Browsing Category

ଓଡିଶା

ତ୍ରିରଙ୍ଗା ପଦଯାତ୍ରାରେ ସାମିଲ ହେଲେ କେନ୍ଦ୍ର ମନ୍ତ୍ରୀ ଧମେନ୍ଦ୍ର ପ୍ରଧାନ

ସମ୍ବଲପୁର : ବୀର ମାଟି କୁଦୋପାଲିରେ ତ୍ରିରଙ୍ଗା ପଦଯାତ୍ରାରେ ସାମିଲ ହେଲେ କେନ୍ଦ୍ର ମନ୍ତ୍ରୀ ଧମେନ୍ଦ୍ର ପ୍ରଧାନ ।  ତ୍ରିରଙ୍ଗା ଯାତ୍ରା ପୂର୍ବରୁ କେନ୍ଦ୍ରମନ୍ତ୍ରୀ ସିନ୍ଦୁରପଙ୍କ ଛକ ନିକଟରେ ଏକ ସହିଦ ଗେଟକୁ ଉଦଘାଟନ କରିଥିଲେ  l  ଏହାପରେ ଏକ ଆଦର୍ଶ ଅଙ୍ଗନବାଡି କେନ୍ଦ୍ରକୁ ମଧ୍ୟ

ଚିକିତ୍ସା ଅବହେଳାରୁ ପ୍ରସୂତୀଙ୍କ ମୃତ୍ୟୁ, ଡାକ୍ତରଖାନାରେ ଉତ୍ତେଜନା

ନୟାଗଡ : ପ୍ରସୂତୀଙ୍କ ମୃତ୍ଯୁକୁ ନେଇ ଉତ୍ତେଜନା । ନୟାଗଡ ସହରର ଏକ ଘରୋଇ ହସ୍ପିଟାଲରେ ଉତ୍ତେଜନା । ଚିକିତ୍ସା ଅବହେଳାରୁ ପ୍ରସୂତୀଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ କରିଛନ୍ତି ପରିବାର । ଗତକାଲି ବୋଦସା ଗାଁର ସୁନିଆ ନାୟକ ନାମକ ପ୍ରସୂତି ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ ।  ଅପରାହ୍ନ ୨ଟା

୨୦୨୬ ରଥଯାତ୍ରା ଲାଗି ପ୍ରାରମ୍ଭିକ ପ୍ରସ୍ତୁତି ଆରମ୍ଭ

ପୁରୀ: ୨୦୨୬ ରଥଯାତ୍ରା ଲାଗି ଆରମ୍ଭ ହେଲା ପ୍ରାରମ୍ଭିକ ପ୍ରସ୍ତୁତି। ଶ୍ରୀମନ୍ଦିରରୁ ମହାପ୍ରଭୁଙ୍କ ମାଳ, ପତନି, ଲାଗିଲୁଗା ସହ ଟାକୁଆ ସରପୁଳି, ବିରିପିଠା ଓ ଲଡୁ ମହାପ୍ରସାଦ ନେଇ ରଥ ତତ୍ତ୍ୱାବଧାରକଙ୍କ ନେତୃତ୍ୱରେ ଏକ ତିନିଜଣିଆ ପ୍ରତିନିଧି ଦଳ ଆଜି ନୟାଗଡ଼ ଅଭିମୁଖେ ଯାତ୍ରା କରିଛନ୍ତି।

ପୋଲିସ SI ପରୀକ୍ଷା ଘୋଟାଲା: ପ୍ରାଥମିକ ଚାର୍ଜସିଟ୍ ଦାଖଲ କଲା CBI

ଭୁବନେଶ୍ୱର : ପୋଲିସ ଏସଆଇ କେଳେଙ୍କାରୀ ମମଲାରେ ପ୍ରଥମିକ ଚାର୍ଜସିଟ୍ ଦାଖଲ । ୧୬ ଜଣଙ୍କ ବିରୋଧରେ ତଥ୍ୟ ପ୍ରମାଣ ସହ ଚାର୍ଜସିଟ ଦାଖଲ CBI । ଶଙ୍କର ପୃଷ୍ଟି, ମୁନା ମହାନ୍ତି, ସୁରେଶ ନାୟକ, ସୌମ୍ୟା ପ୍ରିୟଦର୍ଶିନୀ ସାମଲ, ରିଙ୍କୁ ମହାରଣା, ବିରଞ୍ଚି ନାୟକ, ନୀତିଶ କୁମାର ସମେତ ୧୬ଜଣଙ୍କ

ଜଙ୍ଗଲକୁ ଫେରିଗଲେ ଦୁଇ ଦନ୍ତା, ଖୋଲିଲା ଶିଖରଚଣ୍ଡୀ ପୀଠ

ବାରଙ୍ଗ : ଭରତପୁର ରିଜର୍ଭ ଜଙ୍ଗଲକୁ ଫେରିଗଲେ ଦୁଇ ଦନ୍ତା । ଲୋକଙ୍କ ପାଇଁ ଖୋଲିଲା ଶିଖରଚଣ୍ଡୀ । ଗତକାଲି ରାତିରେ ବନ କର୍ମଚାରୀଙ୍କ ଉଦ୍ୟମରେ ହାତୀ ଦୁଇଟିଙ୍କୁ ଘଉଡ଼ାଇବାରେ ସଫଳ ହୋଇଛନ୍ତି । ୬ ଦିନ ହେବ ଶିଖରଚଣ୍ଡୀ ପାହାଡ଼ ଉପରେ ଆଡ୍ଡା ଜମାଇଥିଲେ ଦୁଇ ଟସ୍କର ବା ବଡ଼ ଦନ୍ତାହାତୀ ।

କଳାକାର ମାସିକ ଭତ୍ତା ବୃଦ୍ଧି କଲେ ରାଜ୍ୟ ସରକାର

ଭୁବନେଶ୍ବର: ବଢ଼ିଲା କଳାକାର ମାସିକ ଭତ୍ତା ।  କଳାକାର ମାସିକ ଭତ୍ତା ବୃଦ୍ଧି କଲେ ରାଜ୍ୟ ସରକାର ।  ମୁଖ୍ୟମନ୍ତ୍ରୀ କଳାକାର ସହାୟତା ଯୋଜନାରେ ମାସିକ ଭତ୍ତା ବୃଦ୍ଧି କରିଛନ୍ତି ରାଜ୍ୟ ସରକାର ।  ୪୦ରୁ ୮୦ ବର୍ଷ କଳାକାରଙ୍କ ଭତ୍ତା ୩ ହଜାର ଟଙ୍କାକୁ ବୃଦ୍ଧି ପାଇଛି ।   ୮୦ ବର୍ଷରୁ

୬୬ ବର୍ଷରେ ପଦାର୍ପଣ କଲା ନନ୍ଦନକାନନ ପ୍ରାଣୀ ଉଦ୍ୟାନ

ଭୁବନେଶ୍ୱର: ୬୬ ବର୍ଷରେ ପଦାର୍ପଣ କରିଛି ଓଡ଼ିଶାର ଗର୍ବ ନନ୍ଦନକାନନ ପ୍ରାଣୀ ଉଦ୍ୟାନ । ୧୯୬୦ ମସିହା ଡିସେମ୍ବର ୨୯ ଆଜିର ଦିନରେ ପ୍ରତିଷ୍ଠା ହୋଇଥିଲା ଏହି ପ୍ରାଣି ଉଦ୍ୟାନ । ଏହି ଅବସରରେ ଜଙ୍ଗଲ, ପରିବେଶ ଏବଂ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ ମୁଖ୍ୟ ଅତିଥି ଭାବେ

୩୦ରେ ସୂର୍ଯ୍ୟ ମନ୍ଦିର ପ୍ରବେଶ ଶୁଳ୍କ ଛାଡ଼

କୋଣାର୍କ: ପୁରୀ ଜିଲ୍ଲାର ସୂର୍ଯ୍ୟ ମନ୍ଦିରକୁ ନେଇ ଏକ ବଡ ଖବର ସାମ୍ନାକୁ ଆସିଛି । ଡିସେମ୍ବର ୩୦ ତାରିଖ ଅର୍ଥାତ୍ ଆସନ୍ତାକାଲି କୋଣାର୍କ ସୂର୍ଯ୍ୟ ମନ୍ଦିର ପ୍ରବେଶ ଶୁଳ୍କ ଛାଡ କରାଯାଇଥିବା ସୂଚନା ରହିଛି । ବିଶ୍ବକୁ ରୋଗମୁକ୍ତ ଓ ବିଶ୍ବର କଲ୍ୟାଣ ପାଇଁ ଚଳିତବର୍ଷ ମଧ୍ୟ କୋଣାର୍କ

ବାଂଲାଦେଶୀ ସନ୍ଦେହରେ ଭୁବନେଶ୍ୱର ବିମାନବନ୍ଦରରେ ୨ ଅଟକ

ଭୁବନେଶ୍ୱର: ଭୁବନେଶ୍ୱରର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ବାଂଲାଦେଶୀ ନାଗରିକ ସନ୍ଦେହରେ ଦୁଇଜଣ ଯୁବକଙ୍କୁ ଅଟକ ରଖାଯାଇଛି। ସୂଚନା ଅନୁଯାୟୀ, ଏହି ବ୍ୟକ୍ତିମାନେ ଏକ କ୍ୟାବ୍ ଭଡ଼ାରେ ନେଇଥିଲେ କିନ୍ତୁ ସେମାନଙ୍କ ପରିଚୟ ଏବଂ ଗନ୍ତବ୍ୟସ୍ଥଳ ବିଷୟରେ ସଠିକ୍

ବିଜେଡିର ଯୁବ ଓ ଛାତ୍ର ଶାଖାର ରାଜ୍ୟ କମିଟି କର୍ମକର୍ତ୍ତା ଘୋଷିତ

ଭୁବନେଶ୍ୱର : ବିଜୁ ଜନତା ଦଳର ସଭାପତି ନବୀନ ପଟ୍ଟନାୟକଙ୍କ ଅନୁମୋଦନ କ୍ରମେ ବିଜେଡିର ଯୁବ ଓ ଛାତ୍ର ଶାଖାର ରାଜ୍ୟ କମିଟି କର୍ମକର୍ତ୍ତା ଘୋଷଣା କରାଯାଇଛି । ଯୁବ ବିଜେଡିର ୪ ଜଣ କାର୍ଯ୍ୟକାରୀ ସଭାପତିଙ୍କୁ ମିଶାଇ ୧୬୦ଜଣ କର୍ମକର୍ତ୍ତା ଓ ଛାତ୍ର ବିଜେଡିର ୫ଜଣ କାର୍ଯ୍ୟକାରୀ