Browsing Category

ଓଡିଶା

ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ ହେଲେ ରାଜ୍ୟପାଳଙ୍କ ଏଡିସି

ଭୁବନେଶ୍ୱର: ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ ସୋମବାର ଦିନ ଓଡ଼ିଶା ରାଜ୍ୟପାଳଙ୍କ ଏଡିସି ଭାବେ ନିଯୁକ୍ତ ହୋଇଛନ୍ତି । ଲୋକ ଭବନରେ ଆୟୋଜିତ ଆନୁଷ୍ଠାନିକ ନିଯୁକ୍ତି ଉତ୍ସବରେ ରାଜ୍ୟପାଳ ଡ଼. ହରି ବାବୁ କମ୍ଭମପାଟି ଲେଫ୍ଟନାଣ୍ଟ ହର୍ଷିତ ଦେଓଙ୍କୁ ଏହି ସମ୍ମାନଜନକ ପଦବୀ ପ୍ରଦାନ

ପ୍ରେମିକାଙ୍କୁ ପିଟି ପିଟି ମାରିଦେଲା ପ୍ରେମିକ

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ପ୍ରେମିକ ତାଙ୍କ ପ୍ରେମିକାଙ୍କୁ ଫୁଙ୍କନଳୀରେ ପିଟି ପିଟି ହତ୍ୟା କରିଛି। ପରେ ପ୍ରେମିକ ଜଣକ ମଧ୍ୟ ବିଷ ପିଇ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ତାଙ୍କୁ ତୁରନ୍ତ ଉଦ୍ଧାର କରାଯାଇ ଗୁରୁତର ଅବସ୍ଥାରେ

୧୭ ତାରିଖରେ ୨୨୯୭୯ ଶିକ୍ଷକ-ଶିକ୍ଷୟିତ୍ରୀ ଦେବେ ଓଟିଇଟି ପରୀକ୍ଷା

କଟକ : ଆସନ୍ତା ୧୭ରେ ସାରା ରାଜ୍ୟରେ ଓଟିଇଟି ପରୀକ୍ଷା ଅନୁଷ୍ଠିତ ହେବ । ଏଥିପାଇଁ ଓଟିଇଟି ପ୍ରଶ୍ନପତ୍ର ଓ ଓଏମଆର ସିଟ କଡ଼ା ସୁରକ୍ଷା ବଳୟରେ ବୋର୍ଡର କଣ୍ଟ୍ରୋଲ ରୁମରୁ ପଠାଯାଉଛି । ମାଧ୍ୟମିକ ଶିକ୍ଷା ପରିଷଦ ପରିଚାଳିତ ଏହି ପରୀକ୍ଷାରେ ରାଜ୍ୟର ୧ ଲକ୍ଷ ୬୦ ହଜାର ୩୭୯ ଜଣ ପରୀକ୍ଷାର୍ଥୀ

ଶିକ୍ଷକ ନିଯୁକ୍ତି ଦାବିରେ ସ୍କୁଲ ଫାଟକରେ ତାଲା ପକାଇଲେ ଛାତ୍ରଛାତ୍ରୀ

ରେଢ଼ାଖୋଲ : ଶିକ୍ଷକ ଦାବିରେ ସ୍କୁଲ ଫାଟକରେ ତାଲା । ଶିକ୍ଷକଙ୍କୁ ସ୍କୁଲ ଭିତରେ ରଖି ତାଲା ମାରିଲେ ଅଭିଭାବକ । ସମ୍ବଲପୁର ଜିଲ୍ଲା ରେଢ଼ାଖୋଲ ବଂଶାଜାଳରେ ଥିବ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଘଟଣା । ସ୍କୁଲରେ ୫ଜଣ ଶିକ୍ଷକ ଓ ଶିକ୍ଷୟିତ୍ରୀ ଥିଲେ

ନାବାଳିକାକୁ ବିଷ ପିଆଇ ମାରିବା ପରେ ନିଜେ ଆତ୍ମହତ୍ୟା ଉଦ୍ୟମ କଲା ଯୁବକ

ନୟାଗଡ଼ : ନାବାଳିକାକୁ ଜବରଦସ୍ତ ବିଷ ପିଆଇ ମାରିବା ପରେ ନିଜେ ବିଷ ପିଇଲା ଅଭିଯୁକ୍ତ ଯୁବକ । ନୟାଗଡ଼ ଜିଲ୍ଲା ଶରଣକୁଳ ଥାନା ମଗରବନ୍ଧରେ ଏହି ଘଟଣା ଘଟିଛି । ମଗରବନ୍ଧ ଗାଁର ଗୋଲେଖ ନାୟକଙ୍କ ପୁଅ ପୂର୍ଣ୍ଣ ଜଣେ ନାବାଳିକାକୁ ଏକତରଫା ପ୍ରେମ

ଭୁବନେଶ୍ୱରରେ ହେବ ‘ଗ୍ଲୋବାଲ ଭିସା ଆପ୍ଲିକେସନ ସେଣ୍ଟର

ଭୁବନେଶ୍ୱର : ଭୁବନେଶ୍ୱରରେ ହେବ ‘ଗ୍ଲୋବାଲ ଭିସା ଆପ୍ଲିକେସନ ସେଣ୍ଟର। ଏଣିକି ଓଡିଶା ଲୋକେ ଭିସା ପାଇଁ ଆଉ କୋଲକତା, ଦିଲ୍ଲୀ, ହାଇଦ୍ରାବାଦ ଯିବେ ନାହିଁ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ୱରରେ ‘ଗ୍ଲୋବାଲ ଭିସା ଆପ୍ଲିକେସନ ସେଣ୍ଟର’ ପ୍ରତିଷ୍ଠା ପାଇଁ ଅନୁମୋଦନ

୧୫ ବର୍ଷ ବୟସରେ ୫୦ ତମ ଡାଇଭ୍‌ ପୂରଣ କରି ରେକର୍ଡ କଲେ ତିସ୍ୟା

ସମ୍ବଲପୁର: ସମ୍ବଲପୁରରେ ଜନ୍ମିତ ତିସ୍ୟା ପାଣିଗ୍ରାହୀ । ଓଡ଼ିଆ ଜଳପରୀ । ଗଭୀର ସମୁଦ୍ରରେ ଡାଇଭ୍ କରି ସମସ୍ତଙ୍କୁ କରିଛନ୍ତି ଗର୍ବିତ । ଦୁବାଇ ବାସିନ୍ଦା ଓଡ଼ିଆ ସ୍କୁବା ଡାଇଭର ୧୫ ବର୍ଷୀୟ ତିସ୍ୟା ପାଣିଗ୍ରାହୀ ହାସଲ କରିଛନ୍ତି ନୂଆ ରେକର୍ଡ । କିଛି ଦିନ ପୂର୍ବେ ନିଜର ୫୦ ତମ ଡାଇଭ୍‌

କେନାଲ ଖୋଳାକୁ ନେଇ ପ୍ରଶାସନ-ଗ୍ରାମବାସୀ ଧସ୍ତାଧସ୍ତି, ୪୦ ଜଣକୁ ଉଠାଇଲା ପୋଲିସ

ବ୍ରହ୍ମଗିରି : କେନାଲ ଖୋଳାକୁ ନେଇ ଉତ୍ତେଜନା । ବ୍ରହ୍ମଗିରିରେ କେନାଲ ଖୋଳାକୁ ନେଇ ପ୍ରଶାସନ ଓ ଗ୍ରାମବାସୀ ମୁହଁମୁହିଁ । ପୋଲିସ ସହ ଧସ୍ତାଧସ୍ତି । ୪୦ ଜଣ ମହିଳା ଓ ପୁରୁଷଙ୍କୁ ଉଠାଇ ନେଲା ପୋଲିସ । ୭ ପ୍ଲାଟୁନ ଫୋର୍ସ ଓ ୧୫ ଜଣ ଅଫିସର ମୁତୟନ ଅଛନ୍ତି। ହରିଦାସପୁର ଗ୍ରାମବାସୀଙ୍କ

ହାତୀ ପାଦ ତଳୁ ଅଳ୍ପକେ ବଞ୍ଚିଲା ଜୀବନ

ଉଦଳା: ଘର ଓଳିରେ ପଶି ଧାନ ଖାଉଥିଲା ହାତୀ । ହାତୀକୁ ଦେଖି ଘଉଡ଼ାଇବା ପାଇଁ ପାଟି କରିବାରୁ ହାତୀ କଲା ଆକ୍ରମଣ । ତଳେ ପଡିଯିବାରୁ ବ୍ୟକ୍ତିଙ୍କ ହାତ ଉପରେ ଚଢ଼ିଗଲା ହାତୀ । କଥାରେ ଅଛି ଯାହାକୁ ରଖିବେ ଅନନ୍ତ କି କରିପାରେ ବଳବନ୍ତ । ଏହାର ସତ୍ୟତା ଏବେ ଦେଖିବାକୁ ମିଳିଛି କପ୍ତିପଦା

ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗ ଦେଲେ ୧୮ ରାଜ୍ୟର ପ୍ରତିନିଧି

ଗୋପାଳପୁର: ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା ହୋଟଲ ସି ସାଇଡ ବ୍ରିଜ ପରିସରରେ ଶୁକ୍ରବାର ଠାରୁ ଆରମ୍ଭ ହୋଇଥିବା ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ରବିବାର ଉଦଯାପିତ ହୋଇ ଯାଇଛି । ସଂଗଠନର ସଭାପତି ଦୀପକ ମାଲବ୍ୟ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଦଯାପନୀ ଉତ୍ସବରେ