Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
କୂଅରୁ ହାତୀ ଛୁଆ ଉଦ୍ଧାର
ଅନୁଗୁଳ : ଅନୁଗୁଳରେ ଅପରେସନ ଗଜରାଜ । ଏକ ଘଣ୍ଟା ପରେ କୂଅରୁ ଉଦ୍ଧାର ହେଲା ହାତୀ । ବଅଁରପାଳ ବ୍ଲକ ନରେନ୍ଦ୍ରପୁର ଗାଁର ଏକ ପରିତ୍ୟକ୍ତ କୂଅରୁ ୮ବର୍ଷରୁ ହାତୀ ଛୁଆ ଉଦ୍ଧାର ହୋଇଛି । ହାତୀଟି ଗାଁ ଭିତରକୁ ଆସି କୂଅରେ ଫସିଯାଇଥିଲା ।
ଖବର ପାଇ ଘଟଣାସ୍ଥଳରେ ପହଂଚିଥିଲେ ବନବିଭାଗ!-->!-->!-->…
ମା’ ତାରିଣୀ ପୀଠ ସମନ୍ବିତ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
କେନ୍ଦୁଝର: କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ସ୍ବତନ୍ତ୍ର ହେଲିକପ୍ଟରରେ ଭୁବନେଶ୍ୱରରୁ ଆସି ଘଟଗାଁରେ ପହଞ୍ଚିବା ପରେ ଏକ ବିରାଟ ଶୋଭାଯାତ୍ରାରେ ମା’ ତାରିଣୀ ପୀଠକୁ ଯାଇ ସେଠାରେ ମା’ଙ୍କ ଦର୍ଶନ ଓ ପୂଜାର୍ଚ୍ଚନା କରିଛନ୍ତି ।
ମା’ ତାରିଣୀ ପୀଠର!-->!-->!-->…
ଏସଆଇ ପରୀକ୍ଷା ଘୋଟାଲା; SSB ଯବାନଙ୍କ ସମେତ ୨ ଗିରଫ
ଭୁବନେଶ୍ୱର: ଓଡ଼ିଶା ପୋଲିସ ସବ-ଇନ୍ସପେକ୍ଟର (ଏସଆଇ) ନିଯୁକ୍ତି ଦୁର୍ନୀତି ମାମଲାରେ କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ) ରବିବାର ଦିନ ଜଣେ SSB ଯବାନଙ୍କ ସମେତ ଦୁଇ ଜଣଙ୍କୁ ଗିରଫ କରିଛି।
ସୂଚନା ଅନୁଯାୟୀ, କେନ୍ଦ୍ରୀୟ ତଦନ୍ତ ସଂସ୍ଥା ଦ୍ୱାରା ଦୁଇ ଦିନର ମାରାଥନ ଜେରା ପରେ SSB ଯବାନ!-->!-->!-->…
ଭୁବନେଶ୍ୱରରେ ଖୋଲିବ ଆଉ ୨ ନୂଆ ତହସିଲ
ଭୁବନେଶ୍ୱର: ଭୁବନେଶ୍ୱରରେ ଖୋଲିବ ଆଉ ଦୁଇଟି ତହସିଲ୍ । ନୂଆ ତହସିଲ ଗୋଟିଏ ରସୁଲଗଡ଼ ଓ ଗୋଟିଏ ଖଣ୍ଡଗିରିରେ ଖୋଲିବାକୁ ନିଷ୍ପତ୍ତି ହୋଇଛି । ଏନେଇ ବିଜ୍ଞପ୍ତି ବିଜ୍ଞପ୍ତି ପ୍ରକାଶ ପାଇଛି । ସହରରେ ଦିନକୁ ଦିନ ଜମି କିଣାବିକା ବହୁ ମାତ୍ରାରେ ହେବାରେ ଲାଗିଥିବାବେଳେ, ଲୋକଙ୍କ ସୁବିଧା ପାଇଁ!-->…
୩୧୪ ଓଏଭିରେ ନିଯୁକ୍ତ ହେବେ ଓଡ଼ିଆ ଶିକ୍ଷକ, ଉଚ୍ଛେଦ ହେବ ଲାଇବ୍ରେରିଆନ୍ ପଦ
ଭୁବନେଶ୍ୱର: ଗଣଶିକ୍ଷା ବିଭାଗର ବଡ଼ ସୂଚନା । ରାଜ୍ୟର ୩୧୪ଟି ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ ଓଡ଼ିଆ ଶିକ୍ଷକ ନିଯୁକ୍ତ ହେବେ । ପୂର୍ବରୁ ଥିବା ଲାଇବ୍ରେରିଆନ୍ ପଦକୁ ଉଚ୍ଛେଦ କରି ଓଡ଼ିଆ ଶିକ୍ଷକ ପଦବୀ ସୃଷ୍ଟି କରାଯାଇଛି । ଓଡ଼ିଆ ପ୍ରଶିକ୍ଷିତ ସ୍ନାତକ ଶିକ୍ଷକ (ଟିଜିଟି) ନିଯୁକ୍ତି ପାଇଁ!-->…
ଦୁର୍ଘଟଣା ହ୍ରାସ କରିବାକୁ କଳିଙ୍ଗା ଘାଟିରେ ପରୀକ୍ଷାମୂଳକ ଭାବେ ଲାଗିଲା ସତର୍କ ଘଣ୍ଟି
ଭୁବନେଶ୍ୱର : ଶୀତଦିନେ ଘାଟିଗୁଡିକରେ ସଡ଼କ ଦୁର୍ଘଟଣା ଚିନ୍ତାର କାରଣ ପାଲଟିଛି । ଏହାକୁ ହ୍ରାସ କରିବା ପାଇଁ ରାଜ୍ୟ ପରିବହନ ପ୍ରାଧିକରଣ ପରୀକ୍ଷାମୂଳକ ଭାବେ କନ୍ଧମାଳ ଜିଲ୍ଲା କଳିଙ୍ଗା ଘାଟିରେ ସତର୍କ ଘଣ୍ଟିର ପଦକ୍ଷେପ ନେଇଛି । ଆଇଆଇଟି ଭୁବନେଶ୍ୱର ସହଭାଗିତାରେ ଘାଟିର ଉଭୟ!-->…
ଗ୍ଲୋବାଲ ଏନର୍ଜି ସମିଟର ଶୁଭାରମ୍ଭ, ଯୋଗ ଦେଲେ ମୁଖ୍ୟମନ୍ତ୍ରୀ
ପୁରୀ : ପୁରୀରେ ଦୁଇଦିନିଆ ଗ୍ଲୋବାଲ ଏନର୍ଜି ସମିଟର ଶୁଭାରମ୍ଭ । ଅକ୍ଷୟ ଶକ୍ତି ଓ ଗ୍ରୀନ ଟେକନୋଲୋଜି ନେଇ ସମ୍ମିଳନୀରେ ହୋଇଛି ଆଲୋଚନା । ଓଡିଶା ଅକ୍ଷୟ ଶକ୍ତି ଓ ଗ୍ରୀନ୍ ଟେକ୍ନୋଲୋଜି କ୍ଷେତ୍ରରେ ବହୁତ ଅଗ୍ରଗତି କରିଥିବା କହିଛନ୍ତି କେନ୍ଦ୍ର ଶକ୍ତିମନ୍ତ୍ରୀ!-->…
ସ୍ୱାମୀ ହନ୍ତା ସ୍ତ୍ରୀକୁ ଆଜୀବନ କାରାଦଣ୍ଡ
ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି ଆଠଗଡ ଅତିରିକ୍ତ ଜିଲ୍ଲା ଓ ଦୌରାଜଜ ରାଜକୁମାର ଦାସ ଶନିବାର ଅଭିଯୁକ୍ତକୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି।
ଘଟଣାର ବିବରଣୀରୁ ପ୍ରକାଶ, ୨୦୨୨ ଫେବୃୟାରୀ ୨୨ ତାରିଖ ଦିନ ମଙ୍ଗୁଳି ନାଏକଙ୍କୁ ପାରିବାରିକ କଳହ କାରଣରୁ!-->!-->!-->…
ଦୁର୍ଘଟଣାରେ ୨ ବାଇକ ଆରୋହୀ ମୃତ
ବଣାଇ : ଟ୍ରଲରରେ ପିଟି ହେଲା ବାଇକ । ଚାଲିଗଲା ଦୁଇଜଣଙ୍କ ଜୀବନ । ସୁନ୍ଦରଗଡ଼ ଜିଲ୍ଲା ଲହୁଣୀପଡ଼ା ଥାନା ୧୪୩ ନମ୍ବର ଜାତୀୟ ରାଜପର ଲୁଥୁର୍ବା ଛକରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ମୃତକ ହେଲେ ଟିକ୍ରାପୋଷ ଗାଁର ଯଶକେତନ କିଶାନ ଓ ଲଖି କିଶାନ। ଦୁଇଜଣ ବାଇକରେ ହାଟକୁ ଗଲା ବେଳେ ଏକ!-->…
ବନ୍ଧୁକ ଚାଲାଣ ରାକେଟ ଠାବ, କାରରୁ ୧୧ ମାଉଜର ଜବତ
ଭୁବନେଶ୍ୱର : ରାଜଧାନୀରେ ହାଇପ୍ରୋଫାଇଲ ବନ୍ଧୁକ ଚାଲାଣ ରାକେଟ । କାର୍ ଭିତରୁ ଜବତ ହେଲା ୧୧ ମାଉଜର । ଭୁବନେଶ୍ବର ଖଣ୍ଡଗିରି ଅଞ୍ଚଳରୁ ଜବତ କଲା ସ୍ପେଶାଲ କ୍ରାଇମ ୟୁନିଟ । ଏକ କାର୍ ଯୋଗେ ବନ୍ଧୁକ ବିହାରରୁ ବ୍ରହ୍ମପୁର ଅଭିମୁଖେ ଯାଉଥିଲା । ଏ ସଂପର୍କରେ ଗୁଇନ୍ଦା ସୁତ୍ରରୁ ଖବର ପାଇ!-->…