Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ଜାତୀୟ ଶିକ୍ଷକ ସମ୍ମାନ-୨୦୨୫: ଓଡି଼ଶାର ୨ ଶିକ୍ଷକଙ୍କୁ ସମ୍ମାନିତ କଲେ ରାଷ୍ଟ୍ରପତି
ଭୁବନେଶ୍ୱର/ନୂଆଦିଲ୍ଲୀ: ଦିଲ୍ଲୀ ବିଜ୍ଞାନ ଭବନରେ ଜାତୀୟ ଶିକ୍ଷକ ସମ୍ମାନ ପ୍ରଦାନ ସମାରୋହ ଆୟୋଜିତ ହୋଇଛି। ଗୁରୁ ଦିବସରେ ୪୫ ଶିକ୍ଷକଙ୍କୁ ସମ୍ମାନିତ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଓଡ଼ିଶାର ୨ ଜଣ ଶିକ୍ଷକଙ୍କୁ ମିଳିଲା ଜାତୀୟ ଶିକ୍ଷକ ସମ୍ମାନ-୨୦୨୫। ମାଲକାନଗିରିର ବସନ୍ତ ରଣା ଓ!-->…
ପାରାଦୀପ ବନ୍ଦରରେ ଜାହାଜରୁ ଖସିପଡିଲେ ୨ ଜଣ କ୍ରିୟୁ ସଦସ୍ୟ, ଜଣେ ନିଖୋଜ
ପାରୀଦୀପ : ପାରୀଦୀପ ବନ୍ଦରରେ ଅଘଟଣ । ଜାହାଜରୁ ଖସିପଡିଲେ ୨ ଜଣ କ୍ରିୟୁ ସଦସ୍ୟ । ଜଣେ ସଦସ୍ୟଙ୍କୁ ଉଦ୍ଧାର କରାଯାଇଛି, ଅନ୍ୟ ଜଣେ ନିଖୋଜ । ବନ୍ଦରର ୫ ନମ୍ବର ଗେଟ୍ ନିକଟରେ ଥିବା ପିଆଇସିଟି ବର୍ଥରେ ଅଘଟଣ ଘଟିଛି । ଉଦ୍ଧାର କାର୍ଯ୍ୟରେ CISF, ମେରାଇନ ପୋଲିସ,!-->…
ସ୍କୁଲରେ ଗୁରୁଦିବସ ପାଳନ ଚାଲିଥିବା ବେଳେ ଛାତରୁ ଖସିଲା ପ୍ଲାଷ୍ଟର, ୩ ଛାତ୍ରୀ ଗୁରୁତର
ବାସୁଦେବପୁର : ଗୁରୁଦିବସ ପୂଜା ଚାଲିଥିବା ବେଳେ ଛାତରୁ ଖସିଲା ପ୍ଲାଷ୍ଟର । ୩ ଜଣ ଛାତ୍ରୀ ଗୁରୁତର ହୋଇଛନ୍ତି । ଭଦ୍ରକ ଜିଲ୍ଲା ବାସୁଦେବପୁର ବ୍ଲକ କିସ୍ମତ କୃଷ୍ଣପୁର ପଂଚାୟତ ବହୁମାଘେରି ସରକାରୀ ପ୍ରାଥମିକ ବିଦ୍ୟାଳୟରୁ ଆସିଛି ଏପରି ଘଟଣା । ୩ ଗୁରୁତରଙ୍କୁ ଚିକିତ୍ସା ନିମନ୍ତେ!-->…
ଓଡ଼ିଶାକୁ ଆସିବ ୬୦୦ ଇ-ବସ୍, ସମ୍ବଲପୁରରେ ଗଡ଼ିବ ୨୫ଟି
ଭୁବନେଶ୍ୱର : ଆଗକୁ ରାଜ୍ୟରେ ଅଧିକ ଗଡ଼ିବ ଇ-ବସ୍ । ପରିବେଶ ସୁରକ୍ଷା ପାଇଁ ଆଗକୁ ଅଧିକ ଇ-ବସ୍ ପ୍ରଚଳନ କରିବାକୁ ସରକାର ଯୋଜନା କରୁଛନ୍ତି । ମନ୍ତ୍ରୀ କହିଛନ୍ତି, ଆଗକୁ ରାଜ୍ୟ ସରକାର ୨ ଶହ ଇ-ବସ୍ ଆଣିବେ । ଏହାସହ ପ୍ରଧାନମନ୍ତ୍ରୀ ମଧ୍ୟ ଓଡ଼ିଶାକୁ ୪ ଶହ ଇ-ବସ୍ ପ୍ରଦାନ କରିବେ । ମୋଟ୍!-->…
ଭୁବନେଶ୍ୱରରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ, ଖରାପ ପାଗ ଯୋଗୁ କୋଲକାତାରେ ଅବତରଣ କଲା ବିମାନ
ଭୁବନେଶ୍ୱର : ଦିଲ୍ଲୀ ଗସ୍ତରୁ ଫେରିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଆଜି ସକାଳେ ପାଗ ଖରାପ ଯୋଗୁ ଦିଲ୍ଲୀରୁ ମୁଖ୍ୟମନ୍ତ୍ରୀ ଫେରୁଥିବା ବିମାନଟି ଭୁବନେଶ୍ବର ବିମାନବନ୍ଦରରେ ଅବତରଣ କରିପାରିନଥିଲା । ଏହି ବିମାନଟି କୋଲକାତାରେ ଲ୍ୟାଣ୍ଡିଂ କରିଥିଲା । ପାଗ ବଦଳିବା ପରେ ମୁଖ୍ୟମନ୍ତ୍ରୀ!-->…
ଶାରଦୀୟ ପୂଜା ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶରେ ସ୍ୱତନ୍ତ୍ର ଏସଓପି ଜାରି କଲା କଟକ ଜିଲ୍ଲା ପ୍ରଶାସନ
କଟକ : ଶାରଦୀୟ ପୂଜା ମଣ୍ଡପ ଓ ଗେଟ ଅନୁମତି ପାଇଁ କଟକ ଜିଲ୍ଲା ପ୍ରଶାସନର ସ୍ୱତନ୍ତ୍ର ବ୍ୟବସ୍ଥା । ହାଇକୋର୍ଟଙ୍କ ନିର୍ଦ୍ଦେଶ ଅନୁଯାୟୀ ସ୍ୱତନ୍ତ୍ର ଏସଓପି ଜାରି କରିଛି କଟକ ଜିଲ୍ଲା ପ୍ରଶାସନ । ଆଜିଠାରୁ ୩ ଦିନ ପର୍ଯ୍ୟନ୍ତ ମଣ୍ଡପ ଓ ଗେଟ ପାଇଁ ଆବେଦନ କରିବେ ସମସ୍ତ ପୂଜା ମଣ୍ଡପ । !-->…
ଆଗାମୀ ଦିନରେ ରାଜ୍ୟରେ ନିଯୁକ୍ତି ପାଇବେ ୪୪ ହଜାର ୪୩୩ ଶିକ୍ଷକ : ମନ୍ତ୍ରୀ
ଭୁବନେଶ୍ୱର : ଆଗାମୀ ଦିନରେ ରାଜ୍ୟ ସରକାର ୪୪ ହଜାର ୪୩୩ ଶିକ୍ଷକ ନିଯୁକ୍ତି ଦେବାକୁ ଯାଉଛନ୍ତି । ସେହିପରି ପ୍ରତିବର୍ଷ ୧୫ ହଜାର ଶିକ୍ଷକ ନିଯୁକ୍ତି କରିବା ପାଇଁ ବି ନିଷ୍ପତ୍ତି ନେଇଛନ୍ତି । ଶିକ୍ଷକ ଅଭାବର ସମାଧାନ ହେବ । ଭତ୍ତା ପାଇବା ପାଇଁ ବୟସ ଜାଲିଆତି କରୁଥିବା!-->…
ଗୁରୁ ଦିବସରେ ଗାନ୍ଧୀ ମାର୍ଗରେ ଗର୍ଜିଲେ, ୫ ଦଫା ଦାବି ନେଇ ଆନ୍ଦୋଳନ କଲେ ଶିକ୍ଷକ
ଭୁବନେଶ୍ବର : ରାଜଧାନୀରେ ଗୁରୁ ଦିବସରେ ଗର୍ଜିଲେ ଶିକ୍ଷକ । ଓଡ଼ିଶା ସ୍କୁଲ କଲେଜ୍ ଶିକ୍ଷକ ଓ କର୍ମଚାରୀ ସମନ୍ଵୟ ସମିତି ପକ୍ଷରୁ ଭୁବନେଶ୍ବର ଗାନ୍ଧୀ ମାର୍ଗରେ ଆନ୍ଦୋଳନ । ଲୋୟର ପିଏମଜିରେ ହଜାର ହଜାର ଶିକ୍ଷକ ଏକାଠି ହୋଇଛନ୍ତି । ୫ ଦଫା ଦାବି ନେଇ!-->…
କୋଟପାଡ଼ ମାଟିର ଗୌରବ :ରାଜ୍ୟସ୍ତରୀୟ ଶ୍ରେଷ୍ଠ ଶିକ୍ଷକ ଭାବେ ବ୍ରହ୍ମଦତ୍ତ ସମ୍ମାନିତ
କୋଟପାଡ଼ :05/09/2025, ସରକାରୀ ଉଚ୍ଚ ବିଦ୍ୟାଳୟ କୋଟପାଡ଼ର ଯୁବ ବିଜ୍ଞାନ ଶିକ୍ଷକ ବ୍ରହ୍ମଦତ୍ତ ମିଶ୍ର ଚଳିତ ବର୍ଷ ଓଡ଼ିଶା ସରକାର ତଥା ଶିକ୍ଷା ବିଭାଗ ଦ୍ୱାରା ରାଜ୍ୟସ୍ତରୀୟ ଶ୍ରେଷ୍ଠ ଶିକ୍ଷକ ପୁରସ୍କାର-(2024) ପ୍ରାପ୍ତ ପାଇଁ ଯୋଗ୍ୟ ବିବେଚିତ ହୋଇଛନ୍ତି।ସୂଚନା ଯୋଗ୍ୟ ଯେ, ସେ ଏହା!-->…
ବସନ୍ତ କୁମାର ରଣା ଓ ତରୁଣ କୁମାର ଦାସ ପାଇଲେ ଜାତୀୟ ଶିକ୍ଷକ ପୁରସ୍କାର।
ମାଲକାନଗିରି, ୫/୯/୨୫:ଜାତୀୟ ଶିକ୍ଷକ ପୁରସ୍କାର ପାଇଁ ମନୋନୀତ ମାଲକାନାଗିରି ଜିଲ୍ଲା ର ବସନ୍ତ କୁମାର ରଣା, କନ୍ଦେଲ୍ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଓ କୋରାପୁଟ ଜିଲ୍ଲାରେ ପି ଏମ ଶ୍ରୀ କେନ୍ଦ୍ରୀୟ ବିଦ୍ୟାଳୟ କୋରାପୁଟ ରେ କାର୍ଯ୍ୟରତ ତରୁଣ କୁମାର ଦାସ ଙ୍କୁ ଆଜି ଜାତୀୟ ଶିକ୍ଷକ ପୁରସ୍କାର!-->…