Browsing Category

ଓଡିଶା

ମାହାଙ୍ଗା ଗଣହତ୍ୟା ଘଟଣା: ରିମାଣ୍ଡ ପରେ ଜେଲ ଗଲା ଅଭିଯୁକ୍ତ ଶିବ

ମାହାଙ୍ଗା: ମାହାଙ୍ଗା ଗଣହତ୍ୟା ମାମଲା । ଜେଲ୍ ଗଲା ଅଭିଯୁକ୍ତ ଶିବ ସାହୁ । ୩ ଦିନିଆ ରିମାଣ୍ଡ ପରେ ସାଲେପୁର କୋର୍ଟରେ ହାଜର କରିଥିଲା ପୋଲିସ । କୋର୍ଟ ଅଭିଯୁକ୍ତ ଶିବକୁ ସାଲେପୁର ସବଜେଲକୁ ପଠାଇ ଦେଇଛି । ଗତକାଲି ଶିବର ୩ ଦିନିଆ ରିମାଣ୍ଡ ଅବଧି ଶେଷ ହୋଇଥିଲା । ଆଜି ସ୍ୱାସ୍ଥ୍ୟ…

ରାଜ୍ୟରେ ଆଉ ୧୦ କରୋନା ପଜିଟିଭ ଚିହ୍ନଟ, ୧୧ ସୁସ୍ଥ 

ଭୁବନେଶ୍ଵର : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୦ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୦୩ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ…

ବିଜେଡି ତରଫରୁ ବିଜୁ ପଟ୍ଟନାୟକଙ୍କ ତିରୋଧାନ ଦିବସ ପାଳିତ

ଭୁବନେଶ୍ବର: ଆଜି ହେଉଛି ଓଡ଼ିଶାର ବରପୁତ୍ର ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ତିରୋଧାନ ଦିବସ। ଏହି ଦିବସକୁ ବିଜୁ ଜନତା ଦଳ ନିରାଡ଼ମ୍ବର ଭାବେ ପାଳନ କରୁଛି। ଭୁବନେଶ୍ବର ଜିଲ୍ଲା ବିଜେଡି ତରଫରୁ ବିନ୍ଦୁସାଗରରେ ତିଳତର୍ପଣ କରାଯିବା ପରେ ଫରେଷ୍ଟ ପାର୍କରେ ଥିବା ବିଜୁ…

ବିଜୁ ବାବୁଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ତିରୋଧାନ ଦିବସ । ଏହି ଅବସରରେ ବିଧାନସଭା ପରିସରରେ ଥିବା ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତିରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୁଷ୍ପମାଲ୍ୟ ଅର୍ପଣ କରିଛନ୍ତି । କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀଙ୍କ ସହ ବାଚସ୍ପତି ସୂର୍ଯ୍ୟନାରାୟଣ…

୧୨୮ ଲିଟର ଦେଶୀ ମଦ ଜବତ, ୨ ଗିରଫ

ହିଞ୍ଜିଳିକାଟୁ (୧୬/୪): ବେଆଇନ ଭାବେ ଦେଶୀ ମଦ ଚାଲାଣ କରିବା ଅଭିଯୋଗରେ ହିଞ୍ଜିଳି ପୋଲିସ ୨ ଜଣଙ୍କୁ ଗିରଫ କରିଛି । ଗିରଫ ମାନେ ହେଲେ ଗୋଳନ୍ଥରା ଗ୍ରାମର ପ୍ରଶାନ୍ତ ଦାସ ଓ ହିଞ୍ଜିଳି ଥାନା ଚାନ୍ଦୁଲି ଗ୍ରାମର ହରିହର ଦାସ । ଏ ନେଇ ହିଞ୍ଜିଳି ଥାନାରେ ୧୮୫/୨୨ ଓ ୧୮୬/୨୨ରେ ୨ଟି ମାମଲା…

ଉମରକୋଟ ୩ ଯୁବତୀଙ୍କ ମୃତ୍ୟୁ ଘଟଣାର ପର୍ଦ୍ଦାଫାସ : ମିନାବଜାର ଯିବାକୁ ମନା କରିବାରୁ ଆତ୍ମହତ୍ୟା…?

ଉମରକୋଟ: ବହୁ ଚର୍ଚ୍ଚିତ ଉମରକୋଟ ୩ ଯୁବତୀଙ୍କ ମୃତ୍ୟୁ ଘଟଣାର ପୁଲିସ କରିଛି ପର୍ଦ୍ଦାଫାସ । ମିନାବଜାର ଯିବାକୁ ମନା କରିବାରୁ ଗଛରେ ଝୁଲି ଆତ୍ମହତ୍ୟା କରିଛନ୍ତି ତିନି ଯୁବତୀ । ୩ ଯୁବତୀ ହେମଲତା ଗୌଡ, କୌଶଲ୍ୟା ମାଝୀ ଓ ଫୁଲମତି ମାଝୀ ଉମରକୋଟରେ ଚାଲିଥିବା ମିନା ବଜାର ଯିବାକୁ ଘରଲୋକଙ୍କୁ…

OUTRରେ 5T ସଚିବ ଭି.କେ. ପାଣ୍ଡିଆନ, ଭିତ୍ତିଭୂମି ବିକାଶର କଲେ ସମୀକ୍ଷା

ଭୁବନେଶ୍ୱର: ଭୁବନେଶ୍ବର ଘାଟିକିଆସ୍ଥିତ କଲେଜ ଅଫ ଇଞ୍ଜିନିୟରିଂ ଆଣ୍ଡ ଟେକ୍ନୋଲୋଜି ବା ସିଇଟିର ନାମ ପରିବର୍ତ୍ତନ ହୋଇଛି । କ୍ୟାବିନେଟ୍ ଅନୁମୋଦନ କ୍ରମେ ଏହାର ନାମ ଓଡ଼ିଶା ୟୁନିଭରସିଟି ଅଫ୍ ଟେକ୍ନୋଲୋଜି ଆଣ୍ଡ ରିସର୍ଚ୍ଚ ବା OUTR କରାଯାଇଛି । ରାଜ୍ୟର ସବୁ ବୈଷୟିକ ଶିକ୍ଷାନୁଷ୍ଠାନ OUTR…

ସମୁଦ୍ରରେ ଗାଧୋଇବା ବେଳେ ଯୁବକ ନିଖୋଜ, ଉଦ୍ଧାର କାର୍ଯ୍ୟ ଜାରି

ପୁରୀ, ୧୬/୦୪ : ସମୁଦ୍ରରେ ଗାଧୋଇବା ବେଳେ ଯୁବକ ନିଖୋଜ। ନିଖୋଜ ଯୁବକ ଜଣକ ହେଲେ ବାଲେଶ୍ଵର ଜିଲ୍ଲା ସିଙ୍ଗିଳା ଥାନା ଅଞ୍ଚଳର ବଂଶୀଧର ବେହେରା। ସମୁଦ୍ର କୂଳ ସେକ୍ଟର ୯ରେ ବଂଶୀଧର ଗାଧୋଉଥିବା ବେଳେ ଗଭୀର ସମୁଦ୍ର ଭିତରକୁ ପଶିଯାଇଥିଲେ। ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ଓ ଲାଇଫ୍ ଗାର୍ଡଙ୍କ…

ପବିତ୍ର ଅକ୍ଷୟ ତୃତୀୟା ପାଇଁ ନରେନ୍ଦ୍ର ପୁଷ୍କରିଣୀରୁ ବାହାରିଲା ଡଙ୍ଗା

ମେ'୩ ତାରିଖରେ ପବିତ୍ର ଅକ୍ଷୟ ତୃତୀୟା। ଏହି ଦିନ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପାଇଁ ରଥନିର୍ମାଣ ଅନୁକୂଳ ସହ ୨୧ ଦିନ ବ୍ୟାପୀ ବାହାର ଚନ୍ଦନ ଯାତ୍ରା ଆରମ୍ଭ ହେବ। ନନ୍ଦା ଓ ଭଦ୍ରା ଚାପରେ ମହାପ୍ରଭୁଙ୍କ ଚଳନ୍ତି ପ୍ରତିମା ନୌକା ବିହାର କରିବେ। ବର୍ଷ ତମାମ ନରେନ୍ଦ୍ର ପୁଷ୍କରିଣୀ ଭିତରେ…

ଭୁବନେଶ୍ୱର ATM ଲୁଟ୍‌ ଘଟଣା, ୨ ଲୁଟେରା ଗିରଫ

ଭୁବନେଶ୍ୱର ଶିଶୁପାଳଗଡ଼ ଲିଙ୍ଗିପୁର ହାଉସିଂବୋର୍ଡ ଛକରୁ ATM ତାଡ଼ି ନେଇ ୨୦ ଲକ୍ଷ ଲୁଟ୍ ମାମଲାର ପର୍ଦ୍ଦାଫାସ୍ ହୋଇଛି। କମିଶନରେଟ୍ ପୋଲିସ୍‌ ୨ ଏଟିଏମ୍ ଲୁଟେରାଙ୍କୁ ଗିରଫ କରିଛି। ଗିରଫ ୨ ଅଭିଯୁକ୍ତଙ୍କ ମଧ୍ୟରୁ ଜଣେ ବାଂଲାଦେଶୀ ହୋଇଥିବା ବେଳେ ଅନ୍ୟ ଜଣେ କୋଲକାତାର ହୋଇଥିବା ସୂଚନା…