Browsing Category

ଓଡିଶା

ରାସ୍ତା ମଝିରେ ଜଳିଗଲା ଆମ ବସ, ଅଳ୍ପେକ ବର୍ତ୍ତିଲେ ଯାତ୍ରୀ

ଖୋର୍ଦ୍ଧା:  ହୁ ହୁ ହୋଇ ଜଳିଗଲା ଆମ ବସ୍ ।  ଯାତ୍ରୀଙ୍କୁ ନେଇ ଯାଉଥିବା ବେଳେ ରାସ୍ତାମଝିରେ ଜଳିଗଳା ଆମ ବସ ।  କଟକରୁ ଖୋର୍ଦ୍ଧା ଯାଉଥିବା ସମୟରେ ୧୬ ନମ୍ବର ଜାତୀୟ ରାଜପଥର ଗଡ଼ ଖୋର୍ଦ୍ଧା ନିକଟରେ ଗୁରୁବାର ଏହି ଅଘଟଣ ଘଟିଛି ।  ତେବେ ବସ୍ ଭିତରୁ ସବୁ ଯାତ୍ରୀ ସୁରକ୍ଷିତ ବାହାରି

ଘାଟି ତଳକୁ ଖସିଲା ଜିପ, ୧୫ ଯାତ୍ରୀ ଗୁରୁତର

ମାଲକାନଗିରି: ଘାଟି ତଳକୁ ଖସି ପଡିଲା ଜିପ ।  ମାଲକାନଗିରି ଜିଲ୍ଲା ବାୟାପଡା ଘାଟିରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ହୋଇଛି ।  ଅଳ୍ପେକେ ବର୍ତ୍ତିଲେ ୨୫ରୁ ଅଧିକ ଯାତ୍ରୀ ।  କୋରୁକୋଣ୍ଡା ବ୍ଲକ ଅନ୍ତର୍ଗତ ନାକାମାମୁଡ଼ି ପଞ୍ଚାୟତର ଆମଳିବେଡାରୁ କୁଡୁମୁଲୁଗୁମ୍ମା ସାପ୍ତାହିକ ହାଟକୁ ଆସୁଥିବା

ଅଗଷ୍ଟ ୩୧ରେ ହେବାକୁ ଥିବା ସ୍ବତନ୍ତ୍ର ଓଟିଇଟି ପରୀକ୍ଷା ସ୍ଥଗିତ; ଘୋଷଣା ହେବ ନୂଆ ତାରିଖ

କଟକ: ମାଧ୍ୟମିକ ଶିକ୍ଷା ପରିଷଦ ଦ୍ବାରା ପରିଚାଳିତ ହେବାକୁ ଥିବା ସ୍ବତନ୍ତ୍ର ଓଡ଼ିଶା ଟିଚର ଇଲିଜିବିଲିଟି ଟେଷ୍ଟ (ଓଟିଇଟି) ସ୍ଥଗିତ ରଖାଯାଇଛି। ଅନିବାର୍ଯ୍ୟ କାରଣରୁ ଓଟିଇଟି ପରୀକ୍ଷା ସ୍ଥଗିତ କରାଯାଇଥିବା ଦର୍ଶାଯାଇଛି। ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ପକ୍ଷରୁ ଏହି ସୂଚନା

ବଢୁଛି ନବୀନଙ୍କ କ୍ରେଜ୍ ; ଜାତୀୟ ସ୍ତରର ନେତା କରୁଛନ୍ତି କଲ୍‌

ଭୁବନେଶ୍ବର: ୨୦୨୪ରେ ରାଜ୍ୟ ବିଧାନସଭା ନିର୍ବାଚନ ସମୟରେ ତତ୍କାଳୀନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଅନ୍ୟର ସାହାରା ନେଇ ନିର୍ବାଚନୀ ମଞ୍ଚରେ ପ୍ରଚାର କରୁଥିବାର ଦେଖିବାକୁ ମିଳିଥିଲା। ଏହା ଦ୍ବାରା ରାଜ୍ୟର ଜନସାଧାରଣଙ୍କ ପାଖକୁ ଏକ ନକାରାତ୍ମକ ବାର୍ତ୍ତା ମଧ୍ୟ ଯାଇଥିଲା। ନବୀନଙ୍କ

ରାଜଧାନୀରେ ଦୁର୍ଘଟଣା: ଦୁଇ ବାଇକ ଆରାହୀ ମୃତ

ଭୁବନେଶ୍ବର : ରାଜଧାନୀରେ ଦୁର୍ଘଟଣା, ୨ ମୃତ। ଭୁବନେଶ୍ବର ରେଣ୍ଟାଲ କଲୋନୀ ଫାୟାର ଷ୍ଟେସନ ରୋଡରେ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । ଦୁଇ ଜଣ ବାଇକ ଆରୋହୀ ଭାରସାମ୍ୟ ହରାଇ ପ୍ରଥମେ ବିଦ୍ୟୁତ ଖୁଣ୍ଟରେ ପିଟି ହୋଇଯାଇଥିଲା । ପରେ ଗଛ ଓ କାରକୁ ଧକ୍କା ଦେଇଥିଲା । ଷ୍ଟୁଡିଓ ଛକରୁ ଫାୟର

ଆଜି ଶ୍ରୀଜୀୟୁଙ୍କ କୃଷ୍ଣ ବଳରାମ ବେଶ

ପୁରୀ : ଆଜି ଭାଦ୍ରବ ମାସ କୃଷ୍ଣପକ୍ଷ ତ୍ରୟୋଦଶୀ ତିଥି । ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ କୃଷ୍ଣ ବଳରାମ ବେଶ । ଜଗନ୍ନାଥଙ୍କୁ କୃଷ୍ଣ ଓ ବଳଭଦ୍ରଙ୍କୁ ବଳରାମ ବେସରେ ସଜ୍ଜିତ କରାଯିବ । ଦେବୀ ସୁଭଦ୍ରା ଚତୁର୍ଭୁଜ ଧାରଣ କରି ପଦ୍ମାସନରେ ଉପବେସନ କରିବେ । ଉଭୟ କୃଷ୍ଣ ଏବଂ ବଳରାମ କାଷ୍ଠ

ଜେଲ୍‌ ଗଲେ ଜଳସେଚନ ବିଭାଜନ ଅଧୀକ୍ଷଣ ଯନ୍ତ୍ରୀ ସୁରେନ୍ଦ୍ର ବେହେରା: ୨୦୬ ପ୍ରତିଶତରୁ ଅଧିକ ଆୟ ବହିର୍ଭୂତ ସମ୍ପତ୍ତି

ସୁନ୍ଦରଗଡ଼: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଅନୁଗୁଳ ଜଳସେଚନ ବିଭାଜନ ଅଧୀକ୍ଷଣ ଯନ୍ତ୍ରୀ ସୁରେନ୍ଦ୍ର ବେହେରାଙ୍କୁ ସୁନ୍ଦରଗଡ଼ ଦୁର୍ନୀତି ନିବାରଣ ବିଭାଗ(ଭିଜିଲାନ୍ସ) ଗିରଫ କରିଛି। ଚଢ଼ଉ ବେଳେ ସୁନ୍ଦରଗଡ଼ ଓ ରାଉରକେଲା ଛେଣ୍ଡରେ ୨କୋଟିରୁ ଊର୍ଦ୍ଧ୍ବ ଟଙ୍କାର ୨ଟି ବହୁତଳ

୬ଥାକିଆ ହେବ ଭୁବନେଶ୍ବର ବାଇପାସ୍‌ ରୋଡ୍‌: ଖର୍ଚ୍ଚ ହେବ ୮୩୦୮କୋଟି

ଭୁବନେଶ୍ବର: ଖୋର୍ଦ୍ଧା, ଭୁବ‌ନେଶ୍ବର କଟକ ସହରର ଭିଡ଼ ଓ ଟ୍ରାଫିକ୍‌ ସମସ୍ୟା କମାଇବା, ଭାରୀ ଯାନ ଚଳାଚଳ ହ୍ରାସ ପାଇଁ ଏନ୍‌ଏଚ୍-୧୬ରେ (ଚେନ୍ନାଇ-କୋଲକତା କରିଡର) ଜାତୀୟ ରାଜପଥ କର୍ତ୍ତୃପକ୍ଷ ଭୁବନେଶ୍ବର ବାଇପାସ୍‌ ନିର୍ମାଣ କରିବାକୁ ଯାଉଛନ୍ତି। ଏହା ଖୋର୍ଦ୍ଧା ଜିଲ୍ଲା ରାମେଶ୍ବରରୁ

ରାଜଧାନୀ ଏକ୍ସପ୍ରେସ୍‌ର ଗୁଣବତ୍ତା ଯାଞ୍ଚ କଲେ ପୂର୍ବତଟ ରେଳପଥ ମହାପ୍ରବନ୍ଧକ

ଭୁବନେଶ୍ବର: ପୂର୍ବତଟ ରେଳପଥ ମହାପ୍ରବନ୍ଧକ ପରମେଶ୍ୱର ଫୁଙ୍କୱାଲ୍‌ ଆଜି ଭୁବନେଶ୍ୱର-ନୂଆଦିଲ୍ଲୀ ରାଜଧାନୀ ଏକ୍ସପ୍ରେସ୍‌(୨୨୮୨୩)ରେ ଅନ୍‌-ବୋର୍ଡ ଯାଞ୍ଚ କରିଛନ୍ତି। ସମସ୍ତ ଯାତ୍ରୀଙ୍କ ପାଇଁ ଏକ ଆରାମଦାୟକ ଓ ସୁଗମ ଯାତ୍ରା ଅଭିଜ୍ଞତା ସୁନିଶ୍ଚିତ କରିବା ଲକ୍ଷ୍ୟରେ ଯାତ୍ରୀଙ୍କ ସୁବିଧା,

୨୪ ଯାଏ ପ୍ରବଳ ବର୍ଷା ଆଶଙ୍କା, ୧୧ ଜିଲ୍ଲାକୁ ୟେଲୋ ଆଲର୍ଟ

ଭୁବନେଶ୍ୱର : ଦୁର୍ବଳ ହେଉଛି ଅବପାତ । ଆଗାମୀ ୧୨ ଘଣ୍ଟାରେ ସୁଦୃଶ୍ୟ ଲଘୁଚାପ କ୍ଷେତ୍ରରେ ପରିଣତ ହେବ। କ୍ରମଶଃ ପଶ୍ଚିମ- ଉତ୍ତରପଶ୍ଚିମ ଦିଗରେ ଗତି କରି ଦକ୍ଷିଣ ଓଡ଼ିଶା ଓ ଦକ୍ଷିଣ ଛତିଶଗଡ଼ ମୁହାଁ ହେବ। ଅବପାତ ପ୍ରଭାବରୁ ଆଭ୍ୟନ୍ତରୀଣ ଓଡ଼ିଶାରେ ଲାଗିରହିଛି ବର୍ଷା ।  ଆସନ୍ତା ୨୪ ତାରିଖ