Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ଚନ୍ଦ୍ର ଗ୍ରହଣ ଥିବାରୁ ଶ୍ରୀମନ୍ଦିରରେ ନୀତିକାନ୍ତିରେ ବଡ ପରିବର୍ତ୍ତନ
ପୁରୀ : ଆସନ୍ତା ମାର୍ଚ୍ଚ ମାସ ୩ତାରିଖ ଦୋଳପୂର୍ଣ୍ନିମା ଦିନ ଚନ୍ଦ୍ର ଗ୍ରହଣ ପଡୁଥିବାରୁ ମହାପ୍ରଭୁଙ୍କ ସ୍ୱତନ୍ତ୍ର ନୀତିକାନ୍ତିରେ ଦେଖାଦେବ ବଡ ପରିବର୍ତ୍ତନ । ଚଳିତବର୍ଷ ରାତିସାରା ମହାପ୍ରଭୁଙ୍କ ସୁନାବେଶ ଦର୍ଶନ କରିବେ ଭକ୍ତ। ଦିନ ବଦଳରେ ରାତିରେ ସୁନାଵେଶ ଓ ଦୋଳବେଦୀରେ!-->…
ନବ ବଧୂକୁ ଅଧବାଟରୁ ଅପହରଣ ଘଟଣାରେ ଟ୍ବିଷ୍ଟ, ପ୍ରେମିକ ନୁହେଁ ବରଂ ପ୍ରେମିକା ରଚିଥିଲା ଷଡଯନ୍ତ୍ର
ସୁବର୍ଣ୍ଣପୁର : ନବ ବଧୂ ଅପହରଣର ନୂଆ ମୋଡ଼ । ଫିଲ୍ମ ଷ୍ଟାଇଲରେ ନବ ବଧୂକୁ ଅଧବାଟରୁ ଉଠାଇ ନେଇଥିବା ପ୍ରେମିକ ଘଟଣାରେ ଟ୍ବିଷ୍ଟ । ପ୍ରେମିକ ନୁହେଁ ବରଂ ପ୍ରେମିକା ରଚିଥିଲା ଷଡଯନ୍ତ୍ର । ନିଜେ ପ୍ରେମିକକୁ ଡାକି ତାସହ ଫେରାର ମାରିଥିଲା ବୋଲି ପୋଲିସ ଜାଣିବାକୁ ପାଇଛି । ପୂର୍ବ!-->…
ବିଜେପି ଘୋଡା ବେପାରରେ ସଫଳ ହେବନି, ଆମେ ଘୋଡା ବେପାର କରୁନଥିଲୁ
ଭୁବନେଶ୍ବର ୨୨।୨: ରାଜ୍ୟସଭା ନିର୍ବାଚନ ପାଇଁ ବାଜିସାରିଛି ବିଗୁଲ । ତାରିଖ ଘୋଷଣା ସହ ଓଡ଼ିଶା ରାଜନୀତିକୁ ସରଗରମ କଲାଣି ରାଜ୍ୟସଭା ନିର୍ବାଚନ । ଚତୁର୍ଥ ଆସନକୁ ନେଇ ଏବେବି ସସ୍ପେନ୍ସ ଜାରି ରହିଛି । ଏହାରି ଭିତରେ ପ୍ରତିକ୍ରିୟା ରଖିଛନ୍ତି ବିଜେଡି ବିଧାୟକ ଯୋଗେଶ ସିଂ । ସେ କହିଛନ୍ତି,!-->…
ଢଳେଇ ବେଳେ ଗୋଟିଏ କଡ଼କୁ ଭୁଶୁଡି ପଡ଼ିଲା ବିଜୁ ସେତୁ, ଅବଧି ସରିଥିଲେ ବି ସରିନି କାମ
ବାରଙ୍ଗ ୨୨।୨: ଢଳେଇ ବେଳେ ଗୋଟିଏ କଡ଼ ଭୁଶୁଡି ପଡ଼ିଲା ନୟାପାଟଣା ଆମ୍ଭବରେଇ ବିଜୁ ସେତୁ । ସୌଭାଗ୍ୟ ବଶତଃ ବର୍ତ୍ତିଯାଇଛନ୍ତି ଶ୍ରମିକ । ବାରଙ୍ଗ ବ୍ଲକ୍ ପୁରୀ ମେନ୍ କେନାଲ ଉପରେ ଚାଲୁଥିଲା ସେତୁ କାମ । ତେବେ ଖରାପ ଓଲଡିଂ ପାଇଁ ଭାଙ୍ଗି ପଡିଥିଲା ତଳ ରଡ୍ ।ସୂଚନାଯୋଗ୍ୟ ଯେ, ଜୁନ୍ ୨୦୨୩ରେ!-->…
ବୋଲେରୋକୁ ଧକ୍କା ଦେଲା ଟ୍ରେଲର, ୫ ପୋଲିସ କର୍ମଚାରୀ ମୃତ
ଝାରସୁଗୁଡା, ୨୨/୦୨ : ମର୍ମନ୍ତୁଦ ସଡକ ଦୁର୍ଘଟଣା । ଜୀବନ ହାରିଲେ ପୋଲିସ ଅଧିକାରୀ । ଝାରସୁଗୁଡା ଜିଲ୍ଲାରେ ଏକ ବୋଲେରୋ ଏବଂ ଟ୍ରେଲର ମଧ୍ୟରେ ଭୟଙ୍କର ଦୁର୍ଘଟଣା ହୋଇଛି । ବୋଲେରୋରେ ଥିବା ୫ ପୋଲିସ ଅଧିକାରୀ ଏଥିରେ ପ୍ରାଣ ହରାଇଥିବା ସୂଚନା ମିଳିଛି ।
ସୂଚନାନୁସାରେ, ଝାରସୁଗୁଡା ସଦର!-->!-->!-->…
୫୦ରୁ ଉର୍ଦ୍ଧ୍ବ ପାକ୍ସ ଆକାଉଣ୍ଟ ଅଚଳ: ପାକ୍ସ ଆୟକର ଅନ୍ତର୍ଭୁକ୍ତ କି?
ନୟାଗଡ଼: ନୟାଗଡ଼ ଜିଲ୍ଲା କେନ୍ଦ୍ର ସମବାୟ ବ୍ୟାଙ୍କରେ ଆୟକର ଫାଙ୍କିବା ଘଟଣା ଲୋକଙ୍କ ମନରୁ ଲିଭି ନଥିବା ବେଳେ ଏବେ ବିଭିନ୍ନ ପାକ୍ସ ଆକାଉଣ୍ଟ ଅଚଳ ପାଇଁ ଆୟକର ବିଭାଗ ନୋଟିସ କରିଛି ।ନୟାଗଡ଼ ଜିଲ୍ଲା କେନ୍ଦ୍ର ସମବାୟ ବ୍ୟାଙ୍କ ବିଭିନ୍ନ ଶାଖା ପରିଚାଳକଙ୍କୁ ନୋଟିସ କରାଯାଇ ଜିଲ୍ଲାର ୫୦ରୁ!-->…
ବଣ୍ଡାଘାଟିରେ ବାଟ ହୁଡ଼ିଛି ବିକାଶ: ୮ କିମି ଗଲେ ମିଳୁଛି ରାସନ
ମାଲକାନଗିରି: ଆଦିମ ଜନଜାତି ବଣ୍ଡା ସଂପ୍ରଦାୟର ବିକାଶ ପାଇଁ ଯୋଜନା ଓ ଅନୁଦାନର ଅଭାବ ନାହିଁ। ସରକାରୀ ଯୋଜନାକୁ ଛାଡ଼ିଲେ ସ୍ବତନ୍ତ୍ର ଭାବେ କାମ କରୁଛି ବଣ୍ଡା ଉନ୍ନୟନ ସଂସ୍ଥା। ବାର୍ଷିକ ଖର୍ଚ୍ଚ ହେଉଛି କୋଟି କୋଟି ଟଙ୍କା। ତଥାପି ଶିକ୍ଷା, ସ୍ବାସ୍ଥ୍ୟ, ଗମନାଗମନ, ପାନୀୟ ଜଳି ଭଳି!-->…
ପାରାଦୀପ ବଡ଼ପଡ଼ିଆ ମୁଖ୍ୟ ପରିବା ମାର୍କେଟରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ୫୦ରୁ ଅଧିକ ଦୋକାନ
ଜଗତସିଂହପୁର: ପାରାଦୀପ ବଡ଼ପଡ଼ିଆ ମୁଖ୍ୟ ପରିବା ମାର୍କେଟରେ ଭୟାବହ ଅଗ୍ନିକାଣ୍ଡ। ଜଳିଗଲା ୫୦ରୁ ଅଧିକ ଦୋକାନ। ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ। ୫ଟି ଦମକଳ ନିୟୋଜିତ। ବିଳମ୍ବିତ ରାତ୍ର ପ୍ରାୟ ୨ଟା ସମୟରେ ଅଗ୍ନିକାଣ୍ଡ ଘଟି ୫୦ରୁ ଅଧିକ ପରିବା ଦୋକାନ ପୋଡ଼ିପାଉଁଶ ହୋଇଯାଇଛି।ଦୋକାନରେ ଥିବା!-->…
ସେଣ୍ଟ୍ରାଲ କମିଟି ମେମ୍ବର ଦେବଜୀ, ରାଜିରେଡ୍ଡୀ ସହ ୧୬ ମାଓବାଦୀଙ୍କ ଆତ୍ମସମର୍ପଣ
ମାଲକାନଗିରି : ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ର ତେଲେଙ୍ଗାନା ପୁଲିସ ନିକଟରେ ଦୁଇ ଦୁର୍ଦାନ୍ତ ମାଓ ନେତା ଆତ୍ମସମର୍ପଣ କରିଥିବା ନେଇ ଚର୍ଚ୍ଚା ଜୋର ଧରିଛି। ତେବେ ତେଲେଙ୍ଗାନା ପୁଲିସ ଏନେଇ କୌଣସି ସ୍ପଷ୍ଟ କରିନଥିବା ବେଳେ ଆଗାମୀ ଦୁଇ ଦିନ ମଧ୍ୟରେ ଏହି ନେତାମାନଙ୍କୁ ଗଣମାଧ୍ୟମ!-->…
ନବରଂଗପୁର ଜିଲ୍ଲାର ୭ଟି ବ୍ଲକରେ କେବେ କାର୍ଯ୍ୟକାରୀ ହେବ ଅଲଟ୍ରାସ୍କାନ୍ ସୁବିଧା?
ନବରଙ୍ଗପୁର : ଗର୍ଭବତୀ ମାଆଙ୍କୁ ଏଣିକି ଦୂରଦୂରାନ୍ତର ଡାକ୍ତରଖାନାକୁ ଆସି ଅଲଟ୍ରାସ୍କାନ କରିବାର ଆବଶ୍ୟକତା ନାହିଁ। ସବୁ ବ୍ଲକରେ ଏହି ସୁବିଧା ଉପଲବ୍ଧ କରାଯିବ ବୋଲି ସରକାର ଘୋଷଣା କରିଥିଲେ। ନବରଙ୍ଗପୁର ଜିଲ୍ଲାରେ ଏହା ନବରଙ୍ଗପୁର, ଉମରକୋଟ ଓ ପାପାଡାହାଣ୍ଡିରେ ହିଁ କାର୍ଯ୍ୟକାରୀ!-->…