Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ହାଇକୋର୍ଟରେ ଗ୍ରହଣ ହେଲାନି ବିଧାୟକଙ୍କ ଦରମା ବୃଦ୍ଧି ମାମଲା
କଟକ: ବିଧାୟକଙ୍କ ଦରମା ବୃଦ୍ଧି ମାମଲା । ହାଇକୋର୍ଟରେ ବିଧାୟକଙ୍କ ଦରମା ବୃଦ୍ଧି ମାମଲା ଗ୍ରହଣ ହେଲା ନାହିଁ । AG ପୀତାମ୍ବର ଆଚାର୍ଯ୍ୟଙ୍କ ଦୃଢ ଯୁକ୍ତି ପରେ ଗ୍ରହଣ କଲେନି ହାଇକୋର୍ଟ । ପ୍ରିମାଚ୍ୟୁର କହି ମାମଲାକୁ ଗ୍ରହଣ କଲେନି ହାଇକୋର୍ଟ । ବିଧିବଦ୍ଧ ବିଜ୍ଞପ୍ତି ହୋଇ ନଥିବା ଦର୍ଶାଇ!-->…
କୁସ୍ତି ଖେଳାଳିଙ୍କୁ ଅଣଦେଖା ପ୍ରସଙ୍ଗରେ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡଙ୍କ ପ୍ରତିକ୍ରିୟା; ତଦନ୍ତ ପରେ ହେବ…
ଭୁବନେଶ୍ବର: ଟ୍ରେନର ଶୌଚାଳୟ ପାଖରେ ବସି ଓଡ଼ିଶାର କୁସ୍ତି ଖେଳାଳି ଉତ୍ତରପ୍ରଦେଶ ଯିବା ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ସ୍କୁଲ୍ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ।ଗଣମାଧ୍ୟମକୁ ସୂଚନା ଦେଇ ମନ୍ତ୍ରୀ କହିଛନ୍ତି ଯେ ଏହି ଘଟଣାର ସତ୍ୟାସତ୍ୟ ଉପରେ ସରକାର ଅନୁଧ୍ୟାନ କରିବେ।!-->…
ଅସ୍ତ୍ରଶସ୍ତ୍ର ସହ ଆତ୍ମସମର୍ପଣ କଲେ ୨୨ ହାର୍ଡକୋର ମାଓବାଦୀ
ମାଲକାନଗିରି: ମାଲକାନଗିରି ଜିଲ୍ଲାରେ ୨୨ ଜଣ ମାଓବାଦୀ ପୋଲିସ ସମ୍ମୁଖରେ ଅସ୍ତ୍ରଶସ୍ତ୍ର ସହିତ ଆତ୍ମସମର୍ପଣ କରିଛନ୍ତି । ରାଜ୍ୟ ସରକାର ମାଓବାଦୀଙ୍କ ଉପରେ ପୁରସ୍କାର ବୃଦ୍ଧି କରିବା ପରେ ଏହି ଆତ୍ମସମର୍ପଣ ଧିରେ ଧିରେ ବୃଦ୍ଧି ପାଇବାରେ ଲାଗିଥିବା କୁହାଯାଉଛି । ଓଡ଼ିଶା ମାଓବାଦୀଙ୍କୁ ଅଧିକ!-->…
ଚାଷୀ ଆନ୍ଦୋଳନ ପାଇଁ ଯାତ୍ରୀ ହନ୍ତସନ୍ତ, ୪ଟି ବ୍ଲକରେ ଅଖ ଚକ ଠପ୍
ଉମରକୋଟ : ଧାରଣାରେ ଚାଷୀ, ଯାତ୍ରୀ ହନ୍ତସନ୍ତ । ନବରଙ୍ଗପୁର ଜିଲ୍ଲାରେ ଦ୍ବିତୀୟ ଦିନରେ ପହଂଚିଛି ଚାଷୀ ଆନ୍ଦୋଳନ । ୪ଟି ବ୍ଲକରେ ଠପ୍ ହୋଇଯାଇଛି ଚକ ଓ ଅଖ । ଗୁରୁତର ପ୍ରଭାବ ପଡିଛି ସାଧାରଣ ପରିବହନ ସେବା ଉପରେ । ଦୂରଗାମୀ ବସ ଗୁଡ଼ି ଉମରକୋଟ ବ୍ଲକ ସୀମାରେ ପହଞ୍ଚିବା ପରେ ରାସ୍ତା!-->…
ନୂଆବର୍ଷରେ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ଦର୍ଶନ ବ୍ୟବସ୍ଥା, କେବଳ ସିଂହଦ୍ଵାର ଦେଇ ପ୍ରବେଶ
ପୁରୀ : ଦିନକ ପରେ ବଡ଼ ଦିନ । ଖ୍ରୀଷ୍ଟମାସ ଏବଂ ନୂଆ ବର୍ଷରେ ଶ୍ରୀ ମନ୍ଦିରରେ ଲାଗିବ ଭକ୍ତଙ୍କ ଭିଡ଼ । ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ସମାଗମକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ଏବଂ ଜିଲ୍ଲା ପ୍ରଶାସନ ପକ୍ଷରୁ କରାଯାଉଛି ସ୍ୱତନ୍ତ୍ର ବ୍ୟବସ୍ଥା । ଭକ୍ତଙ୍କ ଶୃଙ୍ଖଳିତ!-->…
ପଲ୍ୟୁସନ ସାର୍ଟିଫିକେଟ ପାଇଁ ଏବେଠୁ ରାଜଧାନୀରେ ଗାଡ଼ି ଚାଳକଙ୍କ ଲମ୍ବାଲାଇନ୍
ଭୁବନେଶ୍ୱର : ଗାଡ଼ିଚାଳକଙ୍କୁ ଘାରିଲାଣି ପଲ୍ୟୁସନ ସାର୍ଟିଫିକେଟ ଭୟ । ରାଜଧାନୀରେ ଦେଖିବାକୁ ମିଳିଛି ଲମ୍ବାଲାଇନ । ଅଧିକ ଫାଇନ ଓ ପେଟ୍ରୋଲ ନ ମିଳିବା ଭୟରେ PUCC ପଏଣ୍ଟମାନଙ୍କରେ ଲାଗିଛି ଏହି ଲମ୍ବା ଲାଇନ । ବାଇକ ଅଟୋ ଓ କାର ନେଇ ଦୀର୍ଘ ସମୟ ଧରି ଧାଡ଼ିରେ ଛିଡ଼ା ହୋଇଛନ୍ତି!-->…
ଟ୍ରାକ୍ଟରକୁ ଧକ୍କା ଦେଲା ପିକନିକ ବସ୍ , ୨୦ ଛାତ୍ରଛାତ୍ରୀ ଆହତ
ବିନିକା: ଟ୍ରାକ୍ଟରକୁ ଧକ୍କା ଦେଲା ପିକନିକ ବସ୍ । ୨୦ ସ୍କୁଲ ଛାତ୍ରଛାତ୍ରୀ ଆହତ ହୋଇଛନ୍ତି । ସୋନପୁର ଡୁଙ୍ଗୁରିପାଲି ନିକଟରେ ଜାତୀୟ ରାଜପଥ ୧୨୬(A)ରେ ମଙ୍ଗଳବାର ସ୍କୁଲ ପିକନିକ୍ ପାଇଁ ଯାଉଥିବା ଗୋଟିଏ ବସ୍ ଏକ ଟ୍ରାକ୍ଟରକୁ ଧକ୍କା ଦେଇଥିଲା। ଯାହାଫଳରେ ଅତି କମରେ ୨୦+ ଜଣ ଛାତ୍ରଛାତ୍ରୀ!-->…
ମାର୍ବାଡ଼ ମହୋତ୍ସବରେ ଯୋଗ ଦେଲେ ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଓ ଲୋକସଭା ବାଚସ୍ପତି
ସମ୍ବଲପୁର: ସମ୍ବଲପୁରରେ ଲୋକସଭା ସାଂସଦ ଓମ ବିର୍ଲା, ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଭଜନଲାଲ ଶର୍ମା ଓ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ସମ୍ବଲପୁରରେ ଆୟୋଜିତ ମାରୱାଡ଼ ମହୋତ୍ସବର ଉଦଯାପନୀ ସମାରୋହରେ ଯୋଗ ଦେଇଛନ୍ତି । ରାଜସ୍ଥାନ ଫାଉଣ୍ଡେସନ ଏବଂ ଖେତରାଜପୁର!-->…
କେବେ ଦୂର ହେବ ମଣ୍ଡି ସମସ୍ୟା ? ଶୀତ କାକରରେ ସାରା ରାତି ଧାରଣାରେ ବସିଲେ ଚାଷୀ
ଉମରକୋଟ: ସରୁନି ମଣ୍ଡି ସମସ୍ୟା । ପ୍ରବଳ ଥଣ୍ଡାକୁ ଖାତିର ନକରି ହାକ ପାଇଁ ରାଜରାସ୍ତାରେ ଧାରଣା । ଶୀତ କାକରରେ ରାତି ସାରା ଧାରଣାରେ ବସିଛନ୍ତି ଚାଷୀ । ଧାନ ଓ ମକା ଅଭାବୀ ବିକ୍ରିକୁ ନେଇ ନବରଙ୍ଗପୁର ଜିଲ୍ଲାର ୩ଟି ବ୍ଲକ ତଥା ଉମରକୋଟ, ଝରୀଗାଁ ଓ ରାଇଘର!-->…
ଦୀର୍ଘ ଦିନ ପରେ ମାଲକାନଗିରି ପୋଲିସ କୁ ମିଳିଛି ବଡ ସଫଳତା :୨୨ଜଣ ମାଓବାଦୀ କଲେ ଆତ୍ମସମର୍ପଣ…
ମାଲକାନଗିରି : ମାଲକାନଗିରି ଜିଲ୍ଲା ପୋଲିସ ନିକଟରେ ୨୨ଜଣ ମାଓବାଦୀ ଙ୍କ ଆତ୍ମସମର୍ପଣ। ୯ଟି ବନ୍ଧୁକ, ୧୪ଟି ଟିଫିନ ବୋମା, ଗୁଳି, ବିସ୍ଫୋରକ ସାମଗ୍ରୀ ଓ ଅନ୍ୟ ମାଓ ସାମଗ୍ରୀ ସହ ଏହି ମାଓବାଦୀ ମାନେ ପୋଲିସ ନିକଟରେ ଆତ୍ମସମର୍ପଣ କରିଛନ୍ତି। ପୋଲିସ ଡିଜି ୱାଇ ବି ଖୁରାନିଆଙ୍କ ସମ୍ମୁଖରେ ଏହି!-->…