Browsing Category

ଓଡିଶା

ହାତୀ ଆକ୍ରମଣରେ ଯୁବକ ମୃତ

କରଞ୍ଜିଆ: ହାତୀ ଆକ୍ରମଣରେ ଯୁବକଙ୍କ ମୃତ୍ୟୁ ।  ମୟୂରଭଞ୍ଜ ଜିଲ୍ଲା କରଞ୍ଜିଆ ବନଖଣ୍ଡ ପାର୍ବତୀପୁର ଗାଁ ଆମ୍ବ ବଗିଚାରେ ହାତୀ ଆକ୍ରମଣରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି ।  ଗୁରୁତର ଅବସ୍ଥାରେ ତାଙ୍କୁ ପ୍ରଥମେ ଶୁକୃଳି ମେଡିକାଲ ଓ ପରେ କେନ୍ଦୁଝର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି

ବାଲେଶ୍ଵର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଅଗ୍ନିକାଣ୍ଡ

ବାଲେଶ୍ଵର: ବାଲେଶ୍ଵର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଅଗ୍ନିକାଣ୍ଡ । ହସପିଟାଲ ସୁଇପର ଅଫିସରେ ଅଗ୍ନିକାଣ୍ଡ । ସଫେଇ ପାଇଁ ରଖାଯାଇଥିବା ଏସିଡରୁ ନିଆଁ ଲାଗିଥିବା ସୂଚନା । ରୁମ ଭିତରେ ଫିନାଇଲ, କପଡ଼ା, ସ୍ପିରିଟ, ହସ୍ପିଟାଲରେ ବ୍ୟବହୃତ ସାମଗ୍ରୀ ଷ୍ଟକ୍ ରହିଥିଲା । ସକାଳେ ରୁମ ଭିତରୁ

ନନ୍ଦନକାନନକୁ ଆସିଲେ ବିଭିନ୍ନ ପ୍ରଜାତିର ୧୯ ଜୀବଜନ୍ତୁ

ବାରଙ୍ଗ: ନନ୍ଦନକାନନକୁ ଆସିଲେ ୪ ପ୍ରଜାତିର ୧୯ ଜୀବଜନ୍ତୁ । କେନ୍ଦ୍ରୀୟ ଚିଡ଼ିଆଖାନା କର୍ତ୍ତୃପକ୍ଷଙ୍କ ଅନୁମୋଦନ କ୍ରମେ ନନ୍ଦନକାନନ ପ୍ରାଣୀ ଉଦ୍ୟାନ ଓ ଗୁଜୁରାଟର ଡକ୍ଟର ଶ୍ୟାମାପ୍ରସାଦ ମୁଖାର୍ଜୀ ପ୍ରାଣୀ ଉଦ୍ୟାନ ମଧ୍ୟରେ ଜନ୍ତୁ ଅଦଳବଦଳ ହୋଇଛି । ଏହି ବିନିମୟରେ

ଇଣ୍ଡିଗୋ ବିମାନ ବିଭ୍ରାଟ, ପରିବର୍ତ୍ତନ ହେଲା କ୍ରିକେଟରଙ୍କ ଗସ୍ତ ସମୟ

ଭୁବନେଶ୍ବର: ଇଣ୍ଡିଗୋ ବିମାନ ବିଭ୍ରାଟ । କ୍ରିକେଟରଙ୍କ ଟ୍ରାଭେଲ ପ୍ଲାନ ପ୍ରଭାବିତ । ଇଣ୍ଡିଗୋ ବିମାନ ଉଡ଼ାଣ ବାତିଲ ଯୋଗୁ କିଛି କ୍ରିକେଟରଙ୍କ ଗସ୍ତ ସମୟ ପରିବର୍ତ୍ତନ ହୋଇଥିବା ସୂଚନା ମିଳିଛି । ଇଣ୍ଡିଗୋ ପରିବର୍ତ୍ତେ ସେମାନେ ଏୟାରଇଣ୍ଡିଆ ବିମାନରେ

ବାରବାଟୀ ଟିକେଟ ବିକ୍ରି ଶେଷ: ଦିନକରେ ସରିଲା ୧୦ହଜାର ଟିକେଟ୍

କଟକ: ଦିନକରେ ସରିଗଲା ୧୦ହଜାର ଟିକେଟ୍ । ଶେଷ ହେଲା ବାରବାଟୀ ଟିକେଟ ବିକ୍ରି । ଏବେ ଅପେକ୍ଷା ୯ ତାରିଖକୁ । ଫଟାଫଟ ମ୍ୟାଚ୍ ଅପେକ୍ଷାରେ ଦର୍ଶକ । ଯିଏ ପାଇଲା ଖୁସ ଆଉ ଯିଏ ନ ପାଇଲା ମନ ଦୁଃଖ କରି ଘରକୁ ଫେରିଲା । ଇଣ୍ଡିଆ ଓ ସାଉଥ ଆଫ୍ରିକା ମଧ୍ୟରେ

ବିଜେଡିକୁ ଝଟ୍‌କା: ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ୨ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି ନେତା ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ ପ୍ରୟାସକାନ୍ତି ସାମଲ ଏବଂ ପ୍ରଣିତକାନ୍ତି ସାମଲ ବିଜେପିରେ ମିଶିଛନ୍ତି। ବାସୁଦେବପୁର ବ୍ଲକ ଅଧ୍ୟକ୍ଷ ନଗେନ୍ଦ୍ର ପ୍ରସାଦ ବିଶ୍ଵାଳ, ବନ୍ତ ବ୍ଲକ ଅଧ୍ୟକ୍ଷ ମନୋରଞ୍ଜନ ଘଡାଇ,

ବେଆଇନ ପଥର ଗାଡ଼ି ଧରିବାକୁ ଯାଇ ଗ୍ରାମବାସୀଙ୍କ ଆକ୍ରୋଶର ଶିକାର ହେଲେ ଦୁଇ ଖଣି ଅଧିକାରୀ

ବାଲେଶ୍ୱର: ବାଲେଶ୍ୱର ଜିଲ୍ଲାରେ ଅଭାବନୀୟ ଘଟଣା। ମାତିଛନ୍ତି ଖଣି ମାଫିଆ। ସୋର ଥାନା ଦାଣ୍ଡହରିପୁର ଗ୍ରାମରେ ପଥର ଗାଡ଼ି ଧରିବାକୁ ଯାଇଥିବା ବେଳେ ଦୁଇ କନିଷ୍ଠ ଖଣି ଅଧିକାରୀଙ୍କୁ ମାଡ଼ ହୋଇଥିବା ଜଣାପଡିଛି। ସୂଚନା ଅନୁସାରେ ଗତକାଲି ଅପରାହ୍ନରେ ବାଲେଶ୍ୱର କନିଷ୍ଠ ଖଣି ଅଧିକାରୀ

ଦୁର୍ଘଟଣାରେ ଦମ୍ପତି ମୃତ…

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲାର ବ୍ରହ୍ମପୁର-ଦିଗପହଣ୍ଡି ରାସ୍ତାରେ ଏକ ବାଇକ୍ ଧକ୍କା ଦେବାରୁ ଜଣେ ଗର୍ଭବତୀ ମହିଳା ଏବଂ ତାଙ୍କ ସ୍ୱାମୀଙ୍କ ମୃତ୍ୟୁ ଘଟିଛି। ଏହି ଦୁର୍ଘଟଣାରେ ସେମାନଙ୍କ ଦୁଇ ବର୍ଷର ପୁଅ ଆହତ ହୋଇଥିବା ଜଣାପଡିଛି।ମୃତକଙ୍କ ନାମ ପ୍ରତାପ ମଲ୍ଲିକ ଏବଂ ତାଙ୍କ ଆଠ ମାସର ଗର୍ଭବତୀ

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ମିଥ୍ୟା ପ୍ରଚାର ବିରୋଧରେ କାର୍ଯ୍ୟାନୁଷ୍ଠାନ: ସାଇବର୍ କ୍ରାଇମ୍ ସେଲ୍‌ରେ ଏଫ୍‌ଆଇଆର୍

ଭୁବନେଶ୍ୱର: ଗତ ନ‌ଭେମ୍ବର ୨୪ରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା ଥାଇ ଏକ ଜଲିଆତି ପତ୍ରର ପ୍ରଚାର ହେଉଥିବା ପଞ୍ଚାୟତିରାଜ ଏବଂ ପାନୀୟ ଜଳ ବିଭାଗର ନଜରକୁ ଆସିଛି। ସରକାର ଗ୍ରାମ ପଞ୍ଚାୟତ ପିଅନ ନାମରେ ଏକ ପଦବୀ ସୃଷ୍ଟି କରିଛନ୍ତି ଏବଂ ପ୍ରତିମାସ ଦରମା ଭାବେ