Browsing Category

ଓଡିଶା

ନିର୍ମାଣ ଶ୍ରମିକ କଲ୍ୟାଣ ବୋର୍ଡ଼ର ନୂତନ ଅନ୍‌ଲାଇନ୍ ପୋର୍ଟାଲ ଲୋକାର୍ପିତ

ଭୁବନେଶ୍ବର: ଆନ୍ତର୍ଜାତିକ ଶ୍ରମ ଦିବସ ଅବସରରେ ଶ୍ରମମନ୍ତ୍ରୀ ସୁଶାନ୍ତ ସିଂ ନିର୍ମାଣ ଶ୍ରମିକ କଲ୍ୟାଣ ବୋର୍ଡ଼ର ନୂତନ ଅନ୍‌ଲାଇନ୍ ପୋର୍ଟାଲ (https:\\nirmanshramik.odisha.gov.in) କୁ ଲୋକାର୍ପଣ କରିଛନ୍ତି। ଏହି ବ୍ୟବସ୍ଥା ଦ୍ବାରା ନିର୍ମାଣ ଶ୍ରମିକମାନଙ୍କୁ ପଞ୍ଜିକରଣ, ନବୀକରଣ…

ବାଲେଶ୍ୱରରୁ କଟକ ଆସୁଥିବା ଆମ୍ବୁଲାନ୍ସ ଦୁର୍ଘଟଣାଗ୍ରସ୍ତ: ୩ ମୃତ,୨ ଗୁରୁତର

ଯାଜପୁର : ଗୁରୁତର ରୋଗୀଙ୍କୁ ନେଇ ଯାଉଥିବା ଆମ୍ବୁଲାନ୍ସ ଦୁର୍ଘଟଣାଗ୍ରସ୍ତ । ରୋଗୀ, ଆମ୍ବୁଲାନ୍ସ ଡ୍ରାଇଭର ଓ ସହଯୋଗୀ ଜୀବନ ହରାଇଥିବା ବେଳେ ୨ ଜଣ ଗୁରୁତର ହୋଇଛନ୍ତି । ଏନ୍ଏଚ୍ ୧୬ ଯାଜପୁର ବଡ଼ଚଣା ନିକଟରେ ଏହି ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ଆମ୍ବୁଲାନ୍ସଟି ଏକ ଟ୍ରକକୁ ପଛପଟୁ…

ଶ୍ରମିକଙ୍କ ଦୈନିକ ମଜୁରୀରେ ୧୧ ଟଙ୍କା ବୃଦ୍ଧି କଲେ ରାଜ୍ୟ ସରକାର

ଭୁବନେଶ୍ୱର: ମଜୁରିଆଙ୍କ ପାଇଁ ରାଜ୍ୟ ସରକାରଙ୍କ ଘୋଷଣା। ଅଣକୁଶଳୀ, ଅର୍ଦ୍ଧକୁଶଳୀ, କୁଶଳୀ ଓ ଅତି କୁଶଳୀ ଶ୍ରମିକଙ୍କ ଦୈନିକ ମଜୁରୀରେ ୧୧ ଟଙ୍କା ବୃଦ୍ଧି କରିଛନ୍ତି ରାଜ୍ୟ ସରକାର। ଏ ନେଇ ଶ୍ରମ କମିଶନରଙ୍କ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି । ଏହି ବର୍ଦ୍ଧିତ ମଜୁରୀ ପିଛିଲା ଭାବେ…

ପାରାଦ୍ବୀପ ଅଭୟଚାନ୍ଦପୁର ଥାନାରେ ହାଜତ ମୃତ୍ୟୁ ଅଭିଯୋଗ

ପାରାଦ୍ବୀପ: ପୋଲିସ ହାଜତରେ ଯୁବକଙ୍କ ମୃତ୍ୟୁ । ଜଗତସିଂହପୁର ଜିଲ୍ଲା ପାରାଦ୍ୱୀପ ଅଭୟଚାନ୍ଦପୁର ଥାନାରେ ହାଜତ ମୃତ୍ୟୁ ଭଳି ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ବ୍ରାଉନସୁଗାର ମାମଲାରେ ମନୋରଞ୍ଜନ ଗଡି (27) ନାମକ ଜଣେ ଯୁବକ ଓ ତାଙ୍କ ଜଣେ ସହଯୋଗୀଙ୍କୁ ଗତକାଲି (ଶନିବାର) ରାତିରେ…

ବିଚାରବିମର୍ଶ ପରେ କଲେଜ ଛୁଟି ବଢ଼ାଇବା ସଂପର୍କରେ ନିଷ୍ପତ୍ତି: ଉଚ୍ଚ ଶିକ୍ଷାମନ୍ତ୍ରୀ

ଭୁବନେଶ୍ବର: ପ୍ରଚଣ୍ଡ ତାତି ଯୋଗୁ ୟୁଜି ଓ ପିଜି କ୍ଲାସ ମେ' ଦୁଇ ତାରିଖ ଯାଏ ବନ୍ଦ ରହିଛି । ପାଣିପାଗ ଜଳବାୟୁ ପରିବର୍ତ୍ତନକୁ ଦୃଷ୍ଟିରେ ରଖି ବିଚାରବିମର୍ଶ କରି କଲେଜ ଛୁଟି ବଢ଼ାଇବା ସଂପର୍କରେ ନିଷ୍ପତ୍ତି ନିଆଯିବ । ଖରା ବଢୁଛିବାରୁ କଲେଜ ଛୁଟି ବୃଦ୍ଧି ସଂପର୍କରେ ଉଚ୍ଚ…

‘ଓଡିଶାରେ କୋଇଲା ସଙ୍କଟ ନାହିଁ’: ମୁଖ୍ୟ ଶାସନ ସଚିବ

ଭୁବନେଶ୍ବର: ଦେଶରେ କୋଇଲା ସଙ୍କଟକୁ ଦେଖି ବଡ଼ ଘୋଷଣା କରିଛି ରେଳ ବିଭାଗ । ୬୭୦ ଟ୍ରେନ୍ ବାତିଲ କରିବାକୁ ନିଷ୍ପତ୍ତି ନେଇଛି ରେଳବାଇ । ମେ' ୨୪ ତାରିଖ ପର୍ଯ୍ୟନ୍ତ ୬୭୦ଟି ମେଲ, ଏକ୍ସପ୍ରେସ୍ ଓ ପାସେଞ୍ଜର ଟ୍ରେନ୍ ବାତିଲ କରାଯାଇଛି । ଯାହା ଦ୍ୱାରା କୋଇଲା ନେଇ ଯାଉଥିବା ଟ୍ରେନକୁ…

ଚନ୍ଦନ ଯାତ୍ରାକୁ ନେଇ ପ୍ରସ୍ତୁତି ବୈଠକ

ପୁରୀ: ଚନ୍ଦନ ଯାତ୍ରାକୁ ନେଇ ପ୍ରସ୍ତୁତି ବୈଠକ । ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଛି ଚନ୍ଦନ ଯାତ୍ରା ପ୍ରସ୍ତୁତି ବୈଠକ । ଆୟୋଜିତ ଏହି ବୈଠକରେ ଶାନ୍ତି ଶୃଙ୍ଖଳାର ସହ ଚନ୍ଦନଯାତ୍ରା ସମାପନ କରିବାକୁ ନିଷ୍ପତ୍ତି ହୋଇଛି । ପ୍ରବଳ ଗ୍ରୀଷ୍ମପ୍ରବାହ…

କାଲି ଶ୍ରୀମନ୍ଦିର ଐତିହ୍ୟ କରିଡର୍ ପ୍ରକଳ୍ପ ଅନୁଧ୍ୟାନ କରିବ ଏଏସ୍‌ଆଇ

ଭୁବନେଶ୍ୱର: ରାଜ୍ୟରେ ଶ୍ରୀମନ୍ଦିର ଐତିହ୍ୟ କରିଡର୍ ଝଡ଼ ବିବାଦ ଏବେ ଘନେଇବାରେ ଲାଗିଛି । ବିଭିନ୍ନ ରାଜନୈତିକ ଦଳ ତଥା ଜନସାଧାରଣ ପ୍ରକଳ୍ପକୁ ଭିତ୍ତି କରି ନାନା ମନ୍ତବ୍ୟ ମାନ ଦେଉଥିବା ବେଳେ ରାଜ୍ୟ ସରକାର କିନ୍ତୁ ଏହାକୁ ସମ୍ପୂର୍ଣ୍ଣ ଖଣ୍ଡନ କରୁଛନ୍ତି । ଏପରିକି ଏଏସ୍‌ଆଇର ବିନା…

ଅଗ୍ନିଶମ ଓ ହୋମଗାର୍ଡ ଡିଜି ଭାବେ ଦାୟିତ୍ୱ ଗ୍ରହଣ କଲେ ସନ୍ତୋଷ ଉପାଧ୍ୟାୟ

ନୂତନ ଅଗ୍ନିଶମ ଓ ହୋମଗାର୍ଡ ଡିଜି ଭାବେ ସନ୍ତୋଷ ଉପାଧ୍ୟାୟ ଆଜି ଦାୟିତ୍ୱ ଗ୍ରହଣ କରିଛନ୍ତି । କଟକ ସ୍ଥିତ ଅଗ୍ନିଶମ ମୁଖ୍ୟାଳୟରେ ପହଞ୍ଚିବା ପରେ ବିଭାଗର ଅଧିକାରୀ ଓ କର୍ମଚାରୀମାନେ ତାଙ୍କୁ ସ୍ୱାଗତ କରିଥିଲେ । ଏହି ଅବସରରେ ବିଭାଗକୁ ଆହୁରି ଭଲ କରି ଗଢି ତୋଳିବାକୁ ଉଦ୍ୟମ କରାଯିବ ବୋଲି…

ମେ ୧ରୁ ଜୁଲାଇ ୩୧ ଯାଏ ଭିତରକନିକା ଜାତୀୟ ଉଦ୍ୟାନ ବନ୍ଦ

ମେ ୧ ତାରିଖରୁ ବନ୍ଦ ଭିତରକନିକା ଜାତୀୟ ଉଦ୍ୟାନ । ମେ ୧ ତାରିଖରୁ ଜୁଲାଇ ୩୧ ତାରିଖ ୩ ମାସ ଧରି ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ । ବଉଳା କୁମ୍ଭୀର ମାନଙ୍କ ପ୍ରଜନନ ଋତୁ ଆରମ୍ଭ ହୋଇଥିବାରୁ ଏହାକୁ ଦୃଷ୍ଟିରେ ରଖି ବନବିଭାଗ ପକ୍ଷରୁ ଏପରି ପଦକ୍ଷେପ ଗ୍ରହଣ କରାଯାଇଛି। ଏହି ୩ମାସ…