Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ଶିମିଳିପାଳରେ ଶିକାରୀଙ୍କ ଉତ୍ପାତ: ଜଣେ ଗିରଫ, ଦେଶୀ ବନ୍ଧୁକ ଓ ବିସ୍ଫୋରକ ଜବତ
ମୟୁରଭଞ୍ଜ: ଶିମିଳିପାଳରେ ଶିକାରିଙ୍କ ଉତ୍ପାତ। ଶିକାରୀକୁ ଧରିଲା AI କ୍ୟାମେରା । AI କ୍ୟାମେରା ଆଲର୍ଟରେ ସତର୍କ ହୋଇ ବନ ବିଭାଗର ତତ୍ପରତା, ଜଣେ ଶିକାରୀକୁ ଗିରଫ କଲା ବନ ବିଭାଗ । ତାଠାରୁ ଗୋଟିଏ ଦେଶୀ ବନ୍ଧୁକ ଓ ବିସ୍ଫୋରକ ସାମଗ୍ରୀ ଜବତ ହୋଇଛି । ଗତକାଲି ରାତି ଗୋଟାଏ ୩୫!-->…
ସ୍ତ୍ରୀର ଗଳା କାଟି ହତ୍ୟା ଉଦ୍ୟମ, ଅବସ୍ଥା ସଙ୍କଟାପନ୍ନ
ଟାଙ୍ଗୀ: ସ୍ତ୍ରୀର ବେକ କାଟି ହତ୍ୟା ଉଦ୍ୟମ । ପତି ପତ୍ନୀ କଳହର ଚରମ ପରିଣତି। ରାଗରେ ସ୍ତ୍ରୀର ବେକ କାଟିଦେଲା ସ୍ବାମୀ। ଗୁରୁତର ଅବସ୍ଥାରେ ପତ୍ନୀଙ୍କୁ ଉଦ୍ଧାର କରି ମେଡିକାଲରେ ଭର୍ତ୍ତି କରାଯାଇଛି। ଘଟଣା ଘଟିଛି ଖୋର୍ଦ୍ଧା ଜିଲ୍ଲା ଟାଙ୍ଗୀ ଥାନା ଅନ୍ତର୍ଗତ ବରୁଣପଡା ଗାଁରେ।!-->…
ଏପ୍ରିଲ ୨ରୁ ରାଜ୍ୟରେ ଗଡିବ ଆଉ ଦୁଇଟି ସାପ୍ତାହିକ ଏକ୍ସପ୍ରେସ୍ ଟ୍ରେନ୍
ଭୁବନେଶ୍ବର: ରେଳ ଯାତ୍ରୀଙ୍କ ପାଇଁ ଖୁସି ଖବର । ଦୂରଗାମୀ ରେଳ ସଂଯୋଗୀକରଣ ବୃଦ୍ଧି ଏବଂ ଯାତ୍ରୀମାନଙ୍କୁ ଉନ୍ନତ ଯାତ୍ରା ସୁବିଧା ପ୍ରଦାନ କରିବ ଦୁଇଟି ସାପ୍ତାହିକ ଏକ୍ସପ୍ରେସ୍ ଟ୍ରେନ୍ । ଟ୍ରେନ୍ ନମ୍ବର ୧୮୦୬୩ ସାନ୍ତ୍ରାଗାଛି-ୟାଲାହାଙ୍କା ଏସି ଏକ୍ସପ୍ରେସ୍ ୨ ଏପ୍ରିଲ ୨୦୨୬ ରୁ ପ୍ରତି!-->…
ହେଲମେଟ ନପିନ୍ଧି ବାଇକ୍ ଚଳାଇଲେ ସ୍ବାସ୍ଥ୍ୟମନ୍ତ୍ରୀ, ଇସ୍ତଫା ଦାବି କଲା ବିଜେଡି
ଭୁବନେଶ୍ୱର: ହେଲମେଟ ନପିନ୍ଧି ବାଇକ ରାଲି କରି ଏବେ ଅଡ଼ୁଆରେ ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ୍ ମହଲିଙ୍ଗ। ଉଠିଲା ଇସ୍ତଫା ଦାବି। ଗାଡି ଚଳାଇବା ବେଳେ ହେଲମେଟ ନପିନ୍ଧିବା କାର୍ଯ୍ୟକୁ ଆଇନ ଅମାନ୍ୟତାକୁ ପ୍ରୋତ୍ସାହିତ କରୁଥିବା ସାର୍ବଜନୀନ ଶୃଙ୍ଖଳାର ଉଲ୍ଲଂଘନ ବୋଲି ବର୍ଣ୍ଣନା କରି, ବିଜେଡି!-->…
ନର୍ଲା ବିଧାୟିକାଙ୍କ ସ୍ୱାମୀଙ୍କ ବିରୋଧରେ ତହସିଲଦାରଙ୍କୁ ହତ୍ୟା ଧମକ ଅଭିଯୋଗ, ଘରେ ପଶି ଛାନଭିନ କଲା ପୋଲିସ
ଭୁବନେଶ୍ବର: ବିଜେଡି ବିଧାୟିକାଙ୍କ ଘରେ ପୋଲିସ ରେଡ୍ ପରେ ତେଜିଲା ରାଜନୀତି । ନର୍ଲା ବିଧାୟିକା ମନୋରମା ମହାନ୍ତିଙ୍କ ଭୁବନେଶ୍ୱର ସ୍ଥିତ ସରକାରୀ ବାସଭବନରେ କେସିଙ୍ଗା ପୋଲିସର ଚଢ଼ାଉ । ଚଢ଼ାଉକୁ ନେଇ ରାଜ୍ୟ ରାଜନୀତି ସରଗରମ । ତହସିଲଦାରଙ୍କୁ ଧମକ ଦେବା ଅଭିଯୋଗରେ ପୋଲିସ ଏହି!-->…
ଇଞ୍ଜିନିୟରିଂ କଲେଜ କ୍ୟାମ୍ପସରେ ଗୁଳିମାଡ଼, ଅଳ୍ପକେ ବଞ୍ଚିଲେ ଛାତ୍ର
ଢେଙ୍କାନାଳ : ଢେଙ୍କାନାଳ ଟାଉନ ଥାନା ଅନ୍ତର୍ଗତ ଏକ ଇଞ୍ଜିନିୟରିଙ୍ଗ କଲେଜ କ୍ୟାମ୍ପସ ପରିସରରେ ଗୁଳିମାଡ଼ ସହ ଜଣେ ଛାତ୍ରଙ୍କୁ ଆକ୍ରମଣ । କଲେଜ ପରିସରରେ ଦୁଇ ଛାତ୍ର ଗୋଷ୍ଠୀ ମଧ୍ୟରେ ପୁର୍ବ ଶତୃତାକୁ କେନ୍ଦ୍ର କରି ଗୁଳିମାଡ଼ ହୋଇଥିବା ଅଭିଯୋଗ!-->…
ଜୟଦେବ ଜେନାଙ୍କୁ ହତ୍ୟା ଧମକ ପ୍ରସଙ୍ଗ: ରାଜ୍ୟପାଳଙ୍କୁ ଚିଠି ଲେଖିଲା କଂଗ୍ରେସ
କେନ୍ଦୁଝର : ରାଜ୍ୟରେ ବିପର୍ଯ୍ୟସ୍ତ ଆଇନ-ଶୃଙ୍ଖଳା, ନାରୀ ସୁରକ୍ଷାର ଅଭାବ, ରାହାଜାନି, ଦୁଷ୍କର୍ମ, ହତ୍ୟାକାଣ୍ଡ ଏବଂ ରାଜନେତାଙ୍କୁ ହତ୍ୟା ଧମକ ପ୍ରସଙ୍ଗରେ ରାଜ୍ୟ ସରକାରଙ୍କ ଚରମ ବିଫଳତା ସମ୍ପର୍କରେ କଂଗ୍ରେସ କର୍ମୀ ରାଜ୍ୟପାଳଙ୍କ ହସ୍ତକ୍ଷେପ ଲୋଡିଛନ୍ତି।
କେନ୍ଦୁଝର ଜିଲ୍ଲା!-->!-->!-->…
ଏପ୍ରିଲ ୧ ରୁ ସୁଭଦ୍ରା ପାଇଁ ନୂତନ ପଞ୍ଜୀକରଣ
ଭୁବନେଶ୍ବର: ରାଜ୍ୟର ନୂତନ ସୁଭଦ୍ରା ହିତାଧିକାରୀଙ୍କ ପାଇଁ ଖୁସି ଖବର ଦେଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ଆଗାମୀ ଏପ୍ରିଲ ୧ ତାରିଖରୁ ଏଥିନେଇ ଆବେଦନ ଆରମ୍ଭ ହେବ ବୋଲି ଘୋଷଣା କରିଛନ୍ତି ଶ୍ରୀମତୀ ପରିଡ଼ା।
ସୁଭଦ୍ରା ଯୋଜନାରେ ନୂତନ ଆବେଦନ ପାଇଁ ରାଜ୍ୟ ସରକାର ବଡ଼ ନିଷ୍ପତ୍ତି!-->!-->!-->…
ଶୋଭାଯାତ୍ରାରେ ବିଧାୟକଙ୍କ ଫାଙ୍କା ଗୁଳିଚାଳନା
ବଲାଙ୍ଗୀରି : ବିଧାୟକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ । ବଲାଙ୍ଗିର ଟିଟିଲାଗଡ଼ରେ ରାମ ନବମୀ ଅବସରରେ ଏକ ବିରାଟ ଶୋଭାଯାତ୍ରାର ଆୟୋଜନ ହୋଇଥିଲା । ଏହି ଶୋଭାଯାତ୍ରା ସହର ପରିକ୍ରମା କରିଥିଲା । ଶୋଭାଯାତ୍ରାରେ ଟିଟିଲାଗଡ଼ ବିଧାୟକ ନବୀନ ଜୈନଙ୍କ ସହିତ ଅନ୍ୟାନ୍ୟ ଜନ ପ୍ରତିନିଧି ଓ!-->…
ଏପ୍ରିଲ ୮ରୁ ବାହାର ରତ୍ନଭଣ୍ଡାର ଦ୍ୱିତୀୟ ପର୍ଯ୍ୟାୟ ଗଣତିମଣତି
ପୁରୀ : ଏପ୍ରିଲ ୮, ୯ ଓ ୧୦ରେ ବାହାର ରତ୍ନଭଣ୍ଡାରର ଦ୍ୱିତୀୟ ପର୍ଯ୍ୟାୟ ଗଣତି ମଣତି । ଏହି ସମୟରେ ମହାପ୍ରଭୁଙ୍କ ଦର୍ଶନ କିମ୍ୱା ନୀତିକାନ୍ତିରେ କିଭଳି ବାଧାପ୍ରାପ୍ତ ନହେବ ସେନେଇ ସମସ୍ତ ପ୍ରକାର ପ୍ରସ୍ତୁତି ଚାଲିଛି । ଏହା ପରେ ଭିତର ରତ୍ନଭଣ୍ଡାର ଗଣତି ମଣତି ହେବ ।!-->…