Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ନୂଆଦିଲ୍ଲୀରେ ଓଡ଼ିଶା ଭବନ ନିର୍ମାଣ ସମ୍ପର୍କରେ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ, ଭବନରେ ରହିବ ଓଡ଼ିଆ ଐତିହ୍ୟର ଝଲକ
ଭୁବନେଶ୍ୱର : ନୂଆଦିଲ୍ଲୀରେ ଓଡ଼ିଶା ଭବନ ନିର୍ମାଣ ସମ୍ପର୍କରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସମୀକ୍ଷା କରିଛନ୍ତି । ନୂଆଦିଲ୍ଲୀର ଚାଣକ୍ୟପୁରୀ ଅଞ୍ଚଳରେ ଏହି ଭବନର ପୁନଃନିର୍ମାଣ କରାଯାଉଛି । ଓଡ଼ିଶା ଭବନରେ ଓଡିଆ ଐତିହ୍ୟର ଝଲକ ରହିବ । ରାଜ୍ୟର ସମୃଦ୍ଧ ପ୍ରସ୍ତର!-->…
ପୋଲାଭରମ ପ୍ରକଳ୍ପ କାମ ବନ୍ଦ କରାଯାଉ, CWC ଆଗରେ ବିଜେଡି ପ୍ରତିନିଧିଙ୍କ ଦାବି
ଭୁବନେଶ୍ୱର : ପୋଲାଭରମ ପ୍ରକଳ୍ପ କାମ ବନ୍ଦ କରାଯାଉ । ପୋଲାଭରମକୁ ନେଇ କେନ୍ଦ୍ରୀୟ ଜଳ କମିଶନଙ୍କୁ ଭେଟି ଦାବି ରଖିଲେ ବିଜେଡି ପ୍ରତିନିଧି ଦଳ । ଜଳ କମିଶନଙ୍କୁ ସ୍ମାରକପତ୍ର ଦେଲେ । ପୋଲାଭରମ ପାଇଁ ମାଲକାନଗିରିର ଅଧିକାଂଶ ଅଞ୍ଚଳ ପ୍ରଭାବିତ ହେବ । !-->…
ରାଜ୍ୟ ଅର୍ଥ ଆୟୋଗ ଦେଲେ ଅନ୍ତରୀଣ ରିପୋର୍ଟ: ଷୋଡ଼ଶ ଅର୍ଥ ଆୟୋଗଙ୍କୁ ପଠାଯିବ
ଭୁବନେଶ୍ବର: ଷଷ୍ଠ ରାଜ୍ୟ ଅର୍ଥ ଆୟୋଗ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଅନ୍ତରୀଣ ରିପୋର୍ଟ ପ୍ରଦାନ କରିଛନ୍ତି। ଆୟୋଗର ଅଧ୍ୟକ୍ଷ ଡ. ଅରୁଣ କୁମାର ପଣ୍ଡାଙ୍କ ନେତୃତ୍ବାଧୀନ ଦଳ ମୁଖ୍ୟମନ୍ତ୍ରୀଙ୍କୁ ବିଭିନ୍ନ ସୁପାରିସ ସମ୍ପର୍କରେ ଅବଗତ କରିଥିଲେ। ଏହି ରିପୋର୍ଟକୁ କେନ୍ଦ୍ର ସରକାର ଗଠନ!-->…
ନଭେମ୍ବରରୁ ବଣ୍ଟା ହେବ ପିଏମ୍-ଆବାସ : ମୋଦୀଙ୍କ ଜନ୍ମଦିନରେ ଅନ୍ତ୍ୟୋଦୟ ଗୃହ ଯୋଜନାରେ ମିଳିବ ଘର
ଭୁବନେଶ୍ବର: ଆସନ୍ତା ନଭେମ୍ବର ମାସରେ ପିଏମ୍ ଆବାସ ଯୋଜନାରେ ଘର ଆବଣ୍ଟନ ହେବ। ପର୍ଯ୍ୟାୟକ୍ରମେ ସମସ୍ତ ଯୋଗ୍ୟ ହିତାଧିକାରୀଙ୍କୁ ଘର ଦିଆଯିବ ବୋଲି ପଞ୍ଚାୟତିରାଜ ଓ ପାନୀୟ ଜଳ ଏବଂ ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ରବିନାରାୟଣ ନାଏକ କହିଛନ୍ତି। ଆଜି ଗଣମାଧ୍ୟମକୁ ସୂଚନା ଦେଇ ମନ୍ତ୍ରୀ ଶ୍ରୀ!-->…
ରାଜ୍ୟରେ ନିଯୁକ୍ତି ପାଇବେ ୧୮୪୦ ଡାକ୍ତର ଓ ୫୦୦୦ରୁ ଅଧିକ ପାରା ମେଡିକାଲ ଷ୍ଟାଫ୍:ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର : ସ୍ବାସ୍ଥ୍ୟ ବିଭାଗର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଲୋକସେବା ଭବନ ଠାରେ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । ରାଜ୍ୟରେ ଖାଲି ପଡିଥିବା ବିଭିନ୍ନ ଡାକ୍ତର ପଦବୀ ଓ ପ୍ରଫେସର ପଦବୀ ପୂରଣ ଉପରେ ଗୁରୁତ୍ୱାରୋପ!-->…
ରଥଯାତ୍ରା ଓ ବାହୁଡ଼ା ଯାତ୍ରା ନେଇ ଆସିବ ମାର୍ଗଦର୍ଶିକା, ଶୃଙ୍ଖଳିତ ଦର୍ଶନ ଓ ଟ୍ରାଫିକ ନିୟନ୍ତ୍ରଣ ନେଇ ହେବ ଆଲୋଚନା
ଭୁବନେଶ୍ୱର : ରଥଯାତ୍ରା ଓ ବାହୁଡ଼ା ଦର୍ଶନ ନେଇ ଆସିବ ମାର୍ଗଦର୍ଶିକା । ଆଜି ଭୁବନେଶ୍ୱରରେ ମୁଖ୍ୟ ଶାସନ ସଚିବଙ୍କ ଅଧକ୍ଷତାରେ ବସିବ ରଥଯାତ୍ରୀ ପରବର୍ତ୍ତୀ ସମୀକ୍ଷା ବୈଠକ । ରଥଯାତ୍ରା, ବାହୁଡ଼ା ସମେତ ଶ୍ରୀମନ୍ଦିରରେ ପାଳନ ହେଉଥିବା ଦୈନନ୍ଦିନ ନୀତିକାଠି ଓ ଉତ୍ସବ ପାଳନରେ!-->…
ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ କାଳୀୟ ଦଳନ ବେଶ
ପୁରୀ: ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ କାଳୀୟ ଦଳନ ବେଶ । ଆଜି ଭାଦ୍ରବ କୃଷ୍ଣପକ୍ଷ ଏକାଦଶୀ ତିଥିରେ ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ କାଳୀୟଦଳନ ବେଶ ଓ ଧେନୁକାସୁର ବଧ ପ୍ରସ୍ତାବ ଅନୁଷ୍ଠିତ ହେବ । ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପ ବଢିବା ପରେ ମଦନମୋହନ ଓ ରାମକୃଷ୍ଣଙ୍କୁ ପୂଜାପଣ୍ଡା!-->…
ପାର୍ବଣରେ ଜୋର ଜବରଦସ୍ତ କରି ପାରିବେନି ଆଦାୟ ଚାନ୍ଦା, ବିଶୃଙ୍ଖଳା କଲେ କାର୍ଯ୍ୟାନୁଷ୍ଠାନ ନେବ ପୋଲିସ
କଟକ: ପାର୍ବଣରେ ଦାଦା ବଟିକୁ ନାଁ । ଜୋର ଜବରଦସ୍ତି ଆଦାୟ କରି ପାରିବେନି ଚାନ୍ଦା । ବିଶୃଙ୍ଖଳା କଲେ ପୋଲିସ ନେବ କାର୍ଯ୍ୟାନୁଷ୍ଠାନ। କଟକ ଶାରଳା ଭବନରେ ଗଣେଶ ପୂଜା ପ୍ରସ୍ତୁତି ବୈଠକରେ ସୂଚନା ଦେଇଛନ୍ତି କଟକ କମିଶନରେଟ ପୋଲିସ । ଚଳିତ ବର୍ଷ ସହରରେ ପ୍ରାୟ ୧୨ଶହ ମଣ୍ଡପରେ ବିଘ୍ନ!-->…
ପରିବେଶ ସନ୍ତୁଳନ ବିଗୁଡୁଛି, ଚନ୍ଦ୍ରଭାଗା ମୁହାଣରେ ମରିପଡିଛନ୍ତି ଲକ୍ଷାଧିକ ସଂଖ୍ୟାର ବ୍ଲୁ ବଟମ୍ ଜେଲିଫିସ୍
କୋଣାର୍କ: ବିଗୁଡୁଛି ପରିବେଶ ସନ୍ତୁଳନ, ଚିନ୍ତାରେ ପରିବେଶବିତ । ଚନ୍ଦ୍ରଭାଗା ସମୁଦ୍ର କୂଳରେ ମରିପଡିଛନ୍ତି ଲକ୍ଷାଧିକ ସଂଖ୍ୟାର ବ୍ଲୁ ବଟମ୍ ଜେଲିଫିସ୍ । ଜଳବାୟୁ ପରିବର୍ତ୍ତନର ପ୍ରଭାବ ସାମୁଦ୍ରିକ ପରିସଂସ୍ଥା ଉପରେ ପଡ଼ି ସାମୁଦ୍ରିକ ପରିସଂସ୍ଥା ତାପମାତ୍ରା କାଳକ୍ରମେ ବୃଦ୍ଧି!-->…
ବନ୍ଦ ହୋଇପାରେ ଭୁବନେଶ୍ଵର-ଦୁବାଇ ବିମାନ ସେବା !
ଭୁବନେଶ୍ଵର: ବନ୍ଦ ହେବ ଭୁବନେଶ୍ଵର-ଦୁବାଇ ବିମାନ ସେବା । ଇଣ୍ଡିଗୋ ପକ୍ଷରୁ ଭୁବନେଶ୍ଵର-ଦୁବାଇ ବିମାନ ସେବାକୁ ବନ୍ଦ କରି ଦିଆଯିବ। ଆସନ୍ତା ଅକ୍ଟୋବର ୨୪ ତାରିଖରୁ ଏହି ରୁଟରେ କମ୍ପାନୀ ଏହାର ସେବା ବନ୍ଦ କରିବା ନେଇ ସୂଚନା ମିଳିଛି ।
ଏଥିସହ ଏହି ରୁଟ୍ରେ ଇଣ୍ଡିଗୋ ବିମାନ!-->!-->!-->…