Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ଯେଉଁମାନେ ଟିକା ନେଇ ନାହାନ୍ତି ଶୀଘ୍ର ନେଇ ଯାଆନ୍ତୁ : ଜନ ସ୍ୱାସ୍ଥ୍ୟ ନିର୍ଦ୍ଦେଶକ
ଭୁବନେଶ୍ବର: ରାଜ୍ୟରେ କୋଭିଡ ସ୍ଥିତିକୁ ନେଇ ଜନ ସ୍ୱାସ୍ଥ୍ୟ ନିର୍ଦ୍ଦେଶକଙ୍କ ପ୍ରତିକ୍ରିୟା । ଦେଶରେ ଦୈନିକ ୨ ହଜାରରୁ ଅଧିକ ଟ୍ରେଣ୍ଡ ଚାଲିଛି । କେବଳ କେରଳ, ଦିଲ୍ଲୀ, ହରିଆଣା, ପଞ୍ଜାବରେ ଅଧିକ ସଂକ୍ରମଣ ଦେଖା ଦେଉଛି । ଯାହାର ଗୁରୁତର ବା ସିଭିୟରିଟି ଏବେ ଯାଏଁ ଦେଖା ଦେଇନାହିଁ ।!-->…
ମା’ ସାରଳା ଙ୍କ ପୀଠରେ ୫ଟି ସଚିବ, ବିକାଶ ପାଇଁ ପ୍ରସ୍ତୁତ ହେବ ମାଷ୍ଟର ପ୍ଲାନ
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟନାୟକଙ୍କ ନିର୍ଦ୍ଦେଶ ଅନୁଯାୟୀ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି କେ ପାଣ୍ଡିଆନ ଆଜି ପ୍ରତ୍ୟୁଷରେ ଜଗତସିଂହପୁରର ଝଙ୍କଡ଼ ପୀଠକୁ ଯାଇ ମା' ସାରଳାଙ୍କୁ ପୂଜାର୍ଚନା କରିଥିଲେ ଏବଂ ପୀଠର ବିକାଶ ସମ୍ପର୍କରେ ସେବାୟତ, ସ୍ଥାନୀୟ ଜନସାଧାରଣ ଓ ଜିଲ୍ଲା!-->…
ହାଜତରୁ ଅଭିଯୁକ୍ତ ଫେରାର ଘଟଣା, ଡେଲାଙ୍ଗ ଥାନା ଏଏସ୍ଆଇ ଓ କନେଷ୍ଟବଳ ନିଲମ୍ବିତ
ନିମାପଡ଼ା: ଥାନା ହାଜତରୁ ଅଭିଯୁକ୍ତ ଫେରାର ଘଟଣା । ପୁରୀ ଏସ୍ପିଙ୍କ କାର୍ଯ୍ୟାନୁଷ୍ଠା । ଦାୟିତ୍ୱରେ ଥିବା ଏଏସ୍ଆଇଙ୍କ ସମେତ କନେଷ୍ଟବଳଙ୍କୁ ନିଲମ୍ବନ କଲେ ପୁରୀ ଏସ୍ପି ।
ଖବର ଅନୁଯାୟୀ, ପୁରୀ ଜିଲ୍ଲା ଡେଲାଙ୍ଗ ଥାନା ବ୍ରାହ୍ମଣ ତରାବୋଇ ଗାଁରେ କୌଣସି କାରଣକୁ ନେଇ ଗଣ୍ଡଗୋଳ!-->!-->!-->…
ସ୍କୁଲ ଯାଉଥିବା ବେଳେ ମରଣାନ୍ତକ ଆକ୍ରମଣର ଶିକାର ହେଲେ ଛାତ୍ରୀ
ସୋନପୁର :ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଆକ୍ରମଣ । ସ୍କୁଲକୁ ଆଡମିଟ କାର୍ଡ ଆଣିବାକୁ ଯିବା ବେଳେ ଛାତ୍ରୀଙ୍କୁ ଆକ୍ରମଣ ହୋଇଛି । ସୋନପୁର ଜିଲ୍ଲା ବିନିକା ବ୍ଲକ ଚୁଲିମାଲ ଗାଁରେ ଘଟିଛି ଏଭଳି ଘଟଣା । ଛାତ୍ରୀଙ୍କ ଅବସ୍ଥା ଗୁରୁତର ଥିବାରୁ ବିନିକା ମେଡିକାଲରେ ଭର୍ତ୍ତି କରାଯାଇଛି।
ସୋନପୁର!-->!-->!-->…
ଆଜି ରାଜ୍ୟର ୨୭ ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ, ବଲାଙ୍ଗୀର ସର୍ବାଧିକ ୪୪ ଡିଗ୍ରୀ
ଭୁବନେଶ୍ୱର: ଲଗାତାର ତିନି ଦିନ ଧରି ରାଜଧାନୀ ଭୁବନେଶ୍ୱର ରାଜ୍ୟର ସର୍ବାଧିକ ଉତ୍ତପ୍ତ ସହର ରେକର୍ଡ ହୋଇଥିବାବେଳେ ଆଜି ରାଜ୍ୟର ୨୭ ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଛି ।
ଆଜି ବଲାଙ୍ଗୀରରେ ରେକର୍ଡ ହୋଇଛି ସର୍ବାଧିକ ୪୪ ଡିଗ୍ରୀ ତାପମାତ୍ରା । ରାଜଧାନୀ ଭୁବନେଶ୍ୱର ୪୦.୮ ,!-->!-->!-->…
ରାଜ୍ୟରେ ବିଦ୍ୟୁତ୍ କାଟ୍ ନକରିବାକୁ ମୁଖ୍ୟ ଶାସନ ସଚିବଙ୍କ ନିର୍ଦ୍ଦେଶ
ଭୁବନେଶ୍ୱର: ରାଜ୍ୟରେ ବିଦ୍ୟୁତ୍ କାଟ୍ ନକରିବାକୁ ସମସ୍ତ ବିଦ୍ୟୁତ୍ ଯୋଗାଣ କମ୍ପାନୀ ଗୁଡ଼ିକୁ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି । ସହରାଞ୍ଚଳ ସହ ଗ୍ରାମାଞ୍ଚଳରେ ଯେପରି ବିଦ୍ୟୁତ୍ ଯୋଗାଣ ନିରବଚ୍ଛିନ୍ନ ରହୁ କହିଛନ୍ତି ମୁଖ୍ୟ ଶାସନ ସଚିବ । ଏଥି ସହିତ ରାଜ୍ୟରେ ଅସହ୍ୟ ଖରା ଓ!-->…
ଆସନ୍ତାକାଲିଠୁ ୫ ଦିନ ବନ୍ଦ ହେବ ରାଜ୍ୟର ସମସ୍ତ ସ୍କୁଲ, ଚାଲୁ ରହିବ ମାଟ୍ରିକ୍ ଓ ଯୁକ୍ତ ଦୁଇ ପରୀକ୍ଷା
ଭୁବନେଶ୍ବର: ଆସନ୍ତାକାଲି ଠାରୁ ରାଜ୍ୟରେ ୫ ଦିନ ପାଇଁ ଛୁଟି ରହିବ ସ୍କୁଲ । ପ୍ରବଳ ଖରାକୁ ଦୃଷ୍ଟିରେ ରଖି ୫ ଦିନ ପାଇଁ ସ୍କୁଲ ଛୁଟି ଘୋଷଣା କରାଯାଇଛି । ଆସନ୍ତା ଏପ୍ରିଲ ୩୦ ତାରିଖ ଯାଏଁ ରାଜ୍ୟର ସମସ୍ତ ସ୍କୁଲ ଛୁଟି ରହିବ । ପ୍ରବଳ ଖରାକୁ ଦୃଷ୍ଟିରେ ରଖି ଗଣଶିକ୍ଷା ବିଭାଗ ଏଭଳି!-->…
ପଦ୍ମଶ୍ରୀ ବୀଣାପାଣି ମହାନ୍ତିଙ୍କ ଶେଷ କୃତ୍ୟ ସମ୍ପର୍ଣ୍ଣ
କଟକ: ପ୍ରଖ୍ୟାତ ସାହିତ୍ୟିକା, ଯଶସ୍ବୀ ଗାଳ୍ପିକା ବୀଣାପାଣି ମହାନ୍ତିଙ୍କର ଶେଷକୃତ୍ୟ ସତୀ ଚଉରା ଠାରେ ରାଷ୍ଟ୍ରୀୟ ମର୍ଯ୍ୟାଦା ସହକାରେ ସମ୍ପନ୍ନ ହୋଇଛି। ଶେଷକୃତ୍ୟ ସମୟରେ ଜିଲାପାଳ ଭବାନୀ ଶଙ୍କର ଚଇନି, ଡିସିପି ପ୍ରତୀକ ସିଂହ, ପ୍ରାକ୍ତନ ବିଧାୟକ ପ୍ରଭାତ ରଞ୍ଜନ ବିଶ୍ୱାଳ, ଓଡ଼ିଆ!-->…
ଯୁକ୍ତ୨ ପିଲାଙ୍କ ପାଇଁ ଖୋଲିଲା ୨୪ ଘଣ୍ଟିଆ କଣ୍ଟ୍ରୋଲ ରୁମ୍
ଭୁବନେଶ୍ୱର: ଯୁକ୍ତ୨ ପରୀକ୍ଷା ପାଇଁ ୨୪ ଘଣ୍ଟିଆ କଣ୍ଟ୍ରୋଲ ରୁମ୍ ଖୋଲିଛି। ଏଥିପାଇଁ ସିଏଚ୍ଏସଇ କାର୍ଯ୍ୟାଳୟରେ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି । ସୋମବାରରୁ ମେ ୩୧ ଯାଏ ଏହି କଣ୍ଟ୍ରୋଲ ରୁମ ଚାଲୁ ରହିବ । କୌଣସି ସମସ୍ୟା ଥିଲେ, ଦ୍ୱନ୍ଦ ଦୂର ପାଇଁ ଟେଲିଫୋନ ମାଧ୍ୟମରେ ଛାତ୍ରୀଛାତ୍ର!-->…
ଗଞ୍ଜାମରେ ସିମେଣ୍ଟ ବ୍ୟବସାୟୀଙ୍କୁ ପିଟିପିଟି ହତ୍ୟା ଘଟଣା, ଭାବି ପତ୍ନୀଙ୍କ ମୃତ୍ୟୁ ପରେ ପୋଲିସ ଉପରକୁ ଆକ୍ରମଣ କଲେ…
ଗଞ୍ଜାମ: ଗଞ୍ଜାମ ଜିଲ୍ଲା ଛତ୍ରପୁର ଥାନା ଅନ୍ତର୍ଗତ ହଂସପୁର ଗାଁରେ ଦେଖିବାକୁ ମିଳିଛି ଏକ ଅଭାବନୀୟ ଘଟଣା । ଭାବୀ ସ୍ୱାମୀଙ୍କୁ ହତ୍ୟା କରାଯିବା ପରେ ନିଜେ ଯୁବତୀ ଜଣକ ବିଷ ପିଇ ଆତ୍ମହତ୍ୟା କରିଛି । ଏଭଳି ଏକ ଘଟଣା ପରେ ତୁରନ୍ତ ହତ୍ୟାକାରୀ ମାନଙ୍କୁ ଗିରଫ ଦାବୀରେ ଶତାଧିକ ଗ୍ରାମବାସୀ!-->…