Browsing Category

ଓଡିଶା

ମା ବୈଷ୍ଣୋ ଦେବୀ ମନ୍ଦିର ଉପରେ ବଡ଼ ଆତଙ୍କୀ ଆକ୍ରମଣର ସତର୍କତା

ନୂଆଦିଲ୍ଲୀ : ଦିଲ୍ଲୀ ପରେ ଜମ୍ମୁ-କାଶ୍ମୀରରେ ଆତଙ୍କବାଦୀ ଆକ୍ରମଣର ସତର୍କତା ଜାରି ହୋଇଛି। ଚାନ୍ଦନୀ ଚୌକ ଏବଂ ଲାଲକିଲ୍ଲା ବ୍ୟତୀତ ମା ବୈଷ୍ଣୋ ଦେବୀଙ୍କ ମନ୍ଦିରରେ ଆତଙ୍କବାଦୀ ଆକ୍ରମଣର ସତର୍କତା ଜାରି କରାଯାଇଛି। ଗୁଇନ୍ଦା ସୂଚନା ପାଇବା ପରେ, ଗୁଇନ୍ଦା ସଂସ୍ଥାଗୁଡ଼ିକ ମଧ୍ୟ ଆକ୍ସନ…

ଓଡିଶାର ଯୁବ ଚାଷୀ ହିରୋଦଙ୍କୁ ମୋଦୀଙ୍କ ପ୍ରଶଂସା

ନୂଆଦିଲ୍ଲୀ:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ମନ କି ବାତର ୧୩୧ତମ ଏପିସୋଡ୍‌ରେ ଦେଶବାସୀଙ୍କୁ ସମ୍ବୋଧିତ କରିଛନ୍ତି। ଏଥର ସେ ଓଡ଼ିଶାର ଜଣେ ଯୁବ ଚାଷୀ ହିରୋଦ ପଟେଲଙ୍କ କାହାଣୀ ବାଣ୍ଟିଛନ୍ତି। ହିରୋଦଙ୍କ ଚାଷ ଶୈଳୀକୁ ପ୍ରଶଂସା କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦୀ। ବାପା ଶିବଶଙ୍କର…

୨୬ରେ ଆସିବେ ମହାନଦୀ ଟ୍ରିବ୍ୟୁନାଲ ଟିମ୍

ଭୁବନେଶ୍ଵର:ଆସନ୍ତା ୨୬ ତାରିଖରେ ଓଡିଶା ଗସ୍ତରେ ଆସିବେ ମହାନଦୀ ଟ୍ରିବ୍ୟୁନାଲ ଟିମ୍।ଫେବ୍ରୁଆରୀ ୨୬ ତାରିଖରୁ ମାର୍ଚ୍ଚ ୨ ପର୍ଯ୍ୟନ୍ତ, ସେମାନଙ୍କର ୪ ଦିନିଆ ଓଡିଶା ଗସ୍ତ ରହିଛି। ଏଥିରେ ଟ୍ରିବ୍ୟୁନାଲ ଅଧ୍ୟକ୍ଷ ଓ ସଦସ୍ୟଙ୍କ ସହ ୧୦ ଜଣିଆ ଟିମ୍ ରେ ଓଡିଶାକୁ ଆସିବେ। ଏହି ୪ ଦିନିଆ…

ଛାତ୍ରୀ ଗଣଦୁଷ୍କର୍ମ: ରେଡ୍‌ ଫ୍ଲାଗ୍ କଲା କ୍ରାଇମବ୍ରାଞ୍ଚ

କେନ୍ଦ୍ରାପଡ଼ା : କେନ୍ଦ୍ରାପଡ଼ା ଜିଲା ରାଜକନିକା ଥାନା ଅଞ୍ଚଳରେ ଘଟିଥିବା ୭ମ ଶ୍ରେଣୀ ଛାତ୍ରୀ ବଳାତ୍କାର ଘଟଣାକୁ ଗୁରୁତର ସହ ନେଇ ରେଡ୍‌ ଫ୍ଲାଗ୍‌ ଅନ୍ତର୍ଭୁକ୍ତ କରିଛି କ୍ରାଇମବ୍ରାଞ୍ଚ। ଜଣେ ସିନିୟର ଅଫିସରଙ୍କ ତତ୍ତ୍ଵାବଧାନରେ ତଦନ୍ତର ଅନୁଧ୍ୟାନ ହେବ। ଏବଂ ନ୍ୟାୟିକ ପ୍ରକ୍ରିୟାକୁ…

ଓଡିଶା କ୍ରିକେଟ ଆସୋସିଏସନ ନିର୍ବାଚନ କଳି

କଟକ : ତେଜିଲା ଓଡିଶା କ୍ରିକେଟ ଆସୋସିଏସନ ନିର୍ବାଚନ କଳି। ଜେନେରାଲ ବଡି ବୈଠକକୁ ବୟକଟ କରିଛନ୍ତି ଲଳିତେନ୍ଦୁ ବିଦ୍ୟାଧର ମହାପାତ୍ର। ବୈଠକକୁ ବୟକଟ କରି ଗଣମାଧ୍ୟମ ଆଗରେ ବର୍ଷିଲେ ଲଳିତେନ୍ଦୁ । ନିୟମକୁ ଉଲଘଂନ କରି ନିର୍ବାଚନ ଘୁଞ୍ଚାଇବାକୁ ଚେଷ୍ଟା କରାଯାଉଛି।ଲୋଧା କମିଟି ରିପୋର୍ଟ…

ମୃତ ପୁଲିସ ପରିବାରକୁ ୫ଲକ୍ଷ ସହୟତା: ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର : ଝାରସୁଗୁଡ଼ାରେ ଘଟିଥିବା ଦୁଃଖଦ ସଡ଼କ ଦୁର୍ଘଟଣାରେ ୫ ଜଣ କର୍ତ୍ତବ୍ୟରତ ପୋଲିସ କର୍ମଚାରୀଙ୍କ ପ୍ରାଣହାନି ଘଟଣା ​‌ଦୁଃଖପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହାନଚରଣ ମାଝୀ । ସେ ତାଙ୍କ ଟ୍ବିଟରରେ ହ୍ୟାଣ୍ତଲେ​‌ରେ ଉଲ୍ଲେଖ କରିଛନ୍ତି ଯେ ଏହି ଘଟଣା ଅତ୍ୟନ୍ତ ଦୁଃଖଦାୟକ…

ରାଜନଗର ନାବାଳିକା ଗଣଦୁଷ୍କର୍ମ ଘଟଣାରେ ରାଜ୍ୟ ସରକାରଙ୍କ ଉପରେ ବର୍ଷିଲା ବିଜେଡି

ଭୁବନେଶ୍ୱର:ରାଜ୍ୟରେ ଡବଲ ଇଞ୍ଜିନ ସରକାର କ୍ଷମତାକୁ ଆସିବା ପରେ, ଆଇନ ଶୃଙ୍ଖଳା ପରିସ୍ଥିତି ବିଗିଡିଯିବା ସହିତ ମହିଳା ସୁରକ୍ଷା ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ ହୋଇ ପଡିଛି ବୋଲି ବିଜୁ ଜନତା ଦଳ ଅଭିଯୋଗ କରିଛି । ପରିସ୍ଥିତିରେ ସୁଧାର ଆସିବା ପରିବର୍ତ୍ତେ ଦିନକୁ ଦିନ ଅଧିକ ବିଗୁଡୁଛି ବୋଲି…

ଗ୍ରୀଷ୍ମ ମୁକାବିଲା ପାଇଁ ଜିଲ୍ଲା ଶିକ୍ଷା ଅଧିକାରୀମାନଙ୍କୁ ବିଭାଗର ଚିଠି, ପାନୀୟ ଜଳ ଓ ORS ପ୍ୟାକେଟ୍ ରଖିବା ପାଇଁ…

ଭୁବନେଶ୍ୱର: ଗ୍ରୀଷ୍ମ ମୁକାବିଲା ପାଇଁ ସ୍କୁଲ ଓ ଗଣଶିକ୍ଷା ବିଭାଗ ପ୍ରସ୍ତୁତି ଆରମ୍ଭ ହୋଇଛି । ବିଭାଗ ପକ୍ଷରୁ ଏକ ନିର୍ଦ୍ଦେଶନାମା ଜାରି କରାଯାଇଛି, ଯେଉଁଥିରେ ଗ୍ରୀଷ୍ମ ପ୍ରବାହର ମୁକାବିଲା ପାଇଁ ପ୍ରସ୍ତୁତି ଏବଂ ସତର୍କତାମୂଳକ ପଦକ୍ଷେପ ସମ୍ପର୍କରେ ଉଲ୍ଲେଖ କରାଯାଇଛି । ବିଭାଗର ସମସ୍ତ…

ଏଥର ବି ହୋଇପାରିଲାନି ପ୍ରଭୁ ଲିଙ୍ଗରାଜଙ୍କ ହାଣ୍ଡି ଭଙ୍ଗା ଯାତ୍ରା, ୧୨ ବର୍ଷ ହେଲା ବନ୍ଦ ରହିଛି ପରମ୍ପରା

ଭୁବନେଶ୍ବର: ଗତ ବର୍ଷ ଭଳି ଏବର୍ଷ ବି ବନ୍ଦ ରହିଲା ମହାପ୍ରଭୁ ଲିଙ୍ଗରାଜଙ୍କ ହାଣ୍ଡି ଭଙ୍ଗା ଯାତ୍ରା। କପିଳେଶ୍ୱର ମନ୍ଦିରରେ କେଉଁ ସେବାୟତ ବାଟ ବରଣୀ କରିବେ ସେନେଇ ବିବାଦ ନ ତୁଟିବାରୁ ଏବର୍ଷ ବି ମହାପ୍ରଭୁଙ୍କ ହାଣି ଭଙ୍ଗା ଯାତ୍ରା ହୋଇପାରିନାହିଁ। ଆଉ ଏହାକୁ ମିଶାଇଲେ ପ୍ରାୟ ୧୨ ବର୍ଷ…

ରାଜ୍ୟକୁ ଋଣବୋଝରେ ବୁଡାଇ, ରାଜ୍ୟବାସୀଙ୍କୁ ସୁନେଲି ସ୍ୱପ୍ନ ଦେଖାଉଛନ୍ତି ସରକାର

ଭୁବନେଶ୍ୱର: ଗତକାଲି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ମାଝୀ ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ରାଜ୍ୟ ବଜେଟ ଉପସ୍ଥାପନ କରିଥିବା ବେଳେ, ଆଜି ବିଜୁ ଜନତା ଦଳ ଏହି ବଜେଟ ଅନ୍ତସାର ଶୂନ୍ୟ ଓ କେବଳ ପ୍ରଚାରଧର୍ମୀ ବଜେଟ ବୋଲି ଅଭିହିତ କରିଛି । ଶଙ୍ଖ ଭବନରେ ଆୟୋଜିତ ସାମ୍ୱାଦିକ ସମ୍ମିଳନୀରେ…