Browsing Category

ଓଡିଶା

ପ୍ରକାଶ ପାଇଲା OTET-୨୦୨୬ ରେଜଲ୍ଟ, ପାସ୍ ହାର ୬୪.୪୮ %

କଟକ : ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା OTET-୨୦୨୬ର ଫଳ ପ୍ରକାଶ ପାଇଛି। ଜୁଲାଇ ୫ରେ ଅନୁଷ୍ଠିତ ପରୀକ୍ଷାରେ ପେପର-୧ ଓ ପେପର-୨ ପାଇଁ ମୋଟ ୯୭ ହଜାର୧୫୧ ଜଣ ପଞ୍ଜୀକରଣ କରିଥିଲେ। ଏଥିରୁ ୮୪ ହଜାର ୭୩୧ ଜଣ ପରୀକ୍ଷା ଦେଇଥିବା ବେଳେ ୫୩ ହଜାର ୩୧୪ ଜଣ ପରୀକ୍ଷାରେ ଯୋଗ୍ୟତା

ଏମକେସିଜି ଡାକ୍ତରୀ ଛାତ୍ର ନିଖୋଜ; ଅଗଷ୍ଟ ୩୧ରୁ ମିଳୁନି ପତ୍ତା

ବ୍ରହ୍ମପୁର:ଏମକେସିଜି ମେଡିକାଲ କଲେଜ ଓ ହସ୍ପିଟାଲର ଜଣେ ପ୍ରଥମ ବର୍ଷ ଏମବିବିଏସ୍ ଛାତ୍ର ନିଖୋଜ ହୋଇଥିବା ନେଇ ବ୍ରହ୍ମପୁର ବୈଦ୍ୟନାଥପୁର ଥାନାରେ ଅଭିଯୋଗ ହୋଇଛି। ନିଖୋଜ ଛାତ୍ର ଜଣକ ଯାଜପୁର ଜିଲା କୁଆଖିଆ ଥାନା ଅନ୍ତର୍ଗତ କପାଳି ଗ୍ରାମର ସାଗର ସାହୁ (୨୧) ବୋଲି ଜଣାପଡ଼ିଛି।ସୂଚନା

ମୋମୋ ଗୋଦାମରେ ଫୁଡ୍ ସେଫ୍ଟି ବିଭାଗର ରେଡ୍, ପେଟି ପେଟି ମୋମୋ ଜବତ

କଟକ : ମୋମୋ ଗୋଦାମରେ ଚଢ଼ାଉ । କଟକ ଭାଣପୁରରେ ଥିବା ଏକ ୱାଓ ମୋମୋ ଗୋଦାମରେ ଏକ ବଡ଼ ଧରଣର ରେଡ କରିଛି ଫୁଡ୍ ସେଫ୍ଟି ବିଭାଗ। ଗୋଦାମ ଭିତରେ ପେଟି ପେଟି ମୋମୋ ମହଜୁଦ ରହିଥିବା ବେଳେ, ଦୀର୍ଘଦିନ ଧରି ଏଗୁଡ଼ିକୁ ଫ୍ରିଜ୍ ରେ ସଂରକ୍ଷିତ କରି ବିଭିନ୍ନ ସ୍ଥାନକୁ ଯୋଗାଣ

ହେଲିକପ୍ଟର ମାମଲା: ନବୀନ ପଟ୍ଟନାୟକ ଓ ଭି.କେ ପାଣ୍ଡିଆନଙ୍କ ବିରୋଧରେ ଆବେଦନ ଖାରଜ

ଭୁବନେଶ୍ୱର : ହେଲିକପ୍ଟର ମାମଲାରେ ଖାରଜ ହେଲା ଆବେଦନ। ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ଓ ତାଙ୍କ ପୂର୍ବତନ ବ୍ୟକ୍ତିଗତ ସଚିବ ଭି.କେ ପାଣ୍ଡିଆନଙ୍କ ବିରୋଧରେ ହେଲିକପ୍ଟର ମାମଲା ଆବେଦନ ଖାରଜ କଲେ ଖୋର୍ଦ୍ଧା କୋର୍ଟ। ଅଭିଯୋଗରେ ଯଥେଷ୍ଟ ଆଧାର ନାହିଁ କହିଲେ ଖୋର୍ଦ୍ଧା

ଓଡ଼ିଶା DGP ଚୟନକୁ ନେଇ ସସ୍ ପେନ୍ସ ଜାରି: ସେପ୍ଟେମ୍ବର ୭କୁ ଘୁଞ୍ଚିଲା ସୁପ୍ରିମକୋର୍ଟଙ୍କ ଶୁଣାଣି

ଭୁବନେଶ୍ବର: ଓଡ଼ିଶା DGP ଚୟନ ମାମଲା । ସେପ୍ଟେମ୍ବର ୭କୁ ଘୁଞ୍ଚିଲା ସୁପ୍ରିମକୋର୍ଟଙ୍କ ଶୁଣାଣି । ଆମିକସ କ୍ୟୁରି ଦାଖଲ କଲେ ରିପୋର୍ଟ । ନୂଆ ପୋଲିସ ମୁଖ୍ୟ ଚୟନ ଉପରେ ଜାରି ରହିଲା ସସ୍ ପେନ୍ସ । ଓଡ଼ିଶାର ପରବର୍ତ୍ତୀ ପୋଲିସ ମହାନିର୍ଦ୍ଦେଶକ ଚୟନକୁ ନେଇ ସସ୍ ପେନ୍ସ ଜାରି ରହିଛି ।

ରାଷ୍ଟ୍ରପତି ଭବନରେ ଗଞ୍ଜାମ ଜିଲ୍ଲାର ୫ଟି ପ୍ରମୁଖ ସାଂସ୍କୃତିକ ଦଳର ୯୦ରୁ ଊର୍ଦ୍ଧ୍ୱ ଲୋକ କଳାକାର

ବ୍ରହ୍ମପୁର : ନିକଟରେ ଗଞ୍ଜାମ ଗସ୍ତ ସମୟରେ ତପ୍ତପାଣିଠାରେ ଆଦିବାସୀ ଓ ଲୋକନୃତ୍ୟ ଦେଖି ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ବେଶ୍ ପ୍ରଭାବିତ ହୋଇଥିଲେ । ସେହି ସାଂସ୍କୃତିକ ପ୍ରଦର୍ଶନରେ ମୁଗ୍ଧ ହୋଇ କଳାକାରମାନଙ୍କୁ ରାଷ୍ଟ୍ରପତି ଭବନକୁ ଆମନ୍ତ୍ରଣ କରିଥିଲେ ରାଷ୍ଟ୍ରପତି ।

କମିଲା PUCC ଜରିମାନା, ରାଜ୍ୟ ସରକାରଙ୍କ ବଡ଼ ଘୋଷଣା

ଭୁବନେଶ୍ୱର : ରାଜ୍ୟରେ କମିଲା PUCC ଫାଇନ୍ । ୧୦ ହଜାରରୁ ୬ ହଜାର ହେଲା PUCC ଜରିମାନା ଟଙ୍କା । ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନାଙ୍କ ବଡ଼ ଘୋଷଣା । ପ୍ରଥମ ଥର ବାଇକ ନିୟମ ଭାଙ୍ଗିଲେ ୧ହଜାର ଟଙ୍କା ଫାଇନ ଦେବାକୁ ପଡ଼ିବ। ଦ୍ବିତୀୟ ଥର ନିୟମ ଭାଙ୍ଗିଲେ ୨ ହଜାର

ଡ୍ରେନକୁ ଓଲଟି ପଡ଼ିଲା କାର୍, ଦମ୍ପତି ମୃତ

ପାରାଦୀପ : ଡ୍ରେନରେ ପଶିଗଲା କାର୍, ଦମ୍ପତି ମୃତ । ଅଣନିଶ୍ବାସୀ ହୋଇ ଚାଲିଗଲା ଦୁଇ ଜଣଙ୍କ ଜୀବନ। ମୃତକ ହେଲେ ପାରାଦୀପ ମେରାଇନ ବିଭାଗର ଅବସରପ୍ରାପ୍ତ ବିଭୁତି ଦାସ ଏବଂ ତାଙ୍କ ପତ୍ନୀ ପ୍ରତିମା ଦାସ। ଚଣ୍ଡିଖୋଲ-ପାରାଦୀପ ରାସ୍ତା ପାରାଦୀପଗଡ ବିଜୁ ପଟ୍ଟନାୟକ ମାର୍କେଟ କମ୍ପ୍ଲେକ୍ସ

ବଡ଼ପଡ଼ା ନଦୀରେ ଏଆଇ କୁମ୍ଭୀର ! ଫଟୋ ଭାଇରାଲ କରି ଦୁଇ ଭାଇ ଗିରଫ

ଜୟପୁର: କୋରାପୁଟ ଜିଲ୍ଲା ଜୟପୁର ନିକଟସ୍ଥ ଜୟନ୍ତଗିରିର ବଡ଼ପଡ଼ା ନଦୀରେ ୧୦ ଫୁଟିଆ କୁମ୍ଭୀର । ଏହି ଭାଇରାଲ ଘଟଣାର ପର୍ଦ୍ଦାଫାସ କରିଛି ବନ ବିଭାଗ। ନଦୀରେ କୌଣସି କୁମ୍ଭୀର ନାହିଁ, ବରଂ ଏହା ଏକ ଏଆଇ ପ୍ରସ୍ତୁତ ନକଲି ଫଟୋ ବୋଲି ବନ ବିଭାଗ ସ୍ପଷ୍ଟ କରିଛି। ଏହି ମିଥ୍ୟା ଫଟୋ ଜରିଆରେ

ବିପଦ ସଙ୍କେତ ଟପୁଛି ସୁବର୍ଣ୍ଣରେଖା; ତଳିଆ ଅଞ୍ଚଳରେ ଆତଙ୍କ

ବାଲେଶ୍ୱର: ବାଲେଶ୍ୱରର ରାଜଘାଟରେ ଜଳସ୍ତର ୧୧.୫୨ ମିଟରକୁ ବୃଦ୍ଧି ପାଇଛି। ଯାହା ଫଳରେ ଜିଲ୍ଲାର ତଳିଆ ଅଞ୍ଚଳଗୁଡ଼ିକ ବୁଡ଼ି ଯାଇଛି। ସେହିପରି ସୁବର୍ଣ୍ଣରେଖା ନଦୀ ମଧ୍ୟ ଜଳେଶ୍ୱରରେ ବିପଦ ସଙ୍କେତ ଅତିକ୍ରମ କରିଛି। ରିପୋର୍ଟ ଅନୁଯାୟୀ, ଆଜି ରାଜଘାଟରେ ସୁବର୍ଣ୍ଣରେଖା ନଦୀର ଜଳସ୍ତର ସକାଳ