Browsing Category

ଓଡିଶା

କ୍ୟାପିଟାଲ ହସ୍ପିଟାଲ କର୍ମଚାରୀଙ୍କ ଛୁଟି ବାତିଲ

ଭୁବନେଶ୍ବର: ବାତ୍ୟା 'ଅସାନି'କୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ବ୍ୟାପକ ପ୍ରସ୍ତୁତି ଆରମ୍ଭ କରିଛନ୍ତି । ଏହି କ୍ରମରେ କ୍ୟାପିଟାଲ ହସ୍ପିଟାଲର କାର୍ଯ୍ୟରତ ସମସ୍ତ କର୍ମଚାରୀଙ୍କ ଛୁଟିକୁ ବାତିଲ କରାଯିବା ସହ ସମସ୍ତ ବିଭାଗକୁ ସତର୍କ କରାଯାଇଛି। ଏଥିସହ ସମ୍ପୃକ୍ତ ବିଭାଗ ଯେପରି ସେମାନଙ୍କ…

ଶେଷ ପର୍ଯ୍ୟାୟରେ ତିନି ରଥର ତୁମ୍ବ ନିର୍ମାଣ କାର୍ଯ୍ୟ

ପୁରୀ: ମହାପ୍ରଭୁଙ୍କ ରଥଯାତ୍ରା ନିମନ୍ତେ ତିନି ରଥର ନିର୍ମାଣ କାର୍ଯ୍ୟ ଜୋରସୋରରେ ଆଗେଇ ଚାଲିଛି । ରଥ ଖଳାରେ ମହାରଣା, ଭୋଇ ସେବକଙ୍କ ସହ ଅନ୍ୟ ସେବକମାନେ କାର୍ଯ୍ୟରେ ଲାଗିପଡିଛନ୍ତି । ତିନି ରଥ ଚକରେ ଲାଗିବାକୁ ଥିବା ତୁମ୍ବ ନିର୍ମାଣ ଏବେ ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ମୋଟ 42ଟି…

ଗଞ୍ଜାମ ଅତିରିକ୍ତ ତହସିଲଦାର ଓ ତିନି RIଙ୍କୁ ବାଲି ମାଫିଆଙ୍କ ଆକ୍ରମଣ

ଗଞ୍ଜାମ: ବାଲି ଚୋରା ଚାଲାଣ ସମୟରେ ଚଢ଼ାଉ ବେଳେ ଗଞ୍ଜାମ ଅତିରିକ୍ତ ତହସିଲଦାର ଓ ତିନି ଜଣ ଆରଆଇଙ୍କୁ ବାଲି ମାଫିଆ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି । ଆକ୍ରମଣରେ ଆହତ ହୋଇଛନ୍ତି ଅତିରିକ୍ତ ତହସିଲଦାର ଶୁଭେନ୍ଦୁ କୁମାର ଜେନା, ଆରଆଇ ଭାସ୍କର ସାହୁ, ସୀତାରାମ ସାହୁ ଓ ସୁଶାନ୍ତ କୁମାର…

୩ ବର୍ଷର ରିପୋର୍ଟ ମାଗିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: କେବଳ ପ୍ରତିଶ୍ରୁତି ପ୍ରଦାନ ନୁହେଁ; ବରଂ ଏହାକୁ ପୂରଣ ଦିଗରେ ଏକନିଷ୍ଠ ଉଦ୍ୟମ ଗୋଟିଏ ସରକାରକୁ ଲୋକପ୍ରିୟ କରିଥାଏ। ଏହି ନୀତିକୁ ପାଥେୟ କରି ରାଜ୍ୟରେ ନବୀନ ପଟ୍ଟନାୟକଙ୍କ ନେତୃତ୍ୱାଧୀନ ବିଜେଡି ସରକାର ସବୁବେଳେ ନିଜର ପ୍ରତିଶ୍ରୁତି ଓ ବିଭିନ୍ନ ଜନକଲ୍ୟାଣକାରୀ ଯୋଜନାର ସଫଳ…

ବିଶ୍ଵ ମାତୃ ଦିବସ ଉପଲକ୍ଷେ ବାଲୁକା ଶିଳ୍ପୀ ମାନସ ସାହୁଙ୍କ ବାଲୁକା କଳା

ପୁରୀ: ଆଜି ବିଶ୍ୱ ମାତୃ ଦିବସ । ଏହି ଦିବସ ଉପଲକ୍ଷେ ପୁରୀର ଲାଇଟ ହାଉସ୍ ବେଳାଭୂମିରେ ଆନ୍ତର୍ଜାତିକ ବାଲୁକା ଶିଳ୍ପୀ ମାନସ କୁମାର ସାହୁଙ୍କ ବାଲୁକା କଳା ପ୍ରଦର୍ଶନ। ସବୁ ମାଙ୍କୁ ସମ୍ମାନ ଜଣାଇ ସେ ଏହି ବାଲୁକା କଳା ନିର୍ମାଣ କରିଛନ୍ତି। ଏହି ବାଲୁକା କଳାରେ ସେ ମା ଏବଂ ସନ୍ତାନର ସୁନ୍ଦର…

ବିଜୁ ପଟ୍ଟନାୟକ ଦକ୍ଷତା ପ୍ରୋତ୍ସାହନ ରାଶି ବୃଦ୍ଧି ନେଇ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : ଭାରତ ଦକ୍ଷତା ପ୍ରତିଯୋଗୀତାରେ ଓଡିଶାକୁ ମିଳିଛି ୫୯ ଟି ପଦକ । ଜାନୁଆରୀ ୨୦୨୨ ରେ ନୂଆଦିଲ୍ଲୀରେ ଅନୁଷ୍ଠିତ ହୋଇଥିବା ଇଣ୍ଡିଆ ସ୍କିଲସ୍ ପ୍ରତିଯୋଗୀତା-୨୦୨୧ ରେ ଓଡିଶାକୁ ମିଳିଛି ୫୯ଟି ପଦକ । ଏ ନେଇ ଲୋକ ସେବା ଭବନରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗଦେଇ ମୁଖ୍ୟମନ୍ତ୍ରୀ…

ବାତ୍ୟା ସମ୍ଭାବନା ନଥିଲେ ବି ଲୋକଙ୍କୁ ସ୍ଥାନାନ୍ତର କରାଯିବ: SRC

ଭୁବନେଶ୍ୱର: ଯଦିଓ ଭାରତୀୟ ପାଣିପାଗ ବିଭାଗ ସମ୍ଭାବ୍ୟ ବାତ୍ୟା ଓଡ଼ିଶାରେ ଲ୍ୟାଣ୍ଡଫଲ କରିବାର ସମ୍ଭାବନା ନାହିଁ ବୋଲି କହିଛି ହେଲେ ରାଜ୍ୟ ସରକାର କୌଣସି ପ୍ରକାର ପ୍ରସ୍ତୁତିରେ ହେଳା ନକରି ତଳିଆ ଅଞ୍ଚଳର ପ୍ରାୟ ସାଢ଼େ ୭ ଲକ୍ଷ ଲୋକଙ୍କୁ ସ୍ଥାନାନ୍ତର କରିବାର ବ୍ୟବସ୍ଥା କରିଛନ୍ତି। …

ଶେଷ ହେଲା ମାଟ୍ରିକ ପରୀକ୍ଷା, ୨୦ ତାରିଖ ବେଳକୁ ମୂଲ୍ୟାୟନ

ଭୁବନେଶ୍ୱର: ଶେଷ ହେଲା ମାଟ୍ରିକ ପରୀକ୍ଷା । ହେଲେ ଫର୍ମ ପୂରଣ କରିଥିବା ଅଧିକାଂଶ ଛାତ୍ରଛାତ୍ରୀ ପରୀକ୍ଷା ନଦେବା ପଛର କାରଣ କଣ ହୋଇପାରେ । ପରୀକ୍ଷା ଶେଷ ହେବା ପରେ ଗଣଣାଧ୍ୟମ ପ୍ରତିନିଧିଙ୍କର ଏପରି ପ୍ରଶ୍ନର ଜବାବ ରଖିଛନ୍ତି ମାଧ୍ୟମିକ ଶିକ୍ଷା ବୋର୍ଡର ସଭାପତି ରାମାସିସି ହାଜିରା।…

ମାଟ୍ରିକ ପରୀକ୍ଷା ସରିବା ଖୁସିରେ ଡିଜେ ବଜାଇ ନାଚିଲେ ଛାତ୍ର

ଦିଗପହଣ୍ଡି :ଗୁଆ ଘିଅ ଗୀତରେ ନାଚ । ସ୍କୁଲ ଛାତ୍ର ଙ୍କର ଡିଜେ ସାଉଣ୍ଡର ତାଳେ ତାଳେ ନାଚିଲେ ପିଲାମାନେ । ମାଟ୍ରିକ ପରୀକ୍ଷା ସରିବା ଖୁସିରେ ନାଚିଲେ ପିଲା । ପିଲାଙ୍କ ନାଚର ଭିଡିଓ ଏବେ ସୋଶିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି । ଦିଗପହଣ୍ଡି ବ୍ଲକ ବୋମକେଇ ଅଂଚଳର ଶିବାନନ୍ଦ ହାଇସ୍କୁଲ…

ଡକାୟତି କରି ଦଣ୍ଡବତ ହେଲେ ଡକାୟତ

ଭୁବନେଶ୍ୱର: ଡକାୟତି କରି ଦଣ୍ଡବତ ହେଲେ ଡକାୟତ । ରାଜଧାନୀ ଭୁବନେଶ୍ୱରରେ ଘରେ ପଶି ଡକାୟତି କରିବା ପରେ ପରେ ମୁଣ୍ଡିଆ ମାରିଲେ ଲୁଟେରା । 15 ଲକ୍ଷ ଟଙ୍କା ଗହଣା ଲୁଟି ନେଇଛନ୍ତି ଡକାୟତ ଦଳ । ଧଉଳି ଥାନା ନୂଆଗାଁର ବଳରାମ ବିହାରରେ ଘଟିଛି ଘଟଣା । ଡକାୟତି କରି ଫେରାର ହେଉଥିବା ବେଳେ…