Browsing Category

ଓଡିଶା

FM ମାମଲା: ଆଉ ୧୪ ଦିନ ବିଚାର ବିଭାଗୀୟ ହାଜତ ଅବଧି ବୃଦ୍ଧି କଲେ କୋର୍ଟ

ବାଲେଶ୍ବର : ଏଫଏମ କଲେଜ ଛାତ୍ରୀଙ୍କ ଆତ୍ମାହୁତି ଘଟଣା । ବଢିଲା ଗିରଫ ଅଧ୍ୟକ୍ଷ ଓ ଅଧ୍ୟାପକଙ୍କ ବିଚାର ବିଭାଗୀୟ ହାଜତ ଅବଧି । ୧୪ ଦିନ ବଢ଼ିଲା ଅଧକ୍ଷ ଦିଲ୍ଲୀପ ଘୋଷ ଓ ଅଧ୍ୟାପକ ସମୀର ସାହୁଙ୍କ ବିଚାର ବିଭାଗୀୟ ହାଜତ ଅବଧି । ଜାମିନ ଆବେଦନ ଖାରଜ ପରେ ୧୪

ଓଡ଼ିଆରେ ନାମ ଫଳକ ନଲେଖିଲେ ୫୦୦ ଫାଇନ

ଭୁବନେଶ୍ୱର: ଓଡ଼ିଶାର ଭାଷାଗତ ଐତିହ୍ୟର ପ୍ରଚାର ଏବଂ ସଂରକ୍ଷଣ ପାଇଁ, ଗୃହ ନିର୍ମାଣ ଏବଂ ନଗର ଉନ୍ନୟନ ବିଭାଗ ବୁଧବାର ଏକ ନିର୍ଦ୍ଦେଶନାମା ଜାରି କରିଛି। ଯେଉଁଥିରେ ପୌର ନିଗମ, ପୌରପାଳିକା ଏବଂ ବିଜ୍ଞାପିତ ଅଞ୍ଚଳ ପରିଷଦ ଅଧୀନରେ ଥିବା ସମସ୍ତ ଦୋକାନ ଏବଂ ବାଣିଜ୍ୟିକ ପ୍ରତିଷ୍ଠାନର

ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀଙ୍କୁ ଭେଟିଲେ ମହିଳା କମିଶନ ଅଧ୍ୟକ୍ଷା ଶୋଭନା ମହାନ୍ତି

ଭୁବନେଶ୍ୱର : :ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀଙ୍କୁ ଭେଟିଲେ ମହିଳା କମିଶନ ଅଧ୍ୟକ୍ଷା ଶୋଭନା ମହାନ୍ତି । ମହିଳା କମିଶନ ଅଧ୍ୟକ୍ଷା ଭାବେ ନିଯୁକ୍ତ ପରେ ସୁରେଶ ପୂଜାରୀଙ୍କୁ ସେଜନ୍ୟମୂଳକ ସାକ୍ଷାତ କରିଛନ୍ତି ଶୋଭନା ମହାନ୍ତି । ସରକାର ଯେଉଁ ଗୁରୁ ଦାୟିତ୍ବ ଦେଇଛନ୍ତି

ଏନକାଉଣ୍ଟରରେ ଟପ୍ ମାଓବାଦୀ କମାଣ୍ଡର ନିହତ

ରାଞ୍ଚି: ଝାଡ଼ଖଣ୍ଡର ଗୁମଲା ଜିଲ୍ଲାରେ ବୁଧବାର ସକାଳେ ସୁରକ୍ଷା ବାହିନୀର ଏନକାଉଣ୍ଟରରେ ପିପୁଲ୍ସ ଲିବରେସନ ଫ୍ରଣ୍ଟ ଅଫ୍ ଇଣ୍ଡିଆ (ପିଏଲଏଫଆଇ)ର ଜଣେ ଟପ୍ କମାଣ୍ଡର ନିହତ ହୋଇଛନ୍ତି। ସେ ମୋଷ୍ଟ ୱାଣ୍ଟେଡ ଥିବା ବେଳେ ତାଙ୍କ ଉପରେ ୧୫ ଲକ୍ଷ ଟଙ୍କାର ପୁରସ୍କାର ଘୋଷଣା କରାଯାଇଥିଲା।

ମୋହନ ସରକାରଙ୍କୁ ମାନୁନି କି ଗୃହ ବିଭାଗ ? ବଢୁଥିବା ଛାତ୍ରୀ ଅସୁରକ୍ଷା ଓ ପ୍ରଶାସନିକ ଶିଥିଳତାକୁ ନେଇ ସାଧାରଣରେ…

ଭୁବନେଶ୍ୱର: ରାଜ୍ୟରେ ଏକ ବଡ଼ ପରିବର୍ତ୍ତନର ନାରା ଦେଇ କ୍ଷମତାକୁ ଆସିଥିବା ଡବଲ ଇଞ୍ଜିନ ସରକାରଙ୍କ ଶାସନରେ ମହିଳା ଓ ଛାତ୍ରୀ ସୁରକ୍ଷା ବର୍ତ୍ତମାନ ସବୁଠାରୁ ବଡ଼ ପ୍ରଶ୍ନବାଚୀ ଭିତରେ। ଗୋଟିଏ ପଟେ ମୁଖ୍ୟମନ୍ତ୍ରୀ ଆଇନଶୃଙ୍ଖଳାକୁ ନେଇ ଶୂନ୍ୟ ସହନଶୀଳତା କଥା କହୁଥିବା ବେଳେ, ଅନ୍ୟପଟେ

ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ

ଦିଲ୍ଲୀରେ ଗୁରୁତ୍ବପୂର୍ଣ୍ଣ ଭେଟଘାଟ୍ । ଓଡ଼ିଶାରେ ରାଜନୈତିକ ଉଷ୍ଣତା । ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଛନ୍ତି ଉପ ମୁଖ୍ୟମନ୍ତ୍ରୀ କେଭି ସିଂହଦେଓ । ଉଭୟ ନେତାଙ୍କ ମଧ୍ୟରେ ୱାନ ଟୁ ୱାନ ଆଲୋଚନା ହୋଇଛି । ଭେଟଘାଟ୍ ବେଳେ କଣ ଆଲୋଚନା ହେଲା ତାହା

ସ୍ତନ୍ୟପାନ ଯୋଗୁଁ ମା’ ହୃଦୟର ନିକଟତର ହୋଇପାରିବ ଶିଶୁ: ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

ଭୁବନେଶ୍ୱର: ସ୍ତନ୍ୟପାନ ଯୋଗୁଁ ଶିଶୁ ମା’ର କ୍ଲୋଜ଼ ଟୁ ହାର୍ଟ ଅର୍ଥାତ ମା’ ହୃଦୟର ଆହୁରି ନିକଟତର ହୋଇପାରିବ ବୋଲି ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ରାଜ୍ୟସ୍ତରୀୟ ବିଶ୍ଵ ସ୍ତନ୍ୟପାନ ସପ୍ତାହ ୨୦୨୫ ଅବସରରେ ମତବ୍ୟକ୍ତ କରିଛନ୍ତି। ଆଜି ମହିଳା ଓ ଶିଶୁ ବିକାଶ ବିଭାଗ ଆନୁକୂଲ୍ୟରେ

ଭିଜିଲାନ୍ସ ଜାଲରେ ଆସିଷ୍ଟାଣ୍ଟ ରେକର୍ଡ କିପର୍ ହାଡିବନ୍ଧୁ ବେହେରା

କେଉଁଝର :ଭିଜିଲାନ୍ସ ଜାଲରେ କେନ୍ଦୁଝର ଜିଲ୍ଲା ଅତିରିକ୍ତ ଉପଜିଲ୍ଲାପାଳ ବନ୍ଦୋବସ୍ତ କାର୍ଯ୍ୟାଳୟର ଆସିଷ୍ଟାଣ୍ଟ ରେକର୍ଡ କିପର୍ ହାଡିବନ୍ଧୁ ବେହେରା । ଜଣେ ବ୍ୟକ୍ତିଙ୍କ ଠାରୁ ଅମିନ ରିପୋର୍ଟ କରି ଦେବା ପାଇଁ ୩ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ମାଡି ବସିଲା ଭିଜିଲାନ୍ସ ।

ଜଳିଗଲେ ଯୁବତୀ, ବ୍ଲାକ୍‌ମେଲିଂ କରୁଥିଲେ ପ୍ରେମିକ !

ପଟ୍ଟାମୁଣ୍ଡାଇ : ଘର ଭିତରେ ଜଳିଗଲେ ଯୁବତୀ । ଏଭଳି ଏକ ଦୁଃଖଦ ଘଟଣା ଘଟିଛି କେନ୍ଦ୍ରାପଡ଼ା ଜିଲ୍ଲା ପଟ୍ଟାମୁଣ୍ଡାଇଠାରେ ଘଟିଛି । ସୂଚନାନୁସାରେ କିରୋସିନ ଢାଳି ହୋଇ ଛାତ୍ରୀ ଜଣଙ୍କ ଜୀବନ ହାରିଛନ୍ତି । ତେବେ ଯୁବତୀ ଜଣକ ଯୁକ୍ତ ୩ ଶେଷ ବର୍ଷର ଛାତ୍ରୀ ଥିଲେ

କେନ୍ଦ୍ର ଖାଉଟି ବ୍ୟାପାର ମନ୍ତ୍ରୀ ପ୍ରହ୍ଲାଦ ଯୋଶୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: କେନ୍ଦ୍ର ଖାଉଟି ବ୍ୟାପାର ମନ୍ତ୍ରୀ ପ୍ରହ୍ଲାଦ ଯୋଶୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ନୂଆଦିଲ୍ଲୀରେ ଭେଟି ରାଜ୍ୟର ଧାନ ସଂଗ୍ରହ ବୃଦ୍ଧି ପାଇଁ ପ୍ରସ୍ତାବ ଦେଲେ। FCI ଦ୍ୱାରା ମାସିକ ଚାଉଳ ଉଠାଣ ବୃଦ୍ଧି କରିବାକୁ ଅନୁରୋଧ କଲେ। ବାଜରା ପ୍ରୋତ୍ସାହନ ଓ ସଂରକ୍ଷଣ