Browsing Category

ଓଡିଶା

ବନକଲାଗି ନୀତି ଲାଗି ୫ ଘଣ୍ଟା ପାଇଁ ଶ୍ରୀମନ୍ଦିରରେ ବନ୍ଦ ରହିବ ସାଧାରଣ ଦର୍ଶନ

ପୁରୀ: ଆଜି ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କ ବନକଲାଗି ନୀତି। ୫ ଘଣ୍ଟା ପାଇଁ ଶ୍ରୀମନ୍ଦିରରେ ବନ୍ଦ ରହିବ ସାଧାରଣ ଦର୍ଶନ। ଅପରାହ୍ନ ୫ଟାରୁ ରାତି ୧୦ଟା ଯାଏଁ ବନ୍ଦ ରହିବ ଦର୍ଶନ। ବୁଧବାର ମାର୍ଗଶିର ଶୁକ୍ଳ ତ୍ରୟୋଦଶୀ ତିଥିରେ ଶ୍ରୀବିଗ୍ରହଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଣୁ ଦ୍ୱିତୀୟ

ଲଘୁ ଖଣିଜରୁ ସଂଗୃହୀତ DMF ପାଣ୍ଠିକୁ ସେହି ଜିଲ୍ଲାର ବିକାଶରେ ବ୍ୟବହାର କରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନ ଠାରେ ଜିଲ୍ଲା ଖଣିଜ ପ୍ରତିଷ୍ଠାନ ମାନଙ୍କ ସମ୍ବନ୍ଧରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକରେ ଅଧ୍ୟକ୍ଷତା କରିଛନ୍ତି । ଚଳିତ ବର୍ଷ ଅକ୍ଟୋବର ମାସ ଶେଷ ସୁଦ୍ଧା ରାଜ୍ୟର ୧୧ ଟି ଡ଼ି.ଏମ.ଏଫ (DMF) ଜିଲ୍ଲା ମାନଙ୍କରୁ ସମୁଦାୟ ୩୪,୦୫୨

କଟକରେ ଭଙ୍ଗା ହେବ ବିପଦସଙ୍କୁଳ କୋଠା: ନଗର ଉନ୍ନୟନ ମନ୍ତ୍ରୀ

ଭୁବନେଶ୍ୱର: କଟକରେ ଭଙ୍ଗା ହେବ ବିପଦସଙ୍କୁଳ କୋଠା। ଏନେଇ ଆଜି ବିଧାନସଭାରେ ସୂଚନା ଦେଇଛନ୍ତି ନଗର ଉନ୍ନୟନ ମନ୍ତ୍ରୀ ଡାକ୍ତର କୃଷ୍ଣଚନ୍ଦ୍ର ମହାପାତ୍ର। କଟକରେ ଥିବା ସମସ୍ତ ବିପଦ ଶଂକୁଳ ଚିଠା ଚିହ୍ନଟ କରାଯାଇ ଖୁବଶୀଘ୍ର ଭଙ୍ଗାଯିବ । କୋଠାଗୁଡିକୁ ଚିହ୍ନଟ କରିବାକୁ ଏକ ବିଶେଷ କମିଟିର ଗଠନ

ଭଦ୍ରକରେ ସଙ୍ଗଠିତ ହେବ ଦଳ, ପ୍ରଫୁଲ୍ଲଙ୍କୁ ଗୁରୁଦାୟିତ୍ୱ ଦେଲେ ବିଜେଡି ସୁପ୍ରିମୋ

ଭୁବନେଶ୍ୱର: ଭଦ୍ରକରେ ବିଜେଡିକୁ ଲାଗିଛି ଝଟ୍‌କା । ୪ ବ୍ଲକ୍ ଅଧ୍ୟକ୍ଷଙ୍କ ଇସ୍ତଫା ପରେ ଦୋହଲିଯାଇଛି ବିଜେଡି ଗଡ଼। ଭଦ୍ରକରେ ଦଳକୁ ସଙ୍ଗଠିତ କରି ରଖିବାକୁ ବିଜେଡି ସଭାପତି ନବୀନ ପଟ୍ଟନାୟକ ବରିଷ୍ଠ ନେତା ପ୍ରଫୁଲ୍ଲ ସାମଲଙ୍କୁ ଗୁରୁଦାୟିତ୍ୱ ଦେଇଛନ୍ତି। ଭଦ୍ରକରେ ଦେଖାଦେଇଥିବା ସଙ୍କଟ ନେଇ

ପରିବା ବଜାରରେ ଯୋଗାଣ ବିଭାଗର ଚଢ଼ଉ: କମିବ ଦର

ଭୁବନେଶ୍ବର: ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପକ୍ଷରୁ ରାଜ୍ୟରେ ବିଭିନ୍ନ ଜିଲାରେ ଚଢ଼ଉ କରାଯାଇଛି। ରାଜ୍ୟରେ ପନିପରିବା ଦରବୃଦ୍ଧି ନିୟନ୍ତ୍ରଣ କରିବା ଏବଂ ଯୋଗାଣ ଶୃଙ୍ଖଳ ବଜାୟ ରଖିବା ପାଇଁ ଯାଞ୍ଚ କଡ଼ାକଡ଼ି କରାଯାଇଛି। ରାଜ୍ୟରେ ଗତ କିଛିଦିନ ଧରି ପନିପରିବା ଦରବୃଦ୍ଧି ହେଉଥିବା

୧୮ରେ ବ୍ଲକଗ୍ରାଣ୍ଟ ହାଇସ୍କୁଲ ଶିକ୍ଷକ ଓ କର୍ମଚାରୀ ସଂଘର ଆନ୍ଦୋଳନ

ଭୁବନେଶ୍ୱର : ଆନ୍ଦୋଳନକୁ ଓହ୍ଲାଇବେ ବ୍ଲକଗ୍ରାଣ୍ଟ ହାଇସ୍କୁଲ ଶିକ୍ଷକ ଓ କର୍ମଚାରୀ ସଂଘ I ରାଜଧାନୀରେ ଅହୋରାତ୍ର ଧାରଣାରେ ବସିବାକୁ ନେଇ ସାମ୍ବାଦିକ ସମ୍ମିଳନୀ କରି ସୂଚନା ଦେଲେ ଶିକ୍ଷକ । ସାରା ରାଜ୍ୟରେ ୨୫୫୭ଟି ହାଇସ୍କୁଲରେ ପାଖାପାଖି ୨୫ ହଜାର ବ୍ଲକ

ବାରବାଟିରେ ପିଚ୍ ଅନୁଧ୍ୟାନ କଲେ BCCI ର ଚିଫ ପିଚ୍ କ୍ୟୁରେଟର୍

କଟକ : ବାରବାଟିରେ BCCI ର ଚିଫ ପିଚ୍ କ୍ୟୁରେଟର୍ ଆଶିଷ ଭୌମିକ ।  ପିଚ୍ ଅନୁଧ୍ୟାନ କରିବା ସହିତ ପଡ଼ିଆ ବୁଲି ଦେଖିଛନ୍ତି। ରେଡ ସଏଲ୍ ନା ବ୍ଲାକ ସଏଲ୍ ପିଚ୍ ରେ ହେବ ସେନେଇ ଅନୁଧ୍ୟାନ କରିଛନ୍ତି। ଏପଟେ ଭାରତ-ଦକ୍ଷିଣ ଆଫ୍ରିକା ଟିଟ୍ବେଣ୍ଟି ମ୍ୟାଚ ପାଇଁ ପ୍ରସ୍ତୁତି ଜୋରଦାର । ବାରବାଟୀ

ଡିଭାଇଡରରେ ପିଟିହେଲା ବାଇକ, ଦୁଇ ମୃତ

ଭୁବନେଶ୍ବର: ଡିଭାଇଡରରେ ପିଟିହେଲା ବାଇକ । ଚାଲିଗଲା ଦୁଇ ସାଙ୍ଗଙ୍କ ଜୀବନ। ଅନ୍ୟ ଜଣେ ଗୁରୁତର । ଭୁବନେଶ୍ବର ଶ୍ରୀଦେବୀ ଛକରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ମୃତକ ହେଲେ ପ୍ରୀତିରଞ୍ଜନ ଜେନା ଓ ଶୁଭମ ନାୟକ । ଉଭୟଙ୍କ ଘର ବଡଗଡ ଥାନା ପାଣିଟାଙ୍କି ବସ୍ତି

ନନ୍ଦନକାନନକୁ ଆସିବ ଚିତା

ବାରଙ୍ଗ: ନନ୍ଦନକାନନରେ ଦୌଡ଼ିବ ଚିତା । ଆଫ୍ରିକାରୁ ଓଡ଼ିଶାକୁ ପ୍ରଥମ ଥର ପାଇଁ ଆସିବ ଚିତା ବାଘ । ନନ୍ଦନକାନନର ଖୁଆଡ଼ ମଧ୍ୟରେ ପର୍ଯ୍ୟଟକମାନେ ଚିତା ଦେଖିବାର ସୁଯୋଗ ପାଇବେ । ନନ୍ଦନକାନନକୁ ଚିତା ଆସିବା ପାଇଁ ବ୍ୟାପକ ବ୍ୟବସ୍ଥା କରାଯାଇଛି। ଚିତା ପାଇଁ

ସର୍ଗୀମୁଣ୍ଡା ଗାଁରେ ୧୫ ମେଣ୍ଢାକୁ ମାରି ଖାଇଲା କଲରାପତରିଆ ବାଘ

ନୂଆପଡା: ନୂଆପଡା ଜିଲ୍ଲା ବୋଡ଼େନ ବ୍ଲକ ସର୍ଗୀମୁଣ୍ଡା ଗାଁରେ କଲରାପତରିଆ ବାଘ ଆତଙ୍କ । ଗତ ରାତିରେ ସର୍ଗିମୁଣ୍ଡା ଗାଁର ବେଦବର ମାଝୀଙ୍କ ଗୁହାଳରେ କଲରାପତରିଆ ବାଘ ପଶି ୧୫ଟି ମେଣ୍ଢାକୁ ଟାଣି ନେଇ ମାରି ଖାଇଥିବା ଅଭିଯୋଗ ହୋଇଛି । ଖବରପାଇ ଆଜି ସକାଳୁ ଖଡ଼ିଆଳ ବନବିଭାଗର