Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
୮ ତାରିଖ ସକାଳ ସୁଦ୍ଧା ଅବପାତରେ ପରିଣତ ହେବ ଲଘୁଚାପ
ଦକ୍ଷିଣ ଆଣ୍ଡାମାନ ସାଗର ଏବଂ ତା'ର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଘୂର୍ଣ୍ଣିବଳୟ ସୃଷ୍ଟି । ସକାଳ ୫ଟା ୩୦ରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ପ୍ରଭାବରେ ଆସନ୍ତା ୬ ତାରିଖ ସୁଦ୍ଧା ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ । ଲଘୁଚାପ କ୍ଷେତ୍ର କ୍ରମଶଃ ଉତ୍ତର-ପଶ୍ଚିମ ଦିଗରେ ଗତି କରିବ । ଅଧିକ!-->…
ଗରମ ଡାଲି ପଡି ବୋଝିଆ ଆହତ
ପୁରୀ: ଶ୍ରୀମନ୍ଦିରରେ ପୁଣି ଅଘଟଣ । ଗରମ ଡାଲି ପଡ଼ି ବୋଝିଆ ଆହତ । ଆହତ ବୋଝିଆଙ୍କ ଘର ପୁରୀ ମିଶ୍ର ସାହିର ହୋଇଥିବା ବେଳେ ତାଙ୍କ ନାଁ ବିଶ୍ଵନାଥ ବେହେରା ।
ସୂଚନା ଅନୁସାରେ, ଭୋଗମଣ୍ଡପ ଦ୍ଵାର ମୁହଁରେ ମହାପ୍ରସାଦ ନେବା ବେଳେ ଗରମ ଡାଲି ଶରୀରରେ ପଡି ଯିବାରୁ ସେ ଆହତ ହୋଇଛନ୍ତି!-->!-->!-->…
ପ୍ରି-ଆକ୍ଟିଭେଟେଡ୍ ସିମ୍ ଜବତ ମାମଲା: ୩ ଅଭିଯୁକ୍ତଙ୍କୁ ୫ ଦିନିଆ ରିମାଣ୍ଡରେ ଆଣିଲା କ୍ରାଇମବ୍ରାଞ୍ଚ
ଭୁବନେଶ୍ୱର: ଫେକ ସିମ୍ କାର୍ଡ ଜବତ ମାମଲା । ୩ ଅଭିଯୁକ୍ତଙ୍କୁ ୫ ଦିନିଆ ରିମାଣ୍ଡରେ ନେଲା କ୍ରାଇମବ୍ରାଞ୍ଚ । ଅଭିଯୁକ୍ତ ଦୁଷ୍ମନ୍ତ, ସାଇପ୍ରକାଶ ଓ ଅବିନାଶକୁ ଅଧିକା ପଚରାଉଚରା କରିବ କ୍ରାଇମବ୍ରାଞ୍ଚ । ସାଇପ୍ରକାଶ ବିଏସଏନଏଲ ଡିଲର ଥିବା ବେଳେ ଅବିନାଶ ତାର ସହଯୋଗୀ କର୍ମଚାରୀ ଥିଲା!-->…
ବଢ଼ିଲା ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କ ଜାମିନ୍ ଅବଧି
ଭୁବନେଶ୍ୱର: ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କ ଜାମିନ ଅବଧି ବଢ଼ିଯାଇଛି । ଜାମିନ ଅବଧି ଆଉ ୭ ଦିନ ବଢ଼ାଇଛନ୍ତି କୋର୍ଟ । ପ୍ରଶାନ୍ତଙ୍କ ସ୍ୱାସ୍ଥ୍ୟଗତ ସମସ୍ୟା ଦର୍ଶାଇ ପିଟିସନ ଦାଖଲ ହୋଇଥିଲା । ଚିକିତ୍ସା ଆବଶ୍ୟକତା ଥିବାରୁ ଜାମିନ ଅବଧି ବଢ଼ାଇବାକୁ ଆବେଦନ ହୋଇଥିଲା ।
ତେବେ!-->!-->!-->…
ଆର୍ଦ୍ରଭୂମି ସଂରକ୍ଷଣ ନେଇ ନିଜ ପକ୍ଷରୁ ହାଇକୋର୍ଟଙ୍କ ମାମଲା ପ୍ରସଙ୍ଗ, ହାଜର ହେଲେ ୪ ଜିଲ୍ଲାପାଳ
କଟକ: ଆର୍ଦ୍ରଭୂମି ସଂରକ୍ଷଣ ନେଇ ନିଜ ପକ୍ଷରୁ ହାଇକୋର୍ଟଙ୍କ ମାମଲା ପ୍ରସଙ୍ଗ । ଏହି ମାମଲାରେ ହାଇକୋର୍ଟରେ ହାଜର ହେଲେ ୪ ଜିଲ୍ଲାପାଳ । ତେବେ ଭର୍ଚୁଆଲ ମୋଡରେ ୪ ଜିଲ୍ଲାପାଳ ହାଜର ହୋଇଛନ୍ତି । ଗଞ୍ଜାମ, ପୁରୀ, ଖୋର୍ଦ୍ଧା ଓ କେନ୍ଦ୍ରାପଡା ଜିଲ୍ଲାପାଳ ଭର୍ଚୁଆଲ ମୋଡରେ ହାଜର!-->…
ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ବେଆଇନ୍ ଖନନ ଅଭିଯୋଗରେ ରାଜ୍ୟପାଳଙ୍କୁ ଭେଟିଲା ଶ୍ରୀ ମନ୍ଦିର ସୁରକ୍ଷା ଅଭିଯାନ
ଭୁୁବନେଶ୍ୱର: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପାଇଁ ବେଆଇନ୍ ଖନନ ଅଭିଯୋଗ ମାମଲାରେ ରାଜ୍ୟପାଳଙ୍କୁ ଭେଟିଲା ଶ୍ରୀ ମନ୍ଦିର ସୁରକ୍ଷା ଅଭିଯାନ । ପ୍ରକଳ୍ପ କାର୍ଯ୍ୟ ବେଆଇନ୍ ବୋଲି ରାଜ୍ୟପାଳଙ୍କୁ କହିଲା ଏହି ସଂଘ । କେବଳ ଏତିକି ନୁହେଁ ଏହି ପ୍ରକଳ୍ପ ଦ୍ୱାରା ମନ୍ଦିର ବିପଦରେ ଥିବା!-->…
ପିଲାଙ୍କ ମଧ୍ୟାହ୍ନ ଭୋଜନରେ ପଚା ଅଣ୍ଡା, ପୋକା ବାଇଗଣ ଓ ପଚା ଆଳୁ
ବଲାଙ୍ଗିର: ଶିକ୍ଷା କ୍ଷେତ୍ରରେ ଉନ୍ନତି ସହ ପିଲାମାନଙ୍କୁ ସ୍କୁଲ ମୁହାଁ କରିବା ଲକ୍ଷ୍ୟରେ ସରକାର ଆରମ୍ଭ କରିଛନ୍ତି ମଧ୍ୟାନ୍ନ ଭୋଜନ ଯୋଜନା। ପିଲାଙ୍କୁ ଉନ୍ନତ ମାନର ଖାଦ୍ୟ ଯୋଗାଇ ଦେବା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ ମଧ୍ୟ ହେଉଛି। ହେଲେ କିଛି ଅସାଧୁ ବ୍ୟକ୍ତିଙ୍କ ପାଇଁ ପିଲାଙ୍କ!-->…
ବୟଫ୍ରେଣ୍ଡ ଆକାଉଣ୍ଟକୁ ୯୭ଲକ୍ଷ ଟଙ୍କା ପଠାଇବା ଘଟଣା, ଗିରଫ ହେଲା ପ୍ରେମିକ ବିକାଶ
ଭୁବନେଶ୍ବର: ଘରୋଇ ଇଞ୍ଜିନିୟରିଂ କଲେଜରୁ ୯୭ଲକ୍ଷ ଟଙ୍କା ହଡପ ଘଟଣା । ଅଭିଯୁକ୍ତ ପ୍ରେମିକ ବିକାଶ କୁମାରକୁ ଗିରଫ କଲା ତମାଣ୍ଡୋ ଥାନା ପୋଲିସ । ଝାଡଖଣ୍ଡରୁ ଅଭିଯୁକ୍ତ ବିକାଶ ଗିରଫ ପରେ ଆଜି କୋର୍ଟ ଚାଲାଣ କରାଯିବ । ପୂର୍ବରୁ ବିକାଶଙ୍କ ପ୍ରେମିକା ପାୟଲ ମହାପାତ୍ର ଗିରଫ ହୋଇଥିଲେ!-->…
କଂଗ୍ରେସ ବିଧାୟକଙ୍କୁ ଦିଲ୍ଲୀ ଡାକରା
ଭୁବନେଶ୍ବର : କଂଗ୍ରେସ ବିଧାୟକଙ୍କୁ ଦିଲ୍ଲୀ ଡାକରା । ୫ ତାରିଖରେ ରାହୁଲ ଗାନ୍ଧୀଙ୍କ ସହ ହେବ ଆଲୋଚନା । ଦଳୀୟ ସଂଗଠନ ଉପରେ ହେବ ପୁଙ୍ଖାନୁପୁଙ୍ଖ କରାଯିବ ତର୍ଜମା । କିଭଳି ଓଡ଼ିଶା କଂଗ୍ରେସରେ ଲାଗି ରହିଥିବା ଗୋଷ୍ଠୀ କନ୍ଦଳକୁ ଦୂର କରାଯାଇ ଦଳକୁ ଆଗକୁ ନିଆଯାଇପାରିବ, ସେନେଇ ହେବ ଆଲୋଚନା!-->…
ବାହା ହେବାକୁ ରାଜି ନହେବାରୁ ଥାନାରେ ବିଷ ଖାଇ ଆତ୍ମହତ୍ୟା ଉଦ୍ୟମ କଲେ ପ୍ରେମିକା
ଭୁବନେଶ୍ୱର : ବନ୍ଧୁତାରୁ ପ୍ରେମ, ତା'ପରେ ନିବିଡ଼ ସମ୍ପର୍କ। ଉଭୟ ନିଷ୍ପତ୍ତି ନେଇଥିଲେ ବିବାହ କରିବେ । ବଡ଼ କଥା ପ୍ରେମିକଙ୍କ ବୟସ ୨୦ ବର୍ଷ ହୋଇଥିବାବେଳେ ପ୍ରେମିକାଙ୍କ ବୟସ ୨୮ । ଏବେ ପ୍ରେମିକ ବିବାହ ପାଇଁ ରାଜି ନହେବାରୁ ଥାନାରେ ବିଷ ଖାଇ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି ପ୍ରେମିକା ।!-->…