Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ଉଚ୍ଚ ଶିକ୍ଷା ସାହାଯ୍ୟ ଆଳରେ ଅଭିଭାବକଙ୍କଠାରୁ ଲୁଟି ନେଲେ ସୁନା ଅଳଙ୍କାର
ବାଙ୍ଗରିପୋଷି: କେତେବେଳେ ଲୁଟେରାମାନେ ଘରେ ପଶି ଲୁଟ୍ କରନ୍ତି ତ କେତେବେଳେ କାହା ଦୋକାନରେ ପଶି ଲୁଟ କରନ୍ତି । ଆଉ କେତେବେଲେ ମୋବାଇଲ୍ ହ୍ୟାକ୍ କରି ଲୁଟ କରନ୍ତି ଲୁଟେରା । କିନ୍ତୁ ଏଥର ଲୁଟେରାମାନେ ଏକ ନୂଆ ତରିକା ଆପଣେଛନ୍ତି । ଉଚ୍ଚ ଶିକ୍ଷା ସାହାଯ୍ୟ ନାଁରେ ଲୁଟ କରିବା ପାଇଁ!-->…
ମଧ୍ୟାହ୍ନଭୋଜନ ଚାଉଳ ଚାଲାଣ: ଧରା ପଡିଲେ ପ୍ରଧାନଶିକ୍ଷକ
ଅନୁଗୁଳ: ଚୋରି କରୁଥିଲେ ସାର୍ । ମଧ୍ୟାହ୍ନ ଭୋଜନ ଚାଉଳ ଚାଲାଣ ବେଳେ ଧରା ପଡିଲେ ପ୍ରଧାନ ଶିକ୍ଷକ । କାର ସହ ମଧ୍ୟାହ୍ନ ଭୋଜନ ଚାଉଳ ପୋଲିସକୁ ହସ୍ତାନ୍ତର କରିଛନ୍ତି ଗ୍ରାମବାସୀ । ଅନୁଗୁଳ ଜିଲ୍ଲା ଆଠମଲ୍ଲିକ ବ୍ଲକ କୃତ୍ତିବାସପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଘଟିଛି!-->…
ପାରାଦୀପ ବନ୍ଦରରେ ଜାହାଜରେ ଲାଗିଲା ନିଆଁ
ପାରାଦୀପ: ଜାହାଜରେ ଲାଗିଲା ନିଆଁ । ପାରାଦୀପ ବନ୍ଦରରେ ଅଘଟଣ । ଲୋଡିଂ ବେଳେ ଜାହାଜରେ ଲାଗିଲା ନିଆଁ । ଇକୋ କୋଲୋନେଲ ଜାହାଜରେ ନିଆଁ । ନିଆଁ ଲାଗି ସାରା ଅଞ୍ଚଳ ଧୂଆଁମୟ ହୋଇଯାଇଥିଲା । ଗତକାଲି ବିଳମ୍ବିତ ରାତିରେ ଘଟିଥିଲା ଅଘଟଣ । ଜାହାଜରେ!-->…
୩୩ ୱାରେଣ୍ଟଙ୍କୁ ପଳାତକ ଘୋଷଣା କଲା କଟକ ଜିଲ୍ଲା ପୋଲିସ
କଟକ: କଟକ ଜିଲ୍ଲାରେ ବର୍ଷ ବର୍ଷ ହେଲା ଫେରାର୍ ଥିବା ୩୩ ଜଣ ୱାରେଣ୍ଟ୍ ଆସାମୀଙ୍କୁ କଟକ ଜିଲ୍ଲା ପୋଲିସ ପଳାତକ ଘୋଷଣା କରିଛି । ସମ୍ପୃକ୍ତ ୩୩ ଜଣଙ୍କ ୱାରେଣ୍ଟ୍ ଆସାମୀଙ୍କ ସ୍ଥାୟୀ ଠିକଣାରେ ଥାନା ଅଧିକାରୀମାନେ ପହଞ୍ଚିଛନ୍ତି । ଜାମିନ ବିହୀନ ଗିରଫ ପରୱାନା ଜାରି ହୋଇଥିବା ଆସାମୀଙ୍କ!-->…
ବାଲିଗୁଡା ଠାରୁ ସାଡିଙ୍ଗିଆ ରାସ୍ତା ଅବସ୍ଥା ଅତି ଶୋଚନୀୟ: ପୋଲ ମଝିରେ ବଡ଼ ଗର୍ତ୍ତ ସୃଷ୍ଟି: ଦୁର୍ଘଟଣା ଆଶଙ୍କା
ବାଲିଗୁଡ଼ା, ତା, ୨୯/୧୧ : ଓଡିଶାର ସର୍ବ ବୃହତ୍ତମ ଉପଖଣ୍ଡ ରୂପେ କନ୍ଧମାଳ ଜିଲ୍ଲାର ବାଲିଗୁଡ଼ା ପରିଗଣତି ହେଉଥିବା ବେଳେ ଏହି ଉପଖଣ୍ଡରେ ବହୁବିଧି ସମସ୍ୟା ଲାଗି ରହିଛି । ସେଥି ମଧ୍ୟରେ ରାସ୍ତା ଘାଟ ସମସ୍ୟା ନ କହିବା ଭଲ । ବାଲିଗୁଡ଼ା ସହରରେ ଥିବା ୧୩ ଟି ଯାକ ୱାର୍ଡ଼ର ରାସ୍ତା ଗୁଡିକ!-->…
ରାସନକାର୍ଡ କଟିବା ପ୍ରସଙ୍ଗରେ ମୁଲତବୀ ପ୍ରସ୍ତାବ ଆଣି ସରକାରଙ୍କୁ ଘେରିଲା ବିଜେଡି
ଭୁବନେଶ୍ୱର : ରାସନ କାର୍ଡ କଟିବା ପ୍ରସଙ୍ଗରେ ବିଧାନସଭା ସରଗରମ । ରାସନକାର୍ଡ ପ୍ରସଙ୍ଗରେ ମୁଲତବୀ ପ୍ରସ୍ତାବ ଆଣି ସରକାରଙ୍କୁ ଘେରିଛି ବିଜେଡି। ଦଳୀୟ ଭିତ୍ତିରେ ରାସନ କାର୍ଡ ବଣ୍ଟନ ହେଉଛି। ଏହାକୁ ଆଦୌ ବରଦାସ୍ତ କରାଯିବ ନାହିଁ ବୋଲି କହିଛି ବିଜେଡି। ସେପଟେ ଯୋଗାଣ ମନ୍ତ୍ରୀ!-->…
୩୪୦ ଚୋରି ମୋବାଇଲ ଜବତ କଲା ବ୍ରହ୍ମପୁର ପୋଲିସ, ୪ ଗିରଫ
ବ୍ରହ୍ମପୁର : ବିଭିନ୍ନ ସମୟରେ ବିଭିନ୍ନ ସ୍ଥାନରୁ ଚୋରୀ ହୋଇଥିବା ବିପୁଳ ପରିମାଣ ର ଚୋରୀ ମୋବାଇଲ ବ୍ରହ୍ମପୁର ବଡ ବଜାର ଥାନା ପୋଲିସ ଜବତ କରିବା ସହ ରାଜ୍ୟ ଓ ରାଜ୍ୟ ବାହାରର ୪ ଲୁଟେରା ଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି l କୌଣସି ସୂତ୍ରରୁ ଖବର ପାଇ ବଡ଼ ବଜ଼ାର ଥାନା ଶୁକ୍ରବାର!-->…
ରାଜ୍ୟରେ ଖୋଲିବ ଆଉ ୧୫ ପୋକ୍ସୋ ଅଦାଲତ: ଆଇନ ମନ୍ତ୍ରୀ
ଭୁବନେଶ୍ୱର: ରାଜ୍ୟରେ ଖୋଲିବ ଆଉ ୧୫ ପୋକ୍ସୋ ଅଦାଲତ। ଏନେଇ ପ୍ରକ୍ରିୟା ଆରମ୍ଭ ହୋଇଛି। ବାଲେଶ୍ବର, ଭଦ୍ରକ, କଟକ, ବ୍ରହ୍ମପୁର, ଯାଜପୁର, କେନ୍ଦୁଝରରେ ଖୋଲିବାକୁ ଯୋଜନା କରାଯାଇଛି। ସେହିପରି ଭୁବନେଶ୍ୱର, ବାରିପଦା, ଫୁଲବାଣୀ, ପୁରୀ, ସମ୍ବଲପୁର, ସୁନ୍ଦରଗଡ଼ ମଧ୍ୟ ପୋକ୍ସୋ ଅଦାଲତ ଖୋଲିବା!-->…
କ୍ୟାପିଟାଲ ହସ୍ପିଟାଲରୁ ସଫେଇ କର୍ମଚାରୀଙ୍କ ଝୁଲନ୍ତା ମୃତଦେହ ଜବତ
ଭୁବନେଶ୍ବର: କ୍ୟାପିଟାଲ ହସ୍ପିଟାଲରୁ ଶନିବାର ଏକ ଝୁଲନ୍ତା ମୃତଦେହ ଜବତ ହୋଇଛି। କ୍ୟାପିଟାଲ ହସ୍ପିଟାଲ ଫାଣ୍ଡି ପୁଲିସ ମୃତଦେହକୁ ଜବତ କରିଛି। ମୃତକ ଜଣ ଡାକ୍ତରଖାନାରେ ଜଣେ ସଫେଇ କର୍ମଚାରୀ ଭାବେ କାର୍ଯ୍ୟ କରୁଥିଲେ ବୋଲି ଜଣାପଡ଼ିଛି। ତାଙ୍କ ନାମ ପରମାନନ୍ଦ ନାୟକ। ଏକ ଗାମୁଛାରେ ତାଙ୍କ!-->…
ନୂଆବର୍ଷରେ ନୂଆ ସୁଭଦ୍ରାଙ୍କୁ ମିଳିବ ଡବଲ୍ କିସ୍ତି
ଭୁବନେଶ୍ୱର: ସରଜମିନ ତଦନ୍ତ ପରେ ସୁଭଦ୍ରାରେ ୧୭ ଲକ୍ଷରୁ ଊର୍ଦ୍ଧ୍ବ ମହିଳା ଯୋଡ଼ି ହୋଇଛନ୍ତି । ଏ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଗୃହରେ ତଥ୍ୟ ରଖିଛନ୍ତି । ୧୭ ଲକ୍ଷ ୮୩ ହଜାର ୨୫୧ ମହିଳା ସୁଭଦ୍ରାରେ ଯୋଡ଼ି ହୋଇଛନ୍ତି । ୭ ଲକ୍ଷ ୫୧ ହଜାର ୪୭୯ ଜଣ ସମସ୍ତ ୩ଟି କିସ୍ତି ପାଇଛନ୍ତି!-->…