Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
‘ଅସାନି’ ମୁକାବିଲା ପାଇଁ ଓଡ଼ିଶା ଓ ଆନ୍ଧ୍ର ଅଧିକାରୀଙ୍କ ସହ ସମୀକ୍ଷା ବୈଠକ କଲେ କେନ୍ଦ୍ର ଗୃହ ସଚିବ
ନୂଆଦିଲ୍ଲୀ/ ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଭୀଷଣ ସାମୁଦ୍ରିକ ବାତ୍ୟା 'ଅସାନି'ର ମୁକାବିଲା ନେଇ ଓଡ଼ିଶା ଓ ଆନ୍ଧ୍ରରେ କିପରି ପ୍ରସ୍ତୁତି ହୋଇଛି ସେ ସଂପର୍କରେ ଭିଡିଓ କନଫରେନସିଂ ଜରିଆରେ ସମୀକ୍ଷା କରିଛନ୍ତି କେନ୍ଦ୍ର ଗୃହ ସଚିବ ଅଜୟ କୁମାର ଭଲ୍ଲା। ଓଡ଼ିଶାର ମୁଖ୍ୟ!-->…
କାକିନାଡ଼ା ପାଖରେ ଉପକୂଳ ଛୁଇଁବ ବାତ୍ୟା ଅସାନି
ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ବାତ୍ୟା 'ଅସାନି' ଏବେ ଉପକୂଳ ଆଡ଼େ ମୁହାଁଇଛି । ଆସନ୍ତାକାଲି ମଧ୍ୟାହ୍ନରେ ଏହା ଆନ୍ଧ୍ରପ୍ରଦେଶର କାକିନାଡ଼ା ଓ ବିଶାଖାପାଟଣା ନିକଟରେ ଉପକୂଳ ଛୁଇଁବାର ସମ୍ଭାବନା ରହିଛି ବୋଲି ରାଜ୍ୟ ସ୍ୱତନ୍ତ୍ର ରିଲିଫ କମିଶନର ପ୍ରଦୀପ କୁମାର ଜେନା ସୂଚନା!-->…
ସାମାଜିକ ସୁରକ୍ଷା ଯୋଜନା ଅନ୍ତର୍ଗତ ସମସ୍ତ ହିତାଧିକାରୀଙ୍କୁ ମିଳିବ ଗ୍ରୀଷ୍ମକାଳୀନ ସହାୟତା
ଭୁବନେଶ୍ୱର : ସାମାଜିକ ସୁରକ୍ଷା ଯୋଜନା ଅନ୍ତର୍ଗତ ସମସ୍ତ ହିତାଧିକାରୀଙ୍କ ପାଇଁ ରାଜ୍ୟ ସରକାର ଘୋଷଣା କରିଛନ୍ତି ଗ୍ରୀଷ୍ମକାଳୀନ ସହାୟତା । ମଧୁବାବୁ ପେନସନ ଯୋଜନା ଓ ଜାତୀୟ ସାମାଜିକ ସହାୟତା କାର୍ଯ୍ୟକ୍ରମରେ ସାମିଲ ଥିବା ହିତାଧିକାରୀ ଏହି ସୁବିଧାର ଫାଇଦା ଉଠାଇ ପାରିବେ |ବାର୍ଦ୍ଧକ୍ୟ!-->…
ଜୁନ୍ ୧୭ରୁ କାର୍ଯ୍ୟକ୍ଷମ ହେବ ୬୪ଟି ଓଡ଼ିଶା ଆଦର୍ଶ ବିଦ୍ୟାଳୟ : ସମୀର ଦାଶ
ଭୁବନେଶ୍ୱର : ବିଦ୍ୟାଳୟ ଏବଂ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ଲୋକସେବା ଭବନ ଠାରେ ଓଡିଶା ଆଦର୍ଶ ବିଦ୍ୟାଳୟ ସଂଗଠନର କାର୍ଯ୍ୟ ସମୀକ୍ଷା କରିଥିଲେ । ଏହି ସମୀକ୍ଷା ବୈଠକରେ ବିଦ୍ୟାଳୟ ଏବଂ ଗଣଶିକ୍ଷା ବିଭାଗର ପ୍ରମୁଖ ଶାସନ ସଚିବ ବିଷ୍ଣପଦ ସେଠୀ, ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସଂଗଠନର!-->…
ଡିସଚାର୍ଜ ହେଲେ ଦେବଗଡ ବିଧାୟକ ସୁବାସ ପାଣିଗ୍ରାହୀ
ଦେବଗଡ: ଦେବଗଡ ବିଧାୟକ ସୁବାସ ପାଣିଗ୍ରାହୀଙ୍କୁ ବୁର୍ଲା ବଡ ଡାକ୍ତରଖାନାରୁ ଡିସଚାର୍ଜ କରାଯାଇଛି । ଡିସଚାର୍ଜ ପରେ ସେ ଦେବଗଡ ଅଭିମୁଖେ ଆସିଥିଲେ । ପରେ ବିଜେପି ନେତା ଓ କର୍ମୀ ତାଙ୍କୁ ସମ୍ବର୍ଦ୍ଧନା ଜଣାଇଥିଲେ । ଏହାପରେ ସହର ପରିକ୍ରମା କରିଥିଲେ ।
ସୂଚନା ଅନୁସାରେ, ତିଲେଇବଣୀ!-->!-->!-->…
DPR ପରିବର୍ତ୍ତନ ହେବ ନାହିଁ ବୋଲି କେଉଁଠି ଲେଖା ହୋଇଛି : ପିନାକୀ ମିଶ୍ର
ନୂଆଦିଲ୍ଲୀ: ସମ୍ବିତ ପାତ୍ରଙ୍କ ଉପରେ ବର୍ଷିଛନ୍ତି ପିନାକୀ ମିଶ୍ର । ସମ୍ବିତ ବାବୁ କୋର୍ଟର ଅର୍ଡର ପଢି ନାହାନ୍ତି ପଢିକି ଆଇନର ଜ୍ଞାନ ରଖି ମନ୍ତବ୍ୟ ଦିଅନ୍ତୁ ବୋଲି ପିନାକୀ ମିଶ୍ର କହିଛନ୍ତି। ଅଭ୍ଯର୍ଥନାକେନ୍ଦ୍ର କେବେ ନିଷିଦ୍ଧା ଅଞ୍ଚଳରେ ନ ଥିଲା। ରାଜ୍ୟ ସରକାର ସବୁ ବେଳେ ଆଇନ!-->…
ଅମାନ୍ୟ କରି ମତ୍ସ୍ୟଜୀବୀ ସମୁଦ୍ରକୁ ଗଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ – SRC
ଭୁବନେଶ୍ବର: ସାମୁଦ୍ରିକ ଝଡ ଅସାନି ପାଇଁ ମତ୍ସଜିବୀମାନଙ୍କୁ ସମୁଦ୍ର ମଧ୍ୟକୁ ନ ଯିବାକୁ ସ୍ୱତନ୍ତ୍ର ରିଲିଫ କମିଶନର ସୂଚନା ଦେଇଛନ୍ତି। ୧୨ ତାରିଖ ପର୍ଯ୍ୟନ୍ତ ସମୁଦ୍ର ଆସନ୍ତା ରହୁଥିବାରୁ ଏହି ସତର୍କତା ଜାରି କରାଯାଇଛି। ତେବେ ଏହାକୁ ଅମାନ୍ୟ କରି ଯଦି କୌଣସି ମତ୍ସ୍ୟଜୀବୀ ସମୁଦ୍ର ମଧ୍ୟକୁ!-->…
OUTRର ହେବ ନବକଳେବର, ମାଷ୍ଟର ପ୍ଲାନ୍କୁ ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ: ୩ବର୍ଷରେ ଖର୍ଚ୍ଚ ହେବ ୧୫୦୦ କୋଟି ଟଙ୍କା
ଭୁବନେଶ୍ବର: ବୈଷୟିକ ଶିକ୍ଷା କ୍ଷେତ୍ରରେ ଆସିବ ରୂପାନ୍ତର । ଓଡ଼ିଶା ବୈଷୟିକ ଶିକ୍ଷା ଓ ଗବେଷଣା ବିଶ୍ଵବିଦ୍ୟାଳୟର-OUTR ହେବ ନବକଳେବର । ପୂର୍ବରୁ ଏହା କଲେଜ ଅଫ ଇଞ୍ଜିନିୟରିଂ ଆଣ୍ଡ ଟେକ୍ନୋଲୋଜି ବା CET ଭାବେ ପରିଚିତ ଥିଲା । ଭିତ୍ତିଭୂମି ଠାରୁ ଆରମ୍ଭ କରି ମାନବ ସମ୍ବଳର ବିକାଶ ଜରିଆରେ!-->…
ଅଷ୍ଟମ ଦିନରେ ରଥ ନିର୍ମାଣ କାର୍ଯ୍ୟ, ତୁମ୍ବରେ ଚାଲିଛି ବିନ୍ଧ କାମ
ପୁରୀ : ଆଗେଇ ଚାଲିଛି ତିନି ରଥର ନିର୍ମାଣ କାର୍ଯ୍ୟ। ଆଜି ଅଷ୍ଟମ ଦିନରେ ରଥ ନିର୍ମାଣ କାର୍ଯ୍ୟ ପହଞ୍ଚିଥିବା ବେଳେ ୪୨ଗୋଟି ତୁମ୍ବର ରେ ବିନ୍ଧ କାର୍ଯ୍ୟ କରାଯାଉଛି। ସମସ୍ତ କାର୍ଯ୍ୟ ଶୃଙ୍ଖଳିତ ଭାବେ ଚାଲୁଥିବା ବେଳେ ମହାରଣା, ଭୋଇ ଓ କରତୀ ସେବାୟତ ସୂଚାରୁ ରୂପେ କାର୍ଯ୍ୟ ସମ୍ପାଦନ!-->…
ରାଜ୍ୟ ସରକାର କଳାପାହାଡ଼ିଆ ମନୋଭାବ ଛାଡ଼ି ଭୁଲ ସ୍ବୀକାର କରନ୍ତୁ: ସମ୍ବିତ ପାତ୍ର
ଭୁବନେଶ୍ୱର: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପ୍ରସଙ୍ଗରେ ହାଇକୋର୍ଟରେ ଏଏସ୍ଆଇ ପକ୍ଷରୁ ସତ୍ୟପାଠ ଦାଖଲ ପରେ ଭାଜପା ରାଷ୍ଟ୍ରୀୟ ମୁଖପାତ୍ର ସମ୍ବିତ ପାତ୍ର ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିଛନ୍ତି। ଓଡିଶା ସରକାର ଅହଂକାର ଓ କଳାପାହାଡିଆ ମନୋଭାବ ଛାଡ଼ି ଭୁଲ ସ୍ବୀକାର କରନ୍ତୁ। ନଚେତ!-->…