Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ସ୍ମାଟ କ୍ଲାସରେ ଚାଲିଲା ପୁଷ୍ପା ଭିଡିଓ
ଭୁବନେଶ୍ୱର: ଆଧୁନିକ ପଦ୍ଧତିରେ ପାଠ ପଢ଼ା ପାଇଁ ରାଜ୍ୟ ସରକାର ସ୍କୁଲରେ ସ୍ମାଟ କ୍ଲାସର ବ୍ୟବସ୍ଥା କରିଛନ୍ତି। ସ୍ମାଟ କ୍ଲାସରେ ରହିଛି ଟିଭି ଭଳି ଅତ୍ୟଧୁନିକ ଉପକରଣ। ଯେଉଁଥିରେ ପିଲା ପାଠ ପଢ଼ିବାର ବ୍ୟବସ୍ଥା କରାଯାଇଛି। ମାତ୍ର ସ୍ମାଟ କ୍ଲାସ ଟିଭିରେ ପାଠ ପଢ଼ା ନ ହୋଇ ଚାଲିଛି ପୁଷ୍ପା!-->…
ନନ୍ଦପୁର ଥାନା ଇନସ୍ପେକ୍ଟରଙ୍କୁ ମରଣାନ୍ତକ ଆକ୍ରମଣ
କୋରାପୁଟ : କୋରାପୁଟ ଜିଲ୍ଲା ନନ୍ଦପୁର ଥାନା ଲମତାପୁଟ ତହସିଲ ହାଟଶୁକୁରେ ପୁଲିସ ଉପରେ ରବିବାରଦିନ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି । ଏହି ଘଟଣାରେ ପୁଲିସ ୨ ଜଣଙ୍କୁ ଅଟକ ରଖି ପଚରା ଉଚୁରା କରୁଛି ।
ଚିନାମାଟି ଖଣି ଅଂଚଳକୁ ପୁଲିସ ଗସ୍ତ କରିଥିବାବେଳେ ଲୋକେ ତାହାର ପ୍ରବଳ ବିରୋଧ!-->!-->!-->…
ବିଡିଓଙ୍କୁ ମାଡ଼ ଘଟଣା: ମୁଖ୍ୟ ଶାସନ ସଚିବଙ୍କୁ ଭେଟିଲେ ଓଏଏସ୍ ସଂଘ
ଭୁବନେଶ୍ୱର: ବିଡିଓଙ୍କୁ ମାଡ଼ ଘଟଣାରେ ମୁଖ୍ୟ ଶାସନ ସଚିବ ଓ ଗୃହ ବିଭାଗ ଅତିରିକ୍ତ ମୁଖ୍ୟ ସଚିବଙ୍କ ପାଖରେ ଓଏଏସ୍ ସଂଘ ଫେରାଦ ହୋଇଛି। ସଂଘର ସମ୍ପାଦକ ଫେରାଦ ହେବା ସହ ଅଫିସରଙ୍କ ସୁରକ୍ଷା ଦାବି କରିଛନ୍ତି। ଜଣେ ବିଡିଓ ବାହାରୁ ଆସି କାମ କରୁଥିବା ବେଳେ ସେ କାହିଁକି ଏପରି କରିବେ ବୋଲି!-->…
AHRCCରେ ରୋଗୀ ଓ ସହାୟକଙ୍କୁ ବଡ଼ ଆଶ୍ୱସ୍ତି, ଯୁଦ୍ଧକାଳୀନ ଭିତ୍ତିରେ ତିଆରି ହେଲା ବିଶ୍ରାମ ସ୍ଥଳ
କଟକ: କଟକସ୍ଥିତ ଆଚାର୍ଯ୍ୟ ହରିହର ଆଞ୍ଚଳିକ କ୍ୟାନ୍ସର ଚିକିତ୍ସା ଓ ଗବେଷଣା ପ୍ରତିଷ୍ଠାନକୁ ଦୈନିକ ଆସୁଛନ୍ତି ଅନେକ ରୋଗୀ । ତେବେ ଏଠାରେ ରୋଗୀ ଓ ତାଙ୍କ ସମ୍ପର୍କୀୟ ଅନେକ ସମସ୍ୟାର ସମ୍ମୁଖୀନ ହେଉଛନ୍ତି । ବିଭିନ୍ନ ପ୍ରକାର ଅସୁବିଧା ବିଷୟ ସରକାରଙ୍କ ଦୃଷ୍ଟିକୁ ଆସିଛି । ଏନେଇ!-->…
ରାଜ୍ୟରେ କାଳବୈଶାଖୀ ନେଇ ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
ଭୁବନେଶ୍ୱର: ଆସନ୍ତା ୪ତାରିଖରେ ଦକ୍ଷିଣ ଆଣ୍ଡାମାନ ସାଗରରେ ଏକ ଘୂର୍ଣ୍ଣି ବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ମେ ୬ ତାରିଖରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ । ଯାହାର ପ୍ରଭାବରେ ଆଗାମୀ ଏକ ସପ୍ତାହ ପର୍ଯ୍ୟନ୍ତ କାଳବୈଶାଖୀ ଜନିତ ବର୍ଷା ହେବାର ସମ୍ଭାବନା ରହିଛି ।!-->…
ସିମ୍ କାର୍ଡ ଜାଲିଆତି ମାମଲା, ୩ ଅଭିଯୁକ୍ତଙ୍କୁ ୫ ଦିନିଆ ରିମାଣ୍ଡ ଅନୁମତି ଦେଲେ କୋର୍ଟ
କଟକ: ସିମ କାର୍ଡ ଜାଲିଆତି ମାମଲାରେ ରିମାଣ୍ଡରେ ଆସିବେ ତିନି ଅଭିଯୁକ୍ତ । ଗିରଫ ଅଭିଯୁକ୍ତଙ୍କୁ ୫ ଦିନିଆ ରିମାଣ୍ଡରେ ଅନୁମତି ଦେଇଛନ୍ତି କୋର୍ଟ । ଆସନ୍ତା ୪ ତାରିଖ ଠାରୁ ଏହି ତିନି ଅଭିଯୁକ୍ତ ରିମାଣ୍ଡରେ ଆସିବେ ।
ବାଚସ୍ପତିଙ୍କ ନାଁରେ ଫେକ୍ ଆକାଉଣ୍ଟ କରିଥିଲେ ଏହି ୩!-->!-->!-->…
୪ରେ ଘୂର୍ଣ୍ଣିବଳୟ, ୬ରେ ସୃଷ୍ଟିହେବ ଲଘୁଚାପ
ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଜାରି କରାଯାଇଛି ଦକ୍ଷିଣ ଆଣ୍ଡାମାନ ସାଗରର ଉପଗ୍ରହ ଚିତ୍ର ଏବେ ସାମ୍ନାକୁ ଆସିଛି । ଏହି ସାଟେଲାଇଟ୍ ଚିତ୍ରରୁୁ ଜଣାପଡୁଛି, ସମୁଦ୍ର ଭିତର କିଭଳି ହଲଚଲ ସୃଷ୍ଟି ହୋଇଛି । ଆଣ୍ଡାମାନ ସାଗର ଭିତର କିଭଳି ଅଶାନ୍ତ ହୋଇଛି । ଭାରତୀୟ ପାଣିପାଗ ବିଭାଗର ଆକଳନ!-->…
ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ନବୀନଙ୍କ ସମୀକ୍ଷା ବୈଠକ ଶେଷ
ଦିଲ୍ଲୀରେ ସରିଲା ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା ବୈଠକ । ରାଜ୍ୟର ସ୍ୱାର୍ଥ ସମ୍ବଳିତ ବିଭିନ୍ନ ପ୍ରକଳ୍ପ ସଂପର୍କରେ ଓଡ଼ିଶାର ଆବାସିକ କମିଶନର ରବିକାନ୍ତଙ୍କ ସହ ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସମସ୍ତ ବକେୟା ପ୍ରକଳ୍ପ କାର୍ଯ୍ୟ ଶେଷ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି!-->…
ବାଇକ୍ ଲୁଟେରା ସମେତ ୩ ଗିରଫ, ୧୫ ବାଇକ୍ ଜବତ
କଟକ: କଟକ ଚାଉଳିଆଗଞ୍ଜ ଥାନା ପୋଲିସ ଦ୍ବାରା ଜଣେ ବାଇକ୍ ଲୁଟେରା ସମେତ ୩ ଜଣଙ୍କୁ ଗିରଫ କରିଛି ପୋଲିସ। ଗିରଫଙ୍କ ମଧ୍ୟରେ ଜଣେ ବାଇକ୍ ଲୁଟେରା ରହିଥିବା ବେଳେ ଅନ୍ୟ ୨ ଜଣ ବାଇକ୍ କିଣୁଥିଲେ। ସେମାନଙ୍କ ନିକଟରୁ ୧୫ ବାଇକ୍ ଜବତ କରିଛି ପୋଲିସ। ଲୁଟେରା ଜଣକ ହେଲା ଚଗଲି ଜେନା । କଟକ ସହରର!-->…
ରାଜ୍ୟରେ ପ୍ରତିଷ୍ଠା ହେବ ୩୪ ନୂଆ ଅଦାଲତ
ଭୁବନେଶ୍ବର: ରାଜ୍ୟରେ ସରଳ ହେବ ନ୍ୟାୟିକ ପ୍ରକ୍ରିୟା । ବିଭିନ୍ନ ଜିଲ୍ଲାରେ ପ୍ରତିଷ୍ଠା ହେବ ୩୪ଟି ନୂଆ ଅଦାଲତ । ସୂଚନା ଦେଲେ ଆଇନ ମନ୍ତ୍ରୀ ପ୍ରତାପ ଜେନା । ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କ ଅଧ୍ୟକ୍ଷତାରେ ବସିଥିବା ଉଚ୍ଚ କ୍ଷମତା ସମ୍ପନ୍ନ କମିଟି ବୈଠକରେ ଅଦାଲତ ପ୍ରତିଷ୍ଠା ପ୍ରସ୍ତାବ!-->…