Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ବିନା ମନ୍ତ୍ର ଓ ପୁରୋହିତରେ ସମ୍ପନ୍ନ ହେଲା ଆଦର୍ଶ ବିବାହ: ସମ୍ବିଧାନକୁ ସାକ୍ଷୀ ରଖି ଏକାଠି ହେଲେ ଭାନୁତେଜା ଓ…
ବ୍ରହ୍ମପୁର : ବିବାହ କେବଳ ଟଙ୍କା ପଇସାର ଖେଳ କିମ୍ବା ଯୌତୁକର କାରବାର ନୁହେଁ, ବରଂ ଏହା ହେଉଛି ଦୁଇଟି ମନର ପବିତ୍ର ମିଳନ। ବର୍ତ୍ତମାନ ସମୟରେ ବିବାହ ନାଁରେ ଚାଲିଥିବା ‘ମେଗା ସେଲିବ୍ରେସନ’ ଓ ଆଡମ୍ବରପୂର୍ଣ୍ଣ ଖର୍ଚ୍ଚରୁ ଦୂରେଇ ରହି ଏକ ନିଆରା ଉଦାହରଣ ସୃଷ୍ଟି କରିଛନ୍ତି ଦୁଇ!-->…
ଶ୍ରୀମନ୍ଦିରକୁ ନେଇ ବିବାଦୀୟ ମନ୍ତବ୍ୟ ଦେଇ ଅଡୁଆରେ ଶୁଭଙ୍କର ମିଶ୍ର
ଭୁବନେଶ୍ବର : ଶ୍ରୀମନ୍ଦିର ସମ୍ପର୍କରେ ବିବାଦୀୟ ମନ୍ତବ୍ୟ ଦେଇ ଅଡୁଆରେ ପଡ଼ିଛନ୍ତି ଲୋକପ୍ରିୟ ସୋସିଆଲ ମିଡିଆ ଇନଫ୍ଲୁଏନ୍ସର ଶୁଭଙ୍କର ମିଶ୍ର। ପ୍ରେମୀ ଯୁଗଳ ବିବାହ ପୂର୍ବରୁ ଶ୍ରୀମନ୍ଦିରକୁ ଗଲେ ସେମାନଙ୍କ ସମ୍ପର୍କ ଭାଙ୍ଗିଯାଏ ବୋଲି ଶୁଭଙ୍କର ଏକ ପଡକାଷ୍ଟରେ କହିବା ପରେ ଏହାକୁ ନେଇ!-->…
ବିଶ୍ବ ଦରବାରରେ ପୁଣି ଚମକିବ ଡଙ୍ଗରିଆଙ୍କ ‘କାପଡ଼ାଗୁନ୍ଦା’: ନିୟମଗିରି ସାଲ୍ କଳାକୃତିକୁ ମିଳିବ ନୂଆ ପରିଚୟ
କୋରାପୁଟ : ପୁଣି ଚମକିବ ନିୟମଗିରିର କପଡାଗୁନ୍ଦା। ନୂଆ ଡିଜାଇନ ସହ ବଜାରକୁ ଆସିବ ବିରଳ ଜନଜାତି ତାଙ୍ଗରିଆଙ୍କ କପଡ଼ାଗୁନ୍ଦା କଳାକୃତି। ଶହ ଶହ ବର୍ଷ ଧରି ରାୟଗଡା ଓ କଳାହାଣ୍ଡି ଜିଲ୍ଲାର ନିୟମଗିରି ଅଞ୍ଚଳର କଲ୍ୟାଣସିଂହପୁର, ବିଷମକଟକ, ମୁନିଗୁଡା, ଲାଞ୍ଜିଗଡ ବ୍ଲକରେ ବସବାସ କରୁଥିବା!-->…
ବାରବାଟୀ ମ୍ୟାଚ୍: ବାଲିଯାତ୍ରା ପଡ଼ିଆରେ ହେବ ଫ୍ୟାନ ପାର୍କ
କଟକ : ବାରବାଟୀ ଷ୍ଟାଡିଅମରେ ହେବାକୁ ଥିବା ଟି-୨୦ ମ୍ୟାଚରେ ଓଡିଶା କ୍ରିକେଟ ଆସୋସିଏସନ(ଓସିଏ) ପକ୍ଷରୁ ବାଲିଯାତ୍ରାର ତଳ ଓ ଉପର ପଡିଆରେ ଫ୍ୟାନ୍ ପାର୍କ କରାଯିବ। ଯେଉଁ ଦର୍ଶକମାନେ ଷ୍ଟାଡିଅମରେ ଖେଳ ଦେଖିବାକୁ ବଞ୍ଚିତ ହେବେ ସେମାନେ ସୁରୁଖୁରୁରେ ଉକ୍ତ ଦୁଇ ସ୍ଥାନରେ ବଡ ପରଦାରେ ଖେଳ!-->…
ସମ୍ବଲପୁରରେ ମଣ୍ଡି ଖୋଲିଲା, କିନ୍ତୁ ହେଲାନି ଧାନ ସଂଗ୍ରହ
ସମ୍ବଲପୁର: ସମ୍ବଲପୁର ଜିଲ୍ଲା ଅନ୍ତର୍ଗତ ସମ୍ବଲପୁର ଏବଂ କୁଚିଣ୍ଡା ଉପଖଣ୍ଡରେ ମଣ୍ଡି ଖୋଲିଲା କିନ୍ତୁ ଧାନ ସଂଗ୍ରହ ଆରମ୍ଭ ହେଲା ନାହିଁ। ମିଲରମାନେ ଧାନ ସଂଗ୍ରହ ପ୍ରକ୍ରିୟାରେ ଭାଗ ନେବା ଲାଗି ସହମତି ପ୍ରକାଶ ନ କରିବାରୁ ଗୋଟିଏ ବି ବସ୍ତା ମଧ୍ୟ ଧାନ ଉଠି ପାରିଲା ନାହିଁ।ନିର୍ଦ୍ଧାରିତ!-->…
ପଦ୍ମ ଧରିଲେ ତାଳଚେର ପୌରାଧ୍ୟକ୍ଷଙ୍କ ସମେତ ୧୩ କାଉନସିଲର
ତାଳଚେର : ତାଳଚେରରେ ବିଜେପିର ଅପରେସନ ଲୋଟସ। ଶୁକ୍ରବାର ବିଜେପି ରାଜ୍ୟ କାର୍ଯ୍ୟାଳୟରେ ଆୟୋଜିତ ମିଶ୍ରଣ ପର୍ବରେ ପଦ୍ମ ଧରିଛନ୍ତି ତାଳଚେର ପୌର ପରିଷଦ ଅଧ୍ୟକ୍ଷ ପବିତ୍ର ଭୂତିଆ। ପୌର ପରିଷଦ ଅଧ୍ୟକ୍ଷଙ୍କ ସମେତ ୧୩ କାଉନସିଲର ମଧ୍ୟ ବିଜେପିରେ ସାମିଲ ହୋଇଛନ୍ତି। ଗତକାଲି ବିଜେଡିରୁ!-->…
ଭାରତ ଅନ୍ତର୍ଜାତୀୟ ବାଣିଜ୍ୟ ମେଳାରେ ଓଡ଼ିଶା ମଣ୍ଡପକୁ ଶ୍ରେଷ୍ଠ ପୁରସ୍କାର
ନୂଆଦିଲ୍ଲୀ/ଭୁବନେଶ୍ଵର: ନୂଆଦିଲ୍ଲୀର ଭାରତ ମଣ୍ଡପମ୍ ପରିସରରେ ଆୟୋଜିତ ୪୪ତମ ଭାରତ ଅନ୍ତର୍ଜାତୀୟ ବାଣିଜ୍ୟ ମେଳା ୨୦୨୫ର ଅନ୍ତିମ ତିଥିରେ ପୁରସ୍କାର ପାଇବା ପାଇଁ ଯୋଗ୍ୟ ବିବେଚିତ ହୋଇଛି ଓଡ଼ିଶା ପାଭିଲିୟନ୍। ଏ ସମ୍ପର୍କରେ ବାଣିଜ୍ୟ ମେଳାର ଆୟୋଜକ ଭାରତ ବାଣିଜ୍ୟିକ ପ୍ରୋତ୍ସାହନ ସଂଗଠନ!-->…
ମହାବିଦ୍ୟାଳୟକୁ ଜବରଦଖଲମୁକ୍ତ କରିବା ଲାଗି ସବୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଛି: ଉଚ୍ଚ ଶିକ୍ଷା ମନ୍ତ୍ରୀ…
ଭୁବନେଶ୍ବର: ଆଉ ଜବରଦଖଲକାରୀଙ୍କୁ ନିସ୍ତାର ନାହିଁ। ରାଜ୍ୟର ସମସ୍ତ କଲେଜରୁ ହଟିବ ଜବରଦଖଲ। ଆଜି ଏନେଇ ବିଧାନସଭାରେ ସୂଚନା ଦେଇଛନ୍ତି ଉଚ୍ଚ ଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ। ସେ କହିଛନ୍ତି, ଭଦ୍ରକ ମହିଳା ମହାବିଦ୍ୟାଳୟରେ କେତେକ ଲୋକ ଜବରଦଖଲ କରିଥିଲେ। ଆମ ସରକାର ଆସିବା ପରେ!-->…
ପ୍ରବଳ ଥଣ୍ଡା : ଘୁ ଉଦୟଗିରିରେ ତାପାମାତ୍ରା ୫.୪ ଡିଗ୍ରି ରେକର୍ଡ
ଜି ଉଦୟଗିରି : ଗୋଟିଏ ସପ୍ତାହର ବ୍ୟବଧାନ ପରେ ପୁଣି ଥରେ ଶୀତ ଫେରିଛି। ବିଗତ ତିନି ଦିନ ହେଲା ତାପମାତ୍ରା ହ୍ରାସ ପାଇବାରେ ଲାଗିଛି। ବଣ, ଜଙ୍ଗଲ ଓ ପାହାଡ଼ ଘେରା ଅଞ୍ଚଳରେ ଲୋକେ ଶୀତରେ ତ୍ରାହିତ୍ରାହି ଡାକୁଛନ୍ତି। ଗ୍ରାମାଞ୍ଚଳର ଲୋକେ ଶୀତ କାରଣରୁ ଅଧିକ ପ୍ରଭାବିତ ହୋଇଛନ୍ତି। ଏହାରି!-->…
ଗୃହରେ ଅତିରିକ୍ତ ବଜେଟ୍ ଉପସ୍ଥାପନ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ରାଜ୍ୟ ସରକାର ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ଅତିରିକ୍ତ ବଜେଟ୍ ଉପସ୍ଥାପନ କରିଛନ୍ତି। ସପ୍ତଦଶ ବିଧାନସଭାର ୫ମ ଅଧିବେଶନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଅପରାହ୍ଣରେ ୧୭ ହଜାର ୪୪୦ କୋଟି ଟଙ୍କାର ଅତିରିକ୍ତ ବଜେଟ୍ ଉପସ୍ଥାପନ କରିଛନ୍ତି। ଏହି ଅତିରିକ୍ତ ବଜେଟ୍!-->…