Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ମାଆ ସହ ମିଶି ଶାଶୂକୁ ହତ୍ୟା କଲା ବୋହୂ
ଅନୁଗୁଳ: ଅନୁଗୁଳ ଜିଲ୍ଲା ସଦର ଥାନା ଅନ୍ତର୍ଗତ ଖଲାରୀ ଗଡପଦା ସାହିରେ ବିଭତ୍ସ ହତ୍ୟାକାଣ୍ଡ ଘଟିଛି। ଶାଶୁକୁ ହତ୍ୟା କରିଛି ବୋହୂ । ମାଆ ସହ ମିଶି ଶାଶୁ କୁନି ନାୟକଙ୍କୁ ବୋହୂ ସରିତା ସାହୁ ହତ୍ୟା କରିଥିବା ଅଭିଯୋଗ ହୋଇଛି । ଏହାକୁ ନେଇ କୁନି ନାୟକଙ୍କ ପୁଅ କାହ୍ନୁ ନାୟକ ଥାନାରେ ଏତଲା!-->…
ଧଉଳି ଗଣଦୁଷ୍କର୍ମ ମାମଲା: ମୁଖ୍ୟ ଅଭିଯୁକ୍ତ ସତ୍ୟପ୍ରକାଶ ହାତୀର କ୍ରାଇମ ସିନ୍ ରିକ୍ରିଏସନ୍
ଭୁବନେଶ୍ବର : ସତ୍ୟପ୍ରକାଶ ହାତୀର କ୍ରାଇମ ସିନ୍ ରିକ୍ରିଏସନ୍ । ଭୁବନେଶ୍ବର ଧଉଳି ଗଣଦୁଷ୍କର୍ମ ମାମଲାରେ ମୁଖ୍ୟ ଅଭିଯୁକ୍ତ ସତ୍ୟପ୍ରକାଶ ହାତୀକୁ କ୍ରାଇମସ୍ପଟକୁ ନେଇ କ୍ରାଇମ ସିନ ରିକ୍ରିଏସନ କରିଛି କମିଶନରେଟ ପୋଲିସ । ଘଟଣା ପରଠୁ ଫେରାର ଥିଲା ମୁଖ୍ୟ ଅଭିଯୁକ୍ତ!-->…
ଗୁଣି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା ଅଭିଯୋଗ, ଜଣେ ଅଟକ
ମାଲକାନଗିରି : ଗୁଣିଗାରେଡି ସନ୍ଦେହରେ ବୃଦ୍ଧଙ୍କୁ ନିର୍ମମ ହତ୍ୟା ଅଭିଯୋଗ । ମାଲକାନଗିରି ଜିଲ୍ଲା କାଲିମେଳା ଥାନା ଉସ୍ମାପଲ୍ଲୀ ଗାଁରେ ଗୁଣି ସନ୍ଦେହରୁ ବର୍ବରକାଣ୍ଡ । ଧାରୁଆ ଅସ୍ତ୍ରରେ ଅତି ନିର୍ମମ ଭାବେ ହତ୍ୟା କରିଛି ଦୁର୍ବୃତ୍ତ । ପୋଟେରୁ ଫାଣ୍ଡିରେ ଅଭିଯୋଗ ପରେ!-->…
୨୦ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଲେଡି IIC
ଲକ୍ଷ୍ମୀପୁର : ଭିଜିଲାନ୍ସ ଜାଲରେ ଲେଡି IIC । ଭିଜିଲାନ୍ସ ଜାଲରେ କୋରାପୁଟ ଜିଲ୍ଲା ଦଶମନ୍ତପୁର ଥାନା IIC ସୁକୁମା ହାଁସଦା । ୨୦ ହଜାର ଟଙ୍କା ଲାଞ୍ଚ ନେଲାବେଳେ ଧରିଲା ଭିଜିଲାନ୍ସ । କେସ୍ ଡାଏରୀ ଦାଖଲ ପାଇଁ ନେଉଥିଲେ ଲାଞ୍ଚ । ଜୟପୁର ଭିଜିଲାନ୍ସ DSPଙ୍କ ନେତୃତ୍ବରେ ଥାନା ଓ ଘରେ!-->…
ଦୁର୍ଘଟଣାରେ ଦାଦା, ପୁତୁରା ମୃତ
ଚାନ୍ଦବାଲି : ଦୁର୍ଘଟଣାରେ ଦାଦାପୁତୁରା ମୃତ । ଏକାସାଙ୍ଗରେ ଚାଲିଗଲା ଦାଦା ଓ ପୁତୁରାଙ୍କ ଜୀବନ । ଭଦ୍ରକ ଜିଲ୍ଲା ବାଂଶଡା ଧାମରା ମୁଖ୍ୟ ରାସ୍ତାର ଗୁଆଁଳ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ଦୁର୍ଘଟଣା ପରେ ଉଭୟଙ୍କୁ ଚାନ୍ଦବାଲି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା!-->…
ଖଣ୍ଡଗିରିରୁ ଏମ୍ସ ହେବ ସ୍ବତନ୍ତ୍ର ଆମ୍ବୁଲାନ୍ସ କରିଡର: ପୃଥ୍ବୀରାଜ ହରିଚନ୍ଦନ
ଭୁବନେଶ୍ୱର: ଖଣ୍ଡଗିରିରୁ ଏମ୍ସ ହେବ ସ୍ବତନ୍ତ୍ର ଆମ୍ବୁଲାନ୍ସ କରିଡର। ପୂର୍ତ୍ତବିଭାଗ ସମୀକ୍ଷା ବୈଠକରେ ନିଷ୍ପତ୍ତି ନେଇ ପୃଥ୍ବୀରାଜ ହରିଚନ୍ଦନଙ୍କ ସୂଚନା। ଖଣ୍ଡଗିରିରୁ କଳିଙ୍ଗନଗର ଯାଏ ୩ ଲେନ ସର୍ଭିସ ରୋଡ ପାଇଁ ନିଷ୍ପତ୍ତି ହୋଇଛି। ଏହା ମଧ୍ୟରୁ ଗୋଟିଏ ଲେନ୍ ଆମ୍ବୁଲାନ୍ସ ପାଇଁ ରିଜର୍ଭ!-->…
୨୦ ହଜାର ଟଙ୍କାରେ କରିପାରିବେ ଆପାର୍ଟମେଣ୍ଟର କମନ୍ ଏରିଆ ରେଜିଷ୍ଟ୍ରେସନ୍
ଭୁବନେଶ୍ୱର: ଆଉ ଚଳିବନି ବିଲ୍ଡରଙ୍କ ମନମାନି। ସହଜ ହେଲା ଆପାର୍ଟମେଣ୍ଟ କମନ ଏରିଆ ପଞ୍ଜିକରଣ। ଆପାର୍ଟମେଣ୍ଟର କମନ ଏରିଆ ବା ସର୍ବସାଧାରଣ ଅଞ୍ଚଳ ପଞ୍ଜିକରଣକୁ ନେଇ ଉପୁଜିଥିବା ଦ୍ବନ୍ଦ୍ବ ଦୂର ହୋଇଛି। ରାଜ୍ୟ ସରକାର ଏହି ପଞ୍ଜିକରଣକୁ ସହଜ କରିଛନ୍ତି। ରିଅଲ ଇଷ୍ଟେଟ ପ୍ରକଳ୍ପର ସମ୍ପୂର୍ଣ୍ଣ!-->…
ସୁରକ୍ଷାକର୍ମୀଙ୍କ ଗୁଳିରେ ୩ ମାଓବାଦୀ ନିହତ
ମାଲକାନଗିରି : ଟଳିପଡିଲେ ୩ ମାଓବାଦୀ । ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ ସୁକମା ଜିଲ୍ଲା ଗୋଲାପାଲ୍ଲୀ ଜଙ୍ଗଲରେ ପୋଲିସ ମାଓବାଦୀ ମୁହାଁମୁହିଁ । ସୁରକ୍ଷାକର୍ମୀଙ୍କ ଗୁଳିରେ ୩ ଜଣ ମାଓବାଦୀ ନିହତ ହୋଇଥିବା ସୂଚନା । ମାଓ କ୍ୟାମ୍ପରେ ଶତାଧିକ ମାଓବାଦୀ ଲୁଚି ରହି ସୁରକ୍ଷାକର୍ମୀଙ୍କୁ!-->…
ଗଞ୍ଜାମ ଜିଲ୍ଲା ରେ ବେଆଇନ ବାଲିଘାଟ ଉପରେ ଚଢ଼ାଉ କେବେ..? : ଆସିକା ଆଲିପୁର,ପଥରା ବେଆଇନ ବାଲି ଘାଟରୁ ପ୍ରଶାସନ ନାଁ…
ମାଫିଆ ମାନଙ୍କ ହାତରେ ହେଉଛି ବଟି ଆଦାୟ….! ପ୍ରଶାସନ ସବୁ ଦେଖି ସବୁ ଜାଣି ନୀରବ..
କୁଆଡେ ଗଲା ପୋଲିସ ର ଅପରେସନ ଧର ପଗଡ଼..??
ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲାରେ ମାଳ ମାଳ ବେଆଇନ ବାଲି ଘାଟ ପ୍ରଶାସନ ସବୁ ଜାଣି ନୀରବ କାହିଁକି ବୋଲି ସାଧାରଣ ରେ ପ୍ରଶ୍ନ ଉଠିଲାଣି l ଖଣି ବିଭାଗ!-->!-->!-->!-->!-->!-->!-->…
କିସ୍ରେ ନବମ ଶ୍ରେଣୀ ଛାତ୍ର ମୃତ୍ୟୁ ଘଟଣା: ଡାଲି ପଡିବାରୁ ସହପାଠି ତଣ୍ଟି ଚିପି ହତ୍ୟା କରିଥିବା କହିଲେ ପୁଲିସ…
ଭୁବନେଶ୍ୱର: କିସ୍ରେ ନବମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ ଘଟଣା । ଉପରେ ଡାଲିପଡିବା ଘଟଣାରେ ଅନ୍ୟଛାତ୍ରମାନେ ହତ୍ୟା କରିଥିବା ପୁଲିସ୍ କମିଶନର ଏସ୍ ଦେବଦତ୍ତ ସିଂ କହିଛନ୍ତି । ବିଦ୍ୟାଳୟ ପରିସରରେ କିଛି ଛାତ୍ର ଜୋକର ଗ୍ୟାଙ୍ଗ ଗଢିଥିଲେ । ସେମାନେ ଅନ୍ୟ ଛାତ୍ରଙ୍କୁ ଭୟଭୀତ କରୁଥିଲେ!-->…