Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ସେପ୍ଟିକ ଟାଙ୍କିରେ ଶ୍ବାସରୁଦ୍ଧ ହୋଇ ୨ ମୃତ, ଦୁଇ ଶ୍ରମିକ ଗୁରୁତର
ସମ୍ବଲପୁର: ସେପ୍ଟିକ ଟାଙ୍କିରେ ଶ୍ବାସରୁଦ୍ଧ ହୋଇ ୨ ଶ୍ରମିକ ମୃତ । ୨ ଗୁରୁତର । ସମ୍ବଲପୁର ଜିଲ୍ଲା ମହୁଲପାଲି ଥାନା କେଶାଇବାହାଲ ଠାରେ ଅଘଟଣ । ନବନିର୍ମିତ ସେପ୍ଟିକ ଟାଙ୍କିରେ ସେଣ୍ଟ୍ରିଂ ଖୋଲିବା ପାଇଁ ପଶିଥିଲେ ୪ ଜଣ ଶ୍ରମିକ । ଟାଙ୍କି ଭିତରେ ଶ୍ବାସରୁଦ୍ଧ ହୋଇ ୨!-->…
ଅଟୋରୁ ନବଜାତ ଶିଶୁପୁତ୍ର ଉଦ୍ଧାର
ଭୁବନେଶ୍ବର: ରାଜଧାନୀରେ ଅମାନବୀୟ ଘଟଣା । ଅଟୋ ଭିତରୁ ନବଜାତ ଶିଶୁପୁତ୍ର ଉଦ୍ଧାର। ଉଦ୍ଧାର କଲା କମିଶନରେଟ ପୋଲିସ । ଭୁବନେଶ୍ବର ପଟିଆ ଶୁଭମ ଆପାର୍ଟମେଣ୍ଟ ନିକଟରେ ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ଅଟୋ ଭିତରେ ଶିଶୁଟିର କାନ୍ଦ ଶୁଣି ସ୍ଥାନୀୟ ଲୋକ ପୋଲିସକୁ!-->…
କଳାବଜାରୀଙ୍କ ଉପରେ ନଜର ରଖିବାକୁ ଜିଲ୍ଲାପାଳମାନଙ୍କୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ
ଭୁବନେଶ୍ବର: କଳାବଜାରୀଙ୍କ ଉପରେ ରହିବ ନଜର । ସଜାଗ ରହିବାକୁ ଜିଲ୍ଲାପାଳମାନଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ନିର୍ଦ୍ଦେଶ । ଜରୁରୀ ସାମଗ୍ରୀର ଯୋଗାଣ ପାଇଁ ଜିଲ୍ଲାପାଳ ମାନଙ୍କ ସହ ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ । ରାଜ୍ୟରେ ଯେପରି ଅତ୍ୟାବଶ୍ୟକ ସାମଗ୍ରୀର ଅଭାବ!-->…
ଗୋରୁ ଚାଲାଣ ବେଳେ ଗୋରକ୍ଷକଙ୍କ ମୃତ୍ୟୁ
ସୋର: ଗୋରୁ ଗାଡ଼ି ଅଟକାଇବା ବେଳେ ଗଲା ଜୀବନ। ଗୋରୁ ଚାଲାଣ ବେଳେ ଗୋରକ୍ଷକଙ୍କ ମୃତ୍ୟୁ । ବାଲେଶ୍ବର ଜିଲ୍ଲା ବାହାନଗା ନିକଟରେ ଏସକର୍ଟ ଗାଡି ଧକ୍କାରେ ଗୋସୁରକ୍ଷା ବାହିନୀର ଜଣେ ସଦସ୍ୟ ମୃତ । ଅନ୍ୟ ଜଣେ ଗୁରୁତର । ଘଟଣାର ତଦନ୍ତ କରୁଛି ପୋଲିସ ।
ସୂଚନାଯୋଗ୍ୟ,!-->!-->!-->…
SCB ଅଗ୍ନିକାଣ୍ଡ ଘଟଣା ନେଇ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ଇସ୍ତଫା ଦାବି, ରାଜ୍ୟପାଳଙ୍କୁ ଭେଟିଲେ ବିରୋଧୀ
ଭୁବନେଶ୍ବର: ଜୋର ଧରିଲା ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ଇସ୍ତଫା ଦାବି । SCB ଅଗ୍ନିକାଣ୍ଡ ଘଟଣାରେ ରାଜ୍ୟପାଳଙ୍କୁ ଭେଟି ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ଇସ୍ତଫା ଦାବି କରିଛନ୍ତି ବିରୋଧୀ । କଟକ ଏସିବି ମେଡିକାଲ କଲେଜ ଓ ହସ୍ପିଟାଲରେ ଘଟିଥିବା ଭୟାବହ ଅଗ୍ନିକାଣ୍ଡରେ ୧୩ ଜଣଙ୍କ ମୃତ୍ୟୁ ଘଟଣା ଏବେ!-->…
ଆଜି ସରୁଛି ନକ୍ସଲଙ୍କ ଡେଡ୍ ଲାଇନ୍, ଆତ୍ମସମର୍ପଣ କରିଛନ୍ତି ଅନେକ ମାଓବାଦୀ
ଭୁବନେଶ୍ବର: ଆଜି ସରୁଛି ନକ୍ସଲଙ୍କ ଡେଡ୍ ଲାଇନ୍ । ନକ୍ସଲ ନିପାତ ପାଇଁ ମାର୍ଚ୍ଚ ୩୧କୁ ଡେଡଲାଇନ୍ ଦେଇଥିଲେ ଗୃହ ମନ୍ତ୍ରୀ ଅମିତ ଶାହ । ବହୁ ଟପ୍ ନେତା ସୁରକ୍ଷା ବାହିନୀ ଗୁଳିରେ ନିପାତ ହୋଇଥିବା ବେଳେ ଅନେକ ଆତ୍ମସମର୍ପଣ କରିଛନ୍ତି । ଟପ୍ ମାଓ ନେତା କେନ୍ଦ୍ରୀୟ କମିଟି!-->…
ରାଜସୁନାଖଳା ମଣ୍ଡଳ ସଭାପତି ହେଲେ ଜ୍ୟୋତିରଞ୍ଜନ ସାହୁ
ନୟାଗଡ଼ ,୩୦/୩(ନିସର୍ତ୍ତ) : ରାଜ୍ୟ ଭାରତୀୟ ଜନତା ଦଳର ସଭାପତି ମନମୋହନ ସାମଲଙ୍କ ଅନୁମୋଦନକ୍ରମେ ଓ ରଣପୁର ବିଧାୟିକା ସୁରମା ପାଢ଼ୀଙ୍କ ସୁପାରିସକ୍ରମେ ରାଜସୁନାଖଳା ମଣ୍ଡଳ ବିଜେପି ଦଳର ନୂତନ କର୍ମକର୍ତ୍ତା ଗଠନ କରାଯାଇଅଛି ! ଏହି କାର୍ଯ୍ୟକ୍ରମରେ ନୟାଗଡ଼ ଜିଲ୍ଲା ବିଜେପି ସଭାପତି ତାପସ!-->…
ଏସସିବି ଘଟଣାରେ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବିରେ ରାସ୍ତାକୁ ଓହ୍ଲାଇଲେ ୧୦ ପ୍ରମୁଖ ବିରୋଧୀ ଦଳ
ଭୁବନେଶ୍ୱର: ରାଜ୍ୟରେ ସରକାରଙ୍କୁ ଘେରିଛନ୍ତି ୧୦ ପ୍ରମୁଖ ବିରୋଧୀଦଳ। ଏସସିବି ଘଟଣାରେ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା ଓ ମୃତକଙ୍କ ପରିବାରକୁ ନ୍ୟାୟ ଦାବିରେ ରାଜରାସ୍ତାକୁ ବିରୋଧୀ ରାଜନୈତିକ ଦଳ ମଇଦାନକୁ ଓହ୍ଲାଇଛନ୍ତି । ବିଜେଡି, କଂଗ୍ରେସ, ସିପିଆଇଏମ, ସମତାକ୍ରାନ୍ତି ଦଳ ଆଦି ୧୦ଟି!-->…
ମଧ୍ୟପ୍ରାଚ୍ୟ ଯୁଦ୍ଧ ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀଙ୍କ ଜରୁରୀ ବୈଠକ
ଭୁବନେଶ୍ଵର: ମଧ୍ୟପ୍ରାଚ୍ୟ ଯୁଦ୍ଧ ନେଇ ଜରୁରୀ ବୈଠକ ଡାକିଛନ୍ତି ମୁଖ୍ୟମନ୍ତ୍ରୀ। ମୁଖ୍ୟମନ୍ତ୍ରୀମୋହନ ମାଝୀଙ୍କ ଅଧ୍ୟକତାରେ ସନ୍ଧ୍ୟାରେ ଲୋକସେବା ଭବନରେ ବସିବ ବୈଠକ। ଏହି ବୈଠକରେ ରାଜ୍ୟର ସମସ୍ତ ଜିଲ୍ଲାପାଳ ଯୋଡି ହେବେ। ରାଜ୍ୟରେ ରନ୍ଧନଗ୍ୟାସ ନେଇ ସଙ୍କଟ ଦେଖାଦେଇଛି। ଏହି ବୈଠକରେ!-->…
ତହସିଲଦାରଙ୍କୁ ହତ୍ୟା ଧମକ ମାମଲା: ନର୍ଲା ବିଧାୟିକାଙ୍କ ସ୍ବାମୀଙ୍କ ବିରୋଧରେ ମାମଲା
ଭୁବନେଶ୍ବର : ନର୍ଲା ବିଧାୟିକା ମନୋରମା ମହାନ୍ତିଙ୍କ ସ୍ବାମୀ ତଥା ତତ୍କାଳୀନ ବ୍ଲକ ଅଧ୍ୟକ୍ଷ ଦୁର୍ଗାପ୍ରସାଦ ମହାନ୍ତି ନର୍ଲା ତହସିଲଦାର ବିଭୁ ପ୍ରସାଦ ସିଂହଙ୍କୁ ଫୋନ୍ରେ ହତ୍ୟା ଧମକ ଦେଇଥିଲେ। ଏହି ଘଟଣାରେ ନର୍ଲା ପୁଲିସ ବିଭୁଙ୍କ ବିରୋଧରେ ମାମଲା ରୁଜୁ କରିଛି। ରବିବାର ପୂର୍ବାହ୍ଣରେ!-->…