Browsing Category

ଓଡିଶା

ଭାଙ୍ଗିଗଲା କେନାଲ: ଚାଷୀ ହତାଶ

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣୀପଙ୍ଗା ପଞ୍ଚାୟତ ହାତୀମୁଣ୍ଡ ଗାଁର ପାଣି ପଞ୍ଚାୟତ-୧ ନମ୍ବର ମୁଖ୍ୟ କେନାଲ ଆରଡ଼ି-୪୩୦୦ ଅଣ୍ଡର ଟନେଲରେ ଥିବା ଛାତ ସମ୍ପୂର୍ଣ୍ଣ ଭାବେ ଭୁଶୁଡି ଯାଇଥିବା ହେତୁ ପାଣି ଯାଉଥିବା ମୁଖ୍ୟ କେନାଲ ଚାଷ ଜମିକୁ ଜଳ ସେଚିତ ହେଇ

ଦଶହରା ପୂର୍ବରୁ ସମସ୍ତ ସହରାଞ୍ଚଳ ରାସ୍ତା ମରାମତି ହେବ : ପୃଥ୍ୱୀରାଜ ହରିଚନ୍ଦନ

ଭୁବନେଶ୍ୱର : ଦୁର୍ଗାପୂଜା ପୂର୍ବରୁ ରାଜ୍ୟର ସମସ୍ତ ସହରର ରାସ୍ତା ନିର୍ମାଣ ଓ ମରାମତି କାର୍ଯ୍ୟ ଶେଷ ହେବ । ଏ ନେଇ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି । ଆସନ୍ତା ୨୦ ତାରିଖ ପୂର୍ବରୁ ଟ୍ୱିନ୍‌ସିଟି ସମେତ ସବୁ ସହରାଞ୍ଚଳ ରାସ୍ତା ମରାମତି ଶେଷ ହେବ

ଶ୍ରୀମନ୍ଦିର ପରିଚାଳନା କମିଟିର ପ୍ରଥମ ବୈଠକ: ନାଟମଣ୍ଡପରେ ଧାଡି ଦର୍ଶନ ଓ ୧୪ ସବ୍‌କମିଟି ଗଠନକୁ ଅନୁମୋଦନ

ପୁରୀ : ଶ୍ରୀମନ୍ଦିର ପରିଚାଳନା କମିଟିର ପ୍ରଥମ ବୈଠକ ଶେଷ ହୋଇଛି । ପରିଚାଳନା କମିଟି ବୈଠକ ଶେଷରେ ମୁଖ୍ୟ ପ୍ରଶାସକ ଡ ଅରବିନ୍ଦ ପାଢୀ ସୂଚନା ଦେଇ କହିଛନ୍ତି, ଶ୍ରୀମନ୍ଦିର ସୁରକ୍ଷା ନେଇ ୧୪ ସବ୍‌କମିଟି ଗଠନ ହୋଇଛି । ୧୪ ସବ୍‌କମିଟି ମଧ୍ୟରୁ ୪ଟି ଷ୍ଟାଚ୍ୟୁଟାରୀ ସବ୍‌କମିଟି ।

କାଲି ଶ୍ରୀମନ୍ଦିରରେ ବାମନ ଜନ୍ମ ନୀତି : ୫ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ

ପୁରୀ : ଆସନ୍ତାକାଲି ଭାଦ୍ରବ ଶୁକ୍ଳ ଦ୍ଵାଦଶୀ ତିଥି । ଏଥିପାଇଁ ଶ୍ରୀମନ୍ଦିରରେ ବାମନ ଜନ୍ମ ନୀତି ଅନୁଷ୍ଠିତ ହେବ । ମଧ୍ୟାହ୍ନ ଧୂପ ସରିବା ପରେ ନୀତିକାନ୍ତି କରାଯିବ । ତେଣୁ ସନ୍ଧ୍ୟା ୫ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ପାଞ୍ଚ ଘଣ୍ଟା ପାଇଁ ମନ୍ଦିର ବନ୍ଦ ରହିବ । ସେହିପରି ଗତକାଲି

ଆତ୍ମସମର୍ପଣ କଲେ ୨୦ ହାର୍ଡକୋର ମାଓବାଦୀ

ମାଲକାନଗିରି : ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ ସୁକମା ଜିଲ୍ଲାରେ ପୋଲିସକୁ ମିଳିଲା ବଡ଼ ସଫଳତା । ୨୦ ଜଣ ହାର୍ଡକୋର ମାଓବାଦୀ ପୋଲିସ ନିକଟରେ ଆତ୍ମସମର୍ପଣ କରିଛନ୍ତି । ଆତ୍ମସମର୍ପଣ କରିଥିବା ନକ୍ସଲଙ୍କ ମଧ୍ୟରେ ୯ ଜଣ ମହିଳା ମାଓବାଦୀ ରହିଛନ୍ତି । ମାଓବାଦୀଙ୍କ ନାଁରେ ଥିଲା

ରାଜ୍ୟରେ ଆଉ କେହି କରିବେନି ଆତ୍ମହତ୍ୟା, ଆସନ୍ତା ୧୦ରୁ ‘ଜୀବନ ଜିନ୍ଦାବାଦ’କାର୍ଯ୍ୟକ୍ର ଆରମ୍ଭ କରିବେ ସରକାର

ଭୁବନେଶ୍ୱର : ଜୀବନ ହାରିବା ରୋକିବାକୁ ସରକାରଙ୍କ ଉଦ୍ୟମ । ଜୀବନ ଜିନ୍ଦାବାଦ ନାମରେ ସ୍ଵତନ୍ତ୍ର କାର୍ଯ୍ୟକ୍ରମ ହାତକୁ ନେଇଛନ୍ତି ସରକାର । କ୍ରୀଡା ଓ ଯୁବ ବ୍ୟାପାର ବିଭାଗ ପକ୍ଷରୁ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଉଚ୍ଚ ଶିକ୍ଷା ବିଭାଗ, ଗୃହ ବିଭାଗ,ମହିଳା ଓ ଶିଶୁ ବିକାଶ ବିଭାଗକୁ

ପଥରରେ ଛେଚି ସ୍ତ୍ରୀକୁ ହତ୍ୟା କଲା ସ୍ବାମୀ !

ବାଙ୍ଗିରିପୋଷି: ସ୍ତ୍ରୀକୁ ପଥରରେ ଛେଚି ହତ୍ୟା ଅଭିଯୋଗ । ବାଙ୍ଗିରିପୋଷି ଥାନା ଅନ୍ତର୍ଗତ ଚାଉଳଘୋରୀ ଗାଁରୁ ଏହି ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ମୃତ ମହିଳା ହେଲେ ୨୭ବର୍ଷୀୟା ମୀନା ସିଂ । ବାଙ୍ଗିରିପୋଷି ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିବା ସହିତ ଅଭିଯୁକ୍ତ

ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର: ଅକ୍ଟୋବର ୪ ସୁଦ୍ଧା ଡାକ ଜରିଆରେ ପ୍ରମାଣପତ୍ର ସହ ଆବେଦନ ଆହ୍ବାନ

ଭୁବନେଶ୍ୱର : ୩୫ତମ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର-୨୦୨୩ ଏବଂ ୩୬ତମ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର-୨୦୨୪ ନିମନ୍ତେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ଦରଖାସ୍ତ ଆହ୍ୱାନ କରାଯାଇଛି । ଆଗ୍ରହୀ ପ୍ରଯୋଜକମାନେ ଆସନ୍ତା ୪ ଅକ୍ଟୋବର, ୨୦୨୫ (୦୪.୧୦.୨୦୨୫) ରିଖ ସୁଦ୍ଧା

ଜଳପ୍ରପାତରୁ ମିଳିଲା ୟୁଟ୍ୟୁବରଙ୍କ ମୁଣ୍ଡ ବିହୀନ ମୃତଦେହ

ଲମତାପୁଟ: ଡୁଡୁମା ଜଳପ୍ରପାତରେ ୟୁଟ୍ୟୁବରଙ୍କ ମିଳିଲା ମୃତଦେହ । ମାଛକୁଣ୍ଡ ବିଦ୍ୟୁତ ପ୍ରକଳ୍ପରୁ ୩ କି.ମି. ଦୂରରେ ମିଳିଲା ମୁଣ୍ଡ ବିହୀନ ମୃତଦେହ । ଗତ ୨୩ ତାରିଖରେ ସାଙ୍ଗ ସହ ଜଳପ୍ରପାତରେ ଭିଡିଓ ସୁଟିଂ କରୁଥିବା ସମୟରେ ଅଚାନକ ପାଣି ମାଡି ଆସିଥିଲା । ଆଉ ସେହି ପାଣିର ପ୍ରଖର

ଛତିଶା ନିଯୋଗ ବୈଠକରେ ଚନ୍ଦ୍ର ଗ୍ରହଣ ନୀତି ନିର୍ଘଣ୍ଟ

ପୁରୀ : ପୁରୀ ନୀଳାଦ୍ରି ଭକ୍ତନିବାସରେ ଆଜି ଅନୁଷ୍ଠିତ ହେବ ଛତିଶା ନିଯୋଗର ଗୁରୁତ୍ୱପୂର୍ଣ୍ଣ ବୈଠକ। ଶ୍ରୀମନ୍ଦିର ଉପମୁଖ୍ୟ ପ୍ରଶାସକ ତଥା ପୁରୀ ଜିଲାପାଳ ଦିବ୍ୟଜ୍ୟୋତି ପରିଡ଼ାଙ୍କ ଅଧକ୍ଷତାରେ ଅନୁଷ୍ଠିତ ଏହି ଗୁରୁତ୍ୱପୂର୍ଣ୍ଣ ବୈଠକ ବସିବ। ଏଥିରେ ଆସନ୍ତା ୭ ତାରିଖରେ ପଡୁଥିବା