ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ନିର୍ମାଣ କାର୍ଯ୍ୟର ଅନୁଧ୍ୟାନ କରିଛନ୍ତି। ଏହି ଗସ୍ତ ସମୟରେ ପୁରୀ ଜିଲ୍ଲାପାଳ ଉପସ୍ଥିତ ଥିଲେ। ସୂଚନା ଅନୁଯାୟୀ, ଶନିବାର ସକାଳେ ୫ଟି…

ରାଜଧାନୀରେ ବିପୁଳ ପରିମାଣର ଦେଶୀ ମଦ ଜବତ, ୫ ଗିରଫ

ଭୁବନେଶ୍ବର: ରାଜଧାନୀରେ ବିପୁଳ ପରିମାଣର ଦେଶୀ ମଦ ଜବତ କରାଯିବା ସହ ଏହି ଘଟଣାରେ ଜଡ଼ିତ ୫ଜଣ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି।ରାଜଧାନୀର ସାଲିଆ ସାହି ବସ୍ତିରେ କେନ୍ଦ୍ରାଞ୍ଚଳ ଗୁଇନ୍ଦା ବିଭାଗ ସହ ଅବକାରୀ ବିଭାଗର ମିଳିତ ଚଢାଉ କରାଯାଇଛି। ଏଠାରୁ ବିପୁଳ ପରିମାଣରେ ଦେଶୀ ମଦ ଜବତ…

ରାତି ଅଧିଆ ପୁଲିସ ଚଢ଼ାଉ, ଚୋର ଭାବି ଛେଚିଲେ ଗ୍ରାମବାସୀ

କୋରାପୁଟ: କୋରାପୁଟ ଜିଲ୍ଲା ମାଛକୁଣ୍ଡ ଥାନାର ମାଟିଖାଲ ଗ୍ରାମରେ ଗଞ୍ଜେଇ ଚାଲାଣ କରାଯାଉଥିବା ସୂଚନା ପାଇ ମାଥିଲି ଥାନା ପୋଲିସ ଗତକାଲି ବିଳମ୍ବିତ ରାତିରେ ଚଢାଉ କରିଥିଲେ । ଗ୍ରାମବାସୀ ମେଳି ହୋଇ ପୋଲିସକୁ ଘେରି ଅଟକ ରଖିଥିଲେ । ଏନେଇ ସୂଚନା ପାଇବାପରେ ମାଛକୁଣ୍ଡ ଥାନା ପୋଲିସ ଗ୍ରାମରେ…

ମୁଖ୍ୟ ଶାସନ ସଚିବଙ୍କ ୨ ଦିନିଆ ସୁନ୍ଦରଗଡ଼ ଜିଲ୍ଲା ଗସ୍ତ

ସୁନ୍ଦରଗଡ଼:, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ୨ ଦିନିଆ ସୁନ୍ଦରଗଡ଼ ଜିଲ୍ଲା ଗସ୍ତରେ ଆସି ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର କ୍ଷେତ୍ରସ୍ତରୀୟ ଅଗ୍ରଗତି ଅନୁଧ୍ୟାନ କରିଥିଲେ । ପ୍ରଥମେ ସେ ସୁନ୍ଦରଗଡ଼ ସଦର ବ୍ଲକ୍‌ ଅନ୍ତର୍ଗତ…

ଜୁନ୍ ୬ ସୁଦ୍ଧା ଓଡ଼ିଶାରେ ଛୁଇଁବ ମୌସୁମୀ

ଜୁନ୍ ୬ ସୁଦ୍ଧା ଓଡ଼ିଶାରେ ମୌସୁମୀ । ଜୁନ୍‌ ୫/୬ ବେଳକୁ ଦକ୍ଷିଣ-ପଶ୍ଚିମ ମୌସୁମୀ ଓଡ଼ିଶା ଛୁଇଁବ ବୋଲି ଅନୁମାନ କରାଯାଉଛି । ଜୁନ୍‌ ୩/୪ ବେଳକୁ ରାଜ୍ୟରେ ତାପମାତ୍ରା କମିବା ସମ୍ଭାବନା ରହିଛି । ସେତେବେଳେ ମୌସୁମୀ ପାଇଁ ପାଗ ଅନୂକୂଳ ରହିବ । ତେଣୁ ଜୁନ୍‌ ପ୍ରଥମ ସପ୍ତାହରେ ମୌସୁମୀ…

ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ରଙ୍କ ସହିତ ସାକ୍ଷାତ କଲେ ଅଷ୍ଟ୍ରେଲିଆର ବରିଷ୍ଠ ଅଧିକାରୀ…

ଭୁବନେଶ୍ବର: ଓଡ଼ିଶା ବିଧାନସଭାର ବାଚସ୍ପତି ଡଃ. ସୂର୍ଯ୍ୟନାରାୟଣ ପାତ୍ରଙ୍କ ସହିତ କୋଲକାତାରେ ଅବସ୍ଥାପିତ ଅଷ୍ଟ୍ରେଲିଆର ଡେପୁଟି କନ୍‌ସଲ୍‌ ଜେନେରାଲ୍‌ ଡାନିଏଲ୍‌ ସିମ୍‌ ଓ ବରିଷ୍ଠ ସମ୍ବଳ ଅଧିକାରୀ ଆଞ୍ଜେଲିନା ନାୟାର ତାଙ୍କ କାର୍ଯ୍ୟାଳୟ ପ୍ରକୋଷ୍ଠରେ ସୌଜନ୍ୟସାକ୍ଷାତ କରି ରାଜ୍ୟ…

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପ୍ରସଙ୍ଗ; କେନ୍ଦ୍ର ଏବଂ ରାଜ୍ୟ ସରକାରଙ୍କୁ ନୋଟିସ କଲେ କୋର୍ଟ

ପୁରୀ: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପ୍ରସଙ୍ଗରେ କେନ୍ଦ୍ର ଏବଂ ରାଜ୍ୟ ସରକାରଙ୍କୁ ନୋଟିସ କରିଛନ୍ତି ପୁରୀ ଜଜ୍ ସିନିୟର ଡିଭିଜନ କୋର୍ଟ । ପୁରୀ ଓକିଲ ଆସୋସିଏସନ ପକ୍ଷରୁ ଦାୟର ହୋଇଥିବା ପିଟିସନ ଉପରେ ଶୁଣାଣି କରି କୋର୍ଟ ଜାତୀୟ ସ୍ମାରକୀ ପ୍ରାଧିକରଣ (ଏନଏମଏ), ପ୍ରତ୍ନତାତ୍ତ୍ୱିକ…

ରାଜ୍ୟରେ ଧାନସଂଗ୍ରହ ମଣ୍ଡିଗୁଡ଼ିକର ଭିତ୍ତିଭୂମି ବିକାଶ କରାଯିବ

ଭୁବନେଶ୍ୱର: ରାଜ୍ୟରେ ମଣ୍ଡିଗୁଡ଼ିକରେ ଧାନସଂଗ୍ରହ ପରିମାଣ ବୃଦ୍ଧି ପାଇଥିବା ପରିପ୍ରେକ୍ଷୀରେ ମଣ୍ଡିର ଧାନସଂଗ୍ରହ କାର୍ଯ୍ୟକୁ ସୁଚାରୁ ରୂପେ କରିବା ନିମନ୍ତେ ଭିତ୍ତିଭୂମିର ଉନ୍ନତି କରିବା ପାଇଁ ସମବାୟ ବିଭାଗ ପକ୍ଷରୁ ପଦକ୍ଷେପ ଗ୍ରହଣ କରାଯାଇଛି। ଏହିସବୁ ଭିତ୍ତିଭୂମିର ଯୋଜନା…