Browsing Category

ଓଡିଶା

ସମୁଦ୍ରରେ ବୁଡ଼ି ଛାତ୍ରୀ ମୃତ

ପୁରୀ : ପିକନିକ୍ ଆସି ସମୁଦ୍ରରେ ବୁଡ଼ି ଛାତ୍ରୀଙ୍କ ମୃତ୍ୟୁ । ମୃତ ଛାତ୍ରୀ କଟକ ବକ୍ସି ବଜାର ବଣିଆ ସାହିର ଶିଳ୍ପାଶ୍ରୀ ସାହୁ । ପୁରୀ ବେଲେଶ୍ଵର ମନ୍ଦିର ସାମ୍ନା ବେଳାଭୂମିରେ ଘଟିଛି ଅଘଟଣ । ମୃତଦେହ ଜବତ କରାଯାଇ ସଦର ମୁଖ୍ୟ ଚିକିତ୍ସାଳୟରେ ରଖାଯାଇଛି । କୋଚିଂ ସେଣ୍ଟର ପିଲାମାନେ

ଆଚାର୍ଯ୍ୟ ହରିହର କର୍କଟ କେନ୍ଦ୍ରରେ କର୍ମଚାରୀଙ୍କ ଆନ୍ଦୋଳନ, ରୋଗୀସେବା ଠପ

କଟକ : କଟକ ଆଚାର୍ଯ୍ୟ ହରିହର କର୍କଟ କେନ୍ଦ୍ରରେ କର୍ମଚାରୀଙ୍କ ଆନ୍ଦୋଳନ । ଫଳରେ ରୋଗୀସେବା ସଂପୂର୍ଣ୍ଣ ଠପ । ଆଚାର୍ଯ୍ୟ ହରିହର କର୍କଟ କେନ୍ଦ୍ରରେ ରୋଗୀଙ୍କୁ ସେବା ଯୋଗାଇ ଦେବା ପାଇଁ ଆଟେଣ୍ଡାଣ୍ଟ ଓ ଅନ୍ୟ ଚତୁର୍ଥ ଶ୍ରେଣୀ କର୍ମଚାରୀଙ୍କୁ କ୍ୱେସ ସର୍ଭିସ ପ୍ରୋଭାଇଡର ଜରିଆରେ

ଅନ୍ଧବିଶ୍ଵାସ ହେଲା କାଳ, ଗୁଣିଗାରେଡ଼ି ପାଇଁ ଖୋଳିଥିବା ଗାତରେ ଚାଲିଗଲା ଜୀବନ

କେନ୍ଦ୍ରାପଡା : ଅନ୍ଧବିଶ୍ଵାସ ନେଲା ଜୀବନ। ଗ୍ରହ ଶାନ୍ତି ପୂଜା ବେଳେ ଅଘଟଣ। ଏଭଳି ଅଭାବନୀୟ ଘଟଣା ଘଟିଛି କେନ୍ଦ୍ରାପଡା ନିକିରାଇ ଥାନା ଅନ୍ତର୍ଗତ ପାଳକଣା ଗାଁରେ । ମିଳିଥିବା ସୂଚନା ଅନୁଯାୟୀ ଜଗବନ୍ଧୁ ମହାରଣାଙ୍କ ଘରେ ଗୁଣି ଗାରେଡ଼ି ପାଇଁ ୧୦ ଫୁଟ ଗଭୀର ଗାତ ଭିତରେ ପୂଜା

ବଲାଙ୍ଗୀରରେ ଖୋଲିନି ମଣ୍ଡି, ଧାନ ବିକ୍ରି କରିନପାରି ଚିନ୍ତାରେ ଚାଷୀ

ବଲାଙ୍ଗୀର: ବଲାଙ୍ଗୀର ଜିଲାରେ ଧାନ ମଣ୍ତି ଖୋଲିନଥିବାରୁ ଚାଷୀମାନଙ୍କୁ ଧାନ ବିକ୍ରୟ କରିବାରେ ସମସ୍ୟା ଉପୁଜିଛି। ଏହି ବିଷୟକୁ ନେଇ ବିଧାୟକ କଳିକେଶ ନାରାୟଣ ସିଂହଦେଓ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଚିଠି ଲେଖିଛନ୍ତି । ସେ ଚିଠିରେ ଉଲ୍ଲେଖ କରିଛନ୍ତି ଯେ ସମଗ୍ର ଜିଲାରେ ଧାନ ଅମଳ

ବିସ୍କୁଟ୍ ଲୋଭ ଦେଖାଇ ୫ ବର୍ଷର ଶିଶୁ କନ୍ୟାକୁ ଦୁଷ୍କର୍ମ ! ଅଭିଯୁକ୍ତ ଗିରଫ

ବାରିପଦା: ମୟୂରଭଞ୍ଜ ଜିଲ୍ଲା ବାରିପଦା ସଦର ଥାନା ଅଞ୍ଚଳରେ ପୁଣି ଲଜ୍ଜା। ଜଣେ ୫ ବର୍ଷର ଶିଶୁ କନ୍ୟାକୁ ଦୁଷ୍କର୍ମ କରାଯାଇଥିବା ନେଇ ସାଂଘାତିକ ଅଭିଯୋଗ ହୋଇଛି। ସୂଚନା ଅନୁଯାୟୀ କେହି ଦୁର୍ବୃତ୍ତ ଶିଶୁ କନ୍ୟାକୁ ବିସ୍କୁଟ୍ ଦେବାର ଲୋଭ ଦେଖାଇ ଦୁଷ୍କର୍ମ କରିଥିଲେ। ଏହି ଘଟଣା ପରେ ଶିଶୁଟି

ନୀଳକଣ୍ଠ ନଗର ସରସ୍ଵତୀ ଶିଶୁ ମନ୍ଦିର ବାର୍ଷିକ ଉତ୍ସବରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ

ବ୍ରହ୍ମପୁର: ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବ୍ରହ୍ମପୁର ଗସ୍ତ କରିଛନ୍ତି । ଆଜି ଦିନ ସାଢେ ୧୧ ଟା ବେଳେ ମୁଖ୍ୟମନ୍ତ୍ରୀ ବ୍ରହ୍ମପୁର ରାମଲିଙ୍ଗେଶ୍ୱର୍ ପାର୍କରେ ପହଞ୍ଚି ପୂର୍ବତନ ପ୍ରଧାନମନ୍ତ୍ରୀ ଭାରତରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ପ୍ରତିମୂର୍ତ୍ତୀରେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ

ପୁରୁଷ ବନ୍ଧୁଙ୍କ ଘରୁ ଅଧ୍ୟାପିକାଙ୍କ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ

କେନ୍ଦୁଝର : ପୁରୁଷ ବନ୍ଧୁଙ୍କ ଘରୁ ଅଧ୍ୟାପିକାଙ୍କ ସନ୍ଦେହଜନକ ମୃତଦେହ ଉଦ୍ଧାର । ହତ୍ୟା ଅଭିଯୋଗ ଆଣିଲେ ପରିବାର । ମୃତକ ହେଲେ କେନ୍ଦୁଝର ସରକାରୀ ମହିଳା ମହାବିଦ୍ୟାଳୟର ଅତିଥି ଅଧ୍ୟାପିକାଙ୍କ ପ୍ରିୟଙ୍କା ଦାସ । ପୁରୁଷ ବନ୍ଧୁଙ୍କ ଘରେ ପ୍ରିୟଙ୍କାଙ୍କ ମୃତଦେହ ମିଳିବା ପରେ

ଆଶ୍ରମ ବିଦ୍ୟାଳୟରେ ସୂଚନା ଫଳକ ପଡି ଛାତ୍ରଙ୍କ ମୃତ୍ୟୁ

କୋଟପାଡ଼ : ସୂଚନା ଫଳକ ପଡି ଛାତ୍ର ମୃତ୍ୟୁ । କୋରାପୁଟ ଜିଲ୍ଲା କୋଟପାଡ଼ ଥାନା ସରକାରୀ ଉନ୍ନିତ ଆଶ୍ରମ ବିଦ୍ୟାଳୟରେ ଅଘଟଣ ଘଟିଛି । ମୃତକ ଗୁମୁଡା ପଂଚାୟତ ସୁଉନିଗୁଡା ଗାଁର ପ୍ରେମାନନ୍ଦ ଭତ୍ରା । ସେ ତୃତୀୟ ଶ୍ରେଣୀରେ ପଢୁଥିଲେ । ସକାଳୁ ବ୍ରସ୍ କରିବା ସମୟରେ ଦୁଇ ଛାତ୍ରଙ୍କ ଉପରେ

ଗାଡ଼ି ସାଇଡମରାକୁ ନେଇ ଆକ୍ରମଣ, ଏୟାରପୋର୍ଟ ଥାନାରେ ଉତ୍ତେଜନା

ଭୁବନେଶ୍ବର : ଗାଡ଼ି ସାଇଡମରାକୁ କେନ୍ଦ୍ର କରି ଆକ୍ରମଣ । ଭୁବନେଶ୍ବର ଏୟାରପୋର୍ଟ ଥାନାରେ ଉତ୍ତେଜନା । ଘଟଣାସ୍ଥଳରେ ସ୍ଥିତି ନିୟନ୍ତ୍ରଣ ପାଇଁ ଡିସିପିଙ୍କ ପ୍ରୟାସ । ଗାଡି ସାଇଡ ମରାକୁ କେନ୍ଦ୍ରକରି ଜଣେ ଡ୍ରାଇଭରଙ୍କୁ ଆକ୍ରମଣ । ଆକ୍ରମଣରେ ଡ୍ରାଇଭର ଜଣକ ଆହତ ହୋଇଛନ୍ତି ।

୧୮୩ ହୋମଗାର୍ଡ ପଦ ପାଇଁ ୮ହଜାର ପରୀକ୍ଷାର୍ଥୀ, ଏୟାରଷ୍ଟ୍ରିପରେ ବସି ଦେଲେ ଲିଖିତ ପରୀକ୍ଷା

ସମ୍ବଲପୁର : ୧୮୩ ପଦ ପାଇଁ ୮ହଜାର ପରୀକ୍ଷାର୍ଥୀ । ସମ୍ବଲପୁର ଜିଲ୍ଲାରେ ହୋମ ଗାର୍ଡ ପଦବୀ ପାଇଁ ପରୀକ୍ଷା ଦେଲେ ୮୦୦୦ ପରୀକ୍ଷାର୍ଥୀ । ଜମାଦାରପାଲି ଏୟାରଷ୍ଟ୍ରିପରେ ବସି ଏକାଠି ଲିଖିତ ପରୀକ୍ଷା ଦେଇଛନ୍ତି ଆଶାୟୀ । ୧୮୩ ହୋମଗାର୍ଡ ପଦବୀ ପାଇଁ ୮ହଜାର ଆଶାୟୀ ପରୀକ୍ଷା ଦେଇଛନ୍ତି ।