Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ପାଠ୍ୟପୁସ୍ତକ ବଣ୍ଟନରେ ତ୍ରୁଟି : ଅଧା ଶିକ୍ଷାବର୍ଷ ବିତିଲା, ତଥାପି ଛାତ୍ରଛାତ୍ରୀଙ୍କୁ ମିଳିନି ବହି, ଷାଣ୍ମାସିକ…
ଭୁବନେଶ୍ୱର: ନୂତନ ଶିକ୍ଷାବର୍ଷର ଆରମ୍ଭରେ ନୂଆ ଶ୍ରେଣୀ ଓ ନୂଆ ବହିକୁ ନେଇ ଛାତ୍ରଛାତ୍ରୀଙ୍କ ମନରେ ଯେଉଁ ଉତ୍ସାହ ଥିଲା, ତାହା ଏବେ ନିରାଶା ତଥା ଉଦ୍ବେଗରେ ପରିଣତ ହୋଇଛି । ସମଗ୍ର ଓଡ଼ିଶାରେ ଛାତ୍ରଛାତ୍ରୀମାନେ ଏବେ ପାଠ୍ୟପୁସ୍ତକ ଅଭାବ, ଶିକ୍ଷକ ମରୁଡ଼ି ଏବଂ ପ୍ରାକୃତିକ ବିପର୍ଯ୍ୟୟ ଭଳି!-->…
ଆସନ୍ତାକାଲି ଚାଷୀଙ୍କ ଖାତାକୁ ଆସିବ ସିଏମ୍-କିଷାନର ପଞ୍ଚମ କିସ୍ତି
ଭୁବନେଶ୍ବର: କାଲି ମିଳିବ ସିଏମ୍-କିଷାନ ଟଙ୍କା । ଆସନ୍ତାକାଲି ମିଳିବ ସିଏମ୍-କିଷାନ ଯୋଜନାର ପଞ୍ଚମ କିସ୍ତି । ଭୁବନେଶ୍ବରରେ ଆର୍ଥିକ ସହାୟତା ପ୍ରଦାନ କରିବେ ମୁଖ୍ୟମନ୍ତ୍ରୀ । ହିତାଧିକାରୀଙ୍କ ଆକାଉଣ୍ଟକୁ ଡିବିଟିରେ ଯିବ ୮୩୩ କୋଟିରୁ ଉର୍ଦ୍ଧ ଟଙ୍କା । ରାଜ୍ୟର ୪୧ ଲ୪ରୁ ଉର୍ଦ୍ଧ!-->…
ଆସନ୍ତା ୫ ଓ ୬ ତାରିଖରେ ରାଜ୍ୟ ବିଜେପି କାର୍ଯ୍ୟକାରିଣୀ, ଆଗାମୀ ନିର୍ବାଚନ ନେଇ ହେବ ମାନସ ମନ୍ଥନ
କଟକ: ୫ ଓ ୬ ତାରିଖରେ କଟକରେ ହେବ ବିଜେପି ରାଜ୍ୟ କାର୍ଯ୍ୟକାରିଣୀ । ସଂଗଠନଠାରୁ ଆଗାମୀ ନିର୍ବାଚନ ନେଇ ଦୁଇ ଦିନ ଧରି ହେବ ମାନସ ମନ୍ଥନ । କଟକ ଇନଡୋର ଷ୍ଟାଡିୟମରେ ଏହି ବୈଠକ ହେବ ବୋଲି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ସୂଚନା ଦେଇଛନ୍ତି। ଦୁଇ ଦିନିଆ କାର୍ଯ୍ୟକାରିଣୀରେ ରାଜ୍ୟ!-->…
ଭିଜିଲାନ୍ସ ପଞ୍ଝାରେ ଆସିଷ୍ଟାଣ୍ଟ ଡ୍ରଗ୍ସ କଣ୍ଟ୍ରୋଲର, ୬ ହଜାର ଲାଞ୍ଚ ନେଇ ବନ୍ଧା ହେଲେ
ଭୁବନେଶ୍ବର: ଔଷଧ ଲାଇସେନ୍ସ ପାଇଁ ୬ ହଜାର ଟଙ୍କା ଲାଞ୍ଚ । କାର୍ ଭିତରେ ଟଙ୍କା ନେଉଥିବା ବେଳେ ଡ୍ରଗ୍ସ ଇନ୍ସପେକ୍ଟରଙ୍କୁ ମାଡ଼ିବସିଲା ଭିଜିଲାନ୍ସ। ଆସିଷ୍ଟାଣ୍ଡ ଡ୍ରଗ କଂଟ୍ରୋଲର ଭିଜିଲାନ୍ସ ହାତରେ ଗିରଫ । ଆସିଷ୍ଟାଣ୍ଡ ଡ୍ରଗ କଣ୍ଟ୍ରୋଲର ସଞ୍ଜୟ କୁମାର ହାନ୍ସଦା ଗିରଫ । ୧ ଲକ୍ଷ!-->…
ମାଛ ଧରିବାକୁ ଯାଇ ସାପୁଆ ନଦୀରେ ବୁଡ଼ିଗଲେ ୨ ଭାଇ
ଆଠଗଡ଼: ନଦୀରେ ବୁଡ଼ିଗଲେ ୨ ଭାଇ । ଆଠଗଡ଼ରେ ସାପୁଆ ନଦୀରେ ମାଛ ଧରିବାକୁ ଯାଇ ବୁଡ଼ିଗଲେ ୨ ଭାଇ । ଖୋଜାଖୋଜି ପରେ ସାନଭାଇର ମୃତଦେହ ଉଦ୍ଧାର । ବର୍ତ୍ତମାନ ସୁଦ୍ଧା ନିଖୋଜ ବଡ଼ଭାଇଙ୍କ ପତ୍ତା ମିଳିପାରିନାହିଁ । ଅଗ୍ନିଶମ ବାହନୀ ଓ ଗ୍ରାମବାସୀଙ୍କ ଖୋଜାଖୋଜି ଜାରି ରହିଛି ।
ସୂଚନା!-->!-->!-->…
ରଡ଼ରେ ପିଟିପିଟି ଜ୍ବାଇଁକୁ ମାରି ଦେଲା ଶ୍ବଶୁର
ଉଦଳା : ରକ୍ତମୁଖା ସାଜିଲା ଶ୍ବଶୁର । ଲୁହା ରଡ଼ରେ ବାଡ଼େଇ ବାଡ଼େଇ ଜ୍ବାଇଁକୁ ମାରିଦେଲା । ମୟୂରଭଞ୍ଜ କପ୍ତିପଦା ଥାନା ମଝିଗଡିଆ ମଥୁରାସାହି ଗାଁରେ ଏପରି ଜଘନ୍ୟ ହତ୍ୟାକାଣ୍ଡ ଘଟିଛି । ମୃତକ ହେଲେ ରମେଶ ବିନ୍ଧାଣୀ । ରମେଶ ତାଙ୍କ ଶ୍ୱଶୁର ଘର ମଥୁରାସାହିରେ ସ୍ତ୍ରୀ ଭାରତୀ!-->…
ଜଳ ସୁରକ୍ଷାକୁ ରାଜ୍ୟ ସରକାରଙ୍କ ପ୍ରାଥମିକତା, ୨ ବର୍ଷରେ ୫୪ ହଜାର କୋଟିର ଜଳ ଭିତ୍ତିଭୂମିକୁ ମଞ୍ଜୁରୀ
ଭୁବନେଶ୍ୱର : ଜଳ ସୁରକ୍ଷାକୁ ଓଡ଼ିଶାର ପ୍ରାଥମିକତା । ୨ ବର୍ଷରେ ୫୪ ହଜାର କୋଟିର ଜଳ ଭିତ୍ତିଭୂମିକୁ ମଞ୍ଜୁରୀ । ଜଳ ସୁରକ୍ଷା ଓ ଜଳସେଚନକୁ ରାଜ୍ୟ ସରକାରଙ୍କ ସର୍ବାଧିକ ପ୍ରାଥମିକତା ଦେଉଛନ୍ତି । ଗତ ୨ ବର୍ଷରେ ରାଜ୍ୟରେ ୫୪ ହଜାର କୋଟି ଟଙ୍କାର ଜଳ ଭିତ୍ତିଭୂମି କାର୍ଯ୍ୟକୁ ମଞ୍ଜୁରୀ!-->…
ଭାଙ୍ଗିଲା ସୁବର୍ଣ୍ଣରେଖା ସୁଇସ୍ ଗେଟ୍, ଗାଆଁକୁ ପଶୁଛି ବନ୍ୟା ପାଣି
ଜଳେଶ୍ୱର : ଭାଙ୍ଗିଲା ସୁଇସ୍ ଗେଟ୍, ଗାଁରେ ପଶିଲା ବନ୍ୟା ପାଣି । ସୁବର୍ଣ୍ଣରେଖା ନଦୀର ବନ୍ୟା ପାଣି ପ୍ରଖର ସ୍ରୋତ ରେ ବାଲେଶ୍ବର ଜିଲ୍ଲା ଭୋଗରାଇ ବ୍ଲକ ଆଉସା ବନ୍ଧ ପୋଲର ଥିବା ଗେଟରେ ବିରାଟ ଫାଟ ସୃଷ୍ଟି ହୋଇଛି । ୪ ଘଣ୍ଟା ଧରି ଗାଆଁକୁ ପଶୁଛି ବନ୍ୟା ପାଣି । ସୁବର୍ଣ୍ଣରେଖା ନଦୀର!-->…
ନିଶାସକ୍ତ ପ୍ରଧାନଶିକ୍ଷକଙ୍କୁ ନିଲମ୍ବନ, ଦୁଇ ଶିକ୍ଷକଙ୍କ ଦରମା ବନ୍ଦ କଲେ ବିଇଓ
ବାରିପଦା: ନିଶାରେ ସ୍କୁଲ ଆସିଲେ ଶିକ୍ଷକ! ଆକ୍ସନ ନେଲେ କପ୍ତିପଦା ବିଇଓ। କାର୍ଯ୍ୟରେ ଅବହେଳା ଏବଂ ନିୟମ ଉଲ୍ଲଂଘନ ପାଇଁ ଜଣେ ପ୍ରଧାନଶିକ୍ଷକଙ୍କୁ ନିଲମ୍ବନ କରିବା ସହିତ ଦୁଇ ଜଣଙ୍କ ଦରମା ବନ୍ଦ କରିଛନ୍ତି ବିଇଓ। ଏହା ସହିତ ଜଣେ ଶିକ୍ଷକଙ୍କୁ କାରଣ ଦର୍ଶାଅ ନୋଟିସ ଜାରି କରିଛନ୍ତି।!-->…
ଦୁର୍ନୀତି ମାମଲାରେ ପୂର୍ବତନ କଲେକ୍ଟରଙ୍କୁ ୧ ବର୍ଷ ସଶ୍ରମ କାରାଦଣ୍ଡ
ଭୁବନେଶ୍ବର: ଦୁର୍ନୀତି ମାମଲାରେ ପୂର୍ବତନ କଲେକ୍ଟର ଦୋଷୀ । ୩ ଜଣଙ୍କୁ ବର୍ଷେ ଲେଖାଏଁ ସଶ୍ରମ କାରାଦଣ୍ଡ । ଦୁର୍ନୀତି ମାମଲାରେ ପୂର୍ବତନ ଢେଙ୍କାନାଳ ଜିଲ୍ଲାପାଳଙ୍କ ସମେତ ୩ ଦୋଷୀ ସାବ୍ୟସ୍ତ ହୋଇଛନ୍ତି । ବର୍ଷେ ଜେଲ୍, ପେନସନ୍ ବନ୍ଦ ପାଇଁ ପଦକ୍ଷେପ ନେବ ଭିଜିଲାନ୍ସ ବିଭାଗ । ପ୍ରାୟ!-->…