Browsing Category

ଓଡିଶା

ମୂଲଚାଲ କରିବାରୁ ରାଗିଯାଇ ଗ୍ରାହକଙ୍କ ବେକ କାଟିଦେଲେ ଫଳ ଦୋକାନୀ

ଯାଜପୁର: ଫଳ କିଣିବା ବେଳେ ଗ୍ରାହକ ମୂଳଚାଲ କରିବାରୁ ଏହାକୁ ନେଇ ଫଳ ଦୋକାନୀ ଉତ୍ତ୍ୟକ୍ତ ହୋଇଯାଇଥିଲେ। ୨ ଜଣ ଗ୍ରାହକଙ୍କ ବେକ କାଟି ଦେଇଛନ୍ତି। ଯାଜପୁର ସଦର ଥାନା ଅନ୍ତର୍ଗତ ଖଣ୍ଡରାଛକ ନିକଟରେ ଏଭଳି ଘଟଣା ଘଟିଛି। ଯାଜପୁର ସଦର ଥାନା ଅନ୍ତର୍ଗତ ଖଣ୍ଡରାଛକ ନିକଟରେ ଥିବା ଏକ ଫଳ…

ସମ୍ଭାବ୍ୟ ବାତ୍ୟା ମୁକାବିଲା ପାଇଁ ସରକାର ପ୍ରସ୍ତୁତ, ଖୋଲିବ ୨୪ ଘଣ୍ଟିଆ କଣ୍ଟ୍ରୋଲ ରୁମ

ଭୁବନେଶ୍ବର : ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ନଗର ଉନ୍ନୟନ ବିଭାଗ ଓ ପଚାଂୟତିରାଜ ବିଭାଗ ଆବଶ୍ୟକୀୟ ପ୍ରସ୍ତୁତ ରହିବାକୁ ପଚାଂୟତିରାଜ,ପାନୀୟଜଳ,ଆଇନ, ଗୃହନିର୍ମାଣ ଓ ନଗରଉନ୍ନୟନ ମନ୍ତ୍ରୀ ପ୍ରତାପ ଜେନା ନିର୍ଦ୍ଦେଶ ଦେଇଛନ୍ତି । ମନ୍ତ୍ରୀ ଶ୍ରୀ ଜେନା ଆଜି ଦୁଇ ବିଭାଗର ପ୍ରସ୍ତୁତି ନେଇ…

ଲ୍ୟାଣ୍ଡଫଲ୍‌ କରିବନି ବାତ୍ୟା : IMD ଡିଜି

ବାତ୍ୟା ଲ୍ୟାଣ୍ଡଫଲ୍ କରିବନି । ମାଡ଼ି ଆସୁଥିବା ବାତ୍ୟା ଲ୍ୟାଣ୍ଡଫଲ୍ କରିବନି ବୋଲି କହିଲେ IMD ଡିଜି । IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ଏହି ସୂଚନା ଦେଇଛନ୍ତି । ୧୦ ରାତିରେ ବାତ୍ୟା ଦିଗ ପରିବର୍ତ୍ତନ କରିବ । ଦିଗ ବଦଳାଇ ଉତ୍ତର-ଉତ୍ତର ପୂର୍ବ ଦିଗକୁ ଗତି କରିବାର ସମ୍ଭବନା ରହିଛି ।…

ମାଟ୍ରିକ ପରୀକ୍ଷାରେ ଛାତ୍ରଛାତ୍ରୀଙ୍କ ଅନୁପସ୍ଥିତି ଘଟଣା: ହସ୍ତକ୍ଷେପ କଲେ ଶିଶୁ ସୁରକ୍ଷା ଆୟୋଗ

ଭୁବନେଶ୍ବର: ମାଟ୍ରିକ ପରୀକ୍ଷାରେ ଛାତ୍ରଛାତ୍ରୀଙ୍କ ଅନୁପସ୍ଥିତିକୁ ଗମ୍ଭୀରତାର ସହ ନେଇଛନ୍ତି ଶିଶୁ ଅଧିକାର ସୁରକ୍ଷା ଆୟୋଗ । ନିଜଆଡୁ ହସ୍ତକ୍ଷେପ କରିବା ସହ ମାଧ୍ୟମିକ ଶିକ୍ଷା ପରିଷଦକୁ ରିପୋର୍ଟ ତଲବ କରିଛନ୍ତି । ପ୍ରକାଶିତ ଖବର ଅନୁସାରେ ପିଲା କୁଆଡେ ଗଲେ ସେନେଇ ଉତ୍ତର ରଖିବାକୁ ୧୩…

ଦରବୃଦ୍ଧି ପ୍ରତିବାଦରେ ଆନ୍ଦୋଳନକୁ ଓହ୍ଲାଇବ ବିଜେଡି

ଭୁବନେଶ୍ବର: ମହଙ୍ଗା ହେଲା ଘରୋଇ ଗ୍ୟାସ ସିଲିଣ୍ଡର । ପୁଣି ବଢ଼ିଲା ଗ୍ୟାସ ଦର । ଘରୋଇ ଗ୍ୟାସ୍ ସିଲିଣ୍ଡର ଦରରେ ୫୦ ଟଙ୍କା ବୃଦ୍ଧି ହୋଇଛି । ଭୁବନେଶ୍ୱରରେ ଗ୍ୟାସ ଦର ୯୭୬ ଟଙ୍କା ରହିଥିବା ବେଳେ ଏଣିକି ୧୦୨୬ ଟଙ୍କା ଦେଇ ଗ୍ୟାସ ସିଲିଣ୍ଡର କିଣିବେ ଗ୍ରାହକ । ତେବେ ନୂଆ ଦର ଆଜି ଠାରୁ ଲାଗୁ…

ଶିକ୍ଷକ ପଦରେ ନିଯୁକ୍ତି ପାଇପାରିବେ ବାଣିଜ୍ୟ ଡିଗ୍ରୀଧାରୀ : ହାଇକୋର୍ଟ

ଭୁବନେଶ୍ୱର: ଏଣିକି ସରକାରୀ ଶିକ୍ଷକ ପଦରେ ନିଯୁକ୍ତି ପାଇପାରିବେ ବାଣିଜ୍ୟରେ ଡିଗ୍ରୀଧାରୀ ।ବାଣିଜ୍ୟରେ ସ୍ନାତକ କିମ୍ବା ସ୍ନାତ୍ତକୋତ୍ତରେ ଡିଗ୍ରୀଧାରୀମାନେ ପାଠ୍ୟକ୍ରମରେ ପଢ଼ିଥିବା ଇଂଲିସ୍ ଏବଂ ଅର୍ଥନୀତିକୁ ସ୍କୁଲ ପାଠ ହିସାବରେ ଗ୍ରହଣ କରାଯିବ । ଅନ୍ୟାନ୍ୟ ଆବଶ୍ୟକ ଶିକ୍ଷାଗତ ଯୋଗ୍ୟତା…

ବିଧାୟକ ସୁବାସ ପାଣିଗ୍ରାହୀଙ୍କୁ ଜାମିନ୍

ଦେଓଗଡ: ବିଧାୟକ ସୁବାସ ପାଣିଗ୍ରାହୀ ପାଇଲେ ଜାମିନ । ଜିଲ୍ଲା କୋର୍ଟ ବିଧାୟକଙ୍କୁ ସର୍ତ୍ତମୂଳକ ଜାମିନ ପ୍ରଦାନ କରିଛନ୍ତି । ତିଳେଇବଣି ବିଡିଓ କୃଷ୍ଣଚନ୍ଦ୍ର ଦଳପତିଙ୍କୁ ମାଡ଼ ମାରିବା ଅଭିଯୋଗରେ ବିଧାୟକ ଏବଂ ତାଙ୍କର ଦୁଇ ସହଯୋଗୀ ଗିରଫ ହୋଇଥିଲେ। ଏବେ 7 ଦିନ ପରେ କୋର୍ଟ ଜାମିନ ଆବେଦନର…

ଗିନିଜ୍‌ ଓ୍ବାର୍ଲଡ୍‌ ରେକର୍ଡ କଲା କେନ୍ଦୁଝର ରଥ

କେନ୍ଦୁଝର: ଗିନିଜ୍ ଓ୍ବାର୍ଲଡ ରେକର୍ଡସ୍ରେ ସ୍ଥାନ ପାଇଲା କେନ୍ଦୁଝରର ରଥ। ଏ ନେଇ ଏକ ସ୍ୱତନ୍ତ୍ର ସମାରୋହରେ ଜିଲ୍ଲାପାଳ ଆଶିଷ ଠାକରେ ସୂଚନା ଦେଇଛନ୍ତି। କେନ୍ଦୁଝରର କାଠ ନିର୍ମିତ ନନ୍ଦିଘୋଷ ରଥର ଉଚ୍ଚତା ୭୨ ଫୁଟ।୪ଶହ ବର୍ଷରୁ ଅଧିକ ପୁରୁଣା ଏହି ରଥଯାତ୍ରା ପାଇଁ ସମସ୍ତେ ବେଶ୍‌ ଉତ୍ସାହିତ…

କେନ୍ଦୁଝର ବଳଦେବଜୀଉଙ୍କ ରଥଯାତ୍ରା ପାଇଁ ବଡଦାଣ୍ଡକୁ ମିଳିବ ନୂଆରୂପ

କେନ୍ଦୁଝର: ଜିଲ୍ଲାର ଆରାଧ୍ୟ ଦେବତା ଭାବେ ଶ୍ରୀ ବଳଦେବଜୀଉ(Baladevjew Ratha Yatra) ପୂଜା ପାଇ ଆସୁଛନ୍ତି । ତେବେ ଶ୍ରୀ ବଳଦେବଜୀଉଙ୍କ ରଥଯାତ୍ରା ପାଇଁ ବଡଦାଣ୍ଡକୁ ମିଳିବ ନୂଆରୂପ । ଏନେଇ ଜିଲ୍ଲାପାଳଙ୍କ ନେତୃତ୍ୱରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି । ବଳଦେବଜୀଉଙ୍କ…

ସମ୍ଭାବ୍ୟ ବାତ୍ୟାକୁ ନେଇ ଅଗ୍ନିଶମ ବାହିନୀର ପ୍ରସ୍ତୁତି

ଭୁବନେଶ୍ୱର: ସମ୍ଭାବ୍ୟ ବାତ୍ୟା ମୁକାବିଲା ନେଇ ଅଗ୍ନିଶମ ଡିଜି ପ୍ରେସମିଟ୍ କରିଛନ୍ତି । ସମ୍ଭାବ୍ୟ ବାତ୍ୟା ପାଇଁ ଆମେ ସମ୍ପୂର୍ଣ୍ଣ ପ୍ରସ୍ତୁତ ଥିବା ସେ କହିଛନ୍ତି । ତେବେ ସମ୍ଭାବ୍ୟ ବାତ୍ୟାରେ ଜିଲୋ କାଜୁଆଲିଟିକୁ ଗୁରୁତ୍ୱ ଦିଆଯାଉଛି । ପ୍ରଭାବିତ ହେବାକୁ ଥିବା ଜିଲ୍ଲା ଉପରେ ନଜର…