Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ଓଡ଼ିଶାରେ ଗୋହତ୍ୟା ନିଷେଧ: ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ
କଟକ: ଓଡ଼ିଶାରେ ହୋଇପାରିବନି ଗୋହତ୍ୟା। ଏଥିପାଇଁ ହାଇକୋର୍ଟ ଦେଇଛନ୍ତି ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ। ରାଜ୍ୟରେ ଗୋ’ହତ୍ୟା ବନ୍ଦ ପାଇଁ ସ୍ୱତନ୍ତ୍ର ଆଇନ ରହିଛି। ତେଣୁ ସେହି ଆଧାରରେ ଓଡ଼ିଶାରେ ଗୋ’ହତ୍ୟା ହୋଇପାରିବ ନାହିଁ ବୋଲି ହାଇକୋର୍ଟ ଗୁରୁତ୍ୱପୂର୍ଣ୍ଣ ରାୟରେ କହିଛନ୍ତି। ଗୋ’ହତ୍ୟା!-->…
ହୋମଗାର୍ଡ ପରୀକ୍ଷାରେ ପରୀକ୍ଷାର୍ଥୀଙ୍କ ମୃତ୍ୟୁ
ଖୋର୍ଦ୍ଧା: ହୋମ୍ଗାର୍ଡ ପରୀକ୍ଷା ପାଇଁ ଆସିଥିବା ଜଣେ ପରୀକ୍ଷାର୍ଥୀଙ୍କ ଶୁକ୍ରବାର ମୃତ୍ୟୁ ଘଟିଛି । ତରତୁଆ ରିଜର୍ଭ ପଡିଆରେ ଶାରୀରିକ ପରୀକ୍ଷା ବେଳେ ସେ ଅସୁସ୍ଥ ହୋଇପଡିଥିଲେ । ଦୌଡୁଥିବା ବେଳେ ସେ ହଠାତ୍ ଅସୁସ୍ଥ ହୋଇ ତଳେ ପଡିଯାଇଥିଲେ । ଚିକିତ୍ସା ପାଇଁ ଖୋର୍ଦ୍ଧା ମେଡିକାଲରେ!-->…
ପଟ୍ଟାମୁଣ୍ଡାଇ ଛାତ୍ରୀ ମୃତ୍ୟୁ ଘଟଣା; ପୁରୁଷ ବନ୍ଧୁଙ୍କୁ ଅଟକ ରଖିଲା ପୋଲିସ
କେନ୍ଦ୍ରାପଡ଼ା: କେନ୍ଦ୍ରାପଡ଼ା ଜିଲ୍ଲା ପଟ୍ଟାମୁଣ୍ଡାଇରେ ଛାତ୍ରୀ ଜିଅନ୍ତା ଜଳିଯିବା ମାମଲା । ଛାତ୍ରୀଙ୍କ ପୁରୁଷ ବନ୍ଧୁଙ୍କୁ ଅଟକ ରଖିଲା ପୋଲିସ । ତେବେ ଚେନ୍ନାଇରୁ ଯୁବକକୁ ପୋଲିସ ଓଡ଼ିଶା ଆଣୁଥିବା ସୂଚନା ରହିଛି । ଘଟଣାର ତଦନ୍ତରୁ ଜଣାପଡ଼ିଛି ଯେ, ଅଭିଯୁକ୍ତ ଯୁବକଙ୍କ ନାଁରେ!-->…
ବିଜେପିର ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ, ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ଜୀବନରୁ ମାରିଦେବାକୁ ଧମକ ଦେଇଥିବା ଅଭିଯୋଗ
ବେଗୁନିଆ: ବେଗୁନିଆର ବିଜେପି ବିଧାୟକ ପ୍ରାର୍ଥୀ ପ୍ରକାଶ ଚନ୍ଦ୍ର ରଣବିଜୁଳିଙ୍କୁ ଖୋର୍ଦ୍ଧାରେ ଆକ୍ରମଣ ଅଭିଯୋଗ । ତାଙ୍କୁ ଜୀବନରେ ମାରିଦେବାକୁ ଖୋର୍ଦ୍ଧା ବିଧାୟକ ପ୍ରଶାନ୍ତ କୁମାର ଜଗଦ୍ଦେବ ଓ ତାଙ୍କ ସମର୍ଥକ ଧମକ ଦେଇଥିବା ଖୋର୍ଦ୍ଧା ଟାଉନ ଥାନାରେ ଅଭିଯୋଗ କରିଛନ୍ତି ।
ଅଭିଯୋଗ!-->!-->!-->…
ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲା; ୨ ଅଭିଯୁକ୍ତଙ୍କୁ ଦୁଇ ଦିନିଆ ରିମାଣ୍ଡରେ ନେବ କ୍ରାଇମବ୍ରାଞ୍ଚ
କଟକ: ଟିଇଟି ପ୍ରଶ୍ନପତ୍ର ପ୍ରଘଟ ମାମଲାରେ ଦୁଇ ଜଣ ଅଭିଯୁକ୍ତଙ୍କୁ ରିମାଣ୍ଡରେ ନେବ କ୍ରାଇମବ୍ରାଞ୍ଚ । ଆସନ୍ତା ୧୧ ଓ ୧୨ ଦୁଇ ଦିନ ପାଇଁ କ୍ରାଇମବ୍ରାଞ୍ଚ ରିମାଣ୍ଡରେ ନେଇ ପଚରା ଉଚରା କରିବ । ସେମାନେ ହେଲେ ମାଧ୍ୟମିକ ଶିକ୍ଷା ପରିଷଦ ବୋର୍ଡର ଡାଟା ଏଣ୍ଟ୍ରି ଅପରେଟର ଜିତନ ମହାରଣା ଏବଂ!-->…
ନାବାଳିକା ଝିଆରିକୁ ଦୁଷ୍କର୍ମ, ଗର୍ଭବତୀ କରିବା ଅଭିଯୋଗରେ ପିଉସା ଗିରଫ
ଜଳେଶ୍ୱର : ନାବାଳିକା ଝିଆରିକୁ ଦୁଷ୍କର୍ମ । ଗର୍ଭବତୀ କରିବା ଅଭିଯୋଗରେ ସମ୍ପର୍କୀୟ ପିଉସା ଗିରଫ । ପିଉସା-ଝିଆରୀ ସମ୍ପର୍କରେ ଲାଗିଲା କଳଙ୍କର ଛିଟା । ବାଲେଶ୍ବର ଜିଲ୍ଲା ସିଂଲା ଥାନା ଭାନୁପୁରରେ ଅଭିଯୁକ୍ତ ପିଉସାକୁ କାବୁ କରି ରାତି ସାରା ବାନ୍ଧି ରଖିଥିଲେ ପରିବାର । ଘଟଣାସ୍ଥଳରେ!-->…
ପୋଲିସ ଡ୍ରାଇଭର ନିଯୁକ୍ତି ପ୍ରସଙ୍ଗ: ବୟସ ସୀମା ୪ ବର୍ଷ କୋହଳ
ଭୁବନେଶ୍ବର: ପୋଲିସ ଡ୍ରାଇଭର ନିଯୁକ୍ତି ପ୍ରସଙ୍ଗରେ ସର୍ବାଧିକ ବୟସସୀମା ପ୍ରସଙ୍ଗରେ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ଶୁଣାଇଛନ୍ତି ହାଇକୋର୍ଟ । ସର୍ବାଧିକ ବୟସ ସୀମା କୋହଳ ନେଇ ହୋଇଥିବା ପିଟିସନ ଉପରେ ଆସିଲା ରାୟ । ସର୍ବାଧିକ ବୟସ ସୀମା ୪ ବର୍ଷ କୋହଳ କଲେ ରାଜ୍ୟ ସରକାର । ଏନେଇ!-->…
ସ୍ବାଧିନତା ଦିବସ ନେଇ ଛାତ୍ରଛାତ୍ରୀଙ୍କ ମଧ୍ୟରେ ପ୍ରତିଯୋଗିତା
ମାଲକାନଗିରି : ଆଜି ସ୍ଥାନୀୟ ସରକାରୀ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ଵାଧୀନତା ଦିବସ ପାଇଁ ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି। ଅତିରିକ୍ତ ଜିଲ୍ଲାପାଳ ସାଧାରଣ ସୋମନାଥ ପ୍ରଧାନଙ୍କ ନିର୍ଦ୍ଦେଶ କ୍ରମେ ଜିଲ୍ଲା ଶିକ୍ଷା ଅଧିକାରୀ ଚିତ୍ତରଞ୍ଜନ ପାଣିଗ୍ରାହୀଙ୍କ!-->…
ଚାରିଧାମ ଯାତ୍ରା ପାଲଟିଲା କାଳ: ୩୫ ବର୍ଷ ପରେ ମିଳନ, ପ୍ରକୃତି କୋଳରେ ହଜିଗଲେ ୨୪ ସ୍କୁଲ ସାଙ୍ଗ
ପୁଣେ: ଉତ୍ତରାଖଣ୍ଡରେ ବାଦଲ ଫଟା ବର୍ଷା ଓ ଭୟଙ୍କର ଭୂସ୍ଖଳନ ଯୋଗୁଁ ସ୍ଥିତି ସଙ୍ଗୀନ ରହିଛି। ଶହ ଶହ ରାସ୍ତା ଭାସିଯାଇଥିବା ବେଳେ ଯୋଗାଯୋଗ ବ୍ୟବସ୍ଥା ସମ୍ପୂର୍ଣ୍ଣ ଭୁଶୁଡ଼ି ପଡ଼ିଛି। ଏହି କାରଣରୁ ଉଦ୍ଧାର ଓ ରିଲିଫ କାର୍ଯ୍ୟରେ ପ୍ରବଳ ବାଧା ସୃଷ୍ଟି ହେଉଛି ଏବଂ ନିଖୋଜ ଲୋକଙ୍କୁ!-->…
ଶ୍ରୀମନ୍ଦିରରେ ରାକ୍ଷୀ ପୂର୍ଣ୍ଣିମା: ଭାଇ-ଭଉଣୀର ସ୍ନେହ ଓ ସମର୍ପଣର ଅନନ୍ୟ ପରମ୍ପରା
ପୁରୀ : ଦିନକ ପରେ ରାକ୍ଷୀ ପୂର୍ଣ୍ଣିମା | ଶ୍ରାବଣ ମାସର ପୂର୍ଣ୍ଣିମା ତିଥିରେ ସମଗ୍ର ଭାରତରେ ପାଳନ ହେଉଥିବା ରାକ୍ଷୀ ପୂର୍ଣ୍ଣିମାର ଏକ ସ୍ୱତନ୍ତ୍ର ଓ ଅନନ୍ୟ ଝଲକ ଦେଖିବାକୁ ମିଳେ ଶ୍ରୀକ୍ଷେତ୍ର ପୁରୀରେ। ଏଠାରେ ଏହି ପର୍ବକୁ "ଗହ୍ମା ପୂର୍ଣ୍ଣିମା" ଭାବରେ ପାଳନ କରାଯାଏ ଏବଂ ଏହା କେବଳ!-->…