Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
୩ ବର୍ଷରେ ନିଯୁକ୍ତ ହେବେ ୪୫ ହଜାର ଶିକ୍ଷକ
ଭୁବନେଶ୍ୱର: ଜାତୀୟ ଶିକ୍ଷାନୀତି ୨୦୨୦ ଅନୁସାରେ ଓଡ଼ିଶାରେ ପ୍ରାଥମିକ ଶିକ୍ଷାକୁ ସୁଦୃଢ଼ କରିବା ଉପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁତ୍ଵାରୋପ କରିଛନ୍ତି।
ମୁଖ୍ୟମନ୍ତ୍ରୀ ଗୁଣାତ୍ମକ ଶିକ୍ଷା ପ୍ରଦାନ ଉପରେ ଅଧିକ ଫୋକସ୍ କରିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି । ଆଜି ଲୋକସେବା ଭବନରେ!-->!-->!-->…
ଦିଗପହଣ୍ଡି ପୋଲିସ ୪ ଲୁଟେରାଙ୍କୁ ଗିରଫ କରିବା ସହ ୨୫୦ ଗ୍ରାମ ସୁନା ଅଳଙ୍କାର ଓ ଦେଢ଼ ଲକ୍ଷ ଟଙ୍କା କଲା ଜବତ….
ଚୋରୀ ସୁନା କ୍ରୟ କରିଥିବା ଜୁଏଲରି ସଂଘ ସଭାପତିଙ୍କ ନିକଟରୁ ମଧ୍ୟ ଜବତ….
ଘଣ୍ଟ ଘୋଡାଉଛି କି ପୋଲିସ..ଗହଣା ବ୍ୟବସାୟୀ କୁ ଗିରଫ କରିନି ପୋଲିସବ୍ରହ୍ମପୁର: ଗଞ୍ଜାମ ଜିଲ୍ଲାର ଦିଗପହଣ୍ଡି ଥାନା ବଡ଼ ଡୁମ୍ବୁଳା ପଞ୍ଚାୟତର ସୁମନ୍ତ ପୁର ଗ୍ରାମର ପ୍ରହଲ୍ଲାଦଙ୍କ ଘରୁ ନଗଦ ୩ ଲକ୍ଷ ୨୦!-->!-->!-->!-->!-->…
ଗାଧେଇବାକୁ ଯାଇ ପୋଖରୀରେ ବୁଡିଗଲେ ମା’-ଝିଅ
ଲମତାପୁଟ : ଗାଁ ପୋଖରୀରେ ବୁଡି ମା-ଝିଅଙ୍କ ମୃତ୍ୟୁ ଘଟିଛି । ଏଭଳି ଦୁଃଖଦ ଘଟଣା ଘଟିଛି ଲମତାପୁଟ ବ୍ଲକ କୁମାରଗନ୍ଧନା ପଞ୍ଚାୟତ ବାଲିଆ ଗାଁରେ । ଉଭୟ ମୃତକ ହେଲେ ନନ୍ଦପୁର ବ୍ଲକ ଅରଗଣ୍ଡା ଗାଁର ମା’ ନମିତା ମାଝୀ ଓ ଝିଅ ସୁମିତ୍ରା ମାଝୀ । ମା’ ନମିତା ଝିଅ ସୁମିତ୍ରାଙ୍କ ସହ ବାପା!-->…
ନିଯୁକ୍ତ ସ୍ଥାନରେ ଯୋଗ ନଦେଲେ ହେବ ଦରମା ବନ୍ଦ; ଚେତାବନୀ ଦେଲେ କୃଷି ସଚିବ
ଭୁବନେଶ୍ୱର: କୃଷି ସଚିବ ଡ. ଅରବିନ୍ଦ କୁମାର ପାଢୀ ଏକ ଆଦେଶନାମା ଜାରି । ସେ କହିଛନ୍ତି ଯେ, ସମସ୍ତ ପଦୋନ୍ନତିପ୍ରାପ୍ତ / ବଦଳି ହୋଇଥିବା ଅଧିକାରୀମାନେ ବିଳମ୍ବ ନକରି ସେମାନଙ୍କର ନିଯୁକ୍ତ ସ୍ଥାନରେ ଯୋଗଦେବା ଉଚିତ ଏବଂ କୌଣସି ପରିସ୍ଥିତିରେ ସରକାରୀ ନିର୍ଦ୍ଦେଶର କାର୍ଯ୍ୟକାରିତାକୁ!-->…
ଲାଞ୍ଚ ନେଇ ଗିରଫ ହେଲେ ବୁଣ୍ଡିଆ ମାଇନ୍ସର ସବ୍ ଏରିଆ ମ୍ୟାନେଜର
ସମ୍ବଲପୁର: 20 ହଜାର ଟଙ୍କା ଲାଞ୍ଚ ମାମଲାରେ ସିବିଆଇ MCL ର ଝାରସୁଗୁଡା ସ୍ଥିତ ହୀରାକୁଦ ବୁଣ୍ଡିଆ ମାଇନ୍ସ ର ସବ ଏରିଆ ମ୍ୟାନେଜର ଅସିତ୍ କୁମାର ଓ ଜଣେ ପ୍ରାଇଭେଟ୍ ପର୍ସନ ବିଟୁ ରାମକୁ ଗିରଫ କରିଛି । ଅଭିଯୋଗ କରୀଙ୍କ ଠାରୁ ଏକ ମାମଲାର ତଦନ୍ତ କୁ ରଫା ଦଫା କରିବାକୁ ଅସିତ୍ କୁମାର ବିଟୁ!-->…
ପାଗଳ କୁକୁର କାମୁଡ଼ାରେ ୧୨ ଜଣ ଆହତ
ଗଞ୍ଜାମ: ମାତିଛି ପାଗଳ କୁକୁର। କୁକୁର କାମୁଡ଼ାରେ ୧୨ ଜଣ ଆହତ ହୋଇଛନ୍ତି। ଗଞ୍ଜାମ ଜିଲ୍ଲା ଧରାକୋଟ ବ୍ଲକରେ ପାଗଳ କୁକୁର ଆତଙ୍କ ଦେଖିବାକୁ ମିଳିଛି। ଧରାକୋଟ ବ୍ଲକର କୁସୁରାବ, ଲକ୍ଷ୍ମୀପୁର ଓ ବରୁଗୁଡ଼ା ଗାଁରେ ଗୋଡାଇ ଗୋଡାଇ କାମୁଡୁଛନ୍ତି ପାଗଳ କୁକୁର।
ଫଳରେ ଲୋକମାନେ ଘରୁ ବାହାରକୁ!-->!-->!-->…
ସବୁ ପୂଜା ମଣ୍ଡପରେ ଲାଗିବ ସଡ଼କ ସୁରକ୍ଷା ବାର୍ତ୍ତା, ସମସ୍ତ ଜିଲ୍ଲାପାଳ ଓ ଏସପିଙ୍କୁ ପରିବହନ ଆୟୁକ୍ତଙ୍କ ଚିଠି
କଟକ/ଭୁବନେଶ୍ୱର : ପାର୍ବଣରେ ପୂଜା ମଣ୍ଡପରେ ଲାଗିବ ସଡ଼କ ସୁରକ୍ଷା ବାର୍ତ୍ତା । ମା’ଙ୍କ ଆଶୀର୍ବାଦ ସହ ପରିବାରର ସୁରକ୍ଷା ପାଇଁ ହେବେ ସଚେତନ । ଏଥିପାଇଁ ସମସ୍ତ ପୂଜା କମିଟିଙ୍କୁ ଅନୁରୋଧ କରାଯିବ । କେବଳ ସେତିକି ନୁହେଁ, ନିଜ ଅଞ୍ଚଳକୁ ଦୁର୍ଘଟଣା ମୁକ୍ତ କରିବା ଦିଗରେ ସହଯୋଗ!-->…
ସେପ୍ଟେମ୍ବର ୧୮ରୁ ୨୫ ଯାଏଁ ଚାଲିବ ଓଡ଼ିଶା ବିଧାନସଭା ମୌସୁମୀ ଅଧିବେଶନ
ଭୁବନେଶ୍ୱର : ଖୁବ୍ ଶୀଘ୍ର ବିଧାନସଭା ମୌସୁମୀ ଅଧିବେଶନ । ସେପ୍ଟେମ୍ବର ୧୮ରୁ ୨୫ ଯାଏଁ ମୌସୁମୀ ଅଧିବେଶନ ନେଇ ସୂଚନା ମିଳିଛି । ତେବେ ବିଧାନସଭାର ମୌସୁମୀ ଅଧିବେଶନ ନେଇ ବିଧିବଦ୍ଧ ବିଜ୍ଞପ୍ତିକୁ ଅପେକ୍ଷା କରାଯାଇଛି । ଚଳିତ ବିଧାନସଭାରେ ବିଭିନ୍ନ ପ୍ରସଙ୍ଗ ନେଇ ରାଜ୍ୟ ସରକାରଙ୍କୁ!-->…
ମାନବିକତା ଦେଖାଇଲେ ପୋଲିସ ବାବୁ: କାନ୍ଧରେ ନେଇ ମହିଳାଙ୍କ ଶବସତ୍କାର କଲେ
ବାଲେଶ୍ୱର: ମୃତଦେହକୁ କାନ୍ଧେଇ ନେଇ ଯାଉଛନ୍ତି ପୋଲିସ । ମୃତ୍ୟୁ ସମୟରେ ପରିବାର ଲୋକେ ଚାରି କାନ୍ଧ ଦିଅନ୍ତି ଏକଥା ଆମେ ସମସ୍ତେ ଜାଣିଛେ କିନ୍ତୁ ଏଠି ଦୃଶ୍ୟ ଟିକେ ଭିନ୍ନ । ଦେଖୁନାହାନ୍ତି କିଭଳି ପୋଲିସମାନେ ମିଶି ମୃତଦେହକୁ କାନ୍ଧେଇ ନେଇଯାଉଛନ୍ତି । ଆଉ ମହିଳାଙ୍କ ଶେଷକୃତ୍ୟ!-->…
ଗୋଠଛଡ଼ା ଦନ୍ତାର ଆତଙ୍କ, ଘର ଭାଙ୍ଗିଲା ବୃଦ୍ଧାଙ୍କ ଜୀବନ ନେଲା
କେନ୍ଦୁଝର: ଆତଙ୍କ ଖେଳାଇଛି ଗୋଠ ଛଡ଼ା ଦନ୍ତା । ଦିନରେ ଲୁଚୁଛି, ରାତିରେ ଭାଙ୍ଗୁଛି । ହାତୀ ଆକ୍ରମଣରେ ପୁଣି ଜଣଙ୍କ ମୃତ୍ୟୁ । ଶୋଇଥିବା ବେଳେ ଘର ଭାଙ୍ଗି ଆକ୍ରମଣ କଲା ଗୋଠଛଡା ଦନ୍ତା । ଚିକିତ୍ସିତ ଅବସ୍ଥାରେ ଜଣେ ବୃଦ୍ଧାଙ୍କ ମୃତ୍ୟୁ ହୋଇଛି । ଚମ୍ପୁଆ ବ୍ଲକ ବର୍ଧନା ଗାଁରେ ଦେଖା!-->…