Browsing Category

ଓଡିଶା

ସହରାଞ୍ଚଳରେ ନାଗରିକ ସେବାରେ ପରିବର୍ତ୍ତନ ଲାଗି ଆର. ଟି. ପି. ଏସ୍. ଅଧିନିୟମ ସମ୍ପର୍କିତ ବୈଠକ

ଭୁବନେଶ୍ବର:“ନାଗରିକ-ପ୍ରଥମ” ଶାସନ ପ୍ରତି ପ୍ରତିବଦ୍ଧତାକୁ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ଗୁରୁତ୍ଵ ଦିଆଯାଉଛି l ସହରାଞ୍ଚଳ ଶାସନ ଏବଂ ନାଗରିକ କୈନ୍ଦ୍ରିକ ସେବା ପ୍ରଦାନକୁ ସୁଦୃଢ଼ କରିବା ଉପରେ ଧ୍ୟାନ ଦେଇ ଗୃହନିର୍ମାଣ ଓ ନଗର ଉନ୍ନୟନ ବିଭାଗ ଜନସେବା ଅଧିକାର

ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଅସୁସ୍ଥ: ଘରୋଇ ହସ୍‌ପିଟାଲରେ ଭର୍ତ୍ତି

ଭୁବନେଶ୍ବର: ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ପୁଣି ଥରେ ଅସୁସ୍ଥ ହୋଇଥିବା ସୂଚନା ମିଳିଛି। ତାଙ୍କୁ ଭୁବନେଶ୍ବରସ୍ଥିତ ଏକ ଘରୋଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ନବୀନ ପଟ୍ଟନାୟକଙ୍କର ଚିକିତ୍ସା ଡାକ୍ତର ଆଲୋକ ପାଣିଗ୍ରାହୀ କରୁଛନ୍ତି। ତାଙ୍କୁ ଡିହାଇଡ୍ରେସନ ହୋଇଥିବା ସୂଚନା ମିଳିଛି।

ହିଂସା ଛାଡ଼ି ପୁଲିସ ନିକଟରେ ଆତ୍ମସମର୍ପଣ କଲେ ୪ ମାଓବାଦୀ

ମାଲକାନଗିରି: ସୀମାନ୍ତ ଛତିଶଗଡ଼ର ଗରିଆବନ୍ଧ ଜିଲ୍ଲା ପୁଲିସ ନିକଟରେ ଦୁଇ ମହିଳା କ୍ୟାଡରଙ୍କ ସମେତ ୪ ଜଣ ମାଓବାଦୀ ଆସ୍ତ୍ରଶସ୍ତ୍ର ସହ ଆତ୍ମସମର୍ପଣ କରିଛନ୍ତି। ଜିଲ୍ଲା ପୁଲିସ କାର୍ଯ୍ୟାଳୟରେ ଆୟୋଜିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଏପି ଜିତେନ୍ଦ୍ର ଚନ୍ଦ୍ରକାର ସମେତ

ଉତ୍କଳ ବିଶ୍ବବିଦ୍ୟାଳୟର ପୂର୍ବତନ କୁଳପତିଙ୍କ ପରଲୋକ

ଭୁବନେଶ୍ଵର : ଉତ୍କଳ ବିଶ୍ବବିଦ୍ୟାଳୟର ପୂର୍ବତନ କୁଳପତି ପ୍ରଫେସର ଗୋକୁଳାନନ୍ଦ ଦାସଙ୍କ ପରଲୋକ । ଜଣେ ବିଶିଷ୍ଟ ଗଣିତଜ୍ଞ ଭାବେ ସେ ବହୁ ଖ୍ୟାତି ଅର୍ଜନ କରିଛନ୍ତି । ଭୁବନେଶ୍ବର ସ୍ଥିତ ତାଙ୍କର ବାସଭବନରେ ସେ ନିଜର ଶେଷ ନିଶ୍ବାସ ତ୍ୟାଗ କରିଛନ୍ତି । ମୃତ୍ୟୁ ବେଳକୁ ତାଙ୍କୁ ୮୭ ବର୍ଷ

ସାମାନ୍ୟ ବଚସାରୁ ଗାଁ ଦାଣ୍ଡରେ ଯୁବକଙ୍କୁ ପିଟିପିଟି ପଡୋଶୀ ମାରିଦେଲେ

ଅନୁଗୁଳ: ଯୁବକଙ୍କୁ ନିର୍ମମ ହତ୍ୟା । ଗାଁ ଦାଣ୍ଡରେ ଯୁବକଙ୍କୁ ପିଟିପିଟି ମାରିଦେଲେ ପଡୋଶୀ । ଅନୁଗୁଳ ଟାଉନ ଥାନା ରାଣୀଗୋଡ଼ା ଗାଁରେ ହତ୍ୟାକାଣ୍ଡ ଘଟିଛି । ମୃତକ ହେଲେ ରାଣୀଗୋଡା ଗାଁର ବାପି ବିଶ୍ବାଳ । ସାମାନ୍ୟ ବଚସାରୁ ୩ଜଣ ପଡୋଶୀ ସଂଘବଦ୍ଧ ଭାବେ ଆକ୍ରମଣ କରିଥିଲେ । ଘଟଣାସ୍ଥଳରେ

ଜନ୍ମାଷ୍ଟମୀଠାରୁ ଶ୍ରୀମନ୍ଦିରରେ ଶ୍ରୀକୃଷ୍ଣ ଜନ୍ମନୀତି ପ୍ରକ୍ରିୟା ଆରମ୍ଭ: ଆଜି ମହାପ୍ରଭୁଙ୍କ ବନଭୋଜି ବେଶ,

ପୁରୀ : ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନଭୋଜି ବେଶ । ଜନ୍ମାଷ୍ଟମୀଠାରୁ ଶ୍ରୀମନ୍ଦିରରେ ଶ୍ରୀକୃଷ୍ଣ ଜନ୍ମନୀତି ପ୍ରକ୍ରିୟା ଆରମ୍ଭ ହୋଇଛି। ଶ୍ରୀମନ୍ଦିରରେ ଯେଉଡ଼ ଭୋଗ ପରେ ଶ୍ରୀକୃଷ୍ଣ ଜନ୍ମନୀତି ଓ ଗତକାଲି ନନ୍ଦଉତ୍ସବ ନୀତି ଅନୁଷ୍ଠିତ ହେବାପରେ ଆଜିଠାରୁ ମହାପ୍ରଭୁଙ୍କୁ ବିଭିନ୍ନ

୨୦ ଯାଏ ରାଜ୍ୟରେ ପ୍ରବଳ ବର୍ଷା: ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର

ଭୁବନେଶ୍ୱର : ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ । ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ ସୃଷ୍ଟି ହୋଇଛି । ଆଗାମୀ ୨୪ ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହୋଇ ଅବପାତର ରୂପ ନେବ । ୧୯ ତାରିଖ ସୁଦ୍ଧା ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ର ଉପକୂଳ ଅତିକ୍ରମ କରିବ ।  ପ୍ରଭାବରେ ୨୦

ଗାଁର ସୁରକ୍ଷା ପାଇଁ ବେଳାଭୁମୀରେ ନିଜସ୍ବ ଖର୍ଚ୍ଚରେ ଏକ ଲକ୍ଷରୁ ଅଧିକ ଝାଉଁ ଗଛ ରୋପଣ କଲେ ଗ୍ରାମବାସୀ

ବାଲେଶ୍ୱର : କିଏ କୋଦାଳ ରେ ମାଟି ତାଡୁଛି ତ କିଏ ଗଛ ଲଗାଇ ତା ମୂଳ ରେ ପାଣି ଦେଉଛି । ପିଲା ଠୁ ବୟସ୍କ ପର୍ଯ୍ଯନ୍ତ ସମସ୍ତେ ଗଛ ଲଗାଇବାରେ ବ୍ୟସ୍ତ । ରାତି ପାହିଲେ କୋଡି କୋଦାଳ ଧରି ପହଞ୍ଚି ଯାଉଛନ୍ତି ସମୂଦ୍ର ବେଳାଭୂମିରେ । କରୁଛନ୍ତି ବୃକ୍ଷ ରୋପଣ । କାରଣ ଚିନ୍ତା ବଢାଉଛି

ଯୌତୁକ ପାଇଁ ବଧୂହତ୍ୟା: ଅଭିଯୋଗ ଆଣିଲେ ବାପା

ଅନୁଗୁଳ: କେତେ କଣ ସ୍ବପ୍ନ ନେଇ ଶାଶୁଘରେ ପାଦ ଦେଇଥିଲେ ଟିକି । ହେଲେ ଭାଙ୍ଗିଗଲା ତାଙ୍କର ସବୁ ସ୍ବପ୍ନ । ଶାଶୁ ଘରେ ନିର୍ଯାତନାର ଶିକାର ହୋଇ ଶେଷରେ ଯୌତୁକ ଜୁଇରେ ଟିକି ଜଳିଗଲେ ବୋଲି ତାଙ୍କ ବାପା ଅଭିଯୋଗ ଆଣିଛନ୍ତି । ଅନୁଗୋଳ ଜିଲା ହଣ୍ଡପ୍ପା ଥାନା କଦଳିମୁଣ୍ଡାରୁ ଏମିତି ଏକ

ମଦ ପାଇଁ ସ୍ତ୍ରୀକୁ ହତ୍ୟା କଲା ସ୍ୱାମୀ, ଅଭିଯୁକ୍ତକୁ ପୋଲିସ ଜିମା ଦେଲେ ଗ୍ରାମବାସୀ

କାଲିମେଳା: ମୋତେ ମଦ ଦେବୁନି । କିନ୍ତୁ ଅନ୍ୟମାନଙ୍କୁ ରାନ୍ଧିକି ଦେବୁ । ଏବେ ଦେଖ୍ ମୁଁ ତୋର କଣ କରୁଛି । ଏମିତି କିଛି ଭାବି ଭାବି ସ୍ବାମୀ ମନ ଭିତରେ ରାଗ କୁହୁଳୁ ଥିଲା । ଆଉ ସ୍ତ୍ରୀ ଧାନ ତଳି ଉଠାଇବାକୁ ଯାଇଥିବା ବେଳେ ସ୍ବାମୀର ଅସଲ ମୁଖା ବାହାରିଲା ।…ସଞ୍ଜ ନଇଁ ନଇଁ ଆସୁଥାଏ ।