Browsing Category

ଓଡିଶା

ଯୁବକଙ୍କୁ ଦଳିଦେଲା ହାତୀ

ବାଶଂପାଳ: ହାତୀ ଆକ୍ରମଣରେ ଯୁବକ ମୃତ । ଧାନ ଫସଲ ସୁରକ୍ଷା ପାଇଁ ହାତୀ ହାବୁଡ଼ାରେ ଗଲା ଯୁବକଙ୍କ ପ୍ରାଣ । କେନ୍ଦୁଝର ଜିଲ୍ଲା ତେଲକୋଇ ଥାନା ସଲେଇକେନା ପଞ୍ଚାୟତ ରୁଗୁଡିହି ଗ୍ରାମର ଘଟଣା । ମୃତକ ହେଲେ ଗ୍ରାମର ଚକ୍ରଧର ମହାରଣା । ବିଳମ୍ବିତ ରାତିରେ ୩୯

ଜଙ୍ଗଲରୁ ଠାବ ହେଲେ ହଷ୍ଟେଲରୁ ନିଖୋଜ ୨୦ ଅନ୍ତେବାସୀ

କୋରାପୁଟ //ଭୁବନେଶ୍ବର: କୋରାପୁଟ ଜିଲ୍ଲାର ଲଙ୍କାପୁଟ ପ୍ରାଥମିକ ବିଦ୍ୟାଳୟର ୨୦ ଜଣ ହଷ୍ଟେଲ ଅନ୍ତେବାସୀ ସୋମବାର ସକାଳେ ନିଖୋଜ ହେବା ପରେ ଆତଙ୍କ ଖେଳିଯାଇଥିଲା। ସ୍କୁଲ ପରିସର ଏବଂ ହଷ୍ଟେଲରେ ସମ୍ପୂର୍ଣ୍ଣ ଖୋଜାଖୋଜି କରିବା ପରେ କୌଣସି ଫଳାଫଳ ମିଳିନଥିଲା। ଯାହା ଫଳରେ କର୍ମଚାରୀମାନେ

ମେଗା ପାନୀୟ ଜଳ ପ୍ରୋଜେକ୍ଟ ଦୁର୍ନୀତି ନେଇ ପୂର୍ବ ସରକାରକୁ ଟାର୍ଗେଟ କଲେ ମନ୍ତ୍ରୀ ରବି ନାରାୟଣ ନାୟକ

ଭୁବନେଶ୍ବର: ମେଗା ପାନୀୟ ଜଳ ପ୍ରୋଜେକ୍ଟ ଦୁର୍ନୀତି ନେଇ ବିଧାନସଭାରେ ପୂର୍ବ ସରକାରଙ୍କୁ ଟାର୍ଗେଟ କଲେ ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାୟକ । ସେ କହିଛନ୍ତି ଯେ, ପୂର୍ବ ସରକାରରେ ନଳ ଥିଲା ଜଳ ନଥିଲା। ଏବେ ନଳ ଆଉ ଜଳ ଅଛି । ୨୦୨୪ ଜୁନ ସୁଦ୍ଧା ବିଜେଡି ୩ଟି ମେଗା ପାଇପ ଜଳ ଯୋଗାଣ

ହଷ୍ଟେଲ ଖାଦ୍ୟ ଖାଇ ପିଏମଶ୍ରୀ ବିଦ୍ୟାଳୟର ୪୧ ଅନ୍ତେବାସୀ ଅସୁସ୍ଥ

କୋରାପୁଟ: ପିଏମଶ୍ରୀ ବିଦ୍ୟାଳୟର ୪୧ ଅନ୍ତେବାସୀ ପେଟ ବ୍ୟଥାରେ ଆକ୍ରାନ୍ତ। କୋରାପୁଟ ଜିଲ୍ଲା ବୈପାରିଗୁଡା ବ୍ଲକର ଶିରିବେଡା ପିଏମଶ୍ରୀ ବିଦ୍ୟାଳୟ ହଷ୍ଟେଲର ୪୧ ଜଣ ଅନ୍ତେବାସୀ ପେଟ ବ୍ୟଥାରେ ଆକ୍ରାନ୍ତ ହୋଇଥିଲେ। ଏହି ଘଟଣାରେ ୩୫ ଜଣ ବୈପାରିଗୁଡା ମେଡ଼ିକାଲରେ ଭର୍ତ୍ତି ହୋଇ ଚିକିତ୍ସିତ

ମିଲର୍ସ ଆସୋସିଏସନର ସହଯୋଗ ପ୍ରତିଶ୍ରୁତି ମିଳିଲା, ରାତି ପାହିଲେ ଧାନ ସଂଗ୍ରହ

ଭୁବନେଶ୍ବର:ଆଜି ରାଜ୍ୟରେ ଧାନ କିଣା ନେଇ ପ୍ରକ୍ରିୟା ଆରମ୍ଭ ହେବ। ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ରଙ୍କ ସହ ରାଜ୍ୟ ଓ ଜିଲ୍ଲା ରାଇସ ମିଲର୍ସ ସଂଘ ସହ ଆଲୋଚନା ପରେ ଏହି ନିଷ୍ପତ୍ତି ହୋଇଛି । ଲୋକସେବା ଭବନସ୍ଥିତ ମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ଅନୁଷ୍ଠିତ ଉକ୍ତ

୩୬ ତମ କୋଣାର୍କ ଉତ୍ସବ ସହ ଆନ୍ତର୍ଜାତିକ ବାଲୁକା କଳା ମହୋତ୍ସବ ଆରମ୍ଭ

କୋଣାର୍କ: ରାଜ୍ୟ ପର୍ଯ୍ୟଟନ ବିଭାଗ ଆନୁକୁଲ୍ୟରେ ତଥା ସଙ୍ଗୀତ ନାଟକ ଏକାଡେମୀ ଓ ଓଡିଶା ପର୍ଯ୍ୟଟନ ଉନ୍ନୟନ ନିଗମର ମିଳିତ ଉଦ୍ୟମରେ କୋଣାର୍କ ଠାରେ ଉଦ୍ଘାଟିତ ହୋଇଯାଇଛି ପାଞ୍ଚ ଦିନିଆ ୩୬ ତମ କୋଣାର୍କ ଉତ୍ସବ ୨୦୨୫ ଏବଂ ୧୫ ତମ ଆନ୍ତର୍ଜାତିକ ବାଲୁକା କଳା ମହୋତ୍ସବ ୨୦୨୫ । ଏହି ଉତ୍ସବକୁ

ଖଣି ବିଭାଗର କାର୍ଯ୍ୟ ଶୈଳୀ ରେ ଅତିଷ୍ଟ ପୋଲିସ….!

ଧରପଗଡ଼ ବେଳେ କାଗଜ ପତ୍ର ସବୁ ଭୁଲ ସକାଳେ ଫି୍କ୍ସଙ୍ଗ ପରେ ସବୁ ଠିକ ଠାକ୍ କେମିତି ହେଉଛି….?ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲାର ଖଣି ବିଭାଗୀୟ ବାବୁ ମାନଙ୍କ କାର୍ଯ୍ୟ ଶୈଳୀ ଉପରେ ଏବେ ପ୍ରଶ୍ନ ଉଠୁଛି। ଜିଲ୍ଲାର କୋଣ ଅନୁକୋଣ ରେ ଖୁଲାମ ଖୁଲା ଚୋରା ବାଲି ଚାଲାଣ ହେଉଛି। ପ୍ରତିବାଦ ଓ ଅଭିଯୋଗ

ବିଶ୍ବ ଏଡ୍‌ସ ଦିବସ: ରାଜ୍ୟରେ ବର୍ଷକୁ ଚିହ୍ନଟ ହେଉଛନ୍ତି ୩ ହଜାରରୁ ଊର୍ଦ୍ଧ୍ବ

ଭୁବନେଶ୍ୱର: ବର୍ଷକୁ ବର୍ଷ ରାଜ୍ୟରେ ଏଡ୍‌ସ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଗତ ୫ ବର୍ଷର ତଥ୍ୟ ଅନୁସାରେ, ପ୍ରତିବର୍ଷ ତିନି ହଜାରରୁ ଅଧିକ ନୂଆ ରୋଗୀ ଚିହ୍ନଟ ହେଉଛନ୍ତି। ଏଡ୍‌ସ ନ ବ୍ୟାପିବା ପାଇଁ ରାଜ୍ୟ ସରକାର ବ୍ୟାପକ ସଚେତନତା କାର୍ଯ୍ୟକ୍ରମ ହାତକୁ ନେଇଥିଲେ ବି ସ୍ଥିତିରେ

ରାଜଭବନ ନାଁ ବଦଳିଲା, ହେଲା ଲୋକଭବନ

ଭୁବନେଶ୍ବର: ରାଜଭବନର ନାଁ ବଦଳିଛି। କେନ୍ଦ୍ର ସରକାର ଏହାର ନାଁ ବଦଳାଇ ଲୋକଭବନ କରିଛନ୍ତି। କେନ୍ଦ୍ର ଗୃହ ମନ୍ତ୍ରଣାଳୟ ନିଷ୍ପତ୍ତି ଆଧାରରେ ଏ ନେଇ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ବିଜ୍ଞପ୍ତି ଅନୁସାରେ ଭୁବନେଶ୍ଵର ଏବଂ ପୁରୀ ରାଜଭବନର ନାଁକୁ ପରିବର୍ତ୍ତନ କରାଯାଇ ଲୋକଭବନ କରାଯାଇଛି।

ବିଧାୟକ ଅନନ୍ତ ନାରାୟଣ ଜେନାଙ୍କ ଆବେଦନ ଖାରଜ

ଭୁବନେଶ୍ୱର: ଭୁବନେଶ୍ଵର ମଧ୍ୟ ବିଧାୟକ ଅନନ୍ତ ନାରାୟଣ ଜେନାଙ୍କ ଆବେଦନ ସୁପ୍ରିମକୋର୍ଟ ଖାରଜ କରିଛନ୍ତି। ବିଧାୟକ ଶ୍ରୀ ଜେନାଙ୍କ ନିର୍ବାଚନକୁ ଅସିଦ୍ଧ ଘୋଷଣା କରିବା ସହ ପୁନଃ ଗଣତି ଓ ସାନି ନିର୍ବାଚନ କରିବା ପାଇଁ ପରାଜିତ ବିଜେପି ପ୍ରାର୍ଥୀ ଶ୍ରୀ ଜଗନ୍ନାଥ ପ୍ରଧାନ ଓ ତାଙ୍କର ପ୍ରସ୍ତାବକ