Browsing Category

ଓଡିଶା

୫୦ ଟଙ୍କା ବଢ଼ିଲା ଘରୋଇ ଗ୍ୟାସ ସିଲିଣ୍ଡର

ପୁଣି ରନ୍ଧନ ଗ୍ୟାସ ମୂଲ୍ୟରେ ବୃଦ୍ଧି ହୋଇଛି। ରନ୍ଧନ ଗ୍ୟାସ ମୂଲ୍ୟ ଶନିବାର ୫୦ ଟଙ୍କା ବଢ଼ି ଉପଭୋକ୍ତାଙ୍କ ଚିନ୍ତା ବଢ଼ାଇଛି। ଓଡ଼ିଶା ଉପଭୋକ୍ତାଙ୍କୁ ଏବେ ଅତିରିକ୍ତ ମୂଲ୍ୟ ଦେଇ ଗ୍ୟାସ କିଣିବାକୁ ପଡ଼ିବ। କଟକ ଏବଂ ଭୁବନେଶ୍ଵରରେ ପୂର୍ବରୁ ରନ୍ଧନ ଗ୍ୟାସର ମୂଲ୍ୟ ୯୭୬ ଟଙ୍କା ରହିଥିବାବେଳେ…

ଡ୍ରାଇଭର ସହ ୪ ଲୁଟେରା ଗିରଫ, ଲୁଟ ଟଙ୍କା ଉଦ୍ଧାର

ଚୌଦ୍ୱାର: ନିଜେ ଚଳାଉଥିବା ଗାଡ଼ିରୁ ଟଙ୍କା ଲୁଟ କରିଥିବା ଡ୍ରାଇଭର ଓ ତାର ୩ଜଣ ସହଯୋଗୀଙ୍କୁ ଚୌଦ୍ୱାର ପୁଲିସ ଗିରଫ କରିବାରେ ସଫଳ ହୋଇଛି । ଗିରଫ ଅଭିଯୁକ୍ତମାନେ ହେଲେ ଡ୍ରାଇଭର ଗୁରୁଡ଼ିଝାଟିଆ ଥାନା ବଳିପୁର ଗ୍ରାମର ରବୀନ୍ଦ୍ର ସ୍ୱାଇଁ(୨୨) ଓ ଶଂକର୍ଷଣ ସ୍ୱାଇଁ(୧୯), ନୟାଗଡ଼ ଜିଲ୍ଳା…

ସମ୍ଭାବ୍ୟ ବାତ୍ୟା ନେଇ ଜିଲ୍ଲା ପ୍ରଶାସନ ସମ୍ପୂର୍ଣ୍ଣ ସଜାଗ : “ଜିଲ୍ଲାପାଳ “

ଛତ୍ରପୁର : ଭାରତୀୟ ପାଣିପାଗ ବିଭାଗୀୟ ସୂଚନା ମୁତାବକ ତଥା ରାଜ୍ୟ ବିପର୍ଯ୍ୟୟ ପରିଚାଳନା ବିଭାଗର ପୂର୍ବ ପ୍ରସ୍ତୁତି ଘେନି ବୈଠକ ପ୍ରକାରେ ଗଞ୍ଜାମ ଜିଲ୍ଲା ପ୍ରଶାସନ ସମ୍ଭାବ୍ୟ ବାତ୍ୟାକୁ ନେଇ ସମ୍ପୂର୍ଣ୍ଣ ପ୍ରସ୍ତୁତ ଥିବା ଜିଲ୍ଲାପାଳ…

ବାତ୍ୟାକୁ ନେଇ ଅଯଥା ଭୟଭୀତ ହୁଅନ୍ତୁ ନାହିଁ : SRC

ଭୁବନେଶ୍ବର: ବାତ୍ୟା ସମ୍ଭାବନା ନେଇ ଏସ୍‌ଆର୍‌ସି ପ୍ରଦୀପ ଜେନାଙ୍କ ଜରୁରୀ ସୂଚନା । ଆସୁଛି ସମ୍ଭାବ୍ୟ ବାତ୍ୟା ଅସାନୀ। ୪ଟି ଜିଲ୍ଲାରେ ବର୍ଷା ସମ୍ଭାବନା। ୭ ତାରିଖ ସନ୍ଧ୍ୟା ସୁଦ୍ଧା ଅଧିକ ଘନିଭୂତ ହୋଇ ଅବପାତରେ ପରିଣତ ହେବ। ଅବପାତ ପରେ IMD ବାତ୍ୟାର ଚିତ୍ର ସ୍ପଷ୍ଟ କରିବ। ୮ ସୁଦ୍ଧା…

କୋଟିପତି ପ୍ରାଣୀଧନ ନିରୀକ୍ଷକ ଜଗନ୍ନାଥ ରାଉତ ଗିରଫ

ଭୁବନେଶ୍ୱର: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗରେ କଳାରାହାଙ୍ଗର ପ୍ରାଣୀଧନ ନିରୀକ୍ଷକ (ଏଲ୍ଆଇ) ଜଗନ୍ନାଥ ରାଉତ ଗିରଫ ହୋଇଛନ୍ତି। ଭିଜିଲାନ୍ସ ପକ୍ଷରୁ ତାଙ୍କୁ ଆଜି ଗିରଫ କରାଯାଇ କୋର୍ଟ ଚାଲାଣ କରାଯାଇଥିଲା। କଟକ ସ୍ୱତନ୍ତ୍ର ଭିଜିଲାନ୍ସ କୋର୍ଟ ତାଙ୍କୁ ମେ' ୧୯ ତାରିଖ…

କାଳବୈଶାଖୀ ନେଇ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ତେବେ ସୁନ୍ଦରଗଡ, କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ଭଦ୍ରକ, ବାଲେଶ୍ୱର, ଗଜପତି, ଗଞ୍ଜାମ ଓ ରାୟଗଡା ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ କାଳବୈଶାଖୀ ବର୍ଷା ସହିତ ବଜ୍ରପାତ…

ଚିଲିକାରେ ଯାତ୍ରୀବାହୀ ଡଙ୍ଗା ଚଳାଚଳ ବନ୍ଦ

ଖୋର୍ଦ୍ଧା: ଚିଲିକାରେ ଗୁରୁବାର ଡଙ୍ଗା ବୁଡ଼ି ଦୁର୍ଘଟଣା ଘଟିଥିଲା। ଏହାକୁ ନେଇ ସ୍ଥାନୀୟ ପ୍ରଶାସନ ତତ୍ପର ହୋଇ ଉଠିଛି। ବାତ୍ୟା ଆଶଙ୍କା ନ ଟଳିବା ପର୍ଯ୍ୟନ୍ତ ଚିଲିକାରେ ଯାତ୍ରୀବାହୀ ଡଙ୍ଗା ଚଳାଚଳକୁ ସମ୍ପୂର୍ଣ୍ଣ ରୂପେ ବନ୍ଦ କରାଯାଇଛି ।ଏ ନେଇ ବିଭିନ୍ନ ମୋଟର ବୋଟ ଆସୋସିଏଶନକୁ ସ୍ଥାନୀୟ…

ଦାୟିତ୍ୱ ନେଲେ କ୍ରାଇମବ୍ରାଞ୍ଚ ନୂଆ ଏଡିଜି ଅରୁଣ ବୋଥ୍ରା

ଦାୟିତ୍ୱ ନେଲେ କ୍ରାଇମବ୍ରାଞ୍ଚ ନୂଆ ଏଡିଜି ଅରୁଣ ବୋଥ୍ରା। ୧୯୯୬ ମସିହା ବ୍ୟାଚ ଆଇପିଏସ ଅଧିକାରୀ ଅରୁଣ ବୋଥ୍ରା। ଆଜି କଟକ ସ୍ଥିତ କ୍ରାଇମବ୍ରାଞ୍ଚ ମୁଖ୍ୟାଳୟରେ ସେ ଦାୟିତ୍ୱ ଗ୍ରହଣ କରିଛନ୍ତି । ଏହାପରେ ପ୍ରତିକ୍ରିୟାରେ ଅରୁଣ ବୋଥ୍ରା କହିଛନ୍ତି, ମୋ ଘର ବାହୁଡା ହୋଇଛି । ରାଜ୍ୟର ଅପରାଧ…

ବାତ୍ୟା ପାଇଁ ଶକ୍ତି ବିଭାଗ ପ୍ରସ୍ତୁତ, ଖୋଲିଲା ୱାର୍ ରୁମ୍

ଭୁବନେଶ୍ୱର: ସମ୍ଭାବ୍ୟ ବାତ୍ୟା ମୁକାବିଲା ନେଇ ଶକ୍ତି ବିଭାଗ ପ୍ରସ୍ତୁତ। ବାତ୍ୟା ପୂର୍ବ, ବାତ୍ୟା ସମୟ ଓ ବାତ୍ୟା ପରବର୍ତ୍ତୀ ମୁକାବିଲା ନେଇ ୱାରରୁମ୍ ପ୍ରସ୍ତୁତ କରାଯାଇଛି। ପୂର୍ବରୁ ମଧ୍ୟ କମ୍ ସମୟରେ ଶକ୍ତି ସଂଯୋଗ କରିବାରେ ବିଭାଗ ସଫଳ ହୋଇଛି। ଏବେବି ପ୍ରସ୍ତୁତ ରହିବା ସହ ସବୁ…

ବାତ୍ୟା ପ୍ରଭାବରେ ୪ ଜିଲ୍ଲାରେ ପ୍ରବଳ ବର୍ଷା ଆଶଙ୍କା

ଭୁବନେଶ୍ବର: ବାତ୍ୟା ପ୍ରଭାବରେ ୧୦ରୁ ୪ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି। ଗଞ୍ଜାମ, ଖୋର୍ଦ୍ଧା, ପୁରୀ ଓ ଜଗତସିଂହପୁରରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏ ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଉପକୂଳ ଓଡ଼ିଶାରେ ଅନେକ ସ୍ଥାନରେ…