Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ବଡ଼ ବଡ଼ ବାବୁ ଙ୍କ କଞ୍ଚା ହଳଦୀ ଲୋଭ..! : ଯାହାକୁ ନେଇ ସରକାରୀ ଜମି ହାତେଇବାରେ ସଫଳ ପ୍ରଭାବଶାଳୀ ଜମି ମାଫିଆ …..!
ବ୍ରହ୍ମପୁର: ଜିଲ୍ଲାର ଜଣେ ପ୍ରଭାବଶାଳୀ ବ୍ୟକ୍ତି ଜିଲ୍ଲାର ପୂର୍ବତନ ବଡ଼ ବାବୁ ମାନଙ୍କୁ କଞ୍ଚା ହଳଦୀ ଯୋଗାଇ ସରକାରୀ ଜମି ହଡପ କରିଥିବା ଚର୍ଚ୍ଚା ଏବେ ଜୋର ଧରିଛି। ଗଞ୍ଜାମ ଜିଲ୍ଲାର ଏହି ପ୍ରଭାବଶାଳୀ ବ୍ୟକ୍ତି ଜିଲ୍ଲା ବାହାରୁ କଞ୍ଚା ହଳଦୀ ମୁଠା ମୁଠା ଟଙ୍କା ଖର୍ଚ୍ଚ କରି ଆଣି!-->!-->!-->…
ଗାନ୍ଧିଜୀଙ୍କୁ ନେଇ ବିଜେପି ବିଧାୟକଙ୍କ ବିବାଦୀୟ ମନ୍ତବ୍ୟ: ଗାନ୍ଧିଜୀଙ୍କ ପ୍ରତମୂର୍ତ୍ତୀ ତଳେ ଧାରଣା ଦେଲେ ବିରୋଧୀ
ଭୁବନେଶ୍ୱର : ଗାନ୍ଧିଜୀଙ୍କ ଉପରେ ବିଜେପି ବିଧାୟକ ସନ୍ତୋଷ ଖଟୁଆଙ୍କ ବିବାଦୀୟ ମନ୍ତବ୍ୟକୁ ନେଇ ବିଧାନସଭାରେ ଝଡ଼ । ଗୃହରେ ପ୍ରଥମେ ହଙ୍ଗାମା, ପରେ ବିଧାନସଭା ପରିସରରେ ଥିବା ଗାନ୍ଧିଜୀଙ୍କ ପ୍ରତମୂର୍ତ୍ତୀ ତଳେ ଧାରଣା । ମୌନ ଧାରଣ ଦେଇଥିଲେ ବିଜେଡି ଓ କଂଗ୍ରେସ!-->…
ଜଳିଗଲା ଓଏସଆରଟିସି ବସ
ବଲଣ୍ଡା: ବରଗଡ଼ ଜିଲା ବଲଣ୍ଡା ଛକରେ ଜଳିଗଲା ଓଡ଼ିଶା ରାଜ୍ୟ ସଡ଼କ ପରିବହନ ନିଗମ(ଓଏସଆରଟିସି) ବସ। ବସରେ ଥିବା ସମସ୍ତ ଯାତ୍ରୀ ସୁରକ୍ଷିତ ରହିଥିବା ଜଣାପଡ଼ିଛି। ସୂଚନା ଅନୁସାରେ ବସଟି ବରଗଡ଼ରୁ ପଦ୍ମପୁର ଯାଉଥିଲା। ବସରେ ୨୫ରୁ ଅଧିକ ଯାତ୍ରୀ ଥିଲେ। ବଲଣ୍ଡା ଛକ ନିକଟରେ ହଠାତ ବସରେ ନିଆଁ!-->…
ଭାଇବୋହୂକୁ ହାଣିଲା ଦେଢ଼ଶୂର
ଘଟଗାଁ : ଭାଇବୋହୂକୁ ହାଣି ହତ୍ୟା କରିଛି ଦେଢ଼ଶୂର। କେନ୍ଦୁଝର ଜିଲା ଘଟଗାଁ ଅନ୍ତର୍ଗତ ବାଇଗଣପାଳ ଗାଁରେ ଘଟିଛି ଏଭଳି ହତ୍ୟାକାଣ୍ଡ। ହତ୍ୟାର ଶିକାର ହୋଇଛନ୍ତି ହୃଷୀକେଶ ମହାକୁଡ଼ଙ୍କ ସ୍ତ୍ରୀ ନିରୂପମା ମହାକୁଡ଼।
ସୂଚନା ଅନୁସାରେ ପାରିବାରିକ ବିବାଦକୁ ନେଇ ନିରୂପମାଙ୍କୁ ତାଙ୍କ!-->!-->!-->…
ମାରଣାସ୍ତ୍ର ସହ ୧୪ ଡକାୟତ ଗିରଫ, ୬ ଲକ୍ଷ ଟଙ୍କା ଜବତ
ଯାଜପୁର: ପୁଲିସ କବଜାରେ ଧରାପଡ଼ିଛି ଏକ ୧୪ ଜଣିଆ ଡକାୟତ ଗ୍ୟାଙ୍ଗ। ବିଭିନ୍ନ ଅଞ୍ଚଳରେ ଅପରାଧ ଘଟାଉଥିବା ଏଭଳି ଏକ ଗ୍ୟାଙ୍ଗକୁ ଧରିଛି ଯାଜପୁର ପୁଲିସ। ପୁଲିସ ୧୪ ଅଭିଯୁକ୍ତଙ୍କୁ ଗିରଫ କରିବା ସହିତ ସେମାନଙ୍କ ନିକଟରୁ ବିଭିନ୍ନ ପ୍ରକାର ମାରଣାସ୍ତ୍ର ଏବଂ ପ୍ରାୟ ୬ ଲକ୍ଷ ଟଙ୍କା ଜବତ କରିଛି।!-->…
ଉତ୍କଳ ସଙ୍ଗୀତ ମହାବିଦ୍ୟାଳୟରେ ଛାତ୍ରୀଙ୍କୁ ନିର୍ଯାତନା: ଅଭିଯୁକ୍ତ ଅଧ୍ୟାପକ ବହିଷ୍କୃତ
ଭୁବନେଶ୍ଵର: ଉତ୍କଳ ସଙ୍ଗୀତ ମହାବିଦ୍ୟାଳୟ ଛାତ୍ରୀଙ୍କୁ ନିର୍ଯାତନା ଅଭିଯୋଗ ହୋଇଛି। କ୍ୟାମ୍ପସ୍ରେ ଛାତ୍ରୀଙ୍କ ହଙ୍ଗାମାକୁ ନେଇ ପ୍ରବଳ ଉତ୍ତେଜନା ଦେଖାଦେଇଛି। ଡ୍ରାମା ବିଭାଗ ଛାତ୍ରୀଙ୍କୁ ନିର୍ଯ୍ୟାତନା ଦିଆଯିବାର ଅଭିଯୋଗ ପରେ ଉତ୍ତେଜନା ପ୍ରକାଶ ପାଇଛି। ଜଣେ ଅଧ୍ୟାପକଙ୍କ ନାଁରେ!-->…
ବରଗଡ ଧନୁଯାତ୍ରା ପାଇଁ ୧ କୋଟିର ଅନୁଦାନ
ବରଗଡ଼: ବରଗଡ଼ ଧନୁଯାତ୍ରା ନିମନ୍ତେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ୧ କୋଟି ଟଙ୍କାର ଆର୍ଥିକ ଅନୁଦାନ ରାଶି ପ୍ରଦାନ କରାଯିବ । ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିବା ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି । ତେବେ ୨୦୦!-->…
ଉପାନ୍ତ ଅଞ୍ଚଳରେ ଚିକିତ୍ସା ଯୋଗାଇଲେ ମେଡିକାଲ୍ ଟିମ୍
ମାଲକାନଗିରି : ‘ମୁଖ୍ୟମନ୍ତ୍ରୀ ବାୟୁ ସ୍ୱାସ୍ଥ୍ୟସେବା ଯୋଜନା’ ରେ ଉପାନ୍ତ ଅଞ୍ଚଳବାସୀଙ୍କ ପାଇଁ ବିଶେଷଜ୍ଞ ଚିକିତ୍ସା ସେବା ସୁନିଶ୍ଚିତ ହେଉଛି। ମାଲକାନଗିରି ଜିଲ୍ଲାବାସୀଙ୍କୁ ଉଚ୍ଚମାନର ସ୍ୱାସ୍ଥ୍ୟସେବା ଯୋଗାଇବା ପାଇଁ ‘ମୁଖ୍ୟମନ୍ତ୍ରୀ ବାୟୁ ସ୍ଵାସ୍ଥ୍ୟ ସେବା ଯୋଜନା’ ରେ ଗତକାଲି ଶ୍ରୀ!-->…
ଦନ୍ତା ଆକ୍ରମଣରେ ଦୁଇ ମୃତ
ଦେବଗଡ : ଦେବଗଡ ବନଖଣ୍ଡ ରିଆମାଳ ଓ ଛେଣ୍ଡିପଦା ବନାଞ୍ଚଳ ଜୁରାଡଙ୍ଗା ଗାଁରେ ହାତୀ ଆତଙ୍କ ଦେଖିବାକୁ ମିଳିଛି। ଗୋଠ ଛଡା ଦନ୍ତା ଆକ୍ରମଣରେ ଦୁଇ ଜଣଙ୍କର ମୃତ୍ୟୁ ଘଟିଛି। ମୃତକ କୁଞ୍ଜ ଦେହୁରୀ (୬୨) ଏବଂ ରଜନୀ ବେହେରା (୪୫) ବୋଲି ଜଣାପଡିଛି। ସୂଚନା ଅନୁଯାୟୀ ଆଜି ସକାଳୁ ଉଭୟ ଶୌଚ ପାଇଁ!-->…
ଏଏସଆଇଙ୍କୁ ଚାପୁଡ଼ା ମାରିଲେ ଆଇଆଇସି: ଦୁହିଁଙ୍କୁ ବଦଳି କଲେ ଏସପି
ଯାଜପୁର ଟାଉନ : ଏଏସଆଇଙ୍କୁ ଥାନା ଅଧିକାରୀ ଚାପୁଡ଼ା ମାରିବା ଅଭିଯୋଗ । ତଦନ୍ତ ପରେ କାର୍ଯ୍ୟାନୁଷ୍ଠାନ ନେଲେ ଯାଜପୁର ଏସପି । ଯାଜପୁର ଅଳକୁଣ୍ଡ ଥାନାରେ ଏଏସଆଇଙ୍କୁ ଥାନା ଅଧିକାରୀ ଚାପୁଡ଼ା ମାରିବା ନେଇ SDPOଙ୍କ ନିକଟରେ ଲିଖିତ ଅଭିଯୋଗ କରିଛନ୍ତି ସମ୍ପୃକ୍ତ!-->…