Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ନକଲି ଲଟେରୀ ଟିକେଟ ବିକ୍ରି କରି ଲକ୍ଷାଧିକ ଟଙ୍କା ଠକେଇ: ୨୫ ଲକ୍ଷ ଜବତ, ୪ ଗିରଫ
ରାଉରକେଲା : ୬ ଟଙ୍କା ଓ ୧୦ ଟଙ୍କାରେ ଲଟେରୀ ଟିକେଟ। ଟିକଟ ବିକ୍ରି କରି ଲକ୍ଷାଧିକ ଟଙ୍କା ଠକେଇ। ଶେଷରେ ପୁଲିସ ହାବୁଡ଼ରେ ପଡ଼ିଛନ୍ତି ଠକ ଦଳ। ଜନସାଧାରଣଙ୍କୁ ନକଲି ଲଟେରୀ ଟିକଟ ବିକ୍ରି କରିଥିବା ୪ ଠକଭ୍କୁ ଗିରଫ କରିଛି ରାଉରକେଲା ପୁଲିସ। ସେମାନଙ୍କଠାରୁ ୨୫ ଲକ୍ଷ ଟଙ୍କା ଜବତ ହୋଇଛି।
!-->!-->…
ମାଓବାଦୀଙ୍କୁ ଧରାଇ ଦେଲେ ମିଳିବ ପୁରସ୍କାର; ୧୮ ମାଓବାଦୀଙ୍କ ପାଇଁ ୮.୪ କୋଟି
ଭୁବନେଶ୍ବର: ୧୮ ମାଓବାଦୀଙ୍କ ପାଇଁ ୮ କୋଟି ୪୦ ଲକ୍ଷ ଟଙ୍କାର ପୁରସ୍କାର ଘୋଷଣା କରିଛି ବୌଦ୍ଧ ପୁଲିସ। ଯେଉଁମାନେ ଏହି ମାଓବାଦୀମାନଙ୍କୁ ଧରାଇ ଦେବେ ସେମାନଙ୍କୁ ପୁରସ୍କାର ରାଶି ପ୍ରଦାନ କରାଯିବ ବୋଲି ବୌଦ୍ଧ ଜିଲା ପୁଲିସ ପକ୍ଷରୁ କୁହାଯାଇଛି। ଏ ନେଇ ଜିଲାର ବିଭିନ୍ନ ଉପାନ୍ତ!-->…
ଭୁବନେଶ୍ୱରରେ ଯୁବ କଂଗ୍ରେସର ବିକ୍ଷୋଭ
ଭୁବନେଶ୍ବର: ରାଜ୍ୟରେ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ ଅଭିଯୋଗରେ ଗର୍ଜିଲା ଯୁବ କଂଗ୍ରେସ । ଭୁବନେଶ୍ୱରରେ ଯୁବ କଂଗ୍ରେସର ବିକ୍ଷୋଭ ଓ ଅଣ୍ଡାମାଡ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବାସଭବନ ଘେରାଉ ଉଦ୍ୟମ ବେଳେ ପୁଲିସ ସେମାନଙ୍କୁ ଅଟକାଇବାରୁ କଂଗ୍ରେସ କର୍ମୀ ମାନେ ଅଣ୍ଡାମାଡ କରିଥିବା!-->…
ଉଚ୍ଛେଦ ବେଳେ ଉତ୍ତେଜନା, ଉଠା ଦୋକାନୀ-ପୋଲିସ ମୁଁହାମୁହିଁ
ପୁରୀ : ପୁରୀ ବଡ଼ ଦାଣ୍ଡରେ ଉଠା ଦୋକାନୀଙ୍କୁ ଉଚ୍ଛେଦ ବେଳେ ଉତ୍ତେଜନା l ଟ୍ରାଫିକ ବ୍ୟବସ୍ଥାକୁ ସୁପରିଚାଳନା କରିବା ପାଇଁ ପୁରୀ ପ୍ରଶାସନ ପକ୍ଷରୁ ବଡ଼ ଶଙ୍ଖ ପରିବା ଓ ଫଳ ମାର୍କେଟ ଉଚ୍ଛେଦ କରାଯାଉଥିବା ବେଳେ ଉଠା ଦୋକାନୀ ଏହାକୁ ବିରୋଧ!-->…
ଯୁବକଙ୍କୁ ପିଟିପିଟି ହତ୍ୟା
ସାଲେପୁର : ବାହା ହେବାକୁ ଡାକିନେଲେ ପିଟିପିଟି ମାରିଦେଲେ । ଏଭଳି ଅଭିଯୋଗ ଆଣିଛନ୍ତି ଜଣେ ମା’ । ମୋ ପୁଅକୁ ପିଟି ପିଟି ମାରିଦେଲେ । ଗୋଟିଏ ବୋଲି ପୁଅ ମୋର ଚାଲିଗଲା । ମୋ ପୁଅକୁ ଯେମିତି ମାରିଛନ୍ତି ସେମାନଙ୍କୁ ଉଚିତ୍ ଦଣ୍ଡ ମିଳୁ । ମୋ ପୁଅର ଆତ୍ମାକୁ ଶାନ୍ତି ମିଳିବ ।
!-->!-->!-->…
ଗୁଣି ଗାରେଡ଼ି ସନ୍ଦେହରେ ହତ୍ୟା ଘଟଣା , ଦୁଇ ଅଭିଯୁକ୍ତ କୋର୍ଟ ଚାଲାଣ
ମାଲକାନଗିରି : ମାଲକାନଗିରି ଜିଲ୍ଲା କାଲିମେଳା ଥାନା ଅନ୍ତର୍ଗତ ଉଷ୍କାପଲ୍ଲି ଗ୍ରାମର ମୁକା ପଡ଼ିଆମି ( ୫୪ )ଙ୍କୁ ଗତ ବୁଧବାର ରାତିରେ ତାଙ୍କ ଗ୍ରାମର ଦୁଇ ଜଣ ବ୍ୟକ୍ତି ଗୁଣି ଗାରେଡ଼ି ସନ୍ଦେହରେ ଏକ ଧାରୁଆ ଅସ୍ତ୍ରରେ ଆକ୍ରମଣ କରି ହତ୍ୟା କରିଥିବା ଜଣାପଡ଼ିଥିଲା । ଏ ସମ୍ପର୍କରେ ପରିବାର!-->…
ଯୌତୁକ ପାଇଁ ବଧୂ ହତ୍ୟା !
ସାଲେପୁର: ଏଇ ବର୍ଷେ ତଳେ ଝିଅ ପ୍ରେମ ବିବାହ କରିଥିଲା । କିନ୍ତୁ ଏବେ ତା ମରଶରୀର ପଡ଼ିଛି । ଝିଅକୁ ଯୌତୁକ ଆଣ କହି ଶାଶୁଘର ଲୋକେ ଧମକ ଦେଉଥିଲେ । ଝିଅକୁ ମାନସିକ ଓ ଶାରିରୀକ ନିର୍ଯ୍ୟାତନା ଦେଇ ଆସୁଥିଲେ ଶାଶୁଘର ଲୋକେ । ଏବେ ମୋ ଝିଅକୁ ଜୀବନରୁ ଶେଷ କରିଦେଲେ । ଏଭଳି ଏକ!-->…
ରେଞ୍ଜରଙ୍କ ଘରେ ଭିଜିଲାନ୍ସ ରେଡ୍
ଜଗତସିଂହପୁର : ରେଞ୍ଜରଙ୍କ ଘରେ ଭିଜିଲାନସ ରେଡ୍ । ଏକାସଙ୍ଗେ ୫ଟି ସ୍ଥାନରେ ରେଡ୍। ଜଗତସିଂହପୁର ବନବିଭାଗ ରେଞ୍ଜର ରାଜେନ୍ଦ୍ର କୁମାର ସାମନ୍ତରାୟଙ୍କ ଘରେ ଭିଜିଲାନ୍ସ ଚଢ଼ାଉ । ଆୟବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବାସଭବନ ଓ କାର୍ଯ୍ୟାଳୟ ସମେତ ଏକାସଙ୍ଗେ ୫ଟି ସ୍ଥାନରେ!-->…
ଭୁବନେଶ୍ୱରରେ ବାୟୁ ପ୍ରଦୂଷଣ ସ୍ଥିତି ଚିନ୍ତାଜନକ, ୩୦୦ ଟପିଲା ଗୁଣବତ୍ତା ସୂଚକାଙ୍କ ମାନ
ଭୁବନେଶ୍ୱର : ଭୁବନେଶ୍ୱରରେ ୩୦୦ ଟପୁଛି ବାୟୁ ଗୁଣବତ୍ତା ସୂଚକାଙ୍କ ମାନ । ଦୁଇ ସପ୍ତାହ ଧରି ବଢ଼ି ବଢ଼ି ଚାଲିଛି ବାୟୁ ପ୍ରଦୂଷଣ । ଆଜି ଭୁବନେଶ୍ୱରରେ ଦିନ ୧.୧୩ ବେଳକୁ ଏକ୍ୟୁଆଇ ୩୪୮ ରହିଥିଲା ଯାହା ଚିନ୍ତାର କାରଣ ପାଲଟିଛି । ନିଶ୍ୱାସରେ ବିଷ!-->…
ଛାତ୍ରଙ୍କ ଉପରେ ପଡ଼ିଲା ସ୍କୁଲ ସାଇନ୍ ବୋର୍ଡ: ଜଣେ ମୃତ, ୨ ଆହତ
ବାରିପଦା: ମୟୂରଭଞ୍ଜ ଜିଲ୍ଲାର ବଡ଼ଭୁଣ୍ଡୁରେ ଥିବା ଏକ ସରକାରୀ ସ୍କୁଲରେ ସାଇନବୋର୍ଡ ଭୁଶୁଡ଼ି ପଡ଼ିବା ଫଳରେ ଜଣେ ଛାତ୍ରଙ୍କର ମୃତ୍ୟୁ ହେବା ସହ ଅନ୍ୟ ଦୁଇଜଣ ଆହତ ହୋଇଥିବା ସୂଚନା ମିଳିଛି।ତେବେ ଶୁକ୍ରବାର ଅପରାହ୍ନରେ ସ୍କୁଲ କ୍ୟାମ୍ପସ ଭିତରେ କିଛି ଛାତ୍ର ଖେଳୁଥିବା ସମୟରେ ସାଇନବୋର୍ଡଟି!-->…