Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ବ୍ରଜରାଜନଗର ଉପନିର୍ବାଚନ, ୨୭୯ଟି ବୁଥରେ ହେବ ମତଦାନ
ଭୁବନେଶ୍ୱର: ମେ' ୩୧ରେ ଅନୁଷ୍ଠିତ ହେବ ବ୍ରଜରାଜନଗର ଉପନିର୍ବାଚନ । ଜୁନ ୩ ରେ ଭୋଟ୍ ଗଣତି ହେବ । ଆଜିଠୁ ଆରମ୍ଭ ହୋଇଛି ପ୍ରାର୍ଥିପତ୍ର ଦାଖଲ ପ୍ରକ୍ରିୟା । ମେ ୧୧ ପର୍ଯ୍ୟନ୍ତ ଆଶାୟୀ ପ୍ରାର୍ଥୀ ନାମାଙ୍କନ ଦାଖଲ କରିବେ । ମେ ୧୨ରେ ନାମାଙ୍କନ ପତ୍ର ଯାଞ୍ଚ କରାଯିବ । ପ୍ରାର୍ଥିପତ୍ର!-->…
ସହୀଦଙ୍କ ପରିବାରଙ୍କୁ ଅନୁକମ୍ପା ସହାୟତା ରାଶି ଦଶଲକ୍ଷ ଟଙ୍କାକୁ ବୃଦ୍ଧି
ଭୁବନେଶ୍ୱର : ଯୁଦ୍ଧ ତଥା ଉଗ୍ର ବାଦ ର ମୁକାବିଲା ସମୟରେ ବୀରଗତି ପ୍ରାପ୍ତ ହେଉଥିବା ସହୀଦ ଓଡ଼ିଆ ଯବାନ ମାନଙ୍କ ନିକଟତମ ଆତ୍ମୀୟଙ୍କ ନିମନ୍ତେ ସହାୟତା ରାଶି ପରିମାଣକୁ ପାଞ୍ଚ ଲକ୍ଷ ଟଙ୍କାରୁ ଦଶ ଲକ୍ଷ ଟଙ୍କାକୁ ବୃଦ୍ଧି କରିବାକୁ ମୁଖ୍ୟମନ୍ତ୍ରୀଶ୍ରୀ ନବୀନ ପଟ୍ଟନାୟକ ନିର୍ଦେଶ ଦେଇଛନ୍ତି ।!-->…
ଭୁବନେଶ୍ୱର ଡିସିପି ଭାବେ ଦାୟିତ୍ୱ ଗ୍ରହଣ କଲେ ପ୍ରତୀକ ସିଂ
ଭୁବନେଶ୍ୱର: ଭୁବନେଶ୍ୱର ଡିସିପି ଭାବେ ଦାୟିତ୍ଵ ଗ୍ରହଣ କରିଛନ୍ତି ଆଇପିଏସ ପ୍ରତୀକ ସିଂ । ୨୦୧୪ ବ୍ୟାଚର ଆଇପିଏସ୍ ପ୍ରତୀକ ସିଂଙ୍କୁ ଡିସିପି ଅଫିସରେ ଅତିରିକ୍ତ ଡିସିପି, ଏସିପି ଓ ଆଇଆଇସିମାନେ ସ୍ୱାଗତ କରିଥିଲେ । ଭୁବନେଶ୍ୱରରେ କାମ କରିବା ଚ୍ୟାଲେଞ୍ଜ ହେବ ବୋଲି କହିଛନ୍ତି ପ୍ରତୀକ!-->…
ଭୁଜାଲିରେ ହାଣି ବ୍ୟବସାୟୀଙ୍କ ଠାରୁ ୩ ଲକ୍ଷ ଲୁଟ୍
ଢେଙ୍କାନାଳ: ଢେଙ୍କାନାଳ ଜିଲ୍ଲା ତୁମୁସିଙ୍ଗା ଥାନା ଜିରାଳ-ପଣ୍ଡୁଆ ରାସ୍ତାର ଘୋଡ଼ାଡ଼ିଆଁ ଛକ ନିକଟରେ ଜଣେ ବ୍ୟବସାୟୀଙ୍କୁ ବନ୍ଧୁକ ଦେଖାଇ ଓ ଭୁଜାଲିରେ ହାଣି ୩ ଲକ୍ଷ ଟଙ୍କା ଲୁଟି ନେଲେ ଦୁର୍ବୃତ୍ତ। ଆହତ ବ୍ୟବସାୟୀଙ୍କ ନାଁ ଅଭିମନ୍ୟୁ ସାହୁ। ତାଙ୍କ ଘର ଜିରାଳରେ। ତାଙ୍କ ହାତରେ ଆଘାତ!-->…
ଅଯଥାରେ ଜିନିଷ କିଣି ମହଜୁଦ କରନ୍ତୁ ନାହିଁ: ଖାଦ୍ୟ ଯୋଗାଣ ମନ୍ତ୍ରୀ
ଭୁବନେଶ୍ୱର : ଆସୁଛି ସମ୍ଭାବ୍ୟ ବାତ୍ୟା। ଅଯଥାରେ ଆତଙ୍କିତ ହୋଇ ବହୁ ମାତ୍ରାରେ ଜିନିଷ କିଣି ମହଜୁଦ କରି ରଖନ୍ତୁ ନାହିଁ। ଏହା ଦ୍ଵାରା ବଜାରରେ କୃତ୍ରିମ ଅଭାବ ଦେଖାଦେଇପାରେ। ଅସାଧୁ ବ୍ୟବସାୟୀମାନେ ଏହାର ସୁଯୋଗ ନେଇ ଦରବୃଦ୍ଧି କରିପାରନ୍ତି ବୋଲି କହିଛନ୍ତି ଖାଦ୍ୟ ଯୋଗାଣ ମନ୍ତ୍ରୀ!-->…
ବାତ୍ୟାକୁ ନେଇ ରାଜ୍ୟ ସରକାର ପ୍ରସ୍ତୁତ, ଜିଲ୍ଲାପାଳମାନଙ୍କୁ ଆଲର୍ଟରେ ରଖାଯାଇଛି: ମୁଖ୍ୟ ଶାସନ ସଚିବ
ଭୁବନେଶ୍ୱର : ବାତ୍ୟା ସମ୍ପର୍କରେ ଏ ଯାଏ ଜଣାପଡିନି କେଉଁ ଆଡ଼କୁ ଯିବ। ହେଲେ ରାଜ୍ୟ ସରକାର ସମ୍ପୂର୍ଣ୍ଣ ଭାବେ ପ୍ରସ୍ତୁତ ଅଛନ୍ତି । ଜିଲ୍ଲାପାଳମାନଙ୍କୁ ଆଲର୍ଟ କରିକି ରଖିଛୁ। ୩ ଦିନରେ ତା ଦିଗ ଜଣାପଡ଼ିବ। ସେହି ଅନୁସାରେ ଆମେ ପଦକ୍ଷେପ ନେବୁ ବୋଲି ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର!-->…
ପୋଡ଼ି ହୋଇଥିବା ଶିଶୁକୁ ମିଳିଲା ଏସି କ୍ୟାବିନ୍ , ବୁର୍ଲା ସ୍ଥାନାନ୍ତର ହେଲେ ବିଧାୟକ ସୁବାସ ପାଣିଗ୍ରାହୀ
ଦେବଗଡ଼: ଖବର ପ୍ରସାରଣ ପରେ ଏସି କ୍ୟାବିନରୁ ବାହାରି ବୁର୍ଲା ଗଲେ ଦେବଗଡ଼ ବିଧାୟକ ସୁବାସ ପାଣିଗ୍ରାହୀ । ଦେବଗଡ଼ ହସ୍ପିଟାଲରୁ ବୁର୍ଲା ମେଡ଼ିକାଲକୁ ସ୍ଥାନାନ୍ତର କରାଯାଇଛି । ପୋଡିହୋଇ ଗୁରୁତର ହୋଇଥିବା ଶିଶୁକୁ ଏସି କ୍ୟାବିନରୁ ବାହାର କରି ବିଧାୟକଙ୍କୁ ରୁମ୍ ଦିଆଯାଇଥିଲା । ଦେଗବଡ଼!-->…
୮ ତାରିଖ ସକାଳ ସୁଦ୍ଧା ଅବପାତରେ ପରିଣତ ହେବ ଲଘୁଚାପ
ଦକ୍ଷିଣ ଆଣ୍ଡାମାନ ସାଗର ଏବଂ ତା'ର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଘୂର୍ଣ୍ଣିବଳୟ ସୃଷ୍ଟି । ସକାଳ ୫ଟା ୩୦ରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ପ୍ରଭାବରେ ଆସନ୍ତା ୬ ତାରିଖ ସୁଦ୍ଧା ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ । ଲଘୁଚାପ କ୍ଷେତ୍ର କ୍ରମଶଃ ଉତ୍ତର-ପଶ୍ଚିମ ଦିଗରେ ଗତି କରିବ । ଅଧିକ!-->…
ଗରମ ଡାଲି ପଡି ବୋଝିଆ ଆହତ
ପୁରୀ: ଶ୍ରୀମନ୍ଦିରରେ ପୁଣି ଅଘଟଣ । ଗରମ ଡାଲି ପଡ଼ି ବୋଝିଆ ଆହତ । ଆହତ ବୋଝିଆଙ୍କ ଘର ପୁରୀ ମିଶ୍ର ସାହିର ହୋଇଥିବା ବେଳେ ତାଙ୍କ ନାଁ ବିଶ୍ଵନାଥ ବେହେରା ।
ସୂଚନା ଅନୁସାରେ, ଭୋଗମଣ୍ଡପ ଦ୍ଵାର ମୁହଁରେ ମହାପ୍ରସାଦ ନେବା ବେଳେ ଗରମ ଡାଲି ଶରୀରରେ ପଡି ଯିବାରୁ ସେ ଆହତ ହୋଇଛନ୍ତି!-->!-->!-->…
ପ୍ରି-ଆକ୍ଟିଭେଟେଡ୍ ସିମ୍ ଜବତ ମାମଲା: ୩ ଅଭିଯୁକ୍ତଙ୍କୁ ୫ ଦିନିଆ ରିମାଣ୍ଡରେ ଆଣିଲା କ୍ରାଇମବ୍ରାଞ୍ଚ
ଭୁବନେଶ୍ୱର: ଫେକ ସିମ୍ କାର୍ଡ ଜବତ ମାମଲା । ୩ ଅଭିଯୁକ୍ତଙ୍କୁ ୫ ଦିନିଆ ରିମାଣ୍ଡରେ ନେଲା କ୍ରାଇମବ୍ରାଞ୍ଚ । ଅଭିଯୁକ୍ତ ଦୁଷ୍ମନ୍ତ, ସାଇପ୍ରକାଶ ଓ ଅବିନାଶକୁ ଅଧିକା ପଚରାଉଚରା କରିବ କ୍ରାଇମବ୍ରାଞ୍ଚ । ସାଇପ୍ରକାଶ ବିଏସଏନଏଲ ଡିଲର ଥିବା ବେଳେ ଅବିନାଶ ତାର ସହଯୋଗୀ କର୍ମଚାରୀ ଥିଲା!-->…