Browsing Category

ଓଡିଶା

ଆସନ୍ତାକାଲିଠୁ ଡ୍ରାଇଭରଙ୍କ ଷ୍ଟିଅରିଂ ଛାଡ଼ ଆନ୍ଦୋଳନ

ଭୁବନେଶ୍ବର: ଡ୍ରାଇଭର ମହାସଂଘ ସଭାପତି ପ୍ରଶାନ୍ତ ମେନ୍ଦୁଲି ପ୍ରତିକ୍ରିୟା ଦେଇ କହିଛନ୍ତି ଯେ ରାଜ୍ୟ ସରକାରଙ୍କ ସହ ଆଲୋଚନା ସଫଳ ହୋଇଛି ଏବଂ ଆନ୍ଦୋଳନ ପ୍ରତ୍ୟାହୃତ କରାଯାଇଛି। ୩ ମାସ ମଧ୍ୟରେ ଦାବି ପୂରଣ ନ ହେଲେ ପୁଣି ଆନ୍ଦୋଳନ ଡାକରା ଦିଆଯିବ ବୋଲି ସେ ପ୍ରକାଶ କରିଛନ୍ତି। ଅପରପକ୍ଷରେ…

କେନ୍ଦୁଝର ଜିଲାପାଳଙ୍କୁ ଜନଜାତି କମିଶନଙ୍କ ହାଜର ନିର୍ଦ୍ଦେଶ ଉପରେ ରହିତାଦେଶ

କଟକ: କେନ୍ଦୁଝର ଜିଲାପାଳଙ୍କୁ ଜାତୀୟ ଜନଜାତି କମିଶନଙ୍କ ହାଜର ନିର୍ଦ୍ଦେଶ ଉପରେ ରହିତାଦେଶ ଲାଗିଛି । କମିଶନଙ୍କ ନିର୍ଦ୍ଦେଶ ଉପରେ ହାଇକୋର୍ଟ ରହିତାଦେଶ ଜାରି କରିଛନ୍ତି । ଜିଲାପାଳଙ୍କ ପ୍ରତିନିଧିଙ୍କ ଉପସ୍ଥିତିରେ କମିଶନ ମାମଲା ଆଗକୁ ନେଇ ପାରିବେ ବୋଲି କହିଛନ୍ତି । ୬ ସପ୍ତାହ ପରେ…

ବନ୍ଧୁକ ଦେଖାଇ ଲୁଟିନେଲେ ଦୁଇ ଲକ୍ଷରୁ ଅଧିକ ଟଙ୍କା

ଯୋଡ଼ା: ଅଫିସ୍‌ରେ ପଶି ବନ୍ଧୁକ ଦେଖାଇ ଲୁଟିନେଲେ ଦୁଇ ଲକ୍ଷରୁ ଅଧିକ ଟଙ୍କା। ଆଜି ଏପରି ଘଟଣା କେନ୍ଦୁଝର ଜିଲ୍ଲା ବଡ଼ବିଲ୍‌ ଅଞ୍ଚଳରେ ଘଟିଛି। ଏନେଇ ଅଭିଭଯୋଗ ହେବା ପରେ ପୁଲିସ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି। ମାତ୍ର ଦୁର୍ବୃତ୍ତଙ୍କ ପତ୍ତା ପାଇନି ପୁଲିସ୍‌। ୩ ଜଣ…

ରାଜ୍ୟରେ ପୁଣି ବଢ଼ିଲା ବସଭଡ଼ା

ଭୁବନେଶ୍ବର: ରାଜ୍ୟରେ ପୁଣି ବଢ଼ିଲା ବସଭଡ଼ା। ଅଟୋମେଟିକ ମେକାନିଜିମ ଆଧାରରେ ବସ୍‌ ଭଡ଼ା ବଢ଼ିଛି। ବସ୍‌ ଭଡ଼ା ବୃଦ୍ଧି ନେଇ ରାଜ୍ୟ ଘରୋଇ ବସ୍‌ ମାଲିକ ସଂଘ ସାଧାରଣ ସଂପାଦକ ଦେବେନ୍ଦ୍ର ସାହୁ ସୂଚନା ଦେଇଛନ୍ତି। ରାଜ୍ୟ ଘରୋଇ ବସ୍‌ ମାଲିକ ସଂଘ ସାଧାରଣ ସଂପାଦକ ଦେବେନ୍ଦ୍ର ସାହୁ କହିଛନ୍ତି…

ପଞ୍ଚଭୂତରେ ବିଲୀନ ହେଲେ ପ୍ରଫୁଲ୍ଲ କର : ସ୍ୱର୍ଗଦ୍ୱାରରେ ସରିଲା ଅନ୍ତିମ ସଂସ୍କାର

ପୁରୀ : ପଞ୍ଚଭୂତରେ ବିଲୀନ ହେଲେ ବିଶିଷ୍ଟ ସଙ୍ଗୀତଜ୍ଞ ପଦ୍ମଶ୍ରୀ ପ୍ରଫୁଲ୍ଲ କର । ପୁରୀ ସ୍ୱର୍ଗଦ୍ୱାରରେ ପ୍ରଫୁଲ୍ଲ କରଙ୍କ ଅନ୍ତିମ ସଂସ୍କାର ସମ୍ପନ୍ନ ହୋଇଛି । ସ୍ୱର୍ଗଦ୍ୱାରେ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ସମ୍ପନ୍ନ ହୋଇଛି ତାଙ୍କର ଅନ୍ତିମ ସଂସ୍କାର । ବଡ଼ପୁଅ ମହାଦୀପ କର ମୁଖାଗ୍ନୀ…

ପୂର୍ବତନ ASP ତ୍ରିନାଥ ମିଶ୍ରଙ୍କୁ ମିଳିଲା ଜାମିନ

ଭିଜିଲାନ୍ସ ଦ୍ବାରା ଗିରଫ ହୋଇ ଜେଲରେ ଥିବା ସିଗ୍ନାଲ ବିଭାଗର ପୂର୍ବତନ ଅତିରିକ୍ତ ଏସପି ତ୍ରିନାଥ ମିଶ୍ରଙ୍କୁ ମିଳିଲା ଜାମିନ। ସର୍ତ୍ତ ମୂଳକ ଜାମିନ ପ୍ରଦାନ କଲେ କଟକ ସ୍ୱତନ୍ତ୍ର ଭିଜିଲାନ୍ସ ଅଦାଲତ। ୬୦ ଦିନ ମଧ୍ୟରେ ଚାର୍ଜସିଟ ଦାଖଲ ନ ହେବାରୁ ମିଳିଛି ଏହି ଜାମିନ। ଫେବୃଆରୀ ୧୬ ରେ…

ଡ୍ରାଇଭର ମହାସଙ୍ଘ ସହ ମନ୍ତ୍ରୀଙ୍କ ଆଲୋଚନା: ସମାଧାନ ନେଇ ଗଠନ ହେବ କମିଟି

ଭୁବନେଶ୍ୱର: ରାଜଧାନୀରେ ଓଡ଼ିଶା ଡ୍ରାଇଭର ମହାସଙ୍ଘର ଆନ୍ଦୋଳନ ପ୍ରସଙ୍ଗରେ ପରିବହନ ମନ୍ତ୍ରୀଙ୍କ ସହ ଆଲୋଚନା କରିଛି ସଂଘ। ଆଲୋଚନାରେ ମନ୍ତ୍ରୀ ସୁଶାନ୍ତ ସିଂହ, କଟକ ମେୟର ସୁବାସ ସିଂହ ଓ ବିଭାଗୀୟ ବରିଷ୍ଠ ଅଧିକାରୀ ଉପସ୍ଥିତ ଥିଲେ । ଆଲୋଚନା ସଫଳ ହୋଇଥିବା ସୂଚନା ମିଳିଛି । ସୂଚନା…

ପୋଖରୀରେ ବୁଡି ଇସ୍ରୋ ବୈଜ୍ଞାନିକଙ୍କ ମୃତ୍ୟୁ

ବରଗଡ଼: ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଝାରପାଲି ଗ୍ରାମରେ ପୋଖରୀରେ ବୁଡି ବୈଜ୍ଞାନିକ ନିହାର ରଞ୍ଜନ ପ୍ରଧାନ(୨୭)ଙ୍କ ମୃତ୍ୟୁ ହୋଇଛି। ସେ ଇସ୍ରୋରେ କାର୍ଯ୍ୟରତ ଥିଲେ। ସେ ଗ୍ରାମର ଏକ ଜଳାଶୟରେ ଗାଧୋଉ ଥିବାବେଳେ ହଠାତ ବୁଡ଼ି ଯାଇଥିଲେ। ସ୍ଥାନୀୟ ଲୋକେ ତାଙ୍କୁ ଉଦ୍ଧାର କରି…

ପୂର୍ବଭଳି କଲେଜରେ ଚାଲୁ ରହିବ ସେଲ୍ଫ ଫାଇନାନ୍ସିଂ କୋର୍ସ

ଭୁବନେଶ୍ୱର: ସେଲ୍ଫ ଫାଇନାନ୍ସିଂ କୋର୍ସ ନେଇ ଆଜି ନିଷ୍ପତ୍ତି ବଦଳାଇଛନ୍ତି ରାଜ୍ୟ ସରକାର । ନିଷ୍ପତ୍ତି ପରିବର୍ତ୍ତନ ନେଇ ଉଚ୍ଚଶିକ୍ଷା ବିଭାଗ ଅତିରିକ୍ତ ସଚିବ ଚିଠି ଲେଖିଛନ୍ତି । ପୂର୍ବଭଳି କଲେଜଗୁଡ଼ିକରେ ସେଲ୍ଫ ଫାଇନାନ୍ସିଂ କୋର୍ସ ଚାଲୁ ନିଷ୍ପତ୍ତି ନିଆଯାଇଥିବା ନେଇ ସେ ଚିଠିରେ…

ପୁଅ ସମ୍ନାରେ ବାପା ଭାସିଯିବା ଘଟଣା: ୪୮ ଘଣ୍ଟା ପରେ ମିଳିଲା ମୃତଦେହ

ପୁରୀ: ସମୁଦ୍ରରେ ଗାଧୋଇବା ବେଳେ ପୁଅ ସମ୍ମୁଖରେ ଭିତରକୁ ଭାସିଯାଇଥିବା ବଂଶୀଧର ବେହେରାଙ୍କ ମୃତଦେହ ସୋମବାର ବେଲେଶ୍ୱର-ରାମଚଣ୍ଡୀ ମନ୍ଦିର ମଝି ବେଳାଭୂମିରୁ ଉଦ୍ଧାର ହୋଇଛି। ପୁଲିସ ମୃତଦେହକୁ ଜବତ କରିବା ସହ ବ୍ୟବଚ୍ଛେଦ ପାଇଁ ପଠାଇଛି। ସୂଚନାଯୋଗ୍ୟ, ଶନିବାର ପୁରୀ ସମୁଦ୍ରରେ ଗାଧୋଇବା…