Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ମଣିଷକୁ ପଶୁ ଇଞ୍ଜେକସନ ଦେବା ଘଟଣା: ASI ନିଲମ୍ବିତ
ରାଇରଙ୍ଗପୁର: ମଣିଷଙ୍କୁ ପଶୁ ଇଞ୍ଜେଇକ୍ସନ୍ ଦେବା ଘଟଣାରେ କାର୍ଯ୍ୟାନୁଷ୍ଠାନ । କାର୍ଯ୍ୟରେ ଅବହେଳା କରିଥିବା ASIଙ୍କୁ ନିଲମ୍ବନ କଲେ ମୟୂରଭଞ୍ଜ ଏସପି । ASI ପବିତ୍ର ମୋହନ ରାଉତଙ୍କୁ କାର୍ଯ୍ୟରୁ ନିଲମ୍ବନ କରିଛନ୍ତି ମୟୂରଭଞ୍ଜ ଏସ୍ପି ଋଷିକେଶ ଦ୍ୟନଦେଓ ଖିଲାରୀ।ସୂଚନାଅନୁସାରେ, ଗତ!-->…
ଆଗାମୀ ୩ରୁ ୪ ସପ୍ତାହ ଆମ ପାଇଁ ଗୁରୁତ୍ୱପୂର୍ଣ୍ଣ : ସ୍ୱାସ୍ଥ୍ୟ ନିର୍ଦ୍ଦେଶକ
ଭୁବନେଶ୍ୱର ୨୧।୦୪: ବର୍ତ୍ତମାନ ଓଡ଼ିଶାରେ ଉଦବେଗ ଜନକ ସ୍ଥିତି ନାହିଁ । ତଥାପି ଆଗାମୀ ୩ ରୁ ୪ ସପ୍ତାହ ଆମମାନଙ୍କ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି କହିଛନ୍ତି ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର ।
ସେ ଆହୁରୀ ମଧ୍ୟ କହିଛନ୍ତି ଯେ, ପୂର୍ବ ଲହର ଗୁଡିକରେ ଦେଖାଯାଇଛି!-->!-->!-->…
୨୮ଟି ସ୍ଥାୟୀ ପୋଲିସ ଆଉଟପୋଷ୍ଟ ପାଇଁ ୧୯୬ଟି ପଦବୀକୁ ମୁଖ୍ୟମନ୍ତ୍ରୀଙ୍କ ମଞ୍ଜୁରୀ
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ରାଜ୍ୟ ପୋଲିସରେ ୨୮ଟି ସ୍ଥାୟୀ ପୋଲିସ ଆଉଟପୋଷ୍ଟ ପାଇଁ ୨୮ଟି ସବ୍ଇନ୍ସପେକ୍ଟର ଓ ୧୬୮ଟି କନେଷ୍ଟବଳ ପଦବୀ ମଞ୍ଜୁର କରିଛନ୍ତି। ପୋଲିସ ବିଭାଗର ଅନ୍ୟାନ୍ୟ ପଦବୀ ଗୁଡିକର ପୁନଃ-ବଣ୍ଟନ (By way of Redistribution) ଦ୍ବାରା ଏହି!-->…
ଚଳିତ ମାସ ୨୪ରୁ ଗଡ଼ିବ ଭୁବନେଶ୍ୱର-ମହୀପୁର ପାସେଞ୍ଜର ଟ୍ରେନ
ନୟାଗଡ଼,୨୧/୦୪: ଚଳିତ ମାସ ୨୪ରୁ ପ୍ରଥମ ଥର ପାଇଁ ଭୁବନେଶ୍ୱରରୁ ମହୀପୁର ଗଡ଼ିବ ସ୍ୱତନ୍ତ୍ର ପାସେଞ୍ଜର ଟ୍ରେନ । ଏଥିପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି । ତେବେ ସମୟ ସାରଣୀକୁ ନେଇ ଜିଲ୍ଲାବାସୀ ଅସନ୍ତୋଷ ପ୍ରକାଶ କରିଛନ୍ତି । ଟ୍ରେନ ନଂ-୦୮୪୨୯ ଭୁବନେଶ୍ୱର-ମହୀପୁର ସ୍ୱତନ୍ତ୍ର ପାସେଞ୍ଜର!-->…
ହାଇକୋର୍ଟରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ମାମଲା: ସମୟ ନେଲା ASI
ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଓ ବେଆଇନ ଖନନ ଅଭିଯୋଗ ମାମଲାକୁ ନେଇ ହାଇକୋର୍ଟରେ ଆଜି ଶୁଣାଣି ହୋଇଛି। ମିଳିତ ପରିଦର୍ଶନ କରି ରିପୋର୍ଟ ଦେବାକୁ ହାଇକୋର୍ଟ ପୁନଃ ନିର୍ଦ୍ଦେଶ ଦେଇଛନ୍ତି। ତେବେ ବିସ୍ତୃତ ତଥ୍ୟ ରଖିବା ପାଇଁ ASI ହାଇକୋର୍ଟରେ ସମୟ ନେଇଛନ୍ତି।
ମାମଲାରେ ଏକ ଇଣ୍ଟରଭେନିଂ!-->!-->!-->…
ନାବାଳିକାକୁ ଚୋରି ପରେ ବିକ୍ରି ଉଦ୍ୟମ ପଣ୍ଡ
ଭୁବନେଶ୍ୱର: ନିଖୋଜର ୫ ଦିନ ପରେ ଉଦ୍ଧାର ହେଲା ନାବାଳିକା । ଶିଖରଚଣ୍ଡି ବସ୍ତିର ଜଣେ ନାବାଳିକା ୫ ଦିନ ତଳେ ନିଖୋଜ ଥିବା ବେଳେ ତାଙ୍କୁ ଇମ୍ଫୋସିଟି ପୁଲିସ ଓ ଅଞ୍ଚଳବାସୀ ଉଦ୍ଧାର କରିଛନ୍ତି । ସୂଚନା ମୁତାବକ ଅଭିଯୁକ୍ତ ଜଣକ ନାବାଳିକାକୁ ଚନ୍ଦ୍ରଶେଖରପୁରରେ ଧରି ବୁଲୁଥିଲା । ବୁଲୁଥିବା!-->…
ମାକୁ କୁରାଢୀରେ ହାଣି ହତ୍ୟାକଲା ପୁଅ
ମୋରଡ଼ା, ୨୧/୦୪ : ମାର ସ୍ନେହ ମମତା ଭୁଲିଗଲା ଜନ୍ମକଲା ପୁଅ। ନିଶାସକ୍ତ ଅବସ୍ଥାରେ ମାକୁ କୁରାଢୀରେ ହାଣି ହତ୍ୟା କଲା ମାତୃହନ୍ତା ପୁଅ। ମୟୂରଭଞ୍ଜ ଜିଲ୍ଲା ରାସଗୋବିନ୍ଦପୁର ଥାନା ଚାକୁଳିଆ ଗାଁରେ ଘଟିଛି ଏଭଳି ଅଭାବନୀୟ ଘଟଣା । ରାସଗୋବିନ୍ଦପୁର ଥାନା ଅଧିକାରୀଣୀ ଲୋପାମୁଦ୍ରା ନାୟକ!-->…
ରାଜ୍ୟସଭା ସାଂସଦ ପଦରୁ ଇସ୍ତଫା ଦେଲେ ସୁବାସ ସିଂ
କଟକ: ରାଜ୍ୟସଭା ସାଂସଦ ପଦରୁ ଇସ୍ତଫା ଦେଲେ କଟକ ମେୟର ସୁବାସ ସିଂହ । କଟକ ମେୟର ଭାବେ ନିର୍ବାଚିତ ହେବା ପରେ ରାଜ୍ୟସଭା ସାଂସଦ ପଦରୁ ଇସ୍ତଫା ଦେଇଛନ୍ତି ସୁବାଷ ସିଂ । ରାଜ୍ୟସଭା ଅଧ୍ୟକ୍ଷଙ୍କ ପାଖକୁ ଇସ୍ତଫା ପତ୍ର ପଠାଇଛନ୍ତି ସୁବାସ । ଏନେଇ ଆଜି ବିଦ୍ଧିବଦ୍ଧ ଘୋଷଣା କରିଛନ୍ତି ସୁବାସ!-->…
କନ୍ଧମାଳ ଜିଲ୍ଲାର ଗୌରବ : ଆଇଟିଡିଏ ର ଉଲ୍ଲେଖନୀୟ କାର୍ଯ୍ୟ ପାଇଁ ରାଜ୍ୟରେ ପ୍ରଥମ…
କନ୍ଧମାଳ,:କନ୍ଧମାଳ ଜିଲ୍ଲାରେ ଫୁଲବାଣୀ ଆଇଟିଡିଏ ରାଜ୍ୟରେ ଥିବା ୨୨ଗୋଟି ଆଇଟିଡିଏ ମଧ୍ୟରେ ଫୁଲବାଣୀ ଆଇଟିଡିଏ ହାସଲ କରିଛି ପ୍ରଥମ ସ୍ଥାନ । ଚଳିତବର୍ଷ ଜିଲ୍ଲା ପାଇଁ ଆଣିଦେଇଛି ଗୌରବ । ଫୁଲବାଣୀ, ଖଜୁରୀପଡ଼ା ଓ ଫିରିଙ୍ଗିଆ ବ୍ଲକକୁ ନେଇ ଫୁଲବାଣୀ ଆଇଟିଡିଏ ଗଠିତ । ଏହି ୩ଟି ବ୍ଳକର!-->…
ସବୁ ଜେଲ୍ ପାଇଖାନାକୁ ୧୦ ଦିନ ଭିତରେ ସୁବ୍ୟବସ୍ଥିତ କରିବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ
କଟକ : ସବୁ ଜେଲ୍ ପାଇଖାନାକୁ ୧୦ ଦିନ ଭିତରେ ସୁବ୍ୟବସ୍ଥିତ କରିବାକୁ ନିର୍ଦ୍ଦେଶ । ଏସମ୍ପର୍କିତ ଏକ ଜନସ୍ୱାର୍ଥ ମାମଲାରେ ନିର୍ଦ୍ଦେଶ ଦେଲେ ହାଇକୋର୍ଟ । ନିର୍ଦ୍ଦେଶ ଖିଲାପକାରୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ନେବାକୁ ଚେତାବନୀ ଦେଇଛନ୍ତି କୋର୍ଟ । ୩୦ ତାରିଖ ଭିତରେ ଏନେଇ ରିପୋର୍ଟ!-->…