Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ମେଡ଼ିସିନ ଷ୍ଟୋରରେ ବେଆଇନ ମଦ କାରବାର
ଭଦ୍ରକ : ମେଡ଼ିସିନ ଷ୍ଟୋର ଭିତରୁ ବାହାରିଲା ମଦ । ମେଡ଼ିସିନ ଷ୍ଟୋର ଭିତରେ ବେଆଇନ ମଦ କାରବାର। ପୋଲିସ ଡ୍ରଗ ଇନ୍ସପେକ୍ଟରଙ୍କ ମିଳିତ ଚଢ଼ାଉ । ଭଦ୍ରକ ଟାଉନ ଥାନା ଅଧିନସ୍ଥ ବାଇପାସ ଠାରେ ଥିବା ଏକ ମେଡ଼ିସିନ ଷ୍ଟୋରରେ ଚଢ଼ାଉ ହୋଇଛି। ବିପୁଳ ପରିମାଣରେ ମଦ ଜବତ ହଇଛି। ମେଡ଼ିସିନ!-->…
ପଥର ଖଣିରୁ ବିସ୍ଫୋରକ ଲୁଟ୍ ମାମଲା: ୧୧ ମାଓବାଦୀଙ୍କ ବିରୋଧରେ ଚାର୍ଜସିଟ୍
ଭୁବନେଶ୍ବର: ରାଉରକେଲା ବାଙ୍କୋ ପଥର ଖଣିରୁ ୪ ହଜାର କିଲୋ ବିସ୍ଫୋରକ ଲୁଟ୍ ଘଟଣା। ଏନ୍ଆଇଏ ୧୧ ମାଓବାଦୀଙ୍କ ବିରୋଧରେ ଚାର୍ଜସିଟ୍ ଦାଖଲ କରିଛି । ଏହି ଘଟଣାରେ ହଜାରେ ପୃଷ୍ଠା ସମ୍ବଳିତ ଚାର୍ଜସିଟ୍ ଦାଖଲ ସହ ଏନ୍ଆଇଏ ତଦନ୍ତ ଜାରି ରଖିଛି । ରାଉରକେଲାରେ ଏକ ପଥର ଖଣିକୁ ବିସ୍ଫୋରକ ନେବା!-->…
ଫୁଲବାଣୀରେ ତୁଷାରପାତ, ଜନଜୀବନ ଅସ୍ତବ୍ୟସ୍ତ
ଫୁଲବାଣୀ : କନ୍ଧମାଳରେ ଏବେ ହାଡ଼ ଭଙ୍ଗା ଶୀତ ଅରମ୍ଭ ହୋଇଛି। ଦିନକୁ ଦିନ ପାରଦ ଖସୁଛି ଶୀତର ପ୍ରକୋପ ବଢୁଛି। ଯାହାକୁ ନେଇ ସାଧାରଣ ଜନଜୀବନ ଅସ୍ତବ୍ୟସ୍ତ ହେବାରେ ଲାଗିଛି। ଫୁଲବାଣୀର ସାର୍ତ୍ତାଗୁଡା ଗାଁରେ ପ୍ରଥମ ତୁଷାରପାତ ଦେଖିବାକୁ ମିଳିଛି। ପ୍ରବଳ ଥଣ୍ଡା ସାଙ୍ଗକୁ ଜାଡ଼ ସ୍ଥାନୀୟ!-->…
ଟ୍ରେନ ଲାଇନ୍ ସଂଯୋଗୀକରଣ ପାଇଁ ରେଳ ଚଳାଚଳ ମାର୍ଗରେ ପୁନଃସଂଶୋଧନ
ଭୁବନେଶ୍ୱର : ଖୋର୍ଦ୍ଧା ରୋଡ ଡିଭିଜନ ଅନ୍ତର୍ଗତ ରାଜ ଆଠଗଡ଼ ଏବଂ ଯୋରନ୍ଦା ରୋଡ୍ ମଧ୍ୟରେ ତୃତୀୟ/ଚତୁର୍ଥ ଲାଇନର କାର୍ଯ୍ୟକ୍ଷମତା ସହିତ ରାଜ ଆଠଗଡ଼ ଷ୍ଟେସନରେ ରେଳ ଲାଇନ୍ ସଂଯୋଗୀକରଣ କାର୍ଯ୍ୟ ପାଇଁ କିଛି ରେଳ ଚଳାଚଳ ମାର୍ଗରେ ପୁନଃସଂଶୋଧନ କରାଯାଇଛି। ଭୁବନେଶ୍ବର-ପଲାସା ମେମୁ,!-->…
କଙ୍ଗାରୁ କୋର୍ଟ: ବୃଦ୍ଧଙ୍କୁ ଲଣ୍ଡା କରି ଚପଲ ପିନ୍ଧାଇଲେ ଗ୍ରାମବାସୀ
କଳାହାଣ୍ଡି : ବାଦଲି ଗାଁରେ କଙ୍ଗାରୁ କୋର୍ଟ । ବୃଦ୍ଧଙ୍କୁ ଲଣ୍ଡା କରି ଚପଲ ପିନ୍ଧାଇଲେ ଗ୍ରାମବାସୀ । କଳାହାଣ୍ଡି ଜିଲ୍ଲା ଭବାନୀପାଟଣା ବାଦଲି ଗାଁରେ ଜଣେ ବୃଦ୍ଧ ଜଣେ ମହିଳାଙ୍କୁ ଦୁର୍ବ୍ୟବହାର ଅଭିଯୋଗରେ ଗାଁରେ କଙ୍ଗାରୁ କୋର୍ଟ ବସିଥିଲା । କଙ୍ଗାରୁ କୋର୍ଟରେ ନିଷ୍ପତ୍ତି କ୍ରମେ!-->…
ଆସନ୍ତା ୧୭ ତାରିଖରେ ଓଟିଇଟି ପରୀକ୍ଷା
କଟକ : ଆସନ୍ତା ୧୭ ତାରିଖରେ ସାରା ରାଜ୍ୟରେ ଆୟୋଜିତ ହେଉଛି ଓଟିଇଟି ପରୀକ୍ଷା । ମାଧ୍ୟମିକ ଶିକ୍ଷା ପରିଷଦ ପରିଚାଳିତ ଏହି ପରୀକ୍ଷାରେ ରାଜ୍ୟର ୧ ଲକ୍ଷ ୬୦ ହଜାର ୩୭୯ ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେଉଛନ୍ତି । ଏଥିରେ ଉଭୟ ଇନସର୍ଭିସ ଓ ଆଶାୟୀ ଶିକ୍ଷକ ଶିକ୍ଷୟିତ୍ରୀ ଅଛନ୍ତି । ପେପର ୧ ରେ ୪୭!-->…
ବସ୍-ବାଇକ ମୁହାଁମୁହିଁ, ୨ ଛାତ୍ର ମୃତ
ପଦ୍ମପୁର: ରାୟଗଡା ଜିଲ୍ଲା ରାମନାଗୁଡା ବ୍ଲକ ପାଲୁପାଇ ନିକଟରେ ବସ୍- ବାଇକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଦୁର୍ଘଟଣାରେ ଦୁଇ ଛାତ୍ରଙ୍କର ଜୀବନ ଚାଲିଯାଇଛି। ସୂଚନାନୁଯାୟୀ, ଗୁରୁବାର ସକାଳେ ଦୁଇ ଜଣ ଯୁକ୍ତ ଦୁଇ ଛାତ୍ର ଗୁଡାରୀରୁ ବାଡ଼ିସୋଲାକୁ କଲେଜ ଆସୁଥିଲେ। ରାମନାଗୁଡା ବ୍ଲକ!-->…
ମୁଖ୍ୟମନ୍ତ୍ରୀଙ୍କୁ ଅଶାଳୀନ ମନ୍ତବ୍ୟ ଦେଇ ନିଲମ୍ବିତ ହେଲେ ପ୍ରଧାନଶିକ୍ଷକ
ଚାନ୍ଦବାଲି : ସୋସିଆଲ ମିଡିଆରେ ମୁଖ୍ୟମନ୍ତ୍ରୀଙ୍କୁ ଅଶାଳୀନ ମନ୍ତବ୍ୟ ଦେବା ପଡ଼ିଲା ମହଙ୍ଗା । ପ୍ରଧାନଶିକ୍ଷକଙ୍କୁ ନିଲମ୍ବନ କଲେ ଚାନ୍ଦବାଲି ବିଇଓ । ନିଲମ୍ବିତ ଶିକ୍ଷକ ହେଲେ ଭଦ୍ରକ କିସମତ ସ୍କୁଲର ପ୍ରଧାନଶିକ୍ଷକ ବ୍ରଜକିଶୋର ଦାସ । ସେ ନିଜ ସୋସିଆଲ ମିଡିଆ ଆକାଉଣ୍ଟରେ!-->…
ମହିଳାଙ୍କୁ ଦଳିଦେଲେ ହାତୀପଲ, କ୍ଷତିପୂରଣ ଦାବି
ବଲାଙ୍ଗିର : ମାତିଲେ ହାତୀ । ଘରୁ ଟାଣି ଆଣି ମହିଳାଙ୍କୁ ଦଳିଦେଲେ ହାତୀପଲ । ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ରେଞ୍ଜ ଛତରଦାଣ୍ଡି ଜଙ୍ଗଲରେ ୩୦ ଟିକିଆ ହାତପଲଙ୍କ ଉତ୍ପାତ। ଗାଁ ଗାଁକୁ ଯାଇ ଘରଦ୍ବାର ଭାଙ୍ଗୁଛନ୍ତି । ଗତକାଲି ରାତିରେ ସାନବାଙ୍କି ଗାଁର ଜଣେ ମହିଳାଙ୍କୁ ଦଳି ମାରିଛନ୍ତି!-->…
୪ ବସ୍ତା ଚାଇନା ମାଞ୍ଜା ସୂତା ଜବତ
କଟକ : ୪ ବସ୍ତା ଚାଇନା ମାଞ୍ଜା ସୂତା ଜବତ । କଟକ ଝୋଲା ସାହିର ଏକ ବ୍ୟବସାୟ ପ୍ରତିଷ୍ଠାନରୁ ଜବତ ହେଲା ଚାଇନା ମାଞ୍ଜା ସୂତା । କଟକ ମହାନଗର ନିଗମ ଏନ୍ ଫୋର୍ସମେଣ୍ଟ ସ୍ଵାଡ ଜବତ କରିଛି ମାଞ୍ଜା ସୂତା । କେଉଁ ଠାରୁ ଏତେ ପରିମାଣରେ ମାଞ୍ଜା ସୂତା ଆସିଲା ସେ!-->…