Browsing Category

ଓଡିଶା

ଛିଡ଼ିଲାନି ସମ୍ପତ୍ତି ଭାଗ ବଣ୍ଟା ବିବାଦ, ୧୦ ଘଣ୍ଟା ପଡ଼ିରହିଲା ମୃତଦେହ

ପାରାଦୀପ: ଦଶ ଘଣ୍ଟା ପଡ଼ିରହିଲା ମା’ର ମୃତଦେହ । ସମ୍ପତ୍ତି ଭାଗ ବଣ୍ଟାକୁ ନେଇ ଛିଡ଼ିଲାନି ବିବାଦ । ମାନବିକତା ଭୁଲିଗଲା ଜନ୍ମିତ ସନ୍ତାନ । ସମ୍ପତ୍ତି ଲୋଭରେ ଭୁଲିଗଲା ସମ୍ପର୍କ । ମୋ ଭାଗ ସମ୍ପତ୍ତି ଦିଅ । ନହେଲେ ମା’ର ଅନ୍ତିମ ସତ୍କାର ହେବାକୁ ଦେବିନି । ଜମି ପାଇଁ ଅଡ଼ି ବସିଲା

ଏସଆଇ ପରୀକ୍ଷା ଦୁର୍ନୀତି ମାମଲା, ବିରଞ୍ଚିକୁ ଉଠାଇ ଆଣି ଜେରା

ଭୁବନେଶ୍ବର: ପୋଲିସ ଏସଆଇ ନିଯୁକ୍ତି ପରୀକ୍ଷା ଦୁର୍ନୀତି ମାମଲା । ଦଲାଲ ଅରବିନ୍ଦ ଦାସର ସହଯୋଗୀ ବିରଞ୍ଚି ନାୟକକୁ ପୁରୀରୁ ଉଠାଇ ଆଣିଲା ପୋଲିସ । ନୋଟିସ ପାଇ ହାଜର ନହେବାରୁ ସିବିଆଇ ତାଙ୍କୁ ଉଠାଇ ଆଣିଥିବା ସୂଚନା । ବିରଞ୍ଚି, ଅରବିନ୍ଦ ସହ ମିଶି ଶତାଧିକ

ପକ୍ଷୀ ଶିକାର କରି ୪ ନାବାଳକ ଗିରଫ, ୨ ମୃତ ବିଦେଶୀ ପକ୍ଷୀ ଜବତ

ବ୍ରହ୍ମଗିରି : ପକ୍ଷୀ ଶିକାର ବେଳେ ବ୍ରହ୍ମଗିରି ବନବିଭାଗ ଚଢ଼ାଉ କରି ୪ ଜଣ ନବାଳକଙ୍କୁ ଧରିବା ସହ ୨ ଟି ମୃତ ବିଦେଶୀ ପକ୍ଷୀ ଜବତ କରିଛି । ବ୍ରହ୍ମଗିରି ବନବିଭାଗ ବିଶ୍ବସ୍ତ ସୂତ୍ରରୁ ଖବର ପାଇ ରାତି ଅଧରୁ ବ୍ରହ୍ମଗିରି ରେଞ୍ଜ ଅଞ୍ଚଳରେ ବିଭିନ୍ନ ସ୍ଥାନରେ ଛକି ରହିଥିଲା । ଏକସର ନିକଟରେ ୪

ପ୍ରଶ୍ନପତ୍ର ଲିକ୍: ବାତିଲ ହେଲା ANM ପରୀକ୍ଷା

ମାଲକାନଗିରି : ବାତିଲ ହେଲା ANM ପରକ୍ଷା । ମାଲକାନଗିରି ଜିଲ୍ଲାରେ ANM ପରୀକ୍ଷା ପ୍ରଶ୍ନ ପତ୍ର ଲିକ୍ ହେବା ପରେ ବାତିଲ୍ ହୋଇଛି ଆଜିର ପରୀକ୍ଷା । ପରୀକ୍ଷାର ୩ ଘଣ୍ଟା ପୂର୍ବରୁ ଏଏନଏମ ପ୍ରଶ୍ନପତ୍ର ଲିକ୍ ହୋଇଥିବା ନେଇ ଅଭିଯୋଗ ହୋଇଥିଲା । ଦିନ ୨ ଟାରେ ପରୀକ୍ଷା ଥିବା ବେଳେ

୨ ଦଫା ଦାବି ନେଇ ପ୍ରାଥମିକ ଶିକ୍ଷକ ସଂଘର ଆନ୍ଦୋଳନ

ଭୁବନେଶ୍ବର: ରାଜଧାନୀରେ ପ୍ରାଥମିକ ଶିକ୍ଷକଙ୍କ ଗର୍ଜନ। ପ୍ରାଥମିକ ଶିକ୍ଷକ ମହାସଂଘର ବଡ଼ ବିକ୍ଷୋଭ । ୨ ଦଫା ଦାବି ନେଇ ଆନ୍ଦୋଳନ କରୁଛନ୍ତି ଶିକ୍ଷକ ସଂଘ । ଭୁବନେଶ୍ୱର ଗାନ୍ଧୀ ମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘ ପକ୍ଷରୁ ହଜାର ହଜାର ଶିକ୍ଷକ ଏବଂ ଶିକ୍ଷୟିତ୍ରୀଙ୍କ

କାଉଡ଼ିଆ ନଦୀରେ ବୁଡ଼ିଲା ଡଙ୍ଗା, ମତ୍ସ୍ୟଜୀବୀ ନିଖୋଜ

ପାରାଦୀପ: ବୁଡ଼ିଗଲା ଡଙ୍ଗା, ମତ୍ସ୍ୟଜୀବୀ ନିଖୋଜ । ପାରାଦୀପ ଅଠରବାଙ୍କି ବାଲିପ୍ଲଟ ନିକଟ କାଉଡ଼ିଆ ନଦୀରେ ଡଙ୍ଗା ବୁଡ଼ି ଜଣେ ଯାଇ ଜଣେ ମତ୍ସ୍ୟଜୀବୀ ନିଖୋଜ ଅଛନ୍ତି । ନିଖୋଜ ମତ୍ସ୍ୟଜୀବୀ ଜଣକ ଯଦୁପୁର ଗାଁର ପ୍ରଫୁଲ୍ଲ ବେହେରା । ନଦୀରୁ ଜୁଆର ଛାଡ଼ିବା ସମୟରେ

ଫେବୃଆରୀ ୧୯ରେ ମାଟ୍ରିକ ପରୀକ୍ଷା

ଭୁବନେଶ୍ବର: ଫେବୃଆରୀ ୧୯ରେ ମାଟ୍ରିକ ପରୀକ୍ଷା । ଫେବୃଆରୀ ୧୯ରୁ ମାଟ୍ରିକ ପରୀକ୍ଷା ଆରମ୍ଭ ହେବ । ଫେବୃଆରୀ ୧୯ରୁ ମାର୍ଚ୍ଚ ୨ ପର୍ଯ୍ୟନ୍ତ ଚାଲିବ ପରୀକ୍ଷା । ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ପରୀକ୍ଷା ତାରିଖ ଘୋଷଣା ହୋଇଛି । ସକାଳ ୯ଟାରୁ ୧୧ଟା ୩୦

ଟିକେଟ ପାଇଁ ଶୀତ କାକରରେ ସାରା ରାତି ଅପେକ୍ଷା କଲେ କ୍ରିକେଟ୍ ପ୍ରେମୀ

ଭୁବନେଶ୍ବର: ବାରବାଟୀ ମ୍ୟାଚ ଟିକେଟ୍ ପାଇଁ ଅସମ୍ଭାଳ ଭିଡ଼ । ଆଜିଠାରୁ ଅଫ ଲାଇନରେ କାଉଣ୍ଟରରେ ୧୦ ହଜାର ଟିକେଟ୍ ବିକ୍ରୀ ହେବ। ଜଣଙ୍କୁ ଦି ଖଣ୍ଡ ଟିକେଟ୍ । ଦି ଟି ଟିକେଟ୍ ପାଇଁ ରାତିରୁ ଷ୍ଟାଡିୟମ ନିକଟରେ ଜମା ହୋଇଛନ୍ତି କ୍ରିକେଟ୍ ପ୍ରେମୀ । ବାରିକେଡରେ ଧାଡ଼ି ବାନ୍ଧି

ଜବତ ଗଞ୍ଜେଇ ହେରଫେର ଅଭିଯୋଗ: ଥାନା ଅଧିକାରୀ ନିଲମ୍ବିତ

ଫୁଲବାଣୀ: କାର୍ଯ୍ୟରୁ ନିଲମ୍ବିତ ହୋଇଛନ୍ତି ଫୁଲବାଣୀ ସଦର ଥାନା ଅଧିକାରୀ ସତୀଶ ଚନ୍ଦ୍ର ନାୟକ । ଜବତ ଗଞ୍ଜେଇ ହେରଫେର କରିଥିବା ଅଭିଯୋଗରେ ରାଜ୍ୟ ଗୃହ ବିଭାଗ ପକ୍ଷରୁ ତାଙ୍କୁ ନିଲମ୍ବିତ କରାଯାଇଛି । ଆଦେଶ ଅନୁସାରେ ବର୍ତ୍ତମାନ ସେ ବ୍ରହ୍ମପୁର ଦକ୍ଷିଣାଞ୍ଚଳ ଆଇଜିଙ୍କ କାର୍ଯ୍ୟାଳୟରେ

ଶିଶୁକନ୍ୟାକୁ ହତ୍ୟା କଲା ମାଆ !

ପୁରୀ:ପାରିବାରିକ କଳହର ଦୁଃଖଦ ପରିଣାମ । ପୁରୀ ଜିଲା ଡେଲାଙ୍ଗ ଅଞ୍ଚଳରେ ଜଣେ ମା’ ନିଜର ଦେଢ଼ ବର୍ଷର ଶିଶୁକନ୍ୟାକୁ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଗୁରୁବାର ଘଟିଥିବା ଏହି ହୃଦୟ ବିଦାରକ ଘଟଣା ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ଖେଳାଇ ଦେଇଛି। ଡେଲାଙ୍ଗର ସଡଙ୍ଗଇ ଗ୍ରାମର ମହିଳା ଜଣକ